ତୁଷୁରା ଏନ୍ଏସି ସବୁ ଡ୍ରେନ୍ରେ ବିଶୋଧକ ସିଞ୍ଚନ କରୁନି
ଗୁଡଭେଲା,୩।୪(ଡି.ଏନ.ଏ.)-ବର୍ତ୍ତମାନର ଭୟଙ୍କର କରୋନା ପରିସ୍ଥିତିର ମୁକାବିଲା କରିବା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନ୍ଏସି ପକ୍ଷରୁ ସହରକୁ ସ୍ବଚ୍ଛ ଓ ସଂକ୍ରମଣ ମୁକ୍ତ ରଖିବାକୁ ସ୍ବଚ୍ଛତା ମିଶନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ତୁଷୁରା ସହରର ସମସ୍ତ ଡ୍ରେନ୍ରେ ବିଶୋଧକ ସିଞ୍ଚନ କରିବାକୁ…
କେନ୍ଦୁ ଖାଇବାକୁ ଯାଇ ଗଛରୁ ପଡ଼ି ନାବାଳକଙ୍କ ଜୀବନ ଗଲା: ସରକାରୀ ସହାୟତା ଦାବି
ଲୋଇସିଂହା, ୩।୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝରଣୀପାଲି ଗ୍ରାମର ଜନୈକ ନାବାଳକ କେନ୍ଦୁ ଖାଇବାକୁ ଯାଇ ଗଛରୁ ପଡ଼ି ଗୁରୁବାର ମୃତ୍ୟୁ ଘଟିଛି। ସେ ହେଲେ ହରିଜନ ବସ୍ତିର ରାଜା ନାଗ। ପ୍ରକାଶ ଯେ, ଗୁରୁବାର ସକାଳେ ରାଜା…
କରୋନା ବେଳେ ସାହାସ ଦେଖାଇଲେ, ରକ୍ତଦାନ କଲେ
ବଲାଙ୍ଗୀର ଅଫିସ, ୨ା୪: କରୋନା ମହାମାରୀ ଏବେ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଛି। ଏହାକୁ ନେଇ ସମଗ୍ର ଦେଶରେ ୨୧ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସନ୍ଦିକ୍ଷଣରେ ବହୁ…
ଗରିବଙ୍କୁ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ବଣ୍ଟନ
ଗୁଡଭେଲା,୨।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁଷୁରା ଓ ଗୁଡଭେଲା ସହର ସମେତ ଆଖ ପାଖ ଅଞ୍ଚଳ କରୋନା ପାଇଁ ଲକ୍ ଡାଉନ୍ ରହିଛି। ଲୋକେ ଖାଇବାକୁ ହଇରାଣ ହେଉଛନ୍ତି। ଏଣୁ ତୁଷୁରା ସହରର ମାରୱାଡି ଯୁବା ମଞ୍ଚ, ଜାଗୃତି ଶାଖା ଓ ରିହାଇ ସଂଗଠନ…
ବଲାଙ୍ଗୀରରେ ଫସି ରହିଛନ୍ତି ୩୦ ଅଣ ଓଡ଼ିଆ ଶ୍ରମିକ
ବଲାଙ୍ଗିର ଅଫିସ, ୨ା୪-ପଶ୍ଚିମବଙ୍ଗରୁ ବଲାଙ୍ଗୀରକୁ କାମ କରିବାକୁ ଆସିଥିବା ୩୦ ଜଣ ଅଣ ଓଡ଼ିଆ ଶ୍ରମିକ ଏଠାରେ ଫସି ରହିଛନ୍ତି। ସ୍ଥାନୀୟ ଆନନ୍ଦନଗର ନିକଟରେ ସେମାନେ ଏକ ଏକ ଭଡାଘରେ ରହୁଛନ୍ତି । ମହାମାରୀ କରୋନା ଭୂତାଣୁ ଜନିତ ଳକ୍ଡାଉନ ଯୋଗୁ…
ଘରେ ବସି କଳା ଦିବସ ପାଳନ କଲା କୋଶଲ ରାଜ୍ୟ ସମନ୍ବୟ ସମିତି
ବଲାଙ୍ଗୀର ଅଫିସ, ୧ା୪: କୋଶଲ ରାଜ୍ୟ ସମନ୍ବୟ ସମିତି ପକ୍ଷରୁ ଏପ୍ରିଲ ୧କୁ କଳା ଦିବସ ପାଳନ କରାଯାଇଛି। କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଚଳିତବର୍ଷ କୌଣସି ସଭା ସମିତି କରା ନ ଯାଇ ଘରେ ଘରେ କଳା ଦିବସ…
ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାରେ ଅଟକି ରହିଛନ୍ତି ୩୩ଶ୍ରମିକ
