ବଲାଙ୍ଗୀର

ସୋମବାର ପହଞ୍ଚିବ ୩ ଶ୍ରମିକ ସ୍ପେଶାଲ ଟ୍ରେନ: ଅଧା ଅଞ୍ଚଳରେ ଲାଗୁ ହେବ ୧୮ ଘଣ୍ଟାର କର୍ଫ୍ୟୁ

ବଲାଙ୍ଗୀର ଅଫିସ, ୧୭ା୫- ବଲାଙ୍ଗୀର ରେଲୱେ ଷ୍ଟେଶନକୁ ସୋମବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସିବ। ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ସୋମବାର ଭୋର ୫ଟାରେ ପହଞ୍ଚିବ । ଏହାପରେ ଦିନ ସାଢ଼େ ୧ଟାରେ ଗୁଜରାଟର ରାଜକୋଟରୁ ଆସୁଥିବା…

୨ଘଣ୍ଟା ଅପେକ୍ଷା ପରେ ସଙ୍ଗରୋଧ କେନ୍ଦ୍ରକୁ ଗଲେ

ଦେଓଗାଁ, ୧୭ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକକୁ ବର୍ତ୍ତମାନ ପ୍ରବାସୀ ଶ୍ରମିକଙ୍କ ଆଗମନ ଲାଗିରହିଛି ା ହେଲେ ଏମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଠିକ୍‌ଭାବେ ନେବାରେ ପ୍ରଶାସନିକ ବିଫଳତା ପଦାରେ ପଡିଛି ା ବସ୍‌ ଯୋଗେ ଆସୁଥିବା ପ୍ରବାସୀମାନେ ଦେଓଗାଁ ବସ୍‌ଷ୍ଟାଣ୍ଡରେ ଓହ୍ଲାଇବା ପରେ…

କୁର୍ନୁଲରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଫେରିଲେ ୬୭୬ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୭ା୫- ଆନ୍ଧ୍ରପ୍ରଦେଶର କୁର୍ନୁଲଠାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଶନିବାର ରାତି ପ୍ରାୟ ୧୨ଟାରେ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚତ୍ଥିଲା। ଏହି ଟ୍ରେନ୍‌ରୁ ୬୭୬ ଜଣ ପ୍ରବାସୀ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀର ଜିଲାର ୩୩୭, ବରଗଡର ୨୬, ବୌଦ୍ଧ, ଦେବଗଡ,…

ଚଢ଼ା ଦରରେ ଲୁଣ ବିକିବାରୁ ୧୨ହଜାର ଟଙ୍କା ଜରିମାନା

ଖପ୍ରାଖୋଲ,୧୬।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ କିଛିଦିନ ହେବ ଲୁଣ ଅଭାବ ଥିବା ଗୁଜବ ପ୍ରଚାରିତ ହୋଇଥିଲା । ଏହାର ଫାଇଦା ଉଠାଇଛନ୍ତି କେତେଜଣ ବ୍ୟବସାୟୀ। ସେମାନେ ସାଧାରଣ ଗ୍ରାହକଙ୍କୁ ଚଢ଼ା ଦରରେ ଲୁଣ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ଖପ୍ରାଖୋଲ…

ବଲାଙ୍ଗୀର ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ୍‌, ଓହ୍ଲାଇଲେ ୨୨୫ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୬ା୫- ବଲାଙ୍ଗୀର ରେଳଷ୍ଟେଶନରେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ତାମିଲନାଡୁର କୋଏମ୍ବାଟୁରଠାରୁ ବାଲେଶ୍ୱର ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଥିଲା। ଏହି ଷ୍ଟେଶନ୍‌ରେ ୨୨୫ ଜଣ ପ୍ରବାସୀ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀର ଜିଲାର ୩୦ଜଣ, ବରଗଡର ୩୧, ବୌଦ୍ଧ…

ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ

ବଲାଙ୍ଗୀର ଅଫିସ, ୧୬ା୫-ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଡ଼େଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନିର୍ମିତ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଶନିବାର ଅପରାହ୍ନ ପ୍ରାୟ ୪ଟାରେ କେନ୍ଦ୍ରରେ ହଠାତ୍‌ ନିଆଁ ଲାଗ ପାଣି ଉଠାଇବା ମୋଟର,…

ଲୋଇସିଂହା ଛକରେ ଓହ୍ଲାଇ ଗାଇସିଲଟର ୨୧ ପ୍ରବାସୀ ହଟହଟା

ଲୋଇସିଂହା,୧୫।୫(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଛକରେ ବରଗଡ଼ ଜିଲା ଗାଇସିଲଟ ବ୍ଲକର ୨୧ ଜଣ ପ୍ରବାସୀଙ୍କୁ ଗୋଟିଏ ବସ ଶୁକ୍ରବାର ସାରେ ଛାଡ଼ି ବରଗଡ଼ ଅଭିମୁଖେ ଚାଲିଯାଇଥିଲା। ଗାଇସିଲଟ ବ୍ଲକ ପ୍ରଶାସନ ଏମାନଙ୍କୁ ନେବା ପାଇଁ ଆଗୁଆ ଗାଡ଼ି ବ୍ୟବସ୍ଥା…

