ବଲାଙ୍ଗୀର

ଭଡ଼ାଘରେ ଝୁଲୁଛି ଯନ୍ତ୍ରୀଙ୍କ ମୃତଦେହ: ଗୁଡଭେଲାରେ ଚାଞ୍ଚଲ୍ୟ

ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଗୁଡଭେଲା ଠାରେ ଏକ ଭଡାଘରୁ ମେଘା ପ୍ରୋଜେକ୍ଟ ଯନ୍ତ୍ରୀ ପ୍ରବୀର କୁମାର ବେହେରା(୨୭)ଙ୍କ ଝୁଲନ୍ତା ମୃତ ଦେହ ତୁଷୁରା ପୋଲିସ ଉଦ୍ଧାର କରିଛି । ଯନ୍ତ୍ରୀ ଦୁଇ ଜଣ ସହଯୋଗୀଙ୍କ ସହିତ ମିଶି ଗୁଡଭେଲାର…

କ୍ରସର ସ୍ଥାପନକୁ ନେଇ ମାଲିକ-ଗ୍ରାମବାସୀ ମୁହାଁମୁହିଁ, ପୁଇଁନ୍ତଲା ଥାନା ଘେରାଉ କଲେ…

ବଲାଙ୍ଗୀର,୨୯।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ପଥର୍ଲା ପଞ୍ଚାୟତ ତଲଗଜ ଗାଁରେ ଏକ କ୍ରସର୍ ସ୍ଥାପନକୁ ନେଇ କ୍ରସର୍ ମାଲିକ ଓ ଗ୍ରାମବାସୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଛି । କ୍ରସର ମାଲିକଙ୍କ ଅଭିଯୋଗ କ୍ରମେ ପୋଲିସ…

ଧୁବେଲ ବନ୍ଧ ପୁନରୁଦ୍ଧାର କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଦାବି

ଲୋଇସିଂହା,୨୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସାଲେଭଟା ଗ୍ରାମର ପୋଖରୀ(ଧୁବେଲ ବନ୍ଧ )ପୁନରୁଦ୍ଧାର କାର୍ଯ୍ୟ ପାଇଁ ପ୍ରଶାସନିକ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାୟ ୨ ମାସ ହେବ ପୋଖରୀ ପାଣି ନିଷ୍କାସନ କରାଯାଇଛି ା କିନ୍ତୁ ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ…

ବାହାଘର ଭୋଜି ଖାଇ ଫେରୁଥିଲେ ହଠାତ୍‌ ଓଲଟିଲା ପିକ୍‌ଅପ: ଚାଲିଗଲା ୩ ନିରୀହ ଶିଶୁଙ୍କ ଜୀବନ, ମରଣ ସହ ଲଢ଼ୁଛନ୍ତି ଆଉ ୩

ବଲାଙ୍ଗୀର/ଟିଟଲାଗଡ,୨୮।୪(ସୁନିଲ ମହାନ୍ତି, ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ମାରଲାଡ ବ୍ରିଜ ନିକଟରେ ମଙ୍ଗଳବାର ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ପିକଅପ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୩ ଶିଶୁ ମୃତ ୩ ଗୁରୁତର ହୋଇଥିବା ଜଣାପଡିଛି ।…

ଗୋ ସମ୍ମାନ ଦିବସ: ତହସିଲଦାରଙ୍କ ମାଧ୍ୟମରେ ଦାବିପତ୍ର, ଗୋମାତାଙ୍କୁ ରାଷ୍ଟ୍ରମାତା ମାନ୍ୟତା ….

ବଲାଙ୍ଗୀର,୨୮।୪(ସୁନିଲ କୁମାର ମହାନ୍ତି): ସୋମବାର ବଲାଙ୍ଗୀର ସହରରେ “ଗୋ ସମ୍ମାନ ଆହ୍ୱାନ ଅଭିଯାନ” ଓ “ଗୋ ସମ୍ମାନ ଦିବସ ” କାର୍ଯ୍ୟକ୍ରମ ଅବସରରେ ଏକ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ବଲାଙ୍ଗୀର ସହର ସମଲେଶ୍ୱରୀ ମନ୍ଦିର ଛକ ଠାରୁ ଆରମ୍ଭ ହୋଇଥିବା ଏହି…

ଜାତୀୟ କରାଟେ ଚାମ୍ପିୟନଶିପ୍‌: ଉତ୍ତରପ୍ରଦେଶ ଗସ୍ତରେ ଯିବେ ଲୋଇସିଂହାର ୭ ପ୍ରତିଯୋଗୀ

ଲୋଇସିଂହା,୨୮।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହାସ୍ଥିତ ରାଇଜିଂ କ୍ଲବର ପ୍ରଶିକ୍ଷାର୍ଥୀମାନେ ଆସନ୍ତା ୨ ଓ ୩ ତାରିଖରେ ଉତ୍ତରପ୍ରଦେଶର ଗାଜିଆବାଦରେ ହେବାକୁ ଥିବା ଜାତୀୟ ଓପନ କରାଟେ ଚାମ୍ପିୟନଶିପରେ ଅଂଶଗ୍ରହଣ କରିବେ। ଖୁବଶୀଘ୍ର ପ୍ରଶିକ୍ଷକ ଅଲେଖ ଛତରଙ୍କ ନେତୃତ୍ୱରେ ୭ ଜଣିଆ ଦଳ…

