ବଲାଙ୍ଗୀର

ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ : ପତ୍ରାପାଲିକୁ ଟାଇଟଲ

ଖପ୍ରାଖୋଲ, ୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଧଣ୍ଡାମୁଣ୍ଡା ପଞ୍ଚାୟତ ବେନକେରା ଅଷ୍ଟମ ଆଦିବାସୀ କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି ା ଉଦଯାପନନୀ ମ୍ୟାଚ୍‌ ପତ୍ରାପାଲି ଏବଂ ବାଲିପଟା ମଧ୍ୟରେ ହୋଇଥିଲା। ପତ୍ରାପାଲି ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ…

ନିଯୁକ୍ତି ପରିବର୍ତ୍ତେ ଛଟେଇ, ଧାରଣାରେ କୋଭିଡ ଯୋଦ୍ଧା ନର୍ସ

ବଲାଙ୍ଗୀର ଅଫିସ, ୧୪ା୧: କରୋନା ମହାମାରୀ ରାଜ୍ୟବାସୀଙ୍କୁ ଅତିଷ୍ଠ କରିଥିବାବେଳେ ରାଜ୍ୟ ସରକାର ଚିନ୍ତାରେ ପଡିଥିଲେ। ଏଭଳି ସଙ୍ଗୀନ ସମୟରେ ଲୋକଙ୍କ ସେବା କରିବା ପାଇଁ ରାଜ୍ୟ ସରକାରଙ୍କ ଡାକରାରେ ନର୍ସ ଓ ସ୍ବାସ୍ଥ୍ୟକର୍ମୀମାନେ ଆଗେଇ ଆସିଥିଲେ। ସେମାନଙ୍କ ସେବାକୁ ସ୍ବୀକୃତି…

ଏକଦିବସୀୟ କ୍ରିକେଟ: ପୁଲସଖଣ୍ଡ ଚାମ୍ପିୟନ

ଦେଓଗାଁ,୧୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଦେଓଗାଁ ନେହେରୁ ଖେଳ ପଡିଆରେ ରବିବାର ଏକଦିବସୀୟ କ୍ରିକେଟ ଟୁର୍ନାମେଣ୍ଟ ଅନୁଷ୍ଠିତ ହୋଇଯାଇଛି ା ଶିରିଶ ଓ ପୁଲସଖଣ୍ଡ ମଧ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା ା ଶିରିଶ ଦଳ ପ୍ରଥମେ ବ୍ୟାଟିଂ…

‘ଗନ୍ଧରେଲ ପ୍ରକଳ୍ପକୁ ପର୍ଯ୍ୟଟନସ୍ଥଳୀ ଭାବେ ବିକାଶ କରାଯିବ’

ବଲାଙ୍ଗୀର ଅଫିସ, ୧୪ା୧୨: ବଲାଙ୍ଗୀର ସହର ସନ୍ନିକଟ ଗନ୍ଧରେଲ ପାହାଡ ପାଦଦେଶରେ ଥିବା ଗନ୍ଧରେଲ ଜଳ ପ୍ରକଳ୍ପକୁ ଆଗାମୀ ଦିନରେ କିଭଳି ଏକ ପର୍ଯ୍ୟଟନସ୍ଥଳୀଭାବେ ବିକଶିତ କରାଯିବ ସେନେଇ ପଦକ୍ଷେପ ନିଆଯିବ। ରବିବାର ଗନ୍ଧରେଲ ପ୍ରକଳ୍ପ ଅଞ୍ଚଳକୁ ପରିଦର୍ଶନରେ ଯିବା ଅବସରରେ…

ପାଣି ପାଇଁ ହଟହଟା ଖୋଲାଗଡ଼ ଗ୍ରାମବାସୀ

ଖପ୍ରାଖୋଲ, ୧୩ା୧୨(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ବାଘମୁଣ୍ଡ ପଞ୍ଚାୟତ ଅନ୍ତର୍ଗତ ଖୋଲାଗଡ ଗାଁରେ ଦେଖାଦେଇଛି ପାନୀୟ ଜଳ ସମସ୍ୟା। ଗାଁରେ ଥିବା ୪ଟି ନଅକୂପରୁ ତିନୋଟି ଦୁଇମାସ ହେଲା ଅଚଳ ହୋଇପଡିଛି। ଅନ୍ୟ ନଳକୂପରେ ସୋଲାର ପମ୍ପ ଲଗାଯାଇଥିଲେ ବି…

