କୂଅକୁ ଠେଲି ଦାଦାଙ୍କୁ ହତ୍ୟା ଅଭିଯୋଗ, ପୁତୁରା ଅଟକ
ବଲାଙ୍ଗୀର ଅଫିସ, ୨୧।୧- ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଚୁଲିଫୁଙ୍କା ଗାଁରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ସମ୍ପର୍କୀୟ କାକାଙ୍କୁ କୂଅ ଭିତରକୁ ଠେଲି ପୁତୁରା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଗାଁର ଜଗଦାନନ୍ଦ ବେହେରା ମଙ୍ଗଳବାର ତାଙ୍କ କ୍ଷେତରେ ଥିବା…
ସଂପ୍ରୀତିର ବାର୍ତ୍ତା ଦେଲା ନାଟକ ନାଗୀନ୍ ତେରା ବଂଶ ବଢ଼େ
ବଲାଙ୍ଗୀର ଅଫିସ, ୨୧ା୧ ସର୍ବଭାରତୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ରାଜସ୍ଥାନୀ ଲୋକକଥା ଉପରେ ଆଧାରିତ ହିନ୍ଦୀ ନାଟକ ନାଗୀନ୍ ତେରା ବଂଶ ବଢ଼େ ମଞ୍ଚସ୍ଥ ହୋଇ ଦର୍ଶକଙ୍କ ହୃଦୟ ଜିଣିଛି ା ନୂଆଦିଲ୍ଲୀର ଆକ୍ଟରର୍ସ ରିପେର୍ଟରି…
ସପନ ହେଇଛେ ଭତା, ଆବାସ ଘର: ଭିଖ୍ ମାଗି ଚଲୁଛନ୍ ବୁରୁଧ୍ ଦମ୍ପତି
ଲୋଇସିଂହା,୨୧।୧ (ଡି.ଏନ୍.ଏ)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଘୁଷୁରାମୁଣ୍ଡା ଗଁାର ବଜରୁ ସୁନା(୬୫)। ବଏସ୍ ଅଧ୍କା ହେବାର ଲାଗି ସେ କାମ୍ବୁତା କରି ନାଇଁପାରବାର। ଭୋଟର କାର୍ଡରେ ଭୁଲ୍ଭଟ୍କା ଲାଗି ସେ ଭତାରୁ ବଁଚିତ୍ ଥିବାର ଅଭିଯୋଗ କରିଛନ୍। ଏନ୍ତାଥି ସେ ଭିଖ୍ମାଗି…
ଭତାରୁ ବଁଚିତ୍ ଅଟେଁନ, ସୁରୁସିଂ
ଲାଠୋର, ୨୧।୧ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍ ସଦର ଗଁାର ବିଧବା ମହିଲା ଅଟେଁନ ମାଝି ଆର ତୁରେକେଲାର ସୁରୁସିଂ ମଲ୍ଲିକକଁର ବଏସ୍ ହେଇଥିଲେ ବି ଭତା ପାଏବାରୁ ବଁଚିତ୍ ଥିବାର ଅଭିଯୋଗ କରିଛନ୍। ସୂଚନା ଅନ୍ସାରେ…
ସରକାରୀ ସୁବିଧାରୁ ବଁଚିତ୍ ଦିବ୍ୟାଙ୍ଗ କୃଷ୍ଣ: ସାହାଯ୍ ଲାଗି ନିରଦେଶ ଦେଲେ ଜିଲାପାଳ
ପାଟଣାଗଡ଼, ୨୧।୧ (ଡି.ଏନ୍.ଏ.)- ପାଟଣାଗଡ଼ ଏନ୍ଏସି ସଭାକୁଠିଥି ସୋମବାର ଜିଲାପାଳକଁର ଉପଖଣ୍ଡସ୍ତରୀୟ ଜନଶୁନାନି କାଯ୍କରମ ଅନୁଷ୍ଠିତ ହେଇଯାଇଛେ। ଇ ଶିବିରରେ ଝନେ ଦୁଖିନୀ ମା’ର ଗୁଲ୍ଗୁଲା ଦେଖ୍ବାକେ ମିଲିଥିଲା। ସେ ରୋଗ୍ବେମାରୀରେ ଶଢ଼ୁଥିବାର ନିଜର ଦିବ୍ୟାଙ୍ଗ ପୁଓର ଚିକିଛା ଆର ଉନିଅଁା…
ଯୁବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ରାସ୍ତାରୋକୋ
