ଜିଲା ପ୍ରଶାସନ, ବିଡିସିସି ବ୍ୟାଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା
ବଲାଙ୍ଗୀର ଅଫିସ, ୩୦ା୩: କରୋନା ସଂକ୍ରମଣ ମୁକାବିଲା ପାଇଁ ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ବଲାଙ୍ଗୀର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ (ବିଡିସିସି) ପକ୍ଷରୁ ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ମୁଖ୍ୟମନ୍ତ୍ରୀ ରିଲିଫ୍ ଫାଣ୍ଠିକୁ ପ୍ରଦାନ କରାଯାଇଛି । କୋଭିଡ୍-୧୯...
ମାଗଣା ପରିବା ବାଣ୍ଟିଲେ ଚାଷୀ
ଖପ୍ରାଖୋଲ, ୩୦ା୩(ଡି.ଏନ.ଏ.): ସାରା ଦେଶରେ ଲକ୍ ଡାଉନ ଥିବାବେଳେ ଦୋକାନ ବଜାର ବନ୍ଦ ରହିଛି । ଏହି ଅବସରରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଓଡିଆପାଲି ପଞ୍ଚାୟତ ଅନ୍ତର୍ଗତ ଭାଲୁଡୁଙ୍ଗୁରି ଗାଁର ଚାଷୀ ଲକ୍ଡାଉନ ସ୍ଥିତିରେ ୨୪ଘଣ୍ଟା ସେବା ଯୋଗାଉଥିବା...
ତାମିଲନାଡୁରେ ଫସି ରହିଛନ୍ତି ୧୮ ଦାଦନ ଶ୍ରମିକ
ଖପ୍ରାଖୋଲ, ୩୦ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ୧୮ଜଣ ଦାଦନ ଶ୍ରମିକ ପରିବାର ତାମିଲନାଡୁର ତିରିପୁରରେ ଫସି ରହିଛନ୍ତି। ସେମାନେ ତିରିପୁରର ଏକ ଟେକ୍ସଟାଇଲ କାରଖାନାରେ କାମ କରୁଥିଲେ । ହେଲେ ଲକ୍ଡାଉନ ଯୋଗୁଁ ସେମାନେ ଘରକୁ ଫେରି...
ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ କନଷ୍ଟେବଳ
ବଲାଙ୍ଗୀର ଅଫିସ, ୩୦।୩ (ଡି.ଏନ.ଏ.)-କରୋନା ସଂଗ୍ରମଣକୁ ରୋକିବାକୁ ସାରା ଦେଶକୁ କେନ୍ଦ୍ର ସରକାର ଲକ୍ ଡାଉନ କରିଛନ୍ତି। ନିୟମ ନ ମାନିଲେ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ମଧ୍ୟ ରହିଛି। ହେଲେ ବଲାଙ୍ଗୀରରେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିଭାଗକୁ...
ମାସ୍କ ତିଆରି କରି ଗରିବଙ୍କୁ ବାଣ୍ଟିଲେ
ଟିଟିଲାଗଡ, ୩୦।୩ (ଡି.ଏନ.ଏ.)-ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଅନ୍ତର୍ଗତ ପଥର୍ଲା ଗ୍ରାମର ମା’ କୁଦୁରକୁଣୀ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ମାସ୍କ ତିଆରି କରି ବିକ୍ରି କରିବା ସହିତ ଗ୍ରାମାଞ୍ଚଳରେ ବସବାସ କରୁଥିବା ଗରିବ ନିଃସହାୟଙ୍କୁ ମାଗଣାରେ ବଣ୍ଟନ...
ଖାଉଟି ସାମଗ୍ରୀ ଚଢା ଦର ଉପରେ ଲାଗିଲା ଅଙ୍କୁଶ
ଗୁଡଭେଲା,୩୦।୩(ଡିଏନଏ):କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ବ୍ଳକର ବିଭିନ୍ନ ଅଞ୍ଚଳର ବଜାର ବନ୍ଦ ରହିଥିବା ବେଳେ ଖାଉଟି ସାମଗ୍ରୀ, ଔଷଧ ଓ ପନିପରିବା ଦେକାନକୁ ଛାଡି ଅନ୍ୟ ସମସ୍ତ ଦେକାନ ବଜାର ବନ୍ଦ କରାଯାଇଛି ା ଏହାର...
