୮୦ ବଛ୍ରିଆ ଅଜାର ହାତେ ନାତେନ୍ର ଭବିଷତ୍: ଜୀବନ୍ ମରନ୍ ସଂଗେ ଯୁଝୁଛନ୍ ମଞ୍ଜୁଲା
କଣ୍ଟାବାଞ୍ଜି, ୬।୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଘୁନେଶ ପଁଚେତ୍ ଖୁଜେନ ଗଁାର ମଞ୍ଜୁଲା ନାଗ(୧୮)। ଅନେକ ବଛର ହେଲା ମା’ବାପ୍ ଆରପାରକେ ଚାଲିଯାଇଛନ୍। ଏନ୍ତାଥି ଅଜା ବୁଢ଼ା ନ ତାକର ସାହାଭରସା। ହେଲେ ବଛର କେତେ ହେଲା ମଞ୍ଜୁଲା…
ବଲାଙ୍ଗୀର ସିଲେଟକାନୀରେ ଶିଶୁବଳି ସନ୍ଦେହ
ବଲାଙ୍ଗୀର ଅଫିସ/ଦେଓଗଁ।, ୫ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗଁ। ଥାନା ଅନ୍ତର୍ଗତ ସିଲେଟକାନୀ ଗଁ। ନିକଟ ସୋନଗଡ ନଦୀ କୂଳରୁ ବୁଧବାର ଜଣେ ନାବାଳକଙ୍କ ମୁଣ୍ଡଗଣ୍ଡି ବିଚ୍ଛିନ୍ନ ଅସ୍ଥିକଙ୍କାଳ, ଶାର୍ଟପ୍ୟାଣ୍ଟକୁ ପୋଲିସ ଉଦ୍ଧାର କରିଛି। ଉକ୍ତ ଅସ୍ଥିକଙ୍କାଳ ଓ ଶାର୍ଟପେଣ୍ଟ ୧୪ ଦିନ…
ସିଲେଟକାନୀରେ ନାବାଳକଙ୍କୁ ବଳି ଅଭିଯୋଗ
ଦେଓଗାଁ,୫।୨(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସିଲେଟକାନୀ ଗ୍ରାମରେ ଜଣେ ନାବାଳକଙ୍କୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଛି। ଜାନୁଆରୀ ୨୨ରୁ ଇଟାଭାଟି ପାଖରୁ ନିଖୋଜ ହୋଇଯାଇଥିଲେ ନାବାଳକ ଜଣକ। ସୋନଗଡ଼ ନଦୀପଠାରୁ ବୁଧବାର ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିଛି। ପୋଲିସ ମୃତଦେହ…
ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ପାଟଣାଗଡ଼ରେ ବନ୍ଦର ପ୍ରଭାବ
ପାଟଣାଗଡ଼,୫।୨(ଡି.ଏନ୍.ଏ.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ପାଟଣାଗଡ଼ ଉପଖଣ୍ଡରେ ମଧ୍ୟ ଦେଖିବାକୁ ମିଳିଛି। ବନ୍ଦରେ କୋଶଳ ସମନ୍ବୟ ସମିତି, ଜିଲା ଆଦିବାସୀ କଲ୍ୟାଣ ସଂଘ ସହିତ…
ପଶ୍ଚିମ ଓଡ଼ିଶା ବନ୍ଦ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ବଲାଙ୍ଗୀର ଅଫିସ,୫।୨: ଆଇନଜୀବୀଙ୍କ ପକ୍ଷରୁ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବଲାଙ୍ଗୀରରେ ମଧ୍ୟ ଦେଖିବାକୁ ମିଳିଛି। ବୁଧବାର ସକାଳୁ ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ, ଡାକଘର ସମ୍ମୁଖରେ ପିକେଟିଂ କରିଛନ୍ତି । ଏହା ସହ ଜିଲାପାଳଙ୍କ…
ଆହତ ମହିଳାଙ୍କୁ ଡାକ୍ତରଖାନା ନେଲେ ମନ୍ତ୍ରୀ
ସଇଁତଲା, ୫-୨ (ଡି.ଏନ.ଏ.):ମଙ୍ଗଳବାର ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଷାଣ୍ଡପାଲି ଛକରେ ବାଇକରୁ ପଡ଼ି ଜଣେ ମହିଳା ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଟିଟିଲାଗଡ଼ ବିଧାୟିକା ତଥା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ…
