ବଲାଙ୍ଗୀର

ନିଖୋଜ ପରେ ଟ୍ରେନ ଲାଇନରୁ ମୃତଦେହ ଜବତ

କଣ୍ଟାବାଞ୍ଜି,୧୬ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଳ ଷ୍ଟେଶନର ଅନତି ଦୂରରେ ଜଣେ ଯୁବକଙ୍କ ମୃତଦେହ ରେଳ ଧାରଣାରୁ ଶନିବାର ଜିଆରପି ଜବତ କରିଛି । ମୃତକ ହେଲେ ସଇଁତଲା ଥାନା କୁଡାସିଂଘା ଗାଁର ଦୁର୍ଲଭ ପୁଟେଲ (୨୮)। ମୃତକ ଶୁକ୍ରବାର ରାତିରୁ…

ନବଜାତ ଶିଶୁର ମୃତଦେହକୁ ଝୁଣି ଖାଉଛି କୁକୁର, ବିଚଳିତ କରୁଛି ଦୃଶ୍ୟ

ବଲାଙ୍ଗୀର ଅଫିସ, ୭।୧୦- ବଲାଙ୍ଗୀର ସହରରେ ଗୁରୁବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଏକ ନବଜାତ ଶିଶୁର ମୃତଦେହକୁ ବୁଲା କୁକୁର ପାଟିରେ ଧରି ସହର ଭିତରେ ବୁଲୁଥିବା ଓ ଝୁଣି ଖାଉଥିବା ଦୃଶ୍ୟ ଅନେକଙ୍କୁ ବିଚଳିତ କରିଛି।…

ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଡାକ୍ତରୀ ଛାତ୍ରୀଙ୍କ ମୃତଦେହ

ବଲାଙ୍ଗୀର ଅଫିସ,୭ା୧୦: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜର ତୃତୀୟ ବର୍ଷର ଜଣେ ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ବୁଧବାର ବିଳମ୍ବିତ ରାତିରେ ଘଟଣା ଜଣାପଡ଼ିବା ପରେ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ହଇଚଇ ସୃଷ୍ଟି ହୋଇଥିଲା। ଲେଡିଜ୍‌ ହଷ୍ଟେଲ ଝରକା…

ଧରାପଡିଲେ ହରିଆଣାର ଏଟିଏମ୍‌ ଲୁଟେରା ଗ୍ୟାଙ୍ଗ

ବଲାଙ୍ଗୀର ଅଫିସ,୫।୧୦: ବଲାଙ୍ଗୀର ଜିଲାରେ ସକ୍ରିୟ ଥିବା ହରିଆଣାର ତିନି ଜଣ ଏଟିଏମ୍‌ ଲୁଟେରାଙ୍କୁ ପୋଲିସ ଗିରଫ କରିଛି। ଏହି ଲୁଟେରାମାନେ ଅଭିନବ ଉପାୟରେ ଟଙ୍କା ଲୁଟ କରୁଥିଲେ। ସେମାନଙ୍କଠାରୁ ଦୁଇଟି ଏଟିଏମ୍‌ ସ୍କିମର ଓ କ୍ଲୋନିଂ ମେଶିନ ସହ ୩୭…

ହଷ୍ଟେଲରେ ନ ରହି ପରୀକ୍ଷା ଦେଲେ ବିଦ୍ୟାଭାରତୀ

ବଲାଙ୍ଗୀର ଅଫିସ,୨୯ା୯: ଗଜପତି ଜିଲା ପାରଳାଖେମୁଣ୍ଡିର ଦିବଂଗତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ସ୍ତ୍ରୀ ବିଦ୍ୟାଭାରତୀ ବୁଧବାର ବଲାଙ୍ଗୀର ପ୍ରାଣୀଧନ ନିରୀକ୍ଷକ ତାଲିମ କେନ୍ଦ୍ରରେ ଫାଇନାଲ ପରୀକ୍ଷା ଦେଇଛନ୍ତି। ବୁଧବାରଠାରୁ ଫାଇନାଲ ପରୀକ୍ଷା ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇଥିଲା।…

ଭେରିଫିକେଶନ ପାଇଁ ସାର୍ଟିଫିକେଟ ମାଗିବାରୁ ଇସ୍ତଫା ଦେଲେ ଶିକ୍ଷକ

କଣ୍ଟାବାଞ୍ଜି,୨୯ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ବିଭିନ୍ନ ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାଲ ସିଟି ଓ ଶିକ୍ଷାଗତ ସାର୍ଟିଫିକେଟ ଦେଇ ନିଯୁକ୍ତି ପାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ ପକ୍ଷରୁ ଯାଞ୍ଚ ଆରମ୍ଭ ହୋଇଥିଲା। ଏହିକ୍ରମରେ…

