ବଲାଙ୍ଗୀରରେ ୩ କରୋନା ପଜିଟିଭ୍ ଚିହ୍ନଟ: ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି
ବଲାଙ୍ଗୀର ଅଫିସ,୫।୬: ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି । ଶୁକ୍ରବାର ୩ କରୋନା ସଂକ୍ରମିତ ଚିହ୍ନଟ ପରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଜିଲାରେ ୮୧ ସକ୍ରିୟ କେସ୍ ଥିବା ବେଳେ…
ଶ୍ରମିକ ଟ୍ରେନ୍ରେ ପ୍ରବାସୀ ମହିଳାଙ୍କ ପ୍ରସବ; ତେଲଙ୍ଗାନାରୁ ବଲାଙ୍ଗୀର ଫେରୁଥିଲେ
ଟିଟିଲାଗଡ଼, ୫।୬(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ଠାରେ ଲିଙ୍ଗମପାଲିରୁ ବଲାଙ୍ଗୀର ଯାଉଥିବା ଶ୍ରମିକ ଟ୍ରେନରେ ଜଣେ ପ୍ରବାସୀ ମହିଳା ଶୁକ୍ରବାର ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ଉଭୟ ମା’ ଓ ସନ୍ତାନ ସୁସ୍ଥ ଥିବା ଡାକ୍ତର କହିଛନ୍ତି। ସୂଚନାନୁଯାୟୀ, ଜିଲାର ବେଳପଡା ଅଞ୍ଚଳର…
ଲୋଇସିଂହାରୁ ଆଉ ଜଣେ କରୋନା ପିଜିଟିଭ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ ୨୪ ଘଣ୍ଟା ଶଟ୍ଡାଉନ ଘୋଷଣା କଲେ ସରପଞ୍ଚ
ଲୋଇସିଂହା,୫।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ଗାଁର ଜଣେ ୨୨ ବର୍ଷୀୟ ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଥିଲା। ଏହାପରେ ହୋମ୍ କ୍ବାରାଣ୍ଟାଇନରେ ରହୁଥିବା ସମ୍ପୃକ୍ତ ଯୁବକଙ୍କୁ ତାଙ୍କ ଘରୁ ଅଣାଯାଇ ସ୍ବାସ୍ଥ୍ୟ ବିଭାଗ…
ଗୋଟିଏ ଦିନରେ କାମ କଲେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକ
ବଲାଙ୍ଗୀର ଅଫିସ, ୫ା୬ – କରୋନା ମହାମାରୀ ଓ ଲକ୍ଡାଉନ୍ ସମୟରେ ବଲାଙ୍ଗୀର ଭଳି ଦାଦନପ୍ରବଣ ଓ ଶିଳ୍ପବିହୀନ ଜିଲାରେ ଲୋକଙ୍କୁ ରୋଜଗାର ଯୋଗାଇବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି ା ରାଜ୍ୟ ବାହାରେ ଥିବା ଲକ୍ଷାଧିକ ପ୍ରବାସୀ ଏବେ ଘରମୁହଁା…
ଭିଜିଲାନ୍ସ ଚଢାଉ: ତହସିଲ କିରାଣୀ ସମେତ ୨ ଗିରଫ
ବଲାଙ୍ଗୀର ଅଫିସ/ଲୋଇସିଂହା, ୪ା୬(ଡି.ଏନ୍.ଏ.)-ଆରଓଆର(ରାଇଟ୍ ଅଫ୍ ରେକର୍ଡସ) କରିଦେବା ବାବଦରେ ଜଣେ ବ୍ୟକ୍ତିିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଆଗଲପୁର ତହସିଲ ଅଫିସର ଭାରପ୍ରାପ୍ତ ହେଡକ୍ଳର୍କ ବିକାଶ ଭୋଇ ଓ ରାଜସ୍ବ ସହକାରୀ ଚନ୍ଦ୍ରଶେଖର ପାତ୍ରଙ୍କୁ ବଲାଙ୍ଗୀର ଭିଜିଲାନ୍ସ ଟିମ୍ ଗୁରୁବାର…
ପଶ୍ଚିମବଙ୍ଗରେ ଅମ୍ଫନ୍ ମୁକାବିଲା: ବଲାଙ୍ଗୀରର ୨୨ଜଣିଆ ଓଡ୍ରାଫ ଟିମ୍ଙ୍କୁ ପ୍ରଶଂସା
ବଲାଙ୍ଗୀର ଅଫିସ,୩।୬: ଗତ କିଛିଦିନ ପୂର୍ବରୁ ସାମୁଦ୍ରିକ ଝଡ଼ ଅମ୍ଫନ୍ ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗର କଲିକତା ସହର ଓ ସାରା ରାଜ୍ୟରେ ଅନେକ କ୍ଷୟକ୍ଷତି ଘଟାଇଥିଲା। ଏଥିରେ ବଡ଼ବଡ଼ ଗଛ ଉପୁଡ଼ି ପଡ଼ି ପଶ୍ଚିମବଙ୍ଗର ଅନେକ ରାସ୍ତା ଅବରୋଧ…
