ବଲାଙ୍ଗୀର

ସ୍ପେଶାଲ ପ୍ଲାନିଂ ଅଫିସ ଟ୍ରେସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୨୧ା୧୨-ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ଟିମ୍‌ ବଲାଙ୍ଗୀର ସ୍ପେଶାଲ ପ୍ଳାନିଂ ଅଫିସର ଟ୍ରେସର(ନକ୍ସା ଅଙ୍କନକାରୀ)ଜୀବଦୀଶ ପାତ୍ରଙ୍କ ଘର ଓ ଅଫିସରେ ସୋମବାର ଚଢ଼ାଉ କରିଥିଲା। ଭିଜିଲାନ୍ସ ଟିମ୍‌ ପାତ୍ରଙ୍କ ବଲାଙ୍ଗୀର ସହର ଆଦର୍ଶପଡାସ୍ଥିତ ଘର, ଭାଇଙ୍କ ଘର, କଲେଜ…

ଫଳ ବଜାରରେ ଲାଗିଲା ନିଆଁ

ବଲାଙ୍ଗୀର ଅଫିସ,୧୮ା୧୨: ବଲାଙ୍ଗୀର ଫଳ ବଜାରରେ ଗୁରୁବାର ବିଳମ୍ବିତ ରାତିରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଚାହୁଁ ଚାହୁଁ ନିଆଁ ଚାରିଆଡ଼େ ବ୍ୟାପି ଯାଇଥିଲା। ଫଳରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ଏହି ଅଗ୍ନିକାଣ୍ଡରେ ଜଣେ ବ୍ୟକ୍ତି…

ପୁଅକୁ ବିଷ ଦେଇ ମା’ ପିଇଲେ

ସଇଁତଳା, ୧୬ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି ଦୁଇବର୍ଷର ପୁଅକୁ ବିଷ ପିଆଇବା ପରେ ସ୍ତ୍ରୀ ରିକି ରଣା(୨୫) ନିଜେ ବିଷ ପିଇ…

ମଣ୍ଡି ବ୍ୟବସ୍ଥା ନାହିଁ: ମକାଚାଷୀ ଶୋଷଣର ଶିକାର

ଲାଠୋର, ୧୪।୧୨(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ମକାଚାଷୀ ସଙ୍କଟରେ ପଡିଛନ୍ତି। ଏଠାରେ ମଣ୍ଡିର ସୁବିଧା ନ ଥିବା ଯୋଗୁ ଶୋଷଣର ଶିକାର ହେଉଥିବା ରବୀନ୍ଦ୍ରନାଥ ବିଶ୍ବାଳ, ବିରଞ୍ଚି ମାଝି, ଅମୂଲ୍ୟ ବିଶ୍ବାଳ, ଶିବ ରଣା, ଭିକାରି ଚରଣ…

ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ : ପତ୍ରାପାଲିକୁ ଟାଇଟଲ

ଖପ୍ରାଖୋଲ, ୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେରା ଅଷ୍ଟମ ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଉଦଯାପନନୀ ମ୍ୟାଚ୍‌ ପତ୍ରାପାଲି ଏବଂ ବାଲିପଟା ମଧ୍ୟରେ ହୋଇଥିଲା। ପତ୍ରାପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ…

ନିଯୁକ୍ତି ପରିବର୍ତ୍ତେ ଛଟେଇ, ଧାରଣାରେ କୋଭିଡ ଯୋଦ୍ଧା ନର୍ସ

ବଲାଙ୍ଗୀର ଅଫିସ, ୧୪ା୧: କରୋନା ମହାମାରୀ ରାଜ୍ୟବାସୀଙ୍କୁ ଅତିଷ୍ଠ କରିଥିବାବେଳେ ରାଜ୍ୟ ସରକାର ଚିନ୍ତାରେ ପଡିଥିଲେ। ଏଭଳି ସଙ୍ଗୀନ ସମୟରେ ଲୋକଙ୍କ ସେବା କରିବା ପାଇଁ ରାଜ୍ୟ ସରକାରଙ୍କ ଡାକରାରେ ନର୍ସ ଓ ସ୍ବାସ୍ଥ୍ୟକର୍ମୀମାନେ ଆଗେଇ ଆସିଥିଲେ। ସେମାନଙ୍କ ସେବାକୁ ସ୍ବୀକୃତି…

