ସାନିଟାଇଜ ହେଲା ବୁର୍ଡା ପଞ୍ଚାୟତ ଅଞ୍ଚଳ
ଲୋଇସିଂହା,୧୪ା୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁର୍ଡା ପଞ୍ଚାୟତର ସଦର ଗଁା ଓ ବାଞ୍ଜିପାଲି ଗ୍ରାମ ମଙ୍ଗଳବାର ସାନିଟାଇଜ ହୋଇଛି। ବିଡିଓ ରାମଚନ୍ଦ୍ର ଖାଡିଆଙ୍କ ନିର୍ଦ୍ଦେଶ ଓ ସ୍ଥାନୀୟ ସରପଞ୍ଚ ନଳିନୀ ଭୋଇଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସ୍ଥାନୀୟ ଅଗ୍ନିଶମ କର୍ମଚାରୀ ବିଶୋଧନ କାର୍ଯ୍ୟକ୍ରମରେ…
ବଲାଙ୍ଗୀରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ହସ୍ପିଟାଲ: ରହିଛି ୨ ଶହ ଶଯ୍ୟା
ବଲାଙ୍ଗୀର ଅଫିସ, ୧୪ା୪: ବଲାଙ୍ଗୀର କଳିଙ୍ଗ ଇଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସସେସ୍ (କିସ୍) କ୍ୟାମ୍ପସଠାରେ ମଙ୍ଗଳବାରଠାରୁ ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି । ଜିଲାପାଳ ଅରିନ୍ଦମ୍ ଡାକୁଆ ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି ।…
ସିଆରପିଏଫ୍ ତରଫରୁ କରୋନା ସଚେତନତା
ଖପ୍ରାଖୋଲ, ୧୪ା୪(ଡି.ଏନ.ଏ.): ସିଆରପିଏଫ୍ ତରଫରୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକର ବିଭିନ୍ନ ଗାଁରେ କରୋନା ସଂକ୍ରମଣରୁ ସୁରକ୍ଷା ପାଇଁ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ା ଏହି ଅବସରରେ ସିଆରପିଏଫ୍ ଡି/୧୮୯ ବାଟାଲିଅନ ତରଫରୁ ଡୁଡୁମଦର୍ହା, ବଗଝରନ, କନ୍ଦରାଭଟା, ତୁର୍ଲା, ନାନ୍ଦୁପଲା…
ବଲାଙ୍ଗୀରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ
ବଲାଙ୍ଗୀର ଅଫିସ, ୧୪।୪: ରାଜ୍ୟ ସରକାରଙ୍କ ପକ୍ଷରୁ ବଲାଙ୍ଗୀର କିସ୍ କ୍ୟାମ୍ପସରେ ପ୍ରତିଷ୍ଠା କରାଯାଇଥିବା ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ମଙ୍ଗଳବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଏ ନେଇ ଜିଲାପାଳ ଅରିନ୍ଦମ ଡାକୁଆ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ଏହି ହସ୍ପିଟାଲରେ…
କରୋନା ସହାୟତା: ମହାବୀର ରେସିଡେନ୍ସି ପରିବାର ପକ୍ଷରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଲେଖାଏ ପ୍ରଦାନ
କଣ୍ଟାବାଞ୍ଜି, ୧୪।୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହରରେ ଥିବା ଡୁମେରଚୁଆଁ ରୋଡସ୍ଥିତ ମହାବୀର ରେସିଡେନ୍ସି ପରିବାର ତରଫରୁ ପ୍ରଧାନମନ୍ତ୍ରୀ କେୟାର ଫଣ୍ଡ୍କୁ ୧୧ ହଜାର ଏବଂ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୧ ହଜାର ଟଙ୍କା ଲେଖାଏ ଚେକ୍ ପ୍ରଦାନ କରାଯାଇଛି। ସ୍ଥାନୀୟ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତାର ହାତ ବଢ଼ାଇଲା ସରପଞ୍ଚ ସଂଘ
ଗୁଡଭେଲା,୧୪।୪(ଡି.ଏନ୍.ଏ): ମହାମାରୀ କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶ ଲକ୍ଡାଉନ୍ ଜାରି ରହିଛି। କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବିଭିନ୍ନ ସଂଗଠନ ଓ ବ୍ୟକ୍ତି ବିଶେଷ ପକ୍ଷରୁ ସହାୟତାର ହାତ ବଢ଼ୁଛି। ଇତିମଧ୍ୟରେ ବଲାଙ୍ଗୀର ଜିଲା…
ମାସ୍କ ପିନ୍ଧି ନ ଥିବା ୧୦୦ ଜଣଙ୍କୁ ଧରିଲା ପୋଲିସ
ବଲାଙ୍ଗୀର ଅଫିସ,୧୩ା୪: ଲକ୍ଡାଉନ୍ ନିୟମ ଅଭିଯୋଗରେ ବଲାଙ୍ଗୀର ସହରର ବିଭିନ୍ନ ଛକରେ ପୋଲିସ ପକ୍ଷରୁ ସୋମବାର ମାସ୍କ ପିନ୍ଧି ନ ଥିବା ୧୦୦ ଜଣଙ୍କଠାରୁ ଜରିମାନା ଆଦାୟ କରାଯାଇଛି। ଲକ୍ଡାଉନ୍ କଟକଣା ବୃଦ୍ଧି କରାଯିବା ପରେ ପୋଲିସ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ମଧ୍ୟ…
ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ସହାୟତା
ଗୁଡଭେଲା, ୧୩।୪(ଡି.ଏନ୍.ଏ.): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ପଞ୍ଚାୟତ ଡାହିମାଳ ଛକର ଦୋକାନୀ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିକୁ ସୋମବାର ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ତୁଷୁରା ତହସିଲଦାର…
ଲକ୍ଡାଉନ୍ ନିୟମ ଉଲ୍ଲଂଘନ: ୩୦ ବାଇକ୍ ଜବତ କଲା ପୋଲିସ
ଗୁଡଭେଲା,୧୩ା୪(ଡିଏନଏ): ସରକାରଙ୍କ କଡ଼ା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କ ବାଇକ୍ ଜବତ କରିଛି। ସକାଳ ୭ଟାରୁ…
ଲକ୍ଡାଉନ ଉଲ୍ଲଂଘନ: ୭୦ ବାଇକ ଜବତ
ବଲାଙ୍ଗୀର ଅଫିସ, ୧୨ା୪- ସରକାରଙ୍କ କଡା ନିର୍ଦ୍ଦେଶାବଳୀ, ସ୍ଥାନୀୟ ପ୍ରଶାସନ ଓ ପୋଲିସ ବିଭାଗର ଶତପ୍ରତିଶତ କାର୍ଯ୍ୟାନ୍ବୟନ ସତ୍ତ୍ୱେ କେତେକ ବ୍ୟକ୍ତି ଲକ୍ଡାଉନ୍ ନିୟମର ଉଲ୍ଲଂଘନ କରୁଛନ୍ତି। ଏଭଳି ବ୍ୟକ୍ତିବିଶେଷଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରି ସେମାନଙ୍କ ବାଇକ୍ ଜବତ…
୩୩୨ ଜଣଙ୍କ ହୋମ୍ କ୍ୱାରାଣ୍ଟାଇନ୍ ଅବଧି ଶେଷ: ଚାଲିଛି ସ୍ବାସ୍ଥ୍ୟ ପରୀକ୍ଷା
ଲୋଇସିଂହା,୧୨ା୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁଯାୟୀ ବ୍ଲକକୁ ରାଜ୍ୟ ବାହାରୁ ୩୩୫ ଜଣ ଘରକୁ ଫେରିଛନ୍ତି। ସେମାନେ ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରକୁ ନ ଯାଇ ୧୪ ଦିନିଆ ହୋମ୍ କ୍ବାରାଣ୍ଟାଇନରେ ରହିଛନ୍ତି। ସେଥିମଧ୍ୟରୁ ୩୩୨ ଜଣଙ୍କ…
ବିଦ୍ୟୁତ୍ ଆଘାତରେ ଭାଲୁ ମୃତ
କୋକସର/ଜୟପାଟଣାା, ୧୧।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଘଣ୍ଟିଗୁଡା ଗ୍ରାମ ଜଙ୍ଗଲ ନିକଟରେ ଥିବା ଚାଷ ଜମିରେ ଛିଣ୍ଡି ପଡିଥିବା ୧୧ କେଭି ଜୀବନ୍ତ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଏକ ଭାଲୁର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ବନ ବିଭାଗ ଓ…
Archives


