ବଲାଙ୍ଗୀର

ବଲାଙ୍ଗୀର ବାଳକଙ୍କ ବିରଳ କୃତିତ୍ୱ

ବଲାଙ୍ଗୀର ଅଫିସ, ୬ା୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ ବିଶ୍ୱ ସ୍ବୀକୃତ ମାଇକ୍ରୋସଫ୍ଟ ଟେକ୍ନୋଲୋଜି ଆସୋସିଏଟ୍‌ (ଏମ୍‌ଟିଏ) ପ୍ରୋଗ୍ରାମିଂ ପରୀକ୍ଷାରେ ପ୍ରମାଣପତ୍ର ହାସଲ କରିଛନ୍ତି।…

ଚାରି ମାସ ହେଲା ଶଯ୍ୟାଶାୟୀ କାଳିଆ

ଲାଠୋର, ୭ା୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଘାସିଦାସ ପଡ଼ାର କାଳିଆ ସୁନା (୬୦)। ତାଙ୍କ ଅଣ୍ଟା ତଳ ଖଞ୍ଜା ହାଡ଼ ଅଚଳ ହୋଇପଡିଛି। ଧାରକରଜ କରି ବିଭିନ୍ନ ଡାକ୍ତରଖାନାରେ ଦେଖାଇଲେ ମଧ୍ୟ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ହେଉନାହିଁ। ଉଚ୍ଚଚିକିତ୍ସା ପାଇଁ…

‘ଅଣ୍ଡା ଚାଉଳ ନିଅ, ଆମ ସ୍କୁଲ ଫେରାଇ ଦିଅ’

ବଲାଙ୍ଗୀର ଅଫିସ, ୫।୧: ସରକାର ତୁମ ଅଣ୍ଡା, ଚାଉଳ ନିଅ, ଆମ ସ୍କୁଲ ଫେରାଇ ଦିଅ ନାରା ଦେଇ ସ୍କୁଲ ଛାତ୍ରୀଛାତ୍ରମାନେ ମଙ୍ଗଳବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି । ଭିଲେଜର୍ସ ଇଣ୍ଡିଆ ପାର୍ଟି, ଓଡ଼ିଶା ପ୍ରାଥମିକ ବିଦ୍ୟାଳୟ…

୧୦ଦିନ ହେଲା ଜଳଯୋଗାଣରେ ବ୍ୟାଘାତ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଲାଠୋର,୩ା୧: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ନିକଟରେ ଥିବା ଓଭରହେଡ ଟ୍ୟାଙ୍କ ଚାବି ଖରାପ ହୋଇଯାଇଛି। ଏନେଇ ଗତ ୧୦ଦିନ ହେବ ଜଳଯୋଗାଣରେ ବ୍ୟାଘାତ ସୃଷ୍ଟି ହୋଇଛି। ମରାମତି ପାଇଁ ଲୋକେ ଦାବି କରିଥିଲେ ମଧ୍ୟ…

କୋଭିଡ ଟୀକାକରଣ ପାଇଁ ପୂର୍ବାଭାସ: ଡ୍ରାଏ ରନ୍‌ରେ ଯୋଗଦେଲେ ୨୫ ଜଣ

ବଲାଙ୍ଗୀର ଅଫିସ,୨।୧: ଜାନୁୟାରୀ ପହିଲାରୁ କରୋନା ଟୀକାକରଣକୁ ନେଇ ସର୍ବସାଧାରଣରେ ଅନେକ ଆଶା ଓ ଉତ୍ସୁକତା ଦେଖାଦେଇଛି ା ଶନିବାର ବଲାଙ୍ଗୀର କନ୍ଧପାଲିପଡା ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ କୋଭିଡ-୧୯ ଟୀକାକାରଣ ପାଇଁ ଡ୍ରାଏ-ରନ୍‌ ବା ପୂର୍ବାଭାସ କାର୍ଯ୍ୟକ୍ରମ ସମାପ୍ତ ହୋଇଛି।…

ପଞ୍ଚାୟତ ଜିପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୩୧ା୧୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ପୁଇଁତଲା ପଞ୍ଚାୟତର ଜିପିଇଓ ବିହାରୀଲାଲ ବାରିକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ପିଇଓଙ୍କ ଶାନ୍ତିପଡ଼ା ଘର ଏବଂ ପୁଇଁନ୍ତଲା ଅଫିସରେ ଏକକାଳୀନ ଚଢ଼ାଉ ଜାରି…

ଓ୍ବେସ୍କୋ ଆକାଉଣ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ସୁନା ବିସ୍କୁଟ ଜବତ