ଟ୍ରାକ୍ଟର ଓଲଟି ହେଲପର ମୃତ, ରାସ୍ତାରୋକୋ
ଗୁଡ଼ଭେଲା, ୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ବିଦେଶୀ ମଦ ଦେକାନ ସମ୍ମୁଖରେ ଏକ ଓଭରଲୋଡିଙ୍ଗ ଟ୍ରାକ୍ଟର ଓଲଟି ପଡିବାରେ ଗାଡି ହେରପରଙ୍କର ମୃତ୍ୟୁ ଘଟିଥିଲା। ସୋମବାର ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକେ ତୁଷୁରା-ବଲାଙ୍ଗୀର ମୁଖ୍ୟରାସ୍ତାର ଜଗନ୍ନାଥ ମନ୍ଦିର ପାଖରେ ରାସ୍ତାରୋକୋ…
ତ୍ରୁଟିପୂର୍ଣ୍ଣ ନୀତି ଯୋଗୁଁ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ
ବଲାଙ୍ଗୀର ଅଫିସ, ୩ା୨: ବଲାଙ୍ଗୀର ଗାନ୍ଧୀଭବନଠାରେ ବୌଦ୍ଧିକ ଅନୁଷ୍ଠାନ ରଚନା ପକ୍ଷରୁ ଶିକ୍ଷା ଅଧିକାର: ଲକ୍ଷ୍ୟ, ବାସ୍ତବତା ଓ ସମ୍ଭାବନା ଶୀର୍ଷକ ଏକ ଆଲୋଚନାଚକ୍ର ରବିବାର ଅନୁଷ୍ଠିତ ହୋଇଛି ା ରଚନା ସଭାପତି ସନାତନ ଠାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ…
ମ୍ୟୁନିସିପାଲିଟି ପକ୍ଷରୁ ଜବରଦଖଲ ଉଚ୍ଛେଦ
ବଲାଙ୍ଗୀର ଅଫିସ, ୨ା୨: ବଲାଙ୍ଗୀର ମ୍ୟୁନିସସିପାଲିଟି ପକ୍ଷରୁ ଚାଲିଥିତ୍ବା ଜବରଦଖଲ ଉଚ୍ଛେଦ ଅଭିଯାନକ୍ରମରେ ଶନିବାର ସହରର ପାଟଣା ହୋଟେଲ ଛକ ଠାରୁ ବାଳିକା ଉଚ୍ଚ ବିଦ୍ୟାଳୟ ପାଖ ପର୍ଯ୍ୟନ୍ତ ରାସ୍ତାର ଗୋଟିଏ ପଟେ ଜବରଦଖଲ ଉଚ୍ଛେଦ କରାଯାଇଥିଲା ା ସରକାରୀ ଜମିରେ…
ପଥର ମାରି ୪ ଲକ୍ଷ ଲୁଟ୍ ଘଟଣାର ପର୍ଦ୍ଦାଫାଶ : କାର୍ ଡ୍ରାଇଭରଙ୍କ ସମେତ ୬ ଗିରଫ
ବଲାଙ୍ଗୀର ଅଫିସ, ୨ା୨: ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଲାଙ୍ଗୀର-ଦେଓଗଁା ୨୬ ନମ୍ବର ଜାତୀୟ ରାଜପଥର ସିନ୍ଖମନ ଢ଼ାବା ନିକଟରେ ଗତ ୨୨ତାରିଖ ଦିନ ଏକ କାର ଉପରକୁ ପଥର ମାରି ୪ ଲକ୍ଷ ଟଙ୍କା ଲୁଟ୍ ଘଟଣାର ପର୍ଦ୍ଦାଫାଶ ହୋଇଛି…
କଥାରେ ଆଦିବାସୀ ଅଂଚଲର ବିକାଶ: ମଉଲିକ୍ ସୁବିଧାରୁ ବଁଚିତ୍ କୋଲପଡ଼ାବାସୀ
ଲାଠୋର, ୧।୨ (ଡି.ଏନ୍.ଏ.)- ସରକାର ଆଦିବାସୀ ଅଧୁଷିତ ଅଂଚଲର ବିକାଶ ଲାଗି ଅନେକ ଯୋଜନା କାଯ୍କାରୀ କରି କୋଟି କୋଟି ଟଁକା ଖରଚ୍ କରୁଛନ୍। ହେଲେ ଦେଖ୍ବାକେ ଗଲେ ଅନେକ ଜାଗାରେ ସରକାରୀ ବିକାଶ କାଗଜ କଲମଥି ରହିଯାଉଛେ। ଏନ୍ତା…
ଦାଦନ ଯାଇ ବଛ୍ରେ ହେଲା ଲାପତା: ସୁନାଧରକଁର ବାଟ୍ ଚାହିଁଛନ୍ ପରିବାର ଲୋକ୍
ଖପ୍ରାଖୋଲ, ୩୧ା୧(ଡି.ଏନ୍.ଏ.)-ରାଏଜ୍ ସରକାର ଦାଦନ ସମସିଆର ସଂଗେ ଯୁଝ୍ବାର ଲାଗି ଅନେକ ଯୋଜନା କାଯ୍କାରୀ କରି କୋଟି କୋଟି ଟଁକା ଖରଚ୍ କରୁଛନ୍। ହେଲେ ପଶ୍ଚିମ ଓଡ଼ିଶାରେ ଦାଦନ ସମସିଆ ଥମ୍ବାର ନଁା ନାଇଁଧରବାର। କେତେବେଲେ ଗଁାକେ ଦାଦନ ଶ୍ରମିକ ଶବ…
Archives


