ବଲାଙ୍ଗୀର

ଯୁବକଙ୍କୁ ହତ୍ୟା ଅଭିଯୋଗରେ ଜାତୀୟ ରାଜପଥ ଅବରୋଧ

ବଲାଙ୍ଗୀର ଅଫିସ/ତରଭା, ୨୦।୧ (ଡି.ଏନ.ଏ)- ବଲାଙ୍ଗୀର ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲିର ଜଣେ ଯୁବକ ଆଲୋକ ନାଏକ (୨୫)ଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ସୋମବାର ଉଦ୍ଧାର କରାଯାଇଛି । ତାଙ୍କ ବେକରେ କ୍ଷତଚିହ୍ନ ରହିଛି । ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ…

ମଠଖାଇ ମହୋତ୍ସବ ଉଦ୍‌ଘାଟିତ

ବଲାଙ୍ଗୀର ଅଫିସ,୨୦ା୧ : ସର୍ବଭାରତୀୟସ୍ତରୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ରବିବାର ଉଦ୍‌ଘାଟିତ ହୋଇଛି ା ମଠଖାଇ ମହୋତ୍ସବ କମିଟି ଅଧ୍ୟକ୍ଷ ବିଧାୟକ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସନ୍ଧ୍ୟା ସଭାରେ ମୁଖ୍ୟଅତିଥି ଭାବେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଚଳଚ୍ଚିତ୍ର…

ଦିବ୍ୟାଙ୍ଗ ପୁଓର ଚିକିଛା ସାହାଯ୍‌ ଆଶ୍‌ରେ ମା’ବାପ୍‌

ଲାଠୋର, ୨୦।୧ (ଡି.ଏନ୍‌.ଏ)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ସଦର ଗଁାର ଗୋବର୍ଦ୍ଧନ ପୁଟେଲକଁର ପୁଓ ଈଶ୍ୱର ପୁଟେଲ(୧୨)। ସେ ଜନ୍‌ମୁ ଦିବ୍ୟାଙ୍ଗ ଆଏ। ଆଏଜ୍‌କେ ୧୨ ବଛର ହେଲା ସେ ଉଚ ଚିକିଛା ଅଭାବୁ ଖଟେ ପଡ଼ି ରହିଥିବାର ପରିବାର…

କ୍ୟାଣ୍ଡେଲ ନୁହେଁ ମଶାଲ ହିଁ ଆଣିବ ବିପ୍ଳବ

ବଲାଙ୍ଗୀର ଅଫିସ, ୨୦ା୧: ସର୍ବଭାତୀୟ ବହୁଭାଷୀ ନାଟକ ଉତ୍ସବ ମଠଖାଇ ମହୋତ୍ସବ ଉଦ୍‌ଘାଟନୀ ସନ୍ଧ୍ୟାରେ ଢ଼େଙ୍କାନାଳର ଅଲଟରନେଟିଭ୍‌ ରିଦିମ୍‌ ଥିଏଟର ପକ୍ଷରୁ ଦିନେଶ ଦାସଙ୍କ ରଚିତ ଓ ନିର୍ଦ୍ଦେଶିତ ନାଟକ ପୁନଶ୍ଚ ସତ୍ୟାଗ୍ରହ ମଞ୍ଚସ୍ଥ ହୋଇଛି ା ସ୍ବାର୍ଥବାଦୀ ମଣିଷମାନଙ୍କୁ ଯୋଗୁଁ…

ରୋଗ୍‌ରେ ପଡ଼ି ଅକରମା ଗଜିନ୍ଦ୍ର: ସରକାରୀ ସାହାଯ୍‌ ଆଶ୍‌ରେ ପରିବାର

  ଲୋଇସିଂହା,୧୮।୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଗୁର୍ଜିଭଟା ଗଁାର ଗଜିନ୍ଦ୍ର କୁମ୍ଭାର(୪୭)। ଆଏଜ୍‌କେ ୫ ବଛର ହେଲା ପେଟ୍‌ ବେମାରୀରେ ପୀଡ଼ିତ ଅଛନ୍‌। ଅପରେଶନ ଉତାରୁ ବି ସେ ଠିକ୍‌ ନାଇଁହେବାର। ସେ ଅକରମା ହେଇ ଘରେ ପଡ଼ିରହିଛନ୍‌। ଇଆଡ଼େ…

ଜାମିନ ପାଇଁ ପୁଣି ହାଇକୋର୍ଟରେ ପୁଞ୍ଜିଲାଲ

କଟକ ଅଫିସ,୧୭ା୧: ବଲାଙ୍ଗୀର ଜିଲା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ଗିରଫ ହୋଇ ଜେଲ୍‌ ଯାଇଥିବା ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେର ଜାମିନ ପାଇଁ ପୁଣି ଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାପୂର୍ବରୁ ପୁଞ୍ଜିଲାଲ ମା’ଙ୍କୁ ମୁଖାଗ୍ନି ଦେବା…

ସରକାରୀ ଯୋଜନା ବାଟ୍‌ବନା: ୨୫ ବଛର ହେଲା ଜଂଗଲରେ ନୀଳ

ସଇଁତଲା, ୧୭।୧ (ଡି.ଏନ୍‌.ଏ)- ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ସଦର ପଁଚେତ୍‌ ଅଧୀନ କର୍ଲାବାହାଲି ଗାଁ ର ନୀଳ ନାଏକ(୬୦)। ସେ ଝନେ ନିହାତି ଗରିବ୍‌, ଗାଁ ରେ ଘରଦୁଆର ବଲି କିଛି ନାଇଁ। ବାପ୍‌ଅଜା ଗାଁ ତରେ ଥିବାର ଜଂଗଲ…

ହାଇକୋର୍ଟ ବେଞ୍ଚ ପୁନଃସ୍ଥାପନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୧୬।୧: ବଲାଙ୍ଗୀରରେ ହାଇକୋର୍ଟ ବେଞ୍ଚର ପୁନଃ ସ୍ଥାପନ, ଦୀର୍ଘ ୧୫ମାସ ହେଲା ବନ୍ଦ ହୋଇପଡ଼ିଥିବା ଲୋୟର ସୁକତେଲ ପ୍ରକଳ୍ପର ନିର୍ମାଣ କାମ ତୁରନ୍ତ ଆରମ୍ଭ ଓ ବାଇପାସ୍‌ ରାସ୍ତା ନିର୍ମାଣ ