ବଲାଙ୍ଗୀର

ବଲାଙ୍ଗୀରରେ ଜିତୁ ମୁଣ୍ଡା ଭଳି ଘଟଣା, ସ୍ତ୍ରୀର ମୃତ୍ୟୁ ପରେ ଟଙ୍କା ଉଠାଇ ପାରୁ ନାହାନ୍ତି ସ୍ବାମୀ

ଲାଠୋର,୮।୫(ଭୁବନେଶ୍ୱର ବାରିକ): କେନ୍ଦୁଝର ଜିଲାର ଜିତୁ ମୁଣ୍ଡା ଘଟଣା ସାରା ଦେଶରେ ହଇଚଇ ସୃଷ୍ଟି କରିଥିଲା । ବ୍ୟାଙ୍କରୁ ଟଙ୍କା ଉଠାଣ ପାଇଁ ନିଜ ମୃତା ଭଉଣୀଙ୍କ କଙ୍କାଳ ଧରି ବ୍ୟାଙ୍କକୁ ଯାଇଥିଲେ । ଘଟଣା ଲୋକଲୋଚନକୁ ଆସିବା ପରେ ଜିତୁ…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର ଏବଂ ବାଇକ ମୁହାଁମୁହିଁ ଦୁର୍ଘଟଣା ହେବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ…

ବଲାଙ୍ଗୀର ପାଟଣାଗଡ଼ ବ୍ଲକ୍ ଅଫିସରେ ଅଭାବନୀୟ ଘଟଣା, ଝାମ୍ପିନେଇ ଫାଇଲ୍ ଚିରିଦେଲେ ଚେୟାରମ୍ୟାନ୍

ବଲାଙ୍ଗୀର,୭।୫(ସୁନିଲ କୁମାର ମହାନ୍ତି): ବ୍ଲକ ଅଫିସ ଭିତରେ ଫାଇଲ ଚିରିଦେଲେ ଚେୟାରମ୍ୟାନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବୁଧବାର ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଫିସରେ । ମୁଖ୍ୟକିରାଣୀଙ୍କ ଅଫିସ ରୁମ୍ ଟେବୁଲ ଉପରେ ଥିବା ରାସ୍ତା କାମର…

କାର୍‌ ରଖି ଚାହୁଁଚାହୁଁ ଟ୍ରେନ୍‌ ସାମ୍ନାକୁ ଦୌଡ଼ିଗଲେ କ୍ରୀଡ଼ା ଶିକ୍ଷକ, ଏବେ ଟ୍ରାକ୍‌ରେ ପଡ଼ିଛି ମୃତଦେହ

ବଲାଙ୍ଗୀର,୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୁଡ଼ପଡ଼ା ଗ୍ୟାସ ଗୋଦାମ ନିକଟ ରେଳ ଫାଟକ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡ଼ିଥିବା ସୋମବାର ସକାଳେ ଦେଖାଯାଇଛି। ମୃତ ବ୍ୟକ୍ତି ଜଣକ ହେଲେ ମଲମଣ୍ଡା ଗାଁ ସ୍କୁଲର କ୍ରୀଡ଼ା ଶିକ୍ଷକ ଦେବୀପ୍ରସାଦ ରାଉତ (୫୮)। ଆଜି…

ମହିଳାଙ୍କୁ ହତ୍ୟା କରି କପା କିଆରିରେ ମୃତଦେହ ପୋତିବାକୁ ଉଦ୍ୟମ, ଘଟଣାସ୍ଥଳରେ ପୋଲିସ ପହଞ୍ଚି…

ବଲାଙ୍ଗୀର,୩ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଚିତ୍ରାମୁଣ୍ଡା ଗାଁର ଏକ କପା କିଆରିରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ିଛି ଜଣେ ବିବାହିତା ୩ ସନ୍ତାନଙ୍କର ମା’ର ମୃତଦେହ। ହତ୍ୟା କରି ମୃତଦେହକୁ ପୋତି ଦେବାକୁ ଉଦ୍ୟମ କରାଯାଇଛି।…

