ବଲାଙ୍ଗୀର

କରୋନା ବଦଳାଇଲା ସାବିତ୍ରୀ ବ୍ରତ ପାଳନର ରୂପରେଖ: ମାସ୍କ ପିନ୍ଧି ପୂଜାର୍ଚ୍ଚନା କଲେ ମହିଳା

ବଲାଙ୍ଗୀର ଅଫିସ, ୨୨ା୫-ସାରା ଓଡିଶାରେ ସାବିତ୍ରୀ ବ୍ରତଧାରୀ ମହିଳାମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରୁଛନ୍ତି ା ଏହି ଅବସରରେ ବଲାଙ୍ଗିରରେ ମଧ୍ୟ ସଧବାମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଶୁକ୍ରବାର ସକାଳୁ ସହରର ବିଭିନ୍ନ ସ୍ଥାନରେ ବ୍ରତପୂଜାର ଆୟୋଜନ…

କରୋନା ଯୋଦ୍ଧାର ମାନ୍ୟତା ଦେବାକୁ ଆୟୁଷ ଡାକ୍ତର ପ୍ରତିନିଧି ଦଳର ଦାବି

ଲୋଇସିଂହା,୨୧।୫(ଡି.ଏନ.ଏ.): ମହାମାରୀ କରୋନା ମୁକାବିଲାରେ ଆୟୁଷ ଡାକ୍ତରମାନେ ପ୍ରମୁଖ ଦାୟିତ୍ୱ ନିର୍ବାହ କରୁଛନ୍ତି। ହେଲେ ରାଜ୍ୟ ସରକାର ସେମାନଙ୍କୁ କରୋନା ଯୋଦ୍ଧାର ମାନ୍ୟତା ଦେଇନାହାନ୍ତି। ଏଥି ସହିତ ଡାକ୍ତରଙ୍କ ପାଇଁ ଘୋଷଣା ହୋଇଥିବା କୌଣସି ଯୋଜନାରେ ସେମାନଙ୍କୁ ସାମିଲ କରିନାହାନ୍ତି। ଏ…

ମହାରାଷ୍ଟ୍ର, ଆନ୍ଧ୍ରରୁ ପହଞ୍ଚିଲା ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ରେଲୱେ ଷ୍ଟେସନ୍‌ରେ ବୁଧବାର ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚିଛି। ମହାରାଷ୍ଟ୍ରର ମୁମ୍ବାଇ ଉପନଗର ଲୋକମାନ୍ୟ ତିଲକ ଟର୍ମିନସଠାରୁ ଆସିଥିବା ଏହି ଟ୍ରେନ୍‌ ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ପହଞ୍ଚିଥିଲା। ଏହି ଟ୍ରେନ୍‌ରେ ବଲାଙ୍ଗୀର…

ସହର ଭିତରେ ପ୍ରବାସୀଙ୍କ ଭିଡ, ବଢୁଛି ସଂକ୍ରମଣ ଭୟ

ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ସହରର ବିଭିନ୍ନ ରାସ୍ତାରେ ରାଜ୍ୟ ବାହାର ପ୍ରବାସୀ ଖୋଲାଖୋଲି ବୁଲୁଥିବା ଦେଖାଯାଉଛି। ପ୍ରତିଦିନ ଶତାଧିକ ପ୍ରବାସୀ ବସ୍‌ ଓ ଅନ୍ୟ ଯାନବାହନରେ ବଲାଙ୍ଗୀର ସହରରେ ପହଞ୍ଚୁଛନ୍ତି। ସେମାନଙ୍କୁ ଆଣୁଥିବା ବସ୍‌ ଓ ଯାନବାହନଗୁଡିକ କୌଣସି ନିର୍ଦ୍ଦିଷ୍ଟ…

ଗୋଳାବାରୁଦ କାରଖାନା ନିଗମୀକରଣକୁ ବିରୋଧ

ସଇଁତଲା, ୨୦ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନା ୱାକର୍‌ସର ୟୁନିୟନ ନଗମୀକରଣକୁ ବିରୋଧ କରିଛି। ଏଥିସହ ୟୁନିଅନ ଶ୍ରମିକମାନଙ୍କ କାର୍ଯ୍ୟ ସମୟ ୧୨ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ନାପସନ୍ଦ କରିଛି। ଏ ନେଇ ସଂଘ ପକ୍ଷରୁ ବୁଧବାର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତିନି…

