‘ପୋତାଧନ’ ନଁାରେ ଠକେଇ, ୩ ଗିରଫ
ବଲାଙ୍ଗୀର ଅଫିସ, ୭ା୬-ମାଟି ତଳେ ପୋତାଯାଇଥିବା ଏକ ହଣ୍ଡା ଭିତରୁ ଅସଲି ସୁନା (ପୋତାଧନ)ମିଳିଛି। ସେଥିପାଇଁ କମ୍ଦାମରେ ବିକ୍ରି ହେବ କହି ଜଣେ ବେପାରୀଙ୍କୁ ଠକେଇ କରିଥିବା ଏକ ର଼୍ୟାକେଟ୍ର ୩ ସଦସ୍ୟଙ୍କୁ ବଲାଙ୍ଗୀର ସଦର ଥାନା ପୋଲିସ ଗିରଫ କରିଛି…
ଅଧିକ ଦରରେ କିରୋସିନ ବିକିବା ଘଟଣା: ରିଟେଲରଙ୍କୁ ନିଲମ୍ବିତ କଲେ ଉପଜିଲାପାଳ
ଖପ୍ରାଖୋଲ, ୬।୬(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଞ୍ଚାୟତର ବିଭିନ୍ନ ଗାଁରେ ଅଧିକ ଦରରେ କିରୋସିନ ବିକ୍ରି ଘଟଣାରେ ରିଟେଲର ନିଲମ୍ବିତ ହୋଇଛନ୍ତି। ପାଟଣାଗଡ଼ ଉପ ଜିଲାପାଳ ସୋମନାଥ ପଧାନ ରିଟେଲର ହଳଧର ଭୋଇଙ୍କୁ ନିଲମ୍ବିତ କରିଛନ୍ତି। ଏ ନେଇ ଖପ୍ରାଖୋଲ…
ବଲାଙ୍ଗୀରରେ ଜାରିହେଲା ଦୁଇଦିନିଆ ଶଟ୍ଡାଉନ୍
ବଲାଙ୍ଗୀର ଅଫିସ,୬ା୬: କରୋନା ସଂକ୍ରମଣ ରୋକିବା ଲାଗି ସରକାର ରାଜ୍ୟର ୧୧ଟି ଜିଲାରେ ଜୁନ୍ ମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍ଡାଉନ୍ ଘୋଷଣା କରିଛନ୍ତି । ଏହି କ୍ରମରେ ଜୁନ ମାସର ପ୍ରଥମ ଶନିବାରରେ ବଲାଙ୍ଗୀରରେ ଶଟ୍ଡାଉନ୍ କାର୍ଯ୍ୟକାରୀ ହୋଇଛି…
ଜମି ପାଇଁ ଦାଦା-ଖୁଡ଼ୀଙ୍କୁ ହତ୍ୟା, କୁଅରେ ଫିଙ୍ଗିଲେ: ପୁତୁରା ଅଟକ
ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି,୬ା୬(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ବିରିପାଲି ପଞ୍ଚାୟତ କୁଟୁରାବେଡା ଗାଁରେ ପାରିବାରିକ ଜମି ବିବାଦକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି । ଜମିଲାଗି ନିଜର ଦାଦା ଓ ଖୁଡ଼ୀଙ୍କୁ ପୁତୁରା ହତ୍ୟା କରି ଉଭୟଙ୍କ ମୃତଦେହକୁ କୂଅ ଭିତରକୁ…
ଚଢାଦରରେ କିରୋସିନ ବିକ୍ରି, ତଦନ୍ତ କଲେ ଅଧିକାରୀ
ଖପ୍ରାଖୋଲ, ୬ା୬(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଚଢାଦରରେ କିରୋସିନ ବିକ୍ରି ହେଉଛି। ଏହିଭଳି ଅଭିଯୋଗ ପରେ ପ୍ରଶାସନ ତରଫରୁ ମହରାପଦର ପଞ୍ଚାୟତର ବିଭିନ୍ନ ଗାଁରେ ତଦନ୍ତ ଆରମ୍ଭ ହୋଇଛି ା ପାଟଣାଗଡ ସହକାରୀ ଜିଲାପାଳ ପଦ୍ମନାଭ ପୁରୋହିତଙ୍କ ନେତୃତ୍ୱରେ…
କୋଭିଡ ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସ୍ବତନ୍ତ୍ର ପୋଷ୍ଟାଲ କଭର ଉନ୍ମୋଚିତ
ବଲାଙ୍ଗୀର ଅଫିସ, ୫ା୬-ବଲାଙ୍ଗୀର ମୁଖ୍ୟ ଡାକଘର ପରିସରରେ ଶୁକ୍ରବାର ଭାରତୀୟ ଡାକବିଭାଗ ପକ୍ଷରୁ ଏକ କମନ୍ ସର୍ଭିସ ସେଣ୍ଟର ଉଦ୍ଘାଟନ କରାଯାଇଛି ା ବଲାଙ୍ଗୀର ପୋଷ୍ଟାଲ ସୁପରିଣ୍ଟେଣ୍ଡେଣ୍ଟ ଦେବୀ ପ୍ରସାଦ ନାୟକ ଏହି କମନ୍ ସର୍ଭିସ ସେଣ୍ଟରର ଉଦ୍ଘାଟନ କରିଥିଲେ ା…
କୋଭିଡ ପରିଚାଳନା କାର୍ଯ୍ୟକ୍ରମର ସମୀକ୍ଷା