ବାଇକ୍‌କୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ପାଟଣାଗଡ଼,୧୨।୧୨ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ କୁତମୁଣ୍ଡା ଗ୍ରାମ ନିକଟରେ ଶନିବାର ସକାଳେ ଏକ ବୋଲେରୋ ବାଇକ୍‌କୁ ଧକ୍କା ଦେଇଛି। ଏଥିରେ ଜଣେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ତାଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ସୂଚନାଯୋଗ୍ୟ, ସୁନାମୁଦି ଗ୍ରାମର…

ରାସ୍ତାକଡ଼ରେ ପଡ଼ି ରହିଛି ମହିଳାଙ୍କ ମୃତଦେହ: ପରିଚୟ ଖୋଜୁଛି ପାଟଣାଗଡ଼ ପୋଲିସ

ପାଟଣାଗଡ଼,୧୧।୧୨: ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଧୁବଲପଡ଼ା ଗ୍ରାମ ନିକଟରେ ଥିବା ଏକ ଚିନାବାଦାମ କ୍ଷେତରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ଘଟଣାସ୍ଥଳରେ ପାଟଣାଗଡ଼ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।…

ବୁଧୁରାମଙ୍କୁ ମିଳିନି ଭିନ୍ନକ୍ଷମ ଭତ୍ତା

ଲୋଇସିଂହା, ୧୧।୧୨(ଡି.ଏନ.ଏ) ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ସୁଦାମପାଲିର ବୁଧୁରାମ ଭୁଏ(୪୮)। ଜନ୍ମରୁ ସେ ଭିନ୍ନକ୍ଷମ। ଡାହାଣ ଗୋଡ଼ ପୋଲିଓ ଗ୍ରସ୍ତ। ବାପା ଦୁର୍ଜନ ଭୁଏଙ୍କ ପରଲୋକ ହୋଇଯାଇଛି। ବଡଭାଇ ପରିବାର ସହ ବାହାରେ ରହୁଛନ୍ତି। ଏବେ ସେ…

ବଲାଙ୍ଗୀର ପ୍ରଶାସନର କଡ଼ା ଆଭିମୁଖ୍ୟ, ରାସ୍ତା ଉପରେ ବେପାର ମନା

ବଲାଙ୍ଗୀର ଅଫିସ,୧୧ା୧୨ ବଲାଙ୍ଗୀର ସହର ମୁଖ୍ୟ ରାସ୍ତା ଉପରେ ଆଗକୁ ଆଉ ବେପାର କରିବାକୁ ଦିଆଯିବ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ରାସ୍ତା ଉପରେ ଯେଉଁ ଉଠାଦୋକାନୀ ଓ ପନିପରିବା ବ୍ୟବସାୟୀ ବେପାର…

ଭାତୃଭାବ ଜାଗ୍ରତ ହେଲେ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସମ୍ଭବ

ବଲାଙ୍ଗୀର ଅଫିସ/ପୁଇଁତଲା, ୧୧ା୧୨ (ଡି.ଏନ୍‌.ଏ.) ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟରେ ‘କୃତିତ୍ୱ ହିଁ ପ୍ରେରଣାର ଉତ୍ସ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ପୁରୋହିତଙ୍କ…

ମାଲବୋଝେଇ ଟ୍ରକ୍‌ରେ ଲାଗିଲା ନିଆଁ: ଜଳିଗଲା ୧୫ ଲକ୍ଷ ଟଙ୍କାର ସାମଗ୍ରୀ

ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି ଯାଇଛି। ରାୟପୁରରୁ ଡାଲି ଜାତୀୟ ସାମଗ୍ରୀ ନେଇ ବଲାଙ୍ଗୀର ଆସୁଥିବା ଏହି ଟ୍ରକ୍‌ର ଚକ…

ଅବ୍ୟବସ୍ଥା ଘେରରେ ଭାଲିଆମୁଣ୍ଡା ସାପ୍ତାହିକ ବଜାର: ବ୍ୟବସାୟୀ ବସିବାକୁ ନାହିଁ ଆବଶ୍ୟକ ପିଣ୍ଡି

ଲୋଇସିଂହା,୭ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଭାଲିଆମୁଣ୍ଡା ସପ୍ତାହିକ ବଜାର ଅବ୍ୟବସ୍ଥା ଘେରରେ ରହିଛି। ବଜାରରେ ବ୍ୟବସାୟୀମାନେ ବିକ୍ରିବଟା କରିବା ଲାଗି ପିଣ୍ଡିର ଅଭାବ ରହିଛି। ପିଇବା ପାଣିର ବ୍ୟବସ୍ଥା ନାହିଁ। ଏହି ବଜାରରୁ ଭଲ ରାଜସ୍ବ ଆଦାୟ ହେଉଥିବାବେଳେ ଏପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?