ଏନ୍ଏସି ପକ୍ଷରୁ ଲୋକଙ୍କୁ ଖାଦ୍ୟ ବଣ୍ଟନ
ଗୁଡଭେଲା,(ଡି.ଏନ.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକରେ ୯୧ ଜଣଙ୍କ ନାମ ପଞ୍ଜୀକୃତ ହୋଇଛି, ଯେଉଁମାନେ ବାହାର ରାଜ୍ୟକୁ କାମ କରିବାକୁ ଯାଇ ଏବେ ଘରକୁ ଫେରିଛନ୍ତି। ୧୩ଟି ପଞ୍ଚାୟତର ୧୩ଟି ସ୍ଥାନରେ ଅସ୍ଥାୟୀ ଶିବିର କରାଯାଇଛି। ୩୪୫ଟି ଶଯ୍ୟା ବବସ୍ଥା...
ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ୫ଲକ୍ଷ ଦେଲା ଅରୁନ୍ଧତୀ ଗ୍ରୁପ୍
ବଲାଙ୍ଗୀର ଅଫିସ, ୨୯ା୩- ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ମହାମାରୀ ମୁକାବିଲା ପାଇଁ ଏବେ ସରକାରୀ ଓ ବେସରକାରୀସ୍ତରରେ ପ୍ରୟାସ ଆରମ୍ଭ ହୋଇଛି । ଏହି ମହତ୍ କାର୍ଯ୍ୟରେ ସହଯୋଗ କରିବାକୁ ରାଜ୍ୟର ଅନ୍ୟତମ ଅଗ୍ରଣୀ ବ୍ୟବସାୟିକ ପ୍ରତିଷ୍ଠାନ...
ମାଛ ବଜାର ଭିଡ କମାଇବାକୁ ମାର୍କିଂ କଲା ପୋଲିସ
ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ୨୧ଦିନିଆ ଲକ୍ ଡାଉନ୍ ବ୍ୟବସ୍ଥା କରାଯାଇଛି । ବଲାଙ୍ଗୀର ଜିଲା ଓ ସହରରେ ଏହି ଲକ୍ ଡାଉନ୍କୁ କଡାକଡି ଭାବେ ପାଳନ କରାଯାଉଛି । ଏହି ସମୟରେ...
ଫେରିବାକୁ ଚାହିଁ ବସିଛନ୍ତି ୭୮ଦାଦନ ଶ୍ରମିକ
ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ନେଇ ଦେଶବ୍ୟାପୀ ଲକ୍ ଡାଉନ୍ ସମୟରେ ସବୁଠୁ ବେଶୀ ଅସୁବିଧାରେ ପଡିଛନ୍ତି ଦାଦନ ଶ୍ରମିକ । ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ଶତାଧିକ ଦାଦନ ଶ୍ରମିକ ଏବେ ଉଦ୍ଧାର...
ହରିଶଙ୍କରରେ ଭୋକିଲା ମାଙ୍କଡଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ
ଖପ୍ରାଖୋଲ, ୨୯ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ମନ୍ଦିର ଗତ ୮ଦିନ ହେଲା ବନ୍ଦ ରହିଥିବାବେଳେ କେବଳ ପୂଜକ ନୀତି ପୂଜା କରୁଛନ୍ତି। ତେବେ ଏଠାରେ ହଜାର ହଜାର ମାଙ୍କଡ ରହୁଥିବାବେଳେ ପର୍ଯ୍ୟଟକଙ୍କଠାରୁ ମୁଆଁ, ବିସ୍କୁଟ୍, ବାଦାମ, ମୁଢି,...
ପଞ୍ଚାୟତ ପୃଥକାବାସ ଶୌଚାଳୟ ଭାଙ୍ଗିଲେ ଦୁର୍ବୃତ୍ତ
ଲୋଇସିଂହା, ୨୯।୩(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ପକ୍ଷରୁ ଭାଲୁପାଲି ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ କରୋନା ଭାଇରସ ମୁକାବିଲା ପାଇଁ ପୃଥକାବାସ କେନ୍ଦ୍ର କରାଯାଇଛି । ଏଠାରେ ନିର୍ମାଣ ଚାଲିଥିବା ଶୌଚାଳୟକୁ କେତେକ ଦୁର୍ବୃତ୍ତ...
Archives


