ବଲାଙ୍ଗୀର

ସୁକତେଲ ବ୍ରିଜ୍‌ ଭୁଶୁଡ଼ିବା ଘଟଣା: ୨୦ ଦିନ ପରେ କୋର୍ଟରେ ଠିକାସଂସ୍ଥାର ମାଲିକ-ପୁଅଙ୍କ ଆତ୍ମସମର୍ପଣ

ପାଟଣାଗଡ,୧୯।୫ (ଡି.ଏନ୍‌.ଏ.): ବଲାଙ୍ଗିର ଜିଲା ପାଟଣାଗଡ ବ୍ଲକ ଅନ୍ତର୍ଗତ ତମିଆଁ ମୁନ୍ଦଲସର ସୁକତେଲ ନଦୀ ବ୍ରିଜ ଗତ ୨୯ ତାରିଖ ଦିନ ମରାମତି ବେଳେ ଭୁଶୁଡି ପଡିଥିଲା। ବ୍ରିଜ ସ୍ଲାବ ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏନେଇ…

ଗୋଟିଏ ଦିନରେ ପହଞ୍ଚିଲା ୩ ସ୍ପେଶାଲ ଟ୍ରେନ

ବଲାଙ୍ଗୀର ଅଫିସ, ୧୮ା୫: ବଲାଙ୍ଗୀର ରେଳଷ୍ଟେଶନରେ ସୋମବାର ଗୋଟିଏ ଦିନରେ ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ ଆସି ପହଞ୍ଚତ୍ଥିଲା। ଏହି ତିନି ଟ୍ରେନ୍‌ରେ ବଲାଙ୍ଗୀର ସମେତ ଓଡିଶାର ୩୦ଜିଲାର ପ୍ରାୟ ୪ ହଜାର ପ୍ରବାସୀ ଆସିଥିଲେ। ଭୋର ୪ଟାରେ ବିଶାଖାପାଟଣାରୁ ଆସିଥିବା…

ମହଙ୍ଗା ପଡିଲା ଲୁଣ କଳାବଜାରି: ଲକ୍ଷେ ଟଙ୍କା ଜରିମାନା

ପାଟଣାଗଡ,୧୮।୫(ଡି.ଏନ.ଏ.)-ଲୁଣ କଳା ବଜାରି କରିବା ଅଭିଯୋଗରେ ବଲାଙ୍ଗୀର ଜିଲା ପାଟଣାଗଡ଼ ରାମଜୀ ଛକସ୍ଥିତ ଲକ୍ଷ୍ମୀ ଟ୍ରେଡର୍ସ ଉପରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଛି। ଚଢାଉରେ ୧୨୦ ପ୍ୟାକେଟ ଲୁଣ ବସ୍ତା ଜବତ କରାଯାଇଛି। ମାଜିଷ୍ଟ୍ରେଟ ଦାୟିତ୍ୱରେ ପାଟଣାଗଡ ତହସିଲଦାର ଡ.…

ବିଶାଖାପାଟଣାରୁ ବଲାଙ୍ଗୀରରେ ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ, ଓହ୍ଲାଇଲେ ୧୪୧୭ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୮।୫: ବିଶାଖାପାଟଣାରୁ ଆସିଥିବା ଶ୍ରମିକ ସ୍ପେଶାଲ ଟ୍ରେନ ସୋମବାର ଭୋରରେ ବଲାଙ୍ଗୀର ରେଲୱେ ଷ୍ଟେଶନରେ ପହଞ୍ଚିଥିଲା। ଏହି ଟ୍ରେନରେ ୧୪୧୭ ପ୍ରବାସୀ ଓହ୍ଲାଇଥିବା ଜଣାପଡିଛି । ସେମାନଙ୍କ ସୁବିଧାଜନକ ଆଗମନ ଓ ପ୍ରତ୍ୟାଗମନ ପାଇଁ ଜିଲା ପ୍ରଶାସନ ପକ୍ଷରୁ…

ବଲାଙ୍ଗୀର ଜିଲାରେ କରୋନା ପଜିଟିଭ ସଂଖ୍ୟା ୬କୁ ବୃଦ୍ଧି: ଲିଖିରିଆ, ତୁଷରା ଅଞ୍ଚଳରୁ କଣ୍ଟେନମେଣ୍ଟ ହଟିଲା

ବଲାଙ୍ଗୀର ଅଫିସ, ୧୮।୫: ବଲାଙ୍ଗୀର ଜିଲାରେ ପୁଣି ୨ ଜଣ ପ୍ରବାସୀ ଶ୍ରମିକଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଜିଲାପାଳ ଅରିନ୍ଦମ ଡାକୁଆ ଏ ନେଇ ରବିବାର ରାତିରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଉଭୟ ସଂକ୍ରମିତ ପ୍ରବାସୀ ସୁରଟ…

ବେଆଇନ୍‌ ମାଛମରାକୁ ବିରୋଧ, ଜାଲ ଜବତ କଲେ ମହିଳା

ବଲାଙ୍ଗୀର ଅଫିସ, ୧୭ା୫-ବଲାଙ୍ଗୀର ପୁଇଁତଳା ଥାନା ଅନ୍ତର୍ଗତ ମହୀମୁଣ୍ଡା ଗ୍ରାମର ପୀତାବଲି କଁଟାରେ ବେଆଇନଭାବେ ମାଛ ମାରୁଥିବାବେଳେ ଗ୍ରାମର ମହିଳାମାନେ ରବିବାର ଧୀବରଙ୍କ ଜାଲ ଜବତ କରିଛନ୍ତି। ଖରାଦିନରେ ପାଣି ଅଭାବଜନିତ ସମସ୍ୟାକୁ ଆଖି ଆଗରେ ରଖି ଗ୍ରାମବାସୀ ପୀତାବଲି କଟାରେ…

