ବଲାଙ୍ଗୀରରେ ୧୪ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୮କୁ ବୃଦ୍ଧି, ୨ ସୁସ୍ଥ
ବଲାଙ୍ଗୀର ଅଫିସ, ୨୬ା୫: ବଲାଙ୍ଗୀର ଜିଲାରେ ମଙ୍ଗଳବାର ୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ବଲାଙ୍ଗୀର ମ୍ୟୁନିସିପାଲିଟି ଅଞ୍ଚଳର ୭ଜଣ ରହିଛନ୍ତି। ଏହି ସଂକ୍ରମିତ ୭ଜଣ ବଲାଙ୍ଗୀର ରାଧାରାଣୀପଡ଼ାର ହୋଇଥିବା ବେଳେ ସେମାନେ କୋଲକାତାରୁ ଫେରି ହୋମ୍ କ୍ୱାରାଣ୍ଟାଇଇନ୍ରେ ରହିଥିଲେ।…
ରୌଦ୍ରତାପରେ ଜଳୁଛି ଟିଟିଲାଗଡ଼, ବଲାଙ୍ଗୀର
ବଲାଙ୍ଗୀର ଅଫିସ, ୨୬ା୫ ବଲାଙ୍ଗୀର ଜିଲାରେ ଗତ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ଜାରି ରହିଛି ା ରାଜ୍ୟର ସର୍ବାଧିକ ତାପମାତ୍ରା ଟିଟିଲାଗଡ଼ରେ ରେକର୍ଡ କରାଯାଇଛି ା ଟିଟିଲାଗଡ଼ରେ ରବିବାର ୪୫.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୋମବାର…
କୋଇଲା ବୋଝେଇ ବଗିରେ ନିଆଁ
ସଇଁତଳା, ୨୬ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ସଇଁତଳା ରେଳଷ୍ଟେଶନରେ ସୋମବାର ଅପରାହ୍ନରେ ଏକ କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଏକ କୋଇଲା ବୋଝେଇ ରେଳଗାଡ଼ି ବଲାଙ୍ଗୀର ପଟରୁ ସଇଁତଳା ଆଡକୁ ସୋମବାର…
ଟ୍ରେନ୍ ଚେନ୍ ଟାଣି ଓହ୍ଲାଇଲେ ୩୫୦ପ୍ରବାସୀ:କଣ୍ଟାବାଞ୍ଜି ରେଳ ଷ୍ଟେଶନରୁ ଚମ୍ପଟ୍ ମାରିଲେ ୪୫
ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି, ୨୬ା୫ (ଡି.ଏନ୍.ଏ.) ଗୁଜରାଟର ଗାନ୍ଧୀଧାମରୁ କଟକର ନିର୍ଗୁଣ୍ଡି ଅଭିମୁଖେ ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍ର ଚେନ୍ ଟାଣି ୩୫୦ ପ୍ରବାସୀ ସୋମବାର ବଲାଙ୍ଗୀର ଜିଲାର କଣ୍ଟାବାଞ୍ଜି ରେଳଷ୍ଟେଶନ୍ରେ ଓହ୍ଲାଇ ପଡିଥିଲେ। ସେମାନଙ୍କ ଭିତରୁ ୩୦୫ଜଣଙ୍କୁ ଚିହ୍ନଟ କରାଯାଇଥିବାବେଳେ ୪୫ଜଣ…
ପଶ୍ଚିମ ଓଡିଶା ପ୍ରବାସୀ ଶ୍ରମିକଙ୍କୁ ଉଦ୍ଧାର ଦାବିରେ ୬୦କିମି ପଦଯାତ୍ରା
ବଲାଙ୍ଗୀର ଅଫିସ, ୨୫ା୫-କରୋନା ଲକ୍ଡାଉନ୍ ଯୋଗଁୁ ବାହାର ରାଜ୍ୟରେ ଫସି ରହିଥିବା ପଶ୍ଚିମ ଓଡିଶାର ଲକ୍ଷାଧିକ ଦାଦନ ଶ୍ରମିକଙ୍କୁ ତୁରନ୍ତ ଉଦ୍ଧାର ଏବଂ କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରବାସୀଙ୍କୁ ଉଚିତ୍ ଖାଦ୍ୟ ଯୋଗାଇବାକୁ ଦାବି ହୋଇଛି। ଏହି ଦାବି ନେଇ କୋଶଳ ରାଜ୍ୟ…
ଜଙ୍ଗଲରେ ଥିବା ୧୩ ପ୍ରବାସୀଙ୍କ ପାଖରେ ପହଞ୍ଚିଲା ପ୍ରଶାସନ
ଲୋଇସିଂହା, ୨୫।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହାା ବ୍ଲକ ମାଗୁରବେଡା ଗାଁର ୩ପରିବାରର ୧୩ପ୍ରବାସୀ ଶ୍ରମିକ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ରହିବାର ବ୍ୟବସ୍ଥା ନ ହେବାରୁ ନିକଟସ୍ଥ ଜଙ୍ଗଲରେ ରହୁଛନ୍ତି। ସେମବାର ଏ ସମ୍ପର୍କରେ ଏକ ଖବର ଧରିତ୍ରୀରେ ପ୍ରକାଶ ପାଇଥିଲା ା ଏହା…