ବଲାଙ୍ଗୀର ଅଫିସ,୩୦।୧୨: ବଲାଙ୍ଗୀର ଓ୍ବେସ୍କୋ ସୁପରିଟେଣ୍ଡେଣ୍ଟ ଅଫିସର ଆକାଉଣ୍ଟାଣ୍ଟ ବିଭୂତିଶଙ୍କର ବିନ୍ଧାଣୀଙ୍କ ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢାଉ ହୋଇଛି। ଆୟବହିର୍ଭୂତ ସମ୍ପତ୍ତିଠୁଳ ମାମଲାରେ ବଲାଙ୍ଗୀର ସର୍କିଟ ହାଉସ ନିକଟରେ ଥିବା ତାଙ୍କ ଘର ଓ ପ୍ୟାଲେସରେ ଥିବା ୱେସ୍କୋ କାର୍ଯ୍ୟାଳୟରେ…

‘ସବୁ ବ୍ୟକ୍ତି ଭିତରେ କବି ସତ୍ତାଟିଏ ରହିଛି’

ବଲାଙ୍ଗୀର ଅଫିସ, ୨୮ା୧୨: କଥାଶିଳ୍ପୀ ଡା. ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ ଉନ୍ମୋଚିତ ହୋଇଛି ା ବଲାଙ୍ଗୀର ପୂଜ୍ୟପୂଜା ସଙ୍ଗଠନ ପକ୍ଷରୁ ସ୍ଥାନୀୟ ଲିଟେରାରୀ ଆଣ୍ଡ ସୋସିଆଲ କ୍ଳବ ପରିସରରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ସଭାପତିତ୍ୱରେ…

ଚାଷୀ ଆନ୍ଦୋଳନରେ ସାମିଲ ହେଲେ ବିଧାୟକ

ବଲାଙ୍ଗୀର ଅଫିସ, ୨୭ା୧୨- ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଶନିବାର ଦେଓଗାଁ ବ୍ଲକର ବିଭିନ୍ନ ଗ୍ରାମ ପଞ୍ଚାୟତ ଗସ୍ତ କରିଥିଲେ। ପ୍ରଥମେ ସେ ମୁଣ୍ଡପଲା ଛକଠାରେ ଚାଲିଥିବା କେନ୍ଦ୍ର କୃଷି ଆଇନ ବିରୋଧ ଚାଷୀ ଆନ୍ଦୋଳନରେ ସାମିଲ ହୋଇ ଆନ୍ଦୋଳନରତ ଚାଷୀଙ୍କୁ…

ଅସମ୍ଭାଳ ଶୀତ, ଥରୁଛି ବଲାଙ୍ଗୀର

ବଲାଙ୍ଗୀର ଅଫିସ, ୨୭ା୧୨: ବଲାଙ୍ଗୀରରେ ଶୀତର ପ୍ରକୋପ ଦେଖାଯାଉଛି। କିଛିଦିନ ହେଲା ପ୍ରବଳ ଶୀତ ଯୋଗୁଁ ସନ୍ଧ୍ୟା ୬ଟାରୁ ରାସ୍ତାଘାଟ ଶୂନଶାନ ହୋଇପଡୁଛି। ଲୋକେ ଅତି ଜରୁରୀ କାମ ନ ପଡିଲେ ଘରୁ ବାହାରୁ ନାହାନ୍ତି। ବଲାଙ୍ଗୀର ସହରର ଲୋକେ ନିଅଁା…

ଖୋଲା ଆକାଶ ତଳେ ପଡ଼ି ରହିଛି ଧାନ

ଖପ୍ରାଖୋଲ,୨୫।୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା କୃଷି ସମବାୟ ସମିତି ଜୁରିଆ ଧାନମଣ୍ଡିରେ ଖୋଲା ଆକାଶ ତଳେ ପଡିରହିଛି ଶହଶହ ବସ୍ତା ଧାନ। ଏହି ମଣ୍ଡିରେ ଚଳିତ ବର୍ଷ ୮୦୯ ଜଣ ଚାଷୀ ଧାନ ବିକ୍ରି ପାଇଁ ନାମ ପଞ୍ଜୀକରଣ…

ଏକଦିବସୀୟ ଭଲିବଲ ଟୁର୍ନାମେଣ୍ଟ : ବଲାଙ୍ଗୀର ଚାମ୍ପିୟନ

ବଲାଙ୍ଗୀର ଅଫିସ, ୨୩ା୧୨ – ବଲାଙ୍ଗୀର ସଦର ବ୍ଲକ ଶିବତଲା ଭଲିବଲ ଆସୋସିଏଶନ ପକ୍ଷରୁ ଏକଦିବସୀୟ ଭଲିବଲ ପ୍ରତିଯୋଗିତା ଶିବତଲା ମିନିଷ୍ଟାଡିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲାଙ୍ଗୀର, ପାଟଣାଗଡ, ଶିବତଲା ସମେତ ୬ଟି ଦଳ ଅଂଶଗ୍ରହଣ କରିଥିଲେ। ମୁଖ୍ୟଅତିଥି ଭାବେ ଯୋଗଦେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?