ଫେୟାରୱେଦର ରାସ୍ତା ଭୁଶୁଡିଲା
ଅତାବିରା, ୨୭।୨ (ଡି.ଏନ.ଏ) ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଝାଉଁଯୋର ନଦୀରେ ନିର୍ମାଣ କରାଯାଇଥିବା ଫେୟାରୱେଦର ରାସ୍ତା ଅଦିନିଆ ବର୍ଷା ଯୋଗୁ ଉପରମୁଣ୍ଡରୁ ପାଣି ଆସି ଭୁଶୁଡି ଯାଇଛି । ନଦୀ ଭିତରେ ଏହି ରାସ୍ତାର ଉଚ୍ଚତା କମ୍...
ବେପରୁଆ ଗାଡି ଚାଳକଙ୍କୁ ଧରି ଥାନା ଜିମାଦେଲେ ଲୋକେ
ଲାଠୋର, ୨୬ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ସଦର ଗ୍ରାମ ଲାଠୋରରେ ବୁଧବାର ବେପରୁଆ ଗାଡି ଚାଳନା କରୁଥିବା ଜଣେ ଚାଳକଙ୍କୁ ଆମ୍ବେଦକର କଲୋନୀର ଯୁବକମାନେ ଧରି ଥାନା ଜିମା ଦେଇଛନ୍ତି। ସୂଚନା ଅନୁଯାୟୀ ମଧ୍ୟାହ୍ନରେ ଏକ ମାଲ ବୋଝେଇ...
ଦିବ୍ୟାଙ୍ଗ ଭତାରୁ ବଁଚିତ୍ ଯଶୋଦା
ଲାଠୋର, ୨୬।୨ (ଡି.ଏନ୍.ଏ.)- ସରକାର ଦିବ୍ୟାଙ୍ଗମାନକୁ ସମାଜର ମୁଖିଆ ଧାରରେ ସାମିଲ କରବାର ଲାଗି ଭିନେ ଭିନେ ଯୋଜନାରେ ସାମିଲ କରୁଛନ୍। ହେଲେ ଅନେକ୍ ଜାଗାରେ ଦିବ୍ୟାଙ୍ଗମାନେ ଇ ସରକାରୀ ସୁବିଧା ପାଏବାରୁ ବଁଚିତ୍ ହେଉଛନ୍। ଏନ୍ତା ଗୁଟେ ଉଦାହରନ୍...
ସବୁ ପରକାର ସରକାରୀ ଯୋଜନାରୁ ବଁଚିତ୍: ଗୁଲ୍ଗୁଲା ହେଇ ଜୀବନ୍ ବିତଉଛନ୍ ବୁରୁଧ୍ ଦମ୍ପତି
ଲାଠୋର, ୨୬।୨ (ଡି.ଏନ୍.ଏ.)- ସରକାର ଗରିବ୍ ଦୁଖିକୁ ଭିନେ ଭିନେ ଯୋଜନାରେ ପକାଘର, ଚାଉଲ, ଭତା ଆଦି ଯୁଗେଇ ଦେଉଛନ୍। ହେଲେ ଅନେକ ଜାଗାରେ ହକ୍ଦାର ହିତାଧିକାରୀ କେହେନ୍ସି ନାଇଁ କେହେନ୍ସି କାରନ୍ରୁ ସରକାରୀ ଯୋଜନାରୁ ବାଦ୍ ପଡ଼ି ବଡ଼ା...
ବଲାଙ୍ଗୀରରେ ବର୍ଷା, ଘୂର୍ଣ୍ଣିଝଡର ତାଣ୍ଡବ
ବଲାଙ୍ଗୀର ଅଫିସ, ୨୬।୨ – ବଲାଙ୍ଗୀରରେ ସୋମବାର ବିଳମ୍ବିତ ରାତିରେ ଘୂର୍ଣ୍ଣିଝଡ ସହ ପ୍ରବଳ ବର୍ଷା ହୋଇଥିଲା । ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବଲାଙ୍ଗୀର ସହରରେ ବହୁ ବିଦ୍ୟୁତ୍ ଖୁଣ୍ଟ, ଗଛ ଭାଙ୍ଗି ପଡିବାରୁ ସହରର ଅର୍ଦ୍ଧାଧିକ ଅଞ୍ଚଳରେ...