ସୋମବାର ପହଞ୍ଚିବ ୩ ଶ୍ରମିକ ସ୍ପେଶାଲ ଟ୍ରେନ: ଅଧା ଅଞ୍ଚଳରେ ଲାଗୁ ହେବ ୧୮ ଘଣ୍ଟାର କର୍ଫ୍ୟୁ

ବଲାଙ୍ଗୀର ଅଫିସ, ୧୭ା୫- ବଲାଙ୍ଗୀର ରେଲୱେ ଷ୍ଟେଶନକୁ ସୋମବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଆସିବ। ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ସୋମବାର ଭୋର ୫ଟାରେ ପହଞ୍ଚିବ । ଏହାପରେ ଦିନ ସାଢ଼େ ୧ଟାରେ ଗୁଜରାଟର ରାଜକୋଟରୁ ଆସୁଥିବା…

୨ଘଣ୍ଟା ଅପେକ୍ଷା ପରେ ସଙ୍ଗରୋଧ କେନ୍ଦ୍ରକୁ ଗଲେ

ଦେଓଗାଁ, ୧୭ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକକୁ ବର୍ତ୍ତମାନ ପ୍ରବାସୀ ଶ୍ରମିକଙ୍କ ଆଗମନ ଲାଗିରହିଛି ା ହେଲେ ଏମାନଙ୍କୁ ସଙ୍ଗରୋଧ କେନ୍ଦ୍ରକୁ ଠିକ୍‌ଭାବେ ନେବାରେ ପ୍ରଶାସନିକ ବିଫଳତା ପଦାରେ ପଡିଛି ା ବସ୍‌ ଯୋଗେ ଆସୁଥିବା ପ୍ରବାସୀମାନେ ଦେଓଗାଁ ବସ୍‌ଷ୍ଟାଣ୍ଡରେ ଓହ୍ଲାଇବା ପରେ…

କୁର୍ନୁଲରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଫେରିଲେ ୬୭୬ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୭ା୫- ଆନ୍ଧ୍ରପ୍ରଦେଶର କୁର୍ନୁଲଠାରୁ ଆସୁଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଶନିବାର ରାତି ପ୍ରାୟ ୧୨ଟାରେ ବଲାଙ୍ଗୀର ରେଳଷ୍ଟେଶନ୍‌ରେ ପହଞ୍ଚତ୍ଥିଲା। ଏହି ଟ୍ରେନ୍‌ରୁ ୬୭୬ ଜଣ ପ୍ରବାସୀ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀର ଜିଲାର ୩୩୭, ବରଗଡର ୨୬, ବୌଦ୍ଧ, ଦେବଗଡ,…

ଚଢ଼ା ଦରରେ ଲୁଣ ବିକିବାରୁ ୧୨ହଜାର ଟଙ୍କା ଜରିମାନା

ଖପ୍ରାଖୋଲ,୧୬।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଖପ୍ରାଖୋଲ ଅଞ୍ଚଳରେ କିଛିଦିନ ହେବ ଲୁଣ ଅଭାବ ଥିବା ଗୁଜବ ପ୍ରଚାରିତ ହୋଇଥିଲା । ଏହାର ଫାଇଦା ଉଠାଇଛନ୍ତି କେତେଜଣ ବ୍ୟବସାୟୀ। ସେମାନେ ସାଧାରଣ ଗ୍ରାହକଙ୍କୁ ଚଢ଼ା ଦରରେ ଲୁଣ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଏଥିଯୋଗୁ ଖପ୍ରାଖୋଲ…

ବଲାଙ୍ଗୀର ପହଞ୍ଚିଲା ଶ୍ରମିକ ସ୍ପେଶାଲ ଟ୍ରେନ୍‌, ଓହ୍ଲାଇଲେ ୨୨୫ ପ୍ରବାସୀ

ବଲାଙ୍ଗୀର ଅଫିସ, ୧୬ା୫- ବଲାଙ୍ଗୀର ରେଳଷ୍ଟେଶନରେ ଶନିବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ତାମିଲନାଡୁର କୋଏମ୍ବାଟୁରଠାରୁ ବାଲେଶ୍ୱର ଯାଉଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚିଥିଲା। ଏହି ଷ୍ଟେଶନ୍‌ରେ ୨୨୫ ଜଣ ପ୍ରବାସୀ ଓହ୍ଳାଇଥିଲେ। ଏଥିରେ ବଲାଙ୍ଗୀର ଜିଲାର ୩୦ଜଣ, ବରଗଡର ୩୧, ବୌଦ୍ଧ…

ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ

ବଲାଙ୍ଗୀର ଅଫିସ, ୧୬ା୫-ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଡ଼େଙ୍ଗ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ନିର୍ମିତ ଅସ୍ଥାୟୀ ସଙ୍ଗରୋଧ କେନ୍ଦ୍ରରେ ନିଆଁ ଲାଗି ବ୍ୟାପକ କ୍ଷତି ହୋଇଛି। ଶନିବାର ଅପରାହ୍ନ ପ୍ରାୟ ୪ଟାରେ କେନ୍ଦ୍ରରେ ହଠାତ୍‌ ନିଆଁ ଲାଗ ପାଣି ଉଠାଇବା ମୋଟର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?