ସୁକତେଲ ବ୍ରିଜ୍ ଭୁଶୁଡ଼ିବା ଘଟଣା: କୋର୍ଟ ଚାଲାଣ ହେଲେ ପ୍ରୋଜେକ୍ଟ ଦାୟିତ୍ୱରେ ଥିବା କର୍ମଚାରୀ
ପାଟଣାଗଡ, ୬।୫(ଡି.ଏନ୍.ଏ.)- ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଦୁଇ ଜଣ ଶ୍ରମିକ ଚାପି ହୋଇ ମୃତ୍ୟୁବରଣ କରିଥିଲେ।…
ଜୁଆ ଆଡ୍ଡାରେ ଚଢ଼ାଉ: ୯୬୫୦ ଟଙ୍କା, ୪ ବାଇକ୍ ଜବତ; ୪ କୋର୍ଟଚାଲାଣ
ଲୋଇସିଂହା,୬ା୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଅନ୍ତର୍ଗତ କଠିପାଲି ଛକଠାରେ ଚାଲିଥିବା ଜୁଆ ଆଡ୍ଡା ଉପରେ ମଙ୍ଗଳବାର ଅପରାହ୍ନରେ ଲୋଇସିଂହା ପୋଲିସ ଚଢ଼ାଉ କରିଥିଲା। ଜୁଆ ଆଡ୍ଡାରୁ ୯ ହଜାର ୬୫୦ ଟଙ୍କା, ୪ ବାଇକ୍,୫ ମୋବାଇଲ,ତାସ୍…
କଣ୍ଟେନମେଣ୍ଟ ଜୋନରେ ସ୍ଥିତି ପରଖିଲେ ଅଧିକାରୀ
ବଲାଙ୍ଗୀର ଅଫିସ, ୫ା୫-ବଲାଙ୍ଗୀର ଜିଲା ତୁଷରା ସହରାଞ୍ଚଳ, ଗୁଡଭେଲା ବ୍ଳକ ଓ ଦେଓଗଁା ବ୍ଳକର ୨୨ଟି ଗଁାକୁ ନେଇ ଗଠିତ କଣ୍ଟେନମେଣ୍ଟ ଜୋନ୍କୁ ମଙ୍ଗଳବାର ଜିଲାପାଳ ଅରିନ୍ଦମ ଡାକୁଆ ଓ ଏସ୍ପି ସନ୍ଦୀପ ମାଡକର ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି…
ପୋଲିସ ତରଫରୁ କରୋନା ସଚେତନତା କାର୍ଯ୍ୟକ୍ରମ
ଖପ୍ରାଖୋଲ, ୪ା୫(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ପାହାଡ ତଳି ମହୁଲପାଲି ଗାଁରେ ସ୍ଥାନୀୟ ପୋଲିସ୍ ତରଫରୁ କରୋନା ସଚେତନତା ସହ ଜନସମ୍ପର୍କ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ଖପ୍ରାଖୋଲ ଥାନା ଆଇଆଇସି ଜ୍ୟୋତିରଞ୍ଜନ ପତି,…
ବଲାଙ୍ଗୀର ଜିଲାର ସଂକ୍ରମିତ ଦୁଇ ଯୁବକଙ୍କ ସଂସ୍ପର୍ଶରେ ଆସିଥିବା ୫୩ ଜଣଙ୍କ ସ୍ବାବ ନେଗେଟିଭ
ବଲାଙ୍ଗୀର ଅଫିସ, ୪ା୫: ବଲାଙ୍ଗୀର ଜିଲା ଲିଖିରିଆ ଗାଁର ୨ ଯୁବକ କରୋନା ପଜିଟିଭ ଜଣାପଡିବା ପରେ ପ୍ରଶାସନ ଓ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଉଭୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ତାଲିକା ପ୍ରସ୍ତୁତ କରାଯାଇଥିଲା । ସଂସ୍ପର୍ଶରେ ଆସିଥିବା ପ୍ରଥମ ୫୩…
କ୍ୱାରାଣ୍ଟାଇନ୍ ସେଣ୍ଟରରେ ନ ରହି ଲୁଚୁଛନ୍ତି ବାହାର ଫେରନ୍ତା
ଲୋଇସିଂହା,୩ା୫(ଡି.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅଞ୍ଚଳରୁ ଦୁଇଜଣ ତାମିଲନାଡୁ ଫେରନ୍ତା କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ବାହାରେ ଥିବା ଜିଲାର ଦାଦନଙ୍କୁ ରାଜ୍ୟ ସରକାର ଫେରାଇ ଆଣୁଥିବାରୁ ସଂକ୍ରମିତ ବଢ଼ିବା ଆଶଙ୍କାରେ ଏବେ ଜିଲାବାସୀ ଆତଙ୍କିତ ହୋଇପଡ଼ିଛନ୍ତି। ଅପରପକ୍ଷେ…
ବର୍ଷକ ପରେ ପହଞ୍ଚିଲା ବିବାହ ଉପହାର ଟଙ୍କା
ଟିକ୍ରାପଡା,୩ା୫(ଡି.ଏନ.ଏ.) ଡାକ ଯୋଗେ ପଠାଯାଇଥିବା ମନିଅର୍ଡର ଟଙ୍କା ପଠାଇବାର ବର୍ଷକ ପରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚିଥିବା ଖବର ସମସ୍ତଙ୍କୁ ଚକିତ କରିଛି। ସୁବର୍ଣ୍ଣପୁର ଜିଲା ତରଭା ବ୍ଲକ ସଦର ମହକୁମାର ମହେନ୍ଦ୍ର ତ୍ରିପାଠୀ ୨୬ ଏପ୍ରିଲ ୨୦୧୯ରେ ବଲାଙ୍ଗୀର ଜିଲା ସଇଁନ୍ତଳା…
