ବଲାଙ୍ଗୀର

ମାଲ୍‌ବାହୀ ଟ୍ରେନ୍‌ରୁ ସାର ଚୋରି

ବଲାଙ୍ଗୀର ଅଫିସ, ୨୯ା୫-ବଲାଙ୍ଗୀର ରେଳ ଷ୍ଟେଶନ୍‌ରେ ଲାଗିଥିବା ମାଲ୍‌ବାହୀ ଟ୍ରେନ୍‌୍‌ରୁ ସାର ଚୋରି ହୋଇଥିବା ଶୁକ୍ରବାର ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଉଭୟ ସାର ଯୋଗାଣ ଠିକାଦାର ଓ ରେଳ ସୁରକ୍ଷା ବଳ ପରସ୍ପର ବିରୋଧରେ ଦୋଷାରୋପ କରିଛନ୍ତି। ବିଶାଖାପାଟଣା…

କରୋନା ଯୋଦ୍ଧାଙ୍କ ଘୋଷିତ ସୁବିଧା ଦିଅ

ବଲାଙ୍ଗୀର ଅଫିସ, ୨୮ା୫- ଚୁକ୍ତିଭିତ୍ତିକ ବହୁମୁଖୀ ସ୍ବାସ୍ଥ୍ୟକର୍ମୀ (ମହିଳା) ଓ ଏଏନ୍‌ଏମ୍‌ମାନେ ଗୁରୁବାର ବଲାଙ୍ଗୀର ସିଡିଏମ୍‌ଓଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି ା ଏହି ଦାବି ଆଗାମୀ ୩୦ ଦିନ୍‌ ମଧ୍ୟରେ ପୂରଣ ନହେଲେ ସେମାନେ…

ସ୍କୁଲ, କଲେଜ ଫି ଛାଡ ଦାବିକଲା ଛାତ୍ର କଂଗ୍ରେସ

ବଲାଙ୍ଗୀର ଅଫିସ, ୨୮ା୫-କରୋନା ମହାମାରୀ ଓ ଲକ୍‌ଡାଉନ୍‌ ଯୋଗୁଁ ଲୋକଙ୍କ ଆର୍ଥିକ, ସାମାଜିକ ଓ ସାଂସ୍କୃତିକ ଜୀବନ ସହ ଶିକ୍ଷାକ୍ଷେତ୍ର ବହୁଳ ଭାବେ ପ୍ରଭାବିତ ହୋଇଛି ା ଦୀର୍ଘ ସମୟ ଧରି ଲକ୍‌ଡାଉନ ଯୋଗୁଁ ଦେଶ, ରାଜ୍ୟ ତଥା ବଲାଙ୍ଗର ଜିଲାର…

୪ମାସ ବିତିଲା, ମୃତ୍ୟୁ ରହସ୍ୟ ଉନ୍ମୋଚିତ ହେଲାନି

ଦେଓଗାଁ, ୨୮ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସିଲେଟକାନୀ ଗାଁ ନିକଟ ସୋନଗଡ ନଦୀପଠାରୁ ୧୧ବର୍ଷର ବାଳକ ବାବୁଲାଲ ବଗର୍ତ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହେବା ୪ମାସ ବିତିଯାଇଛି। ହେଲେ ଏ ଯାଏ ମୃତ୍ୟୁର ରହସ୍ୟ ଉନ୍ମୋଚନ ହୋଇ ପାରିନାହିଁ। ଏହାକୁ…

ସ୍ଥାୟୀ ନିଯୁକ୍ତି ଦାବିରେ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ,୨୮ା୫: ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଅସ୍ଥାୟୀ କର୍ମଚାରୀମାନେ ସ୍ଥାୟୀ ମାନ୍ୟତା ଦାବିରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସିଡିଏମ୍‌ଓଙ୍କୁ ୪ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ଏହି ଦାବିପତ୍ର ମାଧ୍ୟମରେ କହିଛନ୍ତି ଯେ, ଗତ ଜୁନ୍‌ ୨୦୧୩ରେ ପଦବୀ ଘୋଷଣା…

ସ୍କୁଲ, କଲେଜ ଫି’ ଛାଡ଼ ନେଇ ଜିଲାପାଳଙ୍କଠାରେ ଦାବିକଲା ଛାତ୍ର କଂଗ୍ରେସ

ବଲାଙ୍ଗୀର ଅଫିସ,୨୮ା୫: ବଲାଙ୍ଗୀର ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଛାତ୍ର ସଭାପତି ଅଙ୍କିତ ସାହୁଙ୍କ ନେତୃତ୍ୱରେ ଜିଲା ସଭାପତି ଓ ପ୍ରତିନିଧି ଦଳ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ଅନନ୍ତ…