ବଲାଙ୍ଗୀର ଅଫିସ/ତରଭା, ୨୦ା୧(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲି ଗ୍ରାମର ଆଲୋକ ନାଏକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସୋମବାର ବଇରାସର ନିକଟରେ ବଲାଙ୍ଗୀର-ସୋନପୁର ୫୭ ନମ୍ବର ଜାତୀୟ ରାଜପଥକୁ ଉତ୍ତ୍ୟକ୍ତ ଲୋକେ ଅବରୋଧ କରିଥିଲେ । ଆଲୋକ(୨୫)ଙ୍କୁ ହତ୍ୟା…
ଯୁବକଙ୍କୁ ହତ୍ୟା ଅଭିଯୋଗରେ ଜାତୀୟ ରାଜପଥ ଅବରୋଧ
ବଲାଙ୍ଗୀର ଅଫିସ/ତରଭା, ୨୦।୧ (ଡି.ଏନ.ଏ)- ବଲାଙ୍ଗୀର ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲିର ଜଣେ ଯୁବକ ଆଲୋକ ନାଏକ (୨୫)ଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ସୋମବାର ଉଦ୍ଧାର କରାଯାଇଛି । ତାଙ୍କ ବେକରେ କ୍ଷତଚିହ୍ନ ରହିଛି । ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ…
ମଠଖାଇ ମହୋତ୍ସବ ଉଦ୍ଘାଟିତ
ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସନ୍ଧ୍ୟା ସଭାରେ ମୁଖ୍ୟଅତିଥି ଭାବେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର…
ଦିବ୍ୟାଙ୍ଗ ପୁଓର ଚିକିଛା ସାହାଯ୍ ଆଶ୍ରେ ମା’ବାପ୍
ଲାଠୋର, ୨୦।୧ (ଡି.ଏନ୍.ଏ)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ସଦର ଗଁାର ଗୋବର୍ଦ୍ଧନ ପୁଟେଲକଁର ପୁଓ ଈଶ୍ୱର ପୁଟେଲ(୧୨)। ସେ ଜନ୍ମୁ ଦିବ୍ୟାଙ୍ଗ ଆଏ। ଆଏଜ୍କେ ୧୨ ବଛର ହେଲା ସେ ଉଚ ଚିକିଛା ଅଭାବୁ ଖଟେ ପଡ଼ି ରହିଥିବାର ପରିବାର…
କ୍ୟାଣ୍ଡେଲ ନୁହେଁ ମଶାଲ ହିଁ ଆଣିବ ବିପ୍ଳବ
ବଲାଙ୍ଗୀର ଅଫିସ, ୨୦ା୧: ସର୍ବଭାତୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ଉଦ୍ଘାଟନୀ ସନ୍ଧ୍ୟାରେ ଢ଼େଙ୍କାନାଳର ଅଲଟରନେଟିଭ୍ ରିଦିମ୍ ଥିଏଟର ପକ୍ଷରୁ ଦିନେଶ ଦାସଙ୍କ ରଚିତ ଓ ନିର୍ଦ୍ଦେଶିତ ନାଟକ ପୁନଶ୍ଚ ସତ୍ୟାଗ୍ରହ ମଞ୍ଚସ୍ଥ ହୋଇଛି ା ସ୍ବାର୍ଥବାଦୀ ମଣିଷମାନଙ୍କୁ ଯୋଗୁଁ…
ରୋଗ୍ରେ ପଡ଼ି ଅକରମା ଗଜିନ୍ଦ୍ର: ସରକାରୀ ସାହାଯ୍ ଆଶ୍ରେ ପରିବାର
ଲୋଇସିଂହା,୧୮।୧(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗଁାର ଗଜିନ୍ଦ୍ର କୁମ୍ଭାର(୪୭)। ଆଏଜ୍କେ ୫ ବଛର ହେଲା ପେଟ୍ ବେମାରୀରେ ପୀଡ଼ିତ ଅଛନ୍। ଅପରେଶନ ଉତାରୁ ବି ସେ ଠିକ୍ ନାଇଁହେବାର। ସେ ଅକରମା ହେଇ ଘରେ ପଡ଼ିରହିଛନ୍। ଇଆଡ଼େ…
ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ
କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାପୂର୍ବରୁ ପୁଞ୍ଜିଲାଲ ମା’ଙ୍କୁ ମୁଖାଗ୍ନି ଦେବା…
Archives