କରୋନା ସମ୍ପର୍କରେ ତାଲିମ ଦେଲେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ସଂଯୋଜକ
ଟିଟିଲାଗଡ଼, ୨।୫ (ଡି.ଏନ.ଏ): ବଲାଙ୍ଗୀର ଜିଲା ଲିଖରିଆରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛି। ଏନେଇ ପ୍ରଶାସନିକ ତପତ୍ରତା ଆରମ୍ଭ ହୋଇଛି। ଶନିବାର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଜୋନାଲ ସଂଯୋଜକ ଡା. ନିଶିନ୍ତ ରଞ୍ଜନ ଦାଶ ଟିଟିଲାଗଡରେ ପହଞ୍ଚି ପ୍ରଶାସନିକ…
ପ୍ରସ୍ତୁତି, ପରିଚାଳନା, ଶ୍ରମଭିତ୍ତିକ କାର୍ଯ୍ୟର ସମୀକ୍ଷା କଲେ କୋଭିଡ-୧୯ ପର୍ଯ୍ୟବେକ୍ଷକ
ବଲାଙ୍ଗୀର ଅଫିସ, ୨।୫: ବଲାଙ୍ଗୀର ଜିଲା ଦାୟିତ୍ୱରେ ଥିବା କୋଭିଡ୍-୧୯ ପର୍ଯ୍ୟବେକ୍ଷକ ମୁଖ୍ୟ ନିର୍ବାଚନ ଅଧିକାରୀ ତଥା ଗୃହ(ନିର୍ବାଚନ) ବିଭାଗର ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନୀ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗର ଅତିରିକ୍ତ ଶାସନ ସଚିବ ବେଣୁଧର ବେହେରା…
କରୋନା ପଜିଟିଭ୍ ଆସିବା ପରେ ବଲାଙ୍ଗୀରର ୨୧ ଗ୍ରାମ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା: ଲିଖିରିଆରୁ ଆରମ୍ଭ ହେଲା ସାନିଟାଇଜେଶନ୍
ବଲାଙ୍ଗୀର ଅଫିସ/ଗୁଡଭେଲା,୨ା୫(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଳକ ରୁଷୁଡା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲିଖିରିଆ ଗାଁର ଦୁଇଜଣ ଯୁବକଙ୍କ ସ୍ବାବ ଟେଷ୍ଟ ଶୁକ୍ରବାର ପଜିଟିଭ୍ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ତ୍ୱରିତ ପଦକ୍ଷେପ ହାତକୁ ନିଆଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆଙ୍କ ନିର୍ଦ୍ଦେଶକ୍ରମେ…
ବଲାଙ୍ଗୀର ଲିଖିରିଆ ଗାଁକୁ ସିଲ୍ କରିବା ପ୍ରକ୍ରିୟା ଆରମ୍ଭ, ଗାଁ ଲୋକଙ୍କ ସ୍ବାବ୍ ସଂଗ୍ରହ ପାଇଁ ପହଞ୍ଚତ୍ଲା ଟିମ୍
ବଲାଙ୍ଗୀର ଅଫିସ/ଗୁଡଭେଲା ୧।୫ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ୍ ରୁଷୁଡା ପଞ୍ଚାୟତର ଲିଖିରିଆ ଗାଁର ଦୁଇଜଣ ଯୁବକ ଶୁକ୍ରବାର କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ତତ୍ପର ହୋଇ ଉଠିଛି। ଜିଲା ସ୍ବାସ୍ଥ୍ୟ ବିଭାଗର ଟିମ୍ ସହ…
ବଲାଙ୍ଗୀର ଛୁଇଁଲା କରୋନା, ୨ ସଂକ୍ରମିତ ଚିହ୍ନଟ
ବଲାଙ୍ଗୀର ଅଫିସ,୧।୫- ବଲାଙ୍ଗୀର ଜିଲାକୁ କରୋନା ଛୁଇଁଛି। ଗୁଡଭେଲା ବ୍ଲକ୍ ରୁଷୁଡା ପଞ୍ଚାୟତ ଅନ୍ତର୍ଗତ ଲିଖିରିଆ ଗଁାର ଦୁଇଜଣ ଯୁବକଙ୍କ ସ୍ବାବ୍ ଟେଷ୍ଟ କରୋନା ପଜିଟିଭ ବାହାରିଛି। ସେହି ଦୁଇ ଯୁବକ ପ୍ରାୟ ଦେଢ଼ମାସ ତଳେ ତାମିଲନାଡୁରୁ ଫେରିଥିଲେ। ଏହି ଖବର…
Archives