ସହାୟତା ଦାବି କଲା ପଞ୍ଚତାଳ ଦୁଲଦୁଲି ସଂଘ

ଦେଓଗାଁ,୨୮ା୫(ଡି.ଏନ.ଏ) ବଲାଙ୍ଗୀର ଜିଲା ଦେଓଗାଁ, ଗୁଡଭେଲା ଓ ସଇଁନ୍ତଲା ବ୍ଲକର ସମସ୍ତ ଦୁଲଦୁଲି ଓ ବ୍ୟାଣ୍ଡବାଜା ପାର୍ଟିକୁ ନେଇ ଗଠିତ ପଞ୍ଚତାଳ ଦୁଲଦୁଲି ସଂଘ ବୁଧବାର ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛି ା ବର୍ତ୍ତମାନ କରୋନା ମହାମାରୀ ଯୋଗୁ ସରକାରୀ…

ଯୋଗେଶ୍ୱର ବାବାଙ୍କ ବିବାହ ଉତ୍ସବ ସମ୍ପନ୍ନ

ଦେଓଗାଁ,୨୮ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ଯୋଗୀସାଗରସ୍ଥିତ ଯୋଗେଶ୍ୱର ବାବାଙ୍କ ମନ୍ଦିର ପ୍ରାଙ୍ଗଣରେ ବୁଧବାର ୯ମ ପବିତ୍ର ଶୀତଳ ଷଷ୍ଠୀ ମହୋତ୍ସବ ନିରାଡମ୍ବର ସହକାରେ ସମ୍ପନ୍ନ ହୋଇଛି। ଏହି ଦିନ ବୈବାହିକ ରୀତନୀତି ଅନୁସାରେ ଯୋଗେଶ୍ୱରବାବା ଓ ପାର୍ବତୀଙ୍କ ବିବାହୋତ୍ସବ ହୋଇଥିଲା। ଦେଓଗାଁ…

ନିରାଡମ୍ବରରେ ପାଳନ ହେଲା ଶୀତଳଷଷ୍ଠୀ

ବଲାଙ୍ଗୀର ଅଫିସ, ୨୭ା୫-କରୋନା ମହାମାରୀ ଚଳିତବର୍ଷର ଶୀତଳଷଷ୍ଠୀ ପୂଜନୋତ୍ସବକୁ ଅନାକର୍ଷଣୀୟ କରିଦେଇଥିଲେ ମଧ୍ୟ ଭକ୍ତଙ୍କ ଆସ୍ଥାକୁ କମାଇ ପାରିନାହିଁ ା ବଲାଙ୍ଗୀରରେ କରୋନା ମହାମାରୀକୁ ଆଖି ଆଗରେ ରଖି ଭକ୍ତ ଓ ସଚେତନ ନାଗରିକମାନେ ନିରାଡମ୍ବର ଭାବେ ଶୀତଳଷଷ୍ଠୀ ପୂଜା ପାଳନ…

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୪୪୨୯ପ୍ରବାସୀ

ବଲାଙ୍ଗୀର ଅଫିସ, ୨୭ା୫-ବଲାଙ୍ଗୀର ରେଳଷ୍ଟେଶନ୍‌ରେ ମଙ୍ଗଳବାର ରାତିରେ ଗୋଟିଏ ଓ ବୁଧବାର ୨ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଥିଲା ା ଏହି ତିନି ଟ୍ରେନ୍‌ରେ ସମୁଦାୟ ୪୪୨୯ ଜଣ ଓଡିଆ ପ୍ରବାସୀ ଓହ୍ଳାଇଥିଲେ ା ସେଥିରେ କେବଳ ବଲାଙ୍ଗୀର ଜିଲାର ୧୦୧୦…

ବଲାଙ୍ଗୀରରେ ଅର୍ଦ୍ଧ ଶତକ ଡେଇଁଲା ସଂକ୍ରମିତଙ୍କ ସଂଖ୍ୟା: ବୁଧବାର ନୂଆ ୧୬ ପଜିଟିଭ୍‌ ଚିହ୍ନଟ; ୫୨ ସକ୍ରିୟ, ୨ ସୁସ୍ଥ

ବଲାଙ୍ଗୀର ଅଫିସ, ୨୭ା୫- ବଲାଙ୍ଗୀର ଜିଲାରେ କରୋନା ସଂକ୍ରମଣଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ି ଚାଲିଛି । ବୁଧବାର ଗୋଟିଏ ଦିନରେ ୧୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହେବା ପରେ ଜିଲାର ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି…

ନବଜାତ ଶିଶୁ, ମହିଳାଙ୍କୁ ଛତିଶଗଡ଼ ପଠାଇଲା ପ୍ରଶାସନ

ବଲାଙ୍ଗୀର ଅଫିସ/ଟିଟିଲାଗଡ, ୨୭ା୫ (ଡି.ଏନ.ଏ.) – ଗତ ୨୪ ତାରିଖ ଦିନ ତେଲେଙ୍ଗାନାର କାଜିପେଟରୁ ବଲାଙ୍ଗୀର ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନରେ ଛତିଶଗଡର ପ୍ରବାସୀ ଗର୍ଭବତୀ ମହିଳା ହେମକାନ୍ତି ବିଶ୍ୱକର୍ମାଙ୍କ ଏକ ଶିଶୁକନ୍ୟାକୁ ଜନ୍ମ ଦେଇଥିଲେ ା ଟିଟିଲାଗଡ ରେଳଷ୍ଟେଶନ୍‌ରେ ସମ୍ପୃକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?