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା କୃଷି ଅଧିକାରୀ

ବଲାଙ୍ଗୀର ଅଫିସ, ୨୮।୯: ବଲାଙ୍ଗୀର ଜିଲା କୃଷି ଅଧିକାରୀ ହିମାଂଶୁ ଶେଖର ପାଢ଼ୀ ଲାଞ୍ଚ ନେଇ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ପଣ୍ଡକିଟାଲ ଗାଁର ସାର ଦୋକାନୀ ଦୁର୍ଯ୍ୟୋଧନ ବାରିକଙ୍କଠାରୁ ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ…

ବଲାଙ୍ଗିରରେ ଭାରତ ବନ୍ଦ ପ୍ରଭାବ

ବଲାଙ୍ଗିର ଅଫିସ,୨୭।୯: ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ପରିପ୍ରେକ୍ଷୀରେ ସୋମବାର ସକାଳୁ ବଲାଙ୍ଗିର ଜିଲାରେ ବନ୍ଦ ପାଳନ ଜୋରଦାର କରାଯାଇଛି । ମିଳିତ ଚାଷୀ ସଙ୍ଗଠନ ବଲାଙ୍ଗିର ପକ୍ଷରୁ ପ୍ରଥମେ ସକାଳେ ପ୍ରଧାନ ଡାକଘର ସମ୍ମୁଖରେ ପିକେଟିଂ…

ବଲାଙ୍ଗୀରରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ; ୨୦୦ କୋଟି ଟଙ୍କାର ପ୍ରକଳ୍ପ ଲୋକାର୍ପିତ

ଭୁବନେଶ୍ୱର(ବ୍ୟୁରୋ)/ବଲାଙ୍ଗୀର ଅଫିସ,୨୨।୯: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବଲାଙ୍ଗିର ଜିଲା ଗସ୍ତ କରି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କରିଛନ୍ତି। ସେ ଟିଟିଲାଗଡ, ପାଟଣାଗଡ ଓ ବଲାଙ୍ଗିର ଟାଉନ ଗସ୍ତ କରି ସ୍ମାର୍ଟ କାର୍ଡ ବଣ୍ଟନ…

ସାମ୍ନାରୁ ଆସୁଥିବା ବାଇକକୁ ଧକ୍କା ଦେଲା ଟ୍ରକ

ବଲାଙ୍ଗିର ଅଫିସ୍‌, ୧୭।୯: ବଲାଙ୍ଗିର ଜିଲାର ଦେଓଗାଁ ନିକଟ ସାଗରପାଲି ଠାରେ ଏକ ଦୁର୍ଘଟଣା ଘଟିଛି। ଶୁକ୍ରବାର ସକାଳୁ ୨୬ ନମ୍ବର ଜାତୀୟ ରାଜପଥରେ ଏକ ଟ୍ରକ ସାମ୍ନାରୁ ଆସୁଥିବା ବାଇକକୁ ଧକ୍କା ଦେଇଥିଲା। ଏଥିରେ ଦୁଇ ବାଇକ ଆରୋହୀ ଗୁରୁତର…

ଜଣଙ୍କୁ କଚାଡ଼ି ମାରିଲା ହାତୀ, ଜଣେ ଗୁରୁତର

ଖପ୍ରାଖୋଲ,୧୭ା୯(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ରେଞ୍ଜ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ଼ ତଳି ଅଞ୍ଚଳରେ ଥିବା ବ୍ରାହ୍ମଣୀ ଗାଁରେ ଗତ ରାତିରେ ଏକ ବଣୁଆ ହାତୀ ଗାଁକୁ ପଶି ଆସିଥିଲା। ଗାଁର ଯାଦବ ରଣା ଘରୁ ବାହାରି ଦେଖିବା ସମୟରେ…

ନିଶାସକ୍ତଙ୍କ ଉନ୍ମତ୍ତ କାଣ୍ଡ: ଯୁବକଙ୍କ ମଳଦ୍ୱାରରେ ଭର୍ତ୍ତି କଲେ ଗ୍ଲାସ

ବଲାଙ୍ଗୀର ଅଫିସ,୧୬।୯: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି । ତିନି ଜଣ ଅଚିହ୍ନା ନିଶାସକ୍ତ ଯୁବକ ଉକ୍ତ ଗ୍ରାମର କରୁଣା ଭୋଇ (୧୮) ନାମକ ଜଣେ ଯୁବକଙ୍କ ମଳଦ୍ୱାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?