କିଡ଼୍ନୀ ରୋଗ୍ରେ ପୀଡ଼ିତ ଗିରିଧାରୀ ଘଟନା: ସାହାଯ୍ର ହାତ୍ ବଢ଼ାଲା ଯୁବାମଞ୍ଚ, ଜାଗୃତି ଶାଖା
ଗୁଡ଼ଭେଲା, ୨୫।୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍ନୀ ରୋଗ୍ରେ ପୀଡ଼ିତ ଅଛନ୍। ଇ ବାବ୍ଦେ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘କିଡ଼୍ନୀ ରୋଗ୍ରେ...
ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ : ୪ ଦଫାରେ କେନ୍ଦ୍ରିତ ହେଲା ଦାବି
ବଲାଙ୍ଗୀର ଅଫିସ,୨୫ା୨ ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ ସକାଶେ ସୋମବାର ଜିଲା ପ୍ରଶାସନ ସହ ପ୍ରକଳ୍ପ ପ୍ରଭାବିତ ବୁଡିଅଞ୍ଚଳବାସୀଙ୍କ ଏକ ଆଲୋଚନା ସ୍ଥାନୀୟ ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା...
ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ
ପାଟଣାଗଡ଼, ୨୪।୨(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ ସେଣ୍ଟର ଉକ୍ତ ବ୍ଲକ ମରୁଆ ହାଇସ୍କୁଲରେ ପଡ଼ିଛି। ବଣାଇମୁଣ୍ଡା ସ୍କୁଲର ପିଅନ...
କିଡ଼୍ନୀ ରୋଗ୍ରେ ପୀଡ଼ିତ ଗିରିଧାରୀ: ଚିକିଛା ସାହାଯ୍ ଆଶ୍ରେ ବାରଦୁଆର ବଡ଼ଭାଇ
ଗୁଡ଼ଭେଲା, ୨୪।୨(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍ନୀ ରୋଗ୍ରେ ପୀଡ଼ିତ ଅଛନ୍। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରବାର। ଏନ୍ତାଥି ସେ ଭଗବାନ...
ଆବାସ ଯୋଜନା ବାଟ୍ବନା: ଦଦ୍ରା କୁରିଆରେ ୪ ପରାନୀ କୁଟୁମ୍
ଲାଠୋର, ୨୪।୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍ ଅଧୀନ ଖର୍ଲି ଗଁାର ଟୁନକୁ ଭଇଁଷାଲ। କୁଟୁମ ବସିଆ ସେ ଗୁଟେ ଭଂଗା ଦଦ୍ରା ମାଏଟ୍ ଖପର ଘରେ ରହୁଛନ୍। ସରକାରୀ ଯୋଜନାରେ ଘର ଖଁଡ଼େ ପାଏବାର...
ଗଞ୍ଜେଇ ଭର୍ତ୍ତି ବୋଲେରୋ ଜବତ: ଡ୍ରାଇଭର ସମେତ ୨ ଫେରାର
ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ସହର ଆଟଗାଁ ରାସ୍ତାର ମଦନଗୁଡିଆ ବଗିଚା ନିକଟରେ ରବିବାର ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପୋଲିସ ଜବତ କରିଛି। ଭୋରୁ ପୋଲିସ ପାଟ୍ରୋଲିଂ ଟିମ୍କୁ ଦେଖି ଡ୍ରାଇଭର ଓ ଅନ୍ୟ ଜଣେ ସହଯୋଗୀ ଗାଡ଼ି ଛାଡି...
ବଲାଙ୍ଗୀରରେ ବନ୍ଦ ପାଳନ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ବିଭିନ୍ନ ସ୍ଥାନରେ ବିକ୍ଷୋଭ
ବଲାଙ୍ଗୀର ଅଫିସ, ୨୩।୨- ଏସ୍ସି, ଏସ୍ଟି, ଓବିସିମାନଙ୍କୁ ପଦୋନ୍ନତି ଆରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଦିଆଯାଇଥିବା ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ବଲାଙ୍ଗୀରରେ ବନ୍ଦ ପାଳନ ପ୍ରଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରର ସମସ୍ତ ଦୋକାନ ବଜାର,...
Archives