ପ୍ରବାସୀ ଶ୍ରମିକଙ୍କୁ ରାସ୍ତାରେ ଛାଡ଼ି ପଳାଇଲା ବସ୍‌

ସଇଁତଲା, ୧୫ା୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ସଇଁତଲା ବ୍ଲକ୍‌ କୁମ୍ଭାରୀ, ଡ଼େଙ୍ଗ ଓ ବୁଢ଼ାବାହାଲ ପଞ୍ଚାୟତରର ୧୭ ଜଣ ଶ୍ରମିକ ଗୁଜୁରାଟରୁ ବସ୍‌ରେ ଫେରଛନ୍ତି। ଏମାନେ ପ୍ରଥମେ ବଲାଙ୍ଗୀର ଆଟଇଟିଆଇ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରେ ପହଞ୍ଚତ୍ ଥିଲେ। ସେଠାରେ ନାମ ପଞ୍ଜୀକରଣ ପରେ…

ପିଡିଏସ୍‌ ଚାଉଳ ଦୁର୍ନୀତି ଅଭିଯୋଗରେ ଯୋଗାଣ ସହାୟକ ବହିଷ୍କୃତ

ବଲାଙ୍ଗୀର ଅଫିସ, ୧୫।୫-ବଲାଙ୍ଗୀର ଜିଲା ମହୀମୁଣ୍ଡା ପଞ୍ଚାୟତରେ ପିଡିଏସ୍‌ ଚାଉଳ ଦୁର୍ନୀତି ଘଟଣାରେ ଯୋଗାଣ ସହାୟକ ନିରଞ୍ଜନ ସାହୁଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଉପଜିଲାପାଳଙ୍କ ନିର୍ଦ୍ଦେଶ ଓ ବିଡିଓଙ୍କ ଚିଠି ବଳରେ ସରପଞ୍ଚ ଅନନ୍ତ ନାରାୟଣ ପ୍ରଧାନ ଯୋଗାଣ ସହାୟକ ସାହୁଙ୍କୁ…

କୋଏମ୍ବାଟୁର, କୁର୍‌ନୁଲରୁ ଆଜି ପହଞ୍ଚତ୍ବ ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୫ା୫- ବଲାଙ୍ଗୀର ରେଲୱେ ଷ୍ଟେଶନ୍‌ରେ ଶନିବାର ୨ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସି ପହଞ୍ଚତ୍ବ। ତାମିଲନାଡୁର କୋଏମ୍ବାଟୁରରୁ ଆସୁଥିବା ସ୍ପେଶାଲ ଟ୍ରେନ୍‌ ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ବଲାଙ୍ଗୀର ଷ୍ଟେଶନ୍‌ରେ ପହଞ୍ଚତ୍ବ। ଏହି ଟ୍ରେନ୍‌ଟି ଓଡିଶାର ରାୟଗଡା, ବଲାଙ୍ଗୀର,…

ଝାଡାବାନ୍ତିରେ ୧୫୧ ଆକ୍ରାନ୍ତ

ଦେଓଗାଁ,୧୫।୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବଡବନ୍ଧ ପଞ୍ଚାୟତ ଅନ୍ତର୍ଗତ କରୁଆଁଝର ଗାଁରେ ଗୁରୁବାର ସନ୍ଧ୍ୟାରୁ ଝାଡାବାନ୍ତି ବ୍ୟାପିବାରେ ଲାଗିଛି। ଗାଁର ଡଲି ମାହାକୁର (୨୧) ଓ ଜେମା ବଗର୍ତ୍ତି (୫୧)ଙ୍କୁ ବଲାଙ୍ଗୀର ସ୍ଥାନାନ୍ତର କରାଯାଇଛି। ଶୁକ୍ରବାର ଗାଁର ଛୋଟବଡ଼ ମିଶାଇ…

ରୁଟ୍‌ ବଦଳାଇ ପଶିଲା ପ୍ରବାସୀ ବସ୍‌, ଟିକ୍ରାପଡାରେ ଭୟର ବାତାବରଣ

ବଲାଙ୍ଗୀର ଅଫିସ, ୧୫ା୫- ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶରୁ ଆସିଥିବା ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଗୁରୁବାର ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚଥିଲା। ସେଠାରୁ ବସ୍‌ ଯୋଗେ ବଲାଙ୍ଗୀର ଓ ଅନ୍ୟ ଜିଲା ଗୁଡିକୁ ପ୍ରବାସୀଙ୍କୁ ନିଅଯିବା ବ୍ୟବସ୍ଥା କରାଯାଇଥିଲା। ପ୍ରବାସୀଙ୍କୁ ନେଇକରି ଯିବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri