ବଲାଙ୍ଗୀର

କରୋନାରେ ଚାଲିଗଲା ସରପଞ୍ଚଙ୍କ ସ୍ବାମୀଙ୍କ ଜୀବନ

ଲୋଇସିଂହା,୧।୫(ଡି.ଏନ୍‌.ଏ.): କରୋନାରେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ସରପଞ୍ଚ ରୀନା ବିଶିଙ୍କ ସ୍ବାମୀ ଗୋପୀନାଥ ବିଶି(୪୯)ଙ୍କ ଶନିବାର ସକାଳେ ମୃତ୍ୟୁ ଘଟିଛି। ବଲାଙ୍ଗୀର କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ସମୟରେ ତାଙ୍କର ଦେହାନ୍ତ ହୋଇଛି। ସେଠାରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ…

ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତରଙ୍କ ସମେତ ୭ ଷ୍ଟାଫ୍‌ କରୋନା ପଜିଟିଭ୍‌

ଲୋଇସିଂହା,୧।୫(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏବେ ଜଟିଳ ପରିସ୍ଥିତି ସୃଷ୍ଟି ହୋଇଛି। ଗତ ୧୦ ଦିନରେ ଡାକ୍ତରଙ୍କ ସମେତ ୭ ଷ୍ଟାଫ୍‌ କରୋନା ସଂକ୍ରମିତ ହୋଇଛନ୍ତି। ଡାକ୍ତରଖାନା ସୂତ୍ରରୁ ପ୍ରକାଶ ଯେ, ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଅବସ୍ଥାପିତ ୫ ଡାକ୍ତର…

ଘରେ ଘରେ ଜ୍ୱର ବଢାଉଛି ଚିନ୍ତା

ଲାଠୋର,୨୯ା୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋରରେ କରୋନା ସ୍ଥିତି ଚିନ୍ତାଜନକ ରହିଛି। ଏପ୍ରିଲ ୨୮ତାରିଖ ସୁଦ୍ଧା ଗ୍ରାମରେ ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି। ଅନ୍ୟପକ୍ଷେ ଲାଠୋର ଏବଂ ଆଖପାଖ ଗ୍ରାମର ପ୍ରାୟ ଘରେ…

ଲୁଟ୍‌ ବେଳେ ପହଞ୍ଚିଗଲା ପୋଲିସ; ଟଙ୍କା, ସୁନା, ବାଇକ୍‌ ଛାଡ଼ି ପଳାଇଲେ ଲୁଟେରା

ଟିଟିଲାଗଡ଼, ୨୬।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଲୁଟ୍‌ପାଟ୍‌ ବଢି ଚାଲିଛି। ସୋମବାର ଟଙ୍କା, ସୁନା ଲୁଟିବା ବେଳେ ଲୁଟେରା ପାଟ୍ରୋଲିଂ କରୁଥିବା ପୋଲିସ ସହ ମୁହଁାମୁହିଁ ହେବା ପରେ ଲୁଟ୍‌ ସାମଗ୍ରୀ ଛାଡି ପଳାଇଛନ୍ତି। ଏପରି କି ଲୁଟେରାଙ୍କ ନମ୍ବର…

ନିଜଆଡୁ ବଜାର ବନ୍ଦ କଲା ବ୍ୟବସାୟୀ ସଂଘ

ଟିଟିଲାଗଡ଼,୨୩।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ କରୋନାର ଦ୍ୱିତୀୟ ଲହର ଭୟ ସୃଷ୍ଟି କରିଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବ୍ୟବସାୟୀ ସଂଘର ଆହ୍ବାନ କ୍ରମେ ଗତ ବୁଧବାର ସନ୍ଧ୍ୟାରୁ ସୋମବାର ସକାଳ ପର୍ଯ୍ୟନ୍ତ ସହରରେ ସମସ୍ତ ଦୋକାନ ବଜାର…

ମାସ୍କ ନ ପିନ୍ଧି ପୋଲିସ କର୍ମଚାରୀଙ୍କ ଉନ୍ମତ୍ତ କାଣ୍ଡ

ବଲାଙ୍ଗୀର ଅଫିସ, ୨୨ା୪: ବଲାଙ୍ଗୀର ସହରରେ ଗୁରୁବାର ୩ଜଣ ପୋଲିସ କନ୍‌ଷ୍ଟେବଳଙ୍କ ଉନ୍ମତ୍ତ କାଣ୍ଡକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ୩ କନଷ୍ଟେବଳ ଏକ କାରରେ ବସି ବେପରୁଆ ଗାଡି ଚାଳନା କରିଥିଲେ। ଏନେଇ ସ୍ଥାନୀୟ ଭାଗିରଥି ଛକରେ କିଛି ଲୋକ…

ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର କରୋନା ପଜିଟିଭ

ବଲାଙ୍ଗୀର ଅଫିସ,୨୧।୪: ବରିଷ୍ଠ କଂଗ୍ରେସ ନେତା ତଥା ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ବୁଧବାର କରୋନା ଆକ୍ରାନ୍ତ ହୋଇଛନ୍ତି। ବଲାଙ୍ଗୀର ସ୍ଥିତ ବାସଭବନରେ ବିଧାୟକ ମିଶ୍ର କରୋନା ପରୀକ୍ଷା କରାଇଥିଲେ। ରିପୋର୍ଟ ପଜିଟିଭ ଆସିଥିଲା। କୌଣସି ଲକ୍ଷଣ ନ ଥିଲେ ମଧ୍ୟ…

ତୋଟାକୁ ଆମ୍ବ ପାଇଁ ଯାଇଥିବା ବେଳେ ଦଳିଦେଲା ଦନ୍ତା

ଲୋଇସିଂହା,୨୧।୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ରେଞ୍ଜ ଅନ୍ତର୍ଗତ ଦରଲ୍ଲୀପାଲି ଗାଁରେ ଦନ୍ତାହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବିରଞ୍ଚି ସାହୁ। ସୂଚନାଯୋଗ୍ୟ, ଆଗଲପୁର ବ୍ଲକ ଭରସୁଜା ପଞ୍ଚାୟତ ଦରଲ୍ଲୀପାଲି ଗାଁର ବିରଞ୍ଚି ବୁଧବାର ଭୋର୍‌ରୁ ନିଜ ତୋଟାକୁ ଆମ୍ବ…

ବଲାଙ୍ଗୀର ଗସ୍ତରେ ପୋଲିସ ଡିଜି ଅଭୟ

ବଲାଙ୍ଗୀର ଅଫିସ,୨୧।୪: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ବୁଧବାର ପୂର୍ବାହ୍ନରେ ବଲାଙ୍ଗୀର ଗସ୍ତରେ ଯାଇଛନ୍ତି। ସେ ହେଲିକପ୍ଟର ଯୋଗେ ମନୋହରପୁର ପୋଲିସ ପଡ଼ିଆ ହେଲିପ୍ୟାଡରେ ପହଞ୍ଚି ସ୍ଥାନୀୟ ରିଜର୍ଭ ପୋଲିସ କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ ଜିଲାର କୋଭିଡ୍‌ ପରିସ୍ଥିତି ଓ ଆଇନଶୃଙ୍ଖଳା…

ମ୍ୟୁନିସିପାଲଟି ଅଧିକାରୀଙ୍କ ମାଡ଼ରେ ପରିବା ବିକାଳି ବେହୋସ୍‌, ଉତ୍ତେଜନା

ବଲାଙ୍ଗୀର ଅଫିସ, ୧୯ା୪: ବଲାଙ୍ଗୀର ସହରର ରାସ୍ତାକଡ଼ ପନିପରିବା ବିକାଳିଙ୍କୁ ସୋମବାର ସକାଳୁ ମ୍ୟୁନିସିପାଲଟି ଅଫିସର ଜଣେ ଅଧିକାରୀ ମାଡ଼ ମାରିଥିଲେ। ଏଥିରେ ଜଣେ ପରିବା ବିକାଳି ବେହୋସ୍‌ ହୋଇଯାଇଥିଲା ବେଳେ ଅନ୍ୟ ୪ଜଣ ମାଡ଼ ଖାଇବା ଜଣାପଡ଼ିଛି। ତେବେ ବେହୋସ…

କାର୍‌ରେ ରୋଗୀଙ୍କୁ ଦିଆଯାଉଛି ଅକ୍ସିଜେନ

ବଲାଙ୍ଗୀର ଅଫିସ, ୧୮ା୪: ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଜରୁରିକାଳୀନ ଚିକିତ୍ସା ସେବା ବିଗିଡିବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଯୋଗୁ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ପ୍ରତିଦିନ ହସ୍ପିିଟାଲକୁ ଆସୁଥିବା ରୋଗୀଙ୍କ ଚିକିତ୍ସା ସେବାକୁ…

ଡ୍ୟାମ୍‌ରେ ମରିକି ପଡିଛନ୍ତି କୁଇଣ୍ଟାଲ କୁଇଣ୍ଟାଲ ମାଛ

ଖପ୍ରାଖୋଲ,୧୬।୪: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହୁରୁଣ୍ଡି ଅପର ସୁକତେଲ ଡ୍ୟାମରେ ପ୍ରାୟ ୫ ଦିନ ହେଲା ମାଛ ମଡ଼କ ଦେଖିବାକୁ ମିଳିଛି। ଡ୍ୟାମରେ କୁଇଣ୍ଟାଲ କୁଇଣ୍ଟାଲ ମଲା ମାଛ ଭାସୁଥିବା ବେଳେ କାଉ, ବଗ ଖାଉଥିବା ଦେଖିବାକୁ ମିଳିଛି। ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?