ଲୋୟର ସୁକତେଲ ଡ୍ୟାମ୍‌ରୁ ସ୍ଥାୟୀ ଜଳସେଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ବଲାଙ୍ଗୀର ସର୍କିଟ ହାଉସ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶନିବାର ଲୋଇସିଂହା ଓ ଆଗଲପୁର ବ୍ଲକର ମିଳିତ କୃଷକ ସଂଘର୍ଷ ସମିତି ଏକ ପ୍ରତିନିଧି ଭେଟି ଲୋୟର ସୁକତେଲ ଡ୍ୟାମ୍‌ରୁ ଜଳସେଚନରୁ ବାଦ ପଡିଥିବା ଉଭୟ ବ୍ଲକର ୧୧…

ଚାଲିଗଲେ ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର, ଦରଦୀ ଡାକ୍ତରଙ୍କୁ ଝୁରି ହେଉଛନ୍ତି ଅଞ୍ଚଳବାସୀ

ବଲାଙ୍ଗୀର,୨୬ା୪(ସୁନିଲ କୁମାର ମହାନ୍ତି): ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର (୯୨)ଙ୍କ ରବିବାର ସକାଳେ ପରଲୋକ ହୋଇଛି। ସେ ବେଶ୍‌ କିଛିଦିନ ହେଲା ଅସୁସ୍ଥତା କାରଣରୁ ଶଯ୍ୟାଶାୟୀ ଥିଲେ। ଜଣେ ଦରଦୀ ଡାକ୍ତର ଓ ସମାଜସେବୀ ଭାବେ ସେ ଲୋକପ୍ରିୟ ଥିଲେ।…

ଜାତୀୟ ସ୍ତରରେ ଚମକିଲେ କୁନି ପ୍ରତିଭା ଏଫ୍ରାତା, ଶହଶହ ପ୍ରତିଯୋଗୀଙ୍କୁ ପଛରେ ପକାଇ…

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ପୁଣିଥରେ ଜାତୀୟ ମଞ୍ଚରେ ଗୌରବ ଆଣିଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାର କୁନି ମଡେଲ ଏଫ୍ରାତା ଜୋଏଲ। ଦେଶର ପ୍ରତିଷ୍ଠିତ ରିଆଲିଟି ଶୋ ’ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ୍‌’ର ସୁପର ମଡେଲ କ୍ୟାଟେଗୋରୀରେ ସେ ନିଜର ସ୍ଥାନ ପକ୍କା କରିଛନ୍ତି।…

ରାସ୍ତାରେ ଆସୁଆସୁ ହଠାତ୍‌ ଓଲଟି ପଡ଼ିଲା ମେଲୋଡ଼ି ଗାଡ଼ି, ଭିତରେ ଥିଲେ ୩୦ କଳାକାର

ବଲାଙ୍ଗୀର/ସଇଁତଳା,୨୬ା୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ରବିବାର ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୬ କନ୍ଧକେଲ ଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ମେଲୋଡ଼ି ଗାଡ଼ି ରାସ୍ତାରେ ଆସୁଥିବା ବେଳେ କୌଣସି କାରଣରୁ ହଠାତ୍‌ ରାସ୍ତା ଉପରେ…

ଟିଟିଲାଗଡ଼ ରାସ୍ତାର ମର୍ମନ୍ତୁଦ ଦୁର୍ଘଟଣା: ହଠାତ୍‌ ଗଛକୁ ପିଟିଲା କାର

ବଲାଙ୍ଗୀର,୨୬।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରାସ୍ତାର ନାଇକେନଶିରା ଛକ ବୁଲାଣି ଛକ ନିକଟରେ ରବିବାରି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଏକ କାର ଦ୍ରୁତଗତିରେ ରାସ୍ତାରେ ଆସୁଥିବା ବେଳେ ହଠାତ୍‌ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା…

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଏହି ଦାବି କଲେ ବିଜେଡି ପ୍ରତିନିଧି, ବଲାଙ୍ଗୀର ବିଧାୟକ…

ବଲାଙ୍ଗୀର,୨୫।୪( ସୁନିଲ କୁମାର ମହାନ୍ତି): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସ୍ଥାନୀୟ ସର୍କିଟ ହାଉସ ଠାରେ ଭେଟି ବିଜେଡି ପ୍ରତିନିଧି ଦଳ ବଲାଙ୍ଗୀରର ବିଭିନ୍ନ ନ୍ୟାର୍ଯ୍ୟ ଦାବି ସମ୍ପର୍କରେ ଜଣାଇଥିଲେ । ବିଧାୟକ କଲିକେଶ ନାରାୟଣ ସିଂଦେଓଙ୍କ ନିର୍ଦ୍ଦେଶରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?