ପ୍ରବାସୀ ଶ୍ରମିକଙ୍କୁ ସରପଞ୍ଚଙ୍କ ଗାଲିଗୁଲଜ ଭିଡିଓ ଭାଇରାଲ
ଦେଓଗାଁ, ୨୫ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦୁପୁର ପଞ୍ଚାୟତର ସରପଞ୍ଚ ବାଳକ ପଧାନ ପ୍ରବାସୀ ଶ୍ରମିକଙ୍କୁ ଫୋନରେ ଗାଲିଗୁଲଜ କରିବା ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ ସରପଞ୍ଚ ଅଡୁଆରେ ପଡିଛନ୍ତି ା ସୋମବାର ମୂଳନିବାସୀ ଏକତା ମିଶନ ସଭାପତି ପ୍ରଭାତ…
ବଲାଙ୍ଗୀର: ଗୋଟିଏ ଦିନରେ ୮ ପଜିଟିଭ ଚିହ୍ନଟ, ଜିଲାରେ ସଂକ୍ରମିତଙ୍କ ସଂଖ୍ୟା ୨୪କୁ ବୃଦ୍ଧି
ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ଜିଲାରେ ଗୋଟିଏ ଦିନରେ ଅର୍ଥାତ୍ ସୋମବାର ଆଉ ୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।…
ଦମକଳକୁ ବାଟ ଓଗାଳିଲା ମିକ୍ସଚର ମେଶିନ
ବଲାଙ୍ଗୀର ଅଫିସ, ୨୫ା୫: ବଲାଙ୍ଗୀର ସହରର ବରପାଲିପଡାରେ ଶନିବାର ଏକ ଟ୍ରାନ୍ସଫର୍ମରରେ ନିଅଁା ଲାଗି ଜଳି ଯାଇଛି। ଏ ନେଇ ଫୋନ୍ ପାଇବା ପରେ ଅଗ୍ନିଶମ ବିଭାଗ କର୍ମଚାରୀ ତତ୍କ୍ଷଣାତ୍ ଦମକଳ ସହ ବରପାଲିପଡା ଅଭିମୁଖେ ଛୁଟିଥିଲେ। ହେଲେ ବ୍ରାହ୍ମଣପଡାଠାରେ ଡ୍ରେନ୍…
ଜୀବନଜୀବିକା ଲାଗି ଏକାଠି ହେଲେ ବ୍ୟାଣ୍ଡବାଜା, ରାମଳୀଳା କଳାକାର
ଦେଓଗାଁ,୨୫ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହା ପଞ୍ଚାୟତ ଅନ୍ତର୍ଗତ ଚନ୍ଦ୍ରପୁର ଆମ୍ରକାନନଠାରେ ରବିବାର ଜିଲାସ୍ତରୀୟ ରାମଲୀଳା କଳାକାରଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଶରତ କୁମାର ପୁଟେଲଙ୍କ ପରିଚାଳନାରେ ବୈଠକ ଅନୁଷ୍ଠିତ ହୋଇଥିଲା। ସାମାଜିକ ଦୂରତ୍ୱ ରକ୍ଷାକରି କଳାକାରଙ୍କ ବିଭିନ୍ନ ସମସ୍ୟା…
ପଶ୍ଚିମବଙ୍ଗ ପ୍ରବାସୀଙ୍କୁ ସୋହେଲା ପଠାଇଲା ପୋଲିସ
ଦେଓଗାଁ,୨୫ା୫(ଡି.ଏନ.ଏ.) ପଶ୍ଚିମବଙ୍ଗରୁ ଆସି ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରହୁଥିବା ୭ ଜଣ ପ୍ରବାସୀ ଲକ୍ଡାଉନ ପରେ ରେଳଧାରଣା ଉପରେ ଚାଲିଚାଲି ଆସୁଥିବା ବେଳେ ଦେଓଗାଁ ପୋଲିସ ସେମାନଙ୍କୁ ଉଦ୍ଧାର କରି ସ୍ଥାନୀୟ ନୋଡାଲ ୟୁପି ସ୍କୁଲରେ ରଖିଥିଲା। ସେମାନେ ତାଙ୍କ…
ସ୍ପେଶାଲ ଟ୍ରେନ୍ରେ ପହଞ୍ଚତ୍ଲେ ୫୨୩୮ ପ୍ରବାସୀ
ବଲାଙ୍ଗୀର ଅଫିସ, ୨୪ା୫-ବଲାଙ୍ଗୀର ରେଳଷ୍ଟେଶନରେ ରବିବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍ ପହଞ୍ଚତ୍ଛି ା ଆଉ ଏକ ଟ୍ରେନ୍ ରାତି ସୁଦ୍ଧା ପହଞ୍ଚତ୍ବ ା ସକାଳ ୭ଟାରେ ବିଶାଖାପାଟଣାରୁ ବଲାଙ୍ଗୀର ଆସିଥିବା ପ୍ରଥମ ଶ୍ରମିକ ସ୍ପେଶାଲ ଟ୍ରେନ୍ରେ ୧୩୮୧ ଜଣ ପ୍ରବାସୀ…