ହରିଶଙ୍କର ବୈଶାଖ ମେଳାରେ ଶ୍ରଦ୍ଧାଳୁଙ୍କୁ ମିଳିଲା ଅନ୍ନସେବା

ବଲାଙ୍ଗୀର,୨।୫(ସୁନିଲ କୁମାର ମହାନ୍ତି): ଓଡ଼ିଶାର ପବିତ୍ର ତୀର୍ଥସ୍ଥଳୀ ହରିଶଙ୍କର ପୀଠରେ ବୈଶାଖମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯୁବ କୁଲୁତା ସମାଜ ଖପ୍ରାଖୋଲ ଏବଂ ପଶ୍ଚିମ ଓଡ଼ିଶା କୁଲୁତା ସମାଜର ସହଯୋଗରେ ୫ଦିନ ଶ୍ରଦ୍ଧାଳୁଙ୍କ ପାଇଁ ଅନ୍ନସେବାର ବ୍ୟବସ୍ଥା କରାଯାଇଥିଲା। ଏଥିରେ…

୨ବାଇକ୍‌ ମୁହାଁ ମୁହିଁ ଧକ୍କା: ତଳେ ପଡିଥିବା ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରକ

ବଲାଙ୍ଗୀର,୨।୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ ରୋଡ଼ ବିଜାଖମନଠାରେ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦୁଇ ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହେବା ଫଳରେ ଜଣେ ବାଇକ୍‌ ଚାଳକ ରାସ୍ତାରେ ପଡ଼ି ଯାଇଥିଲେ। ସେତିକିବେଳେ ରାସ୍ତାରେ…

ସକାଳୁ ସକାଳୁ ଥରିଲା ବଲାଙ୍ଗୀର: ଲୋକେ ଭୟଭୀତ

ବଲାଙ୍ଗୀର, ୨।୫ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାରେ ଶନିବାର ଭୋର ସକାଳେ ମୃଦୁ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ଭୋର ପ୍ରାୟ ୪ଟା ୪୦ ମିନିଟ ସମୟରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅଳ୍ପ ସମୟ ପାଇଁ ଘରର ଜିନିଷ ପତ୍ର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର ଦ୍ୱିତୀୟ ଦିବସ। ଏହି ଆନ୍ଦୋଳନ ଅନିର୍ଦ୍ଦିଷ୍ଟ କାଳ ଜାରି ରହିବ ଓ ଜନସାଧାରଣ…

ଶ୍ରମିକ ଚାଲାଣ ରୋକିବା ଉପରେ ଅଭିନବ ପ୍ରୟାସ କଲା ବଲାଙ୍ଗୀର ପୋଲିସ, ଏହି ସବୁ ଅଞ୍ଚଳ ଦେଇ…

ବଲାଙ୍ଗୀର, ୧।୫ (ସୁନିଲ କୁମାର ମହାନ୍ତି) : ଶ୍ରମିକ ଚାଲାଣ ରୋକିବା ଏବଂ ଶ୍ରମିକମାନଙ୍କୁ ବନ୍ଧନ ଶ୍ରମରେ ଠେଲି ହେବାରୁ ରୋକିବା ପାଇଁ, ବଲାଙ୍ଗୀର ପୋଲିସ ଗୁରୁବାର ଜିଲାର ପ୍ରମୁଖ ଅଂଶଗୁଡ଼ିକରେ ସଚେତନତା ବୃଦ୍ଧି ଏବଂ ସୁରକ୍ଷିତ ପ୍ରବାସ ପ୍ରଥାକୁ ପ୍ରୋତ୍ସାହିତ…

ପାନୀୟ ଜଳ ଯୋଗାଣ ବାଧାପ୍ରାପ୍ତ: ୮୦ ପରିବାର ହନ୍ତସନ୍ତ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଶମେଲ ପଞ୍ଚାୟତ କୁଶମେଲ ଗ୍ରାମର ପୁରୁଣା କଲୋନୀ ବସ୍ତିରେ ପ୍ରାୟ ୧ ମାସ ହେବ ପିଇବା ପାଣିର ଘୋର ଅଭାବ ଦେଖାଦେଇଛି ା ଏହି ବସ୍ତି ଦେଇ ଲୋୟର ସୁକତେଲ ବିସ୍ଥାପିତ ଆରଆର କଲୋନୀକୁ…

କାଜୁ ବଗିଚାରେ ପଡ଼ିଛି ଦନ୍ତାହାତୀର ମୃତଦେହ, ବନବିଭାଗର ତଦନ୍ତ ଆରମ୍ଭ

ବଲାଙ୍ଗୀର,୩୦।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁରିବାହାଲ ରେଞ୍ଜ ଚାନୁଟମାଲ ଗାଁର ଏକ କାଜୁ ବଗିଚାରେ ଗୋଟିଏ ଦନ୍ତାହାତୀର ମୃତଦେହ ପଡିଥିବାର ଦେଖିବାକୁ ମିଳିଛି। ବନ ବିଭାଗ ହାତୀ ମୃତ୍ୟୁ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?