ଖପ୍ରାଖୋଲ, ୧ା୪(ଡି.ଏନ.ଏ.): ସାରା ଦେଶରେ କରୋନା ଭୁତାଣୁ ସଂକ୍ରମଣ ରୋକିବାକୁ ଆଠ ଦିନ ହେଲା ଲକ ଡାଉନ। ଏହି ସମୟରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ୩୩ ଜଣ ଶ୍ରମିକ ଆନ୍ଧ୍ରପ୍ରଦେଶ ଓ ତେଲେଙ୍ଗାନାର ଇଟାଭାଟିରେ କାମ କରୁଛନ୍ତି। ଇଟାଭାଟି…
କରୋନା ଲକ୍ଡାଉନ୍: ମହିଳା ଶ୍ରମିକଙ୍କ ଦୁର୍ଦ୍ଦଶା ବଢୁଛି
ବଲାଙ୍ଗୀର ଅଫିସ, ୧ା୪: ଲକ୍ଡାଉନ୍ ସମୟରେ ଗରିବଙ୍କ ଆୟପନ୍ଥା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବାରୁ ଏବେ ସେମାନେ ମହା ଅଡୁଆରେ ପଡିଛନ୍ତି। ବିଶେଷକରି ମହିଳା ଶ୍ରମିକମାନେ ଘୋର ଅସୁବିଧାରେ ପଡିଛନ୍ତି। ଯେଉଁ ମହିଳାମାନେ କାମ କରି ପରିବାର ଚଲାଉଥିଲେ ସେମାନଙ୍କ ଜୀବନ ଜୀବିକା…
ବଲାଙ୍ଗୀର ମାଛ ବଜାରରେ ଲକ୍ଡାଉନ୍ ନିୟମକୁ ଖୋଲାଖୋଲି ଉଲ୍ଲଙ୍ଘନ
ବଲାଙ୍ଗୀର ଅଫିସ,୧।୪-ବଲାଙ୍ଗୀର ଜିଲା ପ୍ରଶାସନ ଓ ଟାଉନ୍ ପୋଲିସ ଲକ୍ଡାଉନ୍ କଟକଣାକୁ କିପରି କଡାକଡି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ ଜାରି ରଖିଛି। ହେଲେ ବୁଧବାର ବଲାଙ୍ଗୀର ରୁଗୁଡିପଡା ରାସ୍ତାକଡ଼ ମାଛ ବଜାରରେ ଲକ୍ ଡାଉନ୍ ନିୟମକୁ ଖୋଲାଖୋଲି…
ଭୋକିଲାଙ୍କୁ ରନ୍ଧା ଖାଦ୍ୟ ବାଣ୍ଟିଲା ପୋଲିସ
ବଲାଙ୍ଗୀର ଅଫିସ, ୧ା୪- ବଲାଙ୍ଗୀର ପୋଲିସ ଟିମ୍ ଲକ୍ ଡାଉନ୍ ସମୟରେ ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ବଣ୍ଟନ କରି ମାନବିକତାର ପରିଚୟ ଦେଇଛନ୍ତି ା ପୋଲିସ ଟିମ୍ ଖୁଜେନପାଲିରେ କୁଷ୍ଠରୋଗୀମାନେ ରହୁଥିବା ସ୍ଥାନକୁ ଯାଇ ସେମାନଙ୍କୁ ରନ୍ଧା ଖାଦ୍ୟ…
କରୋନା ଲକ୍ ଡାଉନ୍ ଉଜାଗର କଲା ଗରିବୀ ଚିତ୍ର: ପ୍ଳାଷ୍ଟିକ୍ ଗୋଟାଇ ପାରୁନାହାନ୍ତି ରାମ, ଖାଇବାକୁ ପାଉନାହାନ୍ତି
ବଲାଙ୍ଗୀର ଅଫିସ, ୩୧ା୩: ଖାଦ୍ୟ ସୁରକ୍ଷା ଯୋଜନା କାର୍ଯ୍ୟକାରୀ କରାଯାଇ ଦେଶର ଭୋକିଲା ଲୋକଙ୍କ କ୍ଷୁଧା ନିବାରଣ କରାଯାଉଥିବା କୁହାଯାଉଥିଲେ ମଧ୍ୟ ମାତ୍ର ୭ ଦିନର ଲକ୍ଡାଉନ୍ ପରେ ବହୁ ଗରିବ ଓ ଅସହାୟଙ୍କ ଅସଲ ଚିତ୍ର ଏବେ ପଦାକୁ ଆସିବାରେ…
ଲୋକ ରୁଣ୍ଡ ଦେଖି ପିପଲବାହାଲ ଗ୍ରାମବାସୀ ଭୟଭୀତ
ଲାଠୋର,୩୧।୩ (ଡି.ଏନ.ଏ.): ମହାମାରୀ କରୋନା ଭାଇରସ (ଭୂତାଣୁ) ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ରୋଗୀ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଛି। ସାଧାରଣ ଜନତାଙ୍କ ମନରେ ଭୟ ସୃଷ୍ଟି ହୋଇଛି। କେନ୍ଦ୍ର ସରକାର ଗତ ୨୩ ତାରିଖରୁ ତାଲାବନ୍ଦ ଘୋଷଣା…
Archives