ବଲାଙ୍ଗୀର ଅଫିସ, ୫ା୬-ବଲାଙ୍ଗୀର ଜିଲା କୋଭିଡ-୧୯ ପର୍ଯ୍ୟବେକ୍ଷକ ସୁଶୀଲ କୁମାର ଲୋହାନୀ ଶୁକ୍ରବାର ବଲାଙ୍ଗୀର ଜିଲା ଗସ୍ତରେ ଆସି ବିଭିନ୍ନ ବ୍ଳକର କ୍ୱାରାଣ୍ଟାଇନ୍ ସେଣ୍ଟର ପରିଦର୍ଶନ କରିବା ସହ କୋଭିଡ ପରିଚାଳନା କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଜିଲାରେ ଚାଲିଥିବା ଶ୍ରମଭିତ୍ତିିକ କାର୍ଯ୍ୟକ୍ରମର…
ବଲାଙ୍ଗୀରରେ ୩ କରୋନା ପଜିଟିଭ୍ ଚିହ୍ନଟ: ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି
ବଲାଙ୍ଗୀର ଅଫିସ,୫।୬: ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି । ଶୁକ୍ରବାର ୩ କରୋନା ସଂକ୍ରମିତ ଚିହ୍ନଟ ପରେ ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୧୦୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଜିଲାରେ ୮୧ ସକ୍ରିୟ କେସ୍ ଥିବା ବେଳେ…
ଶ୍ରମିକ ଟ୍ରେନ୍ରେ ପ୍ରବାସୀ ମହିଳାଙ୍କ ପ୍ରସବ; ତେଲଙ୍ଗାନାରୁ ବଲାଙ୍ଗୀର ଫେରୁଥିଲେ
ଟିଟିଲାଗଡ଼, ୫।୬(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ଠାରେ ଲିଙ୍ଗମପାଲିରୁ ବଲାଙ୍ଗୀର ଯାଉଥିବା ଶ୍ରମିକ ଟ୍ରେନରେ ଜଣେ ପ୍ରବାସୀ ମହିଳା ଶୁକ୍ରବାର ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ଉଭୟ ମା’ ଓ ସନ୍ତାନ ସୁସ୍ଥ ଥିବା ଡାକ୍ତର କହିଛନ୍ତି। ସୂଚନାନୁଯାୟୀ, ଜିଲାର ବେଳପଡା ଅଞ୍ଚଳର…
ଲୋଇସିଂହାରୁ ଆଉ ଜଣେ କରୋନା ପିଜିଟିଭ ଚିହ୍ନଟ: ସ୍ଥାନୀୟ ଅଞ୍ଚଳକୁ ୨୪ ଘଣ୍ଟା ଶଟ୍ଡାଉନ ଘୋଷଣା କଲେ ସରପଞ୍ଚ
ଲୋଇସିଂହା,୫।୬(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁଢ଼ୀପଦର ଗାଁର ଜଣେ ୨୨ ବର୍ଷୀୟ ଯୁବକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଶୁକ୍ରବାର ସକାଳେ ଜଣାପଡ଼ିଥିଲା। ଏହାପରେ ହୋମ୍ କ୍ବାରାଣ୍ଟାଇନରେ ରହୁଥିବା ସମ୍ପୃକ୍ତ ଯୁବକଙ୍କୁ ତାଙ୍କ ଘରୁ ଅଣାଯାଇ ସ୍ବାସ୍ଥ୍ୟ ବିଭାଗ…
ଗୋଟିଏ ଦିନରେ କାମ କଲେ ୧ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମିକ
ବଲାଙ୍ଗୀର ଅଫିସ, ୫ା୬ – କରୋନା ମହାମାରୀ ଓ ଲକ୍ଡାଉନ୍ ସମୟରେ ବଲାଙ୍ଗୀର ଭଳି ଦାଦନପ୍ରବଣ ଓ ଶିଳ୍ପବିହୀନ ଜିଲାରେ ଲୋକଙ୍କୁ ରୋଜଗାର ଯୋଗାଇବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି ା ରାଜ୍ୟ ବାହାରେ ଥିବା ଲକ୍ଷାଧିକ ପ୍ରବାସୀ ଏବେ ଘରମୁହଁା…
ଭିଜିଲାନ୍ସ ଚଢାଉ: ତହସିଲ କିରାଣୀ ସମେତ ୨ ଗିରଫ
ବଲାଙ୍ଗୀର ଅଫିସ/ଲୋଇସିଂହା, ୪ା୬(ଡି.ଏନ୍.ଏ.)-ଆରଓଆର(ରାଇଟ୍ ଅଫ୍ ରେକର୍ଡସ) କରିଦେବା ବାବଦରେ ଜଣେ ବ୍ୟକ୍ତିିଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେବାବେଳେ ଆଗଲପୁର ତହସିଲ ଅଫିସର ଭାରପ୍ରାପ୍ତ ହେଡକ୍ଳର୍କ ବିକାଶ ଭୋଇ ଓ ରାଜସ୍ବ ସହକାରୀ ଚନ୍ଦ୍ରଶେଖର ପାତ୍ରଙ୍କୁ ବଲାଙ୍ଗୀର ଭିଜିଲାନ୍ସ ଟିମ୍ ଗୁରୁବାର…