ରବିଧାନର ଟାର୍ଗେଟ ହ୍ରାସ ନେଇ ତାତିଲେ ଚାଷୀ: ଜିଲା ଯୋଗାଣ ଅଧିକାରୀଙ୍କୁ ଫେରାଦ
ବଲାଙ୍ଗୀର ଅଫିସ, ୨ା୬: ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ଲୁହୁରାମୁଣ୍ଡା ପଞ୍ଚାୟତର ଲୁହୁରାମୁଣ୍ଡା ଓ ସାନଫାସଡର ଚାଷୀମାନେ ରବିଧାନର ଟାର୍ଗେଟ ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ମଙ୍ଗଳବାର ସେମାନେ ଜିଲା ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟକୁ ଆସି ଫେରାଦ ହୋଇଛନ୍ତି। ଏହି…
ରେଙ୍ଗାଲି ଗ୍ରାମରେ ବନ ବିଭାଗର ଚଢାଉ : ଟ୍ରାକ୍ଟର ସହ ବିପୁଳ ପରିମାଣର କାଠ ଜବତ
ଲୋଇସିଂହା, ୨।୬(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ଅନ୍ତର୍ଗତ ଆଗଲପୁର ବ୍ଲକ ରେଙ୍ଗାଲି ଗ୍ରାମରେ ବନ ବିଭାଗ ଚଢାଉ କରି ବିପୁଳ ପରିମାଣର କାଠ, ସାଇଜ ପଟା, ଟ୍ରାକ୍ଟର ଇଞ୍ଜିନ ସହ କରତ କଳ ଜବତ କରିଛି ା ଜବତ…
୨ ସ୍ପେଶାଲ ଟ୍ରେନ୍ରେ ପହଞ୍ଚିଲେ ପ୍ରବାସୀ
ବଲାଙ୍ଗୀର ଅଫିସ, ୧ା୬: ବଲାଙ୍ଗୀର ରେଳଷ୍ଟେଶନ୍ରେ ରବିବାର ରାତିରେ ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍ ପହଞ୍ଚିଥିଲା। ତାମିଲନାଡୁର ତିରପୁରରୁ ରାଉରକେଲା ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ ରାତି ୯ଟାରେ ଏଠାରେ ପହଞ୍ଚିଥିଲେ। ଏଥିରେ ବଲାଙ୍ଗୀର ଜିଲାର ୨୭୧, ବରଗଡର ୧୩୨, ସୁବର୍ଣ୍ଣପୁରର…
ଟିଟିଲାଗଡ଼ କୋଭିଡ କେୟାର ସେଣ୍ଟର ଉଦ୍ଘାଟିତ
ଟିଟିଲାଗଡ଼, ୧।୬ (ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ ମାତୃ ଓ ଶିଶୁ ଡାକ୍ତରଖାନା କୋଭିଡ କେୟାର ସେଣ୍ଟର ଭାବରେ କାର୍ଯ୍ୟ ଆରମ୍ଭ କରିଛି। ସୋମବାର ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ…
ଟୋକନ ପାଇ ଟାର୍ଗେଟକୁ ଚାହିଁ ବସିଛି ଚାଷୀ
ଖପ୍ରାଖୋଲ, ୩୧ା୫(ଡି.ଏନ.ଏ)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକର ଅପର ସୁକତେଲ ମଧ୍ୟମ ଜଳସେଚନ ପ୍ରକଳ୍ପ ଜଳ ସେଚିତ ଅଞ୍ଚଳ ଓ ସୁକତେଲ ନଦୀକୂଳେ ଥିବା ଦମେଇପାଲି, ଯୁରିଆ, ଗୌଡପାଲି ପ୍ରମୁଖ ଲୁହାସିଂହା କୃଷି ସମବାୟ ସମିତି ଅଞ୍ଚଳର ଚାଷୀ ରବି ଧାନ ଅମଳ…
ତେଲଙ୍ଗାନାରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ
ଖପ୍ରାଖୋଲ, ୩୧ା୫(ଡି.ଏନ.ଏ.)-ତେଲଙ୍ଗାନା ରାଜ୍ୟକୁ ଦାଦନ ଶ୍ରମିକଭାବେ କାମ କରିବାକୁ ଯାଇ ଜୀବନ ହରାଇଛନ୍ତି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ ଭରୁଆମୁଣ୍ଡା ଗାଁର ବାଲେଶ୍ୱର ମାଝୀ(୨୦)। ରବିବାର ତାଙ୍କ ମୃତଦେହ ଏଠାକୁ ଆସିବା ପରେ ଶୋକର ଛାୟା ଖେଳିଯାଇଛି।…
Archives