ଏକଦିବସୀୟ କ୍ରିକେଟ: ପୁଲସଖଣ୍ଡ ଚାମ୍ପିୟନ

ଦେଓଗାଁ,୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଦେଓଗାଁ ନେହେରୁ ଖେଳ ପଡିଆରେ ରବିବାର ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି ା ଶିରିଶ ଓ ପୁଲସଖଣ୍ଡ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା ା ଶିରିଶ ଦଳ ପ୍ରଥମେ ବ୍ୟାଟିଂ…

‘ଗନ୍ଧରେଲ ପ୍ରକଳ୍ପକୁ ପର୍ଯ୍ୟଟନସ୍ଥଳୀ ଭାବେ ବିକାଶ କରାଯିବ’

ବଲାଙ୍ଗୀର ଅଫିସ, ୧୪ା୧୨: ବଲାଙ୍ଗୀର ସହର ସନ୍ନିକଟ ଗନ୍ଧରେଲ ପାହାଡ ପାଦଦେଶରେ ଥିବା ଗନ୍ଧରେଲ ଜଳ ପ୍ରକଳ୍ପକୁ ଆଗାମୀ ଦିନରେ କିଭଳି ଏକ ପର୍ଯ୍ୟଟନସ୍ଥଳୀଭାବେ ବିକଶିତ କରାଯିବ ସେନେଇ ପଦକ୍ଷେପ ନିଆଯିବ। ରବିବାର ଗନ୍ଧରେଲ ପ୍ରକଳ୍ପ ଅଞ୍ଚଳକୁ ପରିଦର୍ଶନରେ ଯିବା ଅବସରରେ…

ପାଣି ପାଇଁ ହଟହଟା ଖୋଲାଗଡ଼ ଗ୍ରାମବାସୀ

ଖପ୍ରାଖୋଲ, ୧୩ା୧୨(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ପଞ୍ଚାୟତ ଅନ୍ତର୍ଗତ ଖୋଲାଗଡ ଗାଁରେ ଦେଖାଦେଇଛି ପାନୀୟ ଜଳ ସମସ୍ୟା। ଗାଁରେ ଥିବା ୪ଟି ନଅକୂପରୁ ତିନୋଟି ଦୁଇମାସ ହେଲା ଅଚଳ ହୋଇପଡିଛି। ଅନ୍ୟ ନଳକୂପରେ ସୋଲାର ପମ୍ପ ଲଗାଯାଇଥିଲେ ବି…

ବାଇକ୍‌କୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ପାଟଣାଗଡ଼,୧୨।୧୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ କୁତମୁଣ୍ଡା ଗ୍ରାମ ନିକଟରେ ଶନିବାର ସକାଳେ ଏକ ବୋଲେରୋ ବାଇକ୍‌କୁ ଧକ୍କା ଦେଇଛି। ଏଥିରେ ଜଣେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ସୁନାମୁଦି ଗ୍ରାମର…

ରାସ୍ତାକଡ଼ରେ ପଡ଼ି ରହିଛି ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପାଟଣାଗଡ଼ ପୋଲିସ

ପାଟଣାଗଡ଼,୧୧।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଧୁବଲପଡ଼ା ଗ୍ରାମ ନିକଟରେ ଥିବା ଏକ ଚିନାବାଦାମ କ୍ଷେତରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।…

ବୁଧୁରାମଙ୍କୁ ମିଳିନି ଭିନ୍ନକ୍ଷମ ଭତ୍ତା

ଲୋଇସିଂହା, ୧୧।୧୨(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ସୁଦାମପାଲିର ବୁଧୁରାମ ଭୁଏ(୪୮)। ଜନ୍ମରୁ ସେ ଭିନ୍ନକ୍ଷମ। ଡାହାଣ ଗୋଡ଼ ପୋଲିଓ ଗ୍ରସ୍ତ। ବାପା ଦୁର୍ଜନ ଭୁଏଙ୍କ ପରଲୋକ ହୋଇଯାଇଛି। ବଡଭାଇ ପରିବାର ସହ ବାହାରେ ରହୁଛନ୍ତି। ଏବେ ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?