ବଲାଙ୍ଗୀରରେ ଫେଲ୍‌ ମାରିଛି କରୋନା କଟକଣା: ବଜାରରେ ପ୍ରବଳ ଭିଡ଼

ବଲାଙ୍ଗୀର ଅଫିସ,୨୦ା୫: କରୋନାର ଭୟାବହତା କମିନାହିଁ ା ତେଣୁ ଲକ୍‌ଡାଉନ୍‌କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମେ’ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ା ଚତୁର୍ଥ ପର୍ଯ୍ୟାୟରେ ଏହାକୁ ସାମାନ୍ୟ କୋହଳ କରି ଦୋକାନ ବଜାର ଖୋଲିବାକୁ ଅନୁମତି ମଧ୍ୟ ମିଳିଛି। ମାତ୍ର…

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ୨୦ ଦିନ ପରେ କୋର୍ଟରେ ଠିକାସଂସ୍ଥାର ମାଲିକ-ପୁଅଙ୍କ ଆତ୍ମସମର୍ପଣ

ପାଟଣାଗଡ,୧୯।୫ (ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏନେଇ…

ଗୋଟିଏ ଦିନରେ ପହଞ୍ଚିଲା ୩ ସ୍ପେଶାଲ ଟ୍ରେନ

ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍‌ରେ ବଲାଙ୍ଗୀର ସମେତ ଓଡିଶାର ୩୦ଜିଲାର ପ୍ରାୟ ୪ ହଜାର ପ୍ରବାସୀ ଆସିଥିଲେ। ଭୋର ୪ଟାରେ ବିଶାଖାପାଟଣାରୁ ଆସିଥିବା…

ମହଙ୍ଗା ପଡିଲା ଲୁଣ କଳାବଜାରି: ଲକ୍ଷେ ଟଙ୍କା ଜରିମାନା

ପାଟଣାଗଡ,୧୮।୫(ଡି.ଏନ.ଏ.)-ଲୁଣ କଳା ବଜାରି କରିବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରାମଜୀ ଛକସ୍ଥିତ ଲକ୍ଷ୍ମୀ ଟ୍ରେଡର୍ସ ଉପରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଛି। ଚଢାଉରେ ୧୨୦ ପ୍ୟାକେଟ ଲୁଣ ବସ୍ତା ଜବତ କରାଯାଇଛି। ମାଜିଷ୍ଟ୍ରେଟ ଦାୟିତ୍ୱରେ ପାଟଣାଗଡ ତହସିଲଦାର ଡ.…

ବିଶାଖାପାଟଣାରୁ ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ, ଓହ୍ଲାଇଲେ ୧୪୧୭ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୮।୫: ବିଶାଖାପାଟଣାରୁ ଆସିଥିବା ଶ୍ରମିକ ସ୍ପେଶାଲ ଟ୍ରେନ ସୋମବାର ଭୋରରେ ବଲାଙ୍ଗୀର ରେଲୱେ ଷ୍ଟେଶନରେ ପହଞ୍ଚିଥିଲା। ଏହି ଟ୍ରେନରେ ୧୪୧୭ ପ୍ରବାସୀ ଓହ୍ଲାଇଥିବା ଜଣାପଡିଛି । ସେମାନଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ଜିଲା ପ୍ରଶାସନ ପକ୍ଷରୁ…

ବଲାଙ୍ଗୀର ଜିଲାରେ କରୋନା ପଜିଟିଭ ସଂଖ୍ୟା ୬କୁ ବୃଦ୍ଧି: ଲିଖିରିଆ, ତୁଷରା ଅଞ୍ଚଳରୁ କଣ୍ଟେନମେଣ୍ଟ ହଟିଲା

ବଲାଙ୍ଗୀର ଅଫିସ, ୧୮।୫: ବଲାଙ୍ଗୀର ଜିଲାରେ ପୁଣି ୨ ଜଣ ପ୍ରବାସୀ ଶ୍ରମିକଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଜିଲାପାଳ ଅରିନ୍ଦମ ଡାକୁଆ ଏ ନେଇ ରବିବାର ରାତିରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଉଭୟ ସଂକ୍ରମିତ ପ୍ରବାସୀ ସୁରଟ…

ବେଆଇନ୍‌ ମାଛମରାକୁ ବିରୋଧ, ଜାଲ ଜବତ କଲେ ମହିଳା

ବଲାଙ୍ଗୀର ଅଫିସ, ୧୭ା୫-ବଲାଙ୍ଗୀର ପୁଇଁତଳା ଥାନା ଅନ୍ତର୍ଗତ ମହୀମୁଣ୍ଡା ଗ୍ରାମର ପୀତାବଲି କଁଟାରେ ବେଆଇନଭାବେ ମାଛ ମାରୁଥିବାବେଳେ ଗ୍ରାମର ମହିଳାମାନେ ରବିବାର ଧୀବରଙ୍କ ଜାଲ ଜବତ କରିଛନ୍ତି। ଖରାଦିନରେ ପାଣି ଅଭାବଜନିତ ସମସ୍ୟାକୁ ଆଖି ଆଗରେ ରଖି ଗ୍ରାମବାସୀ ପୀତାବଲି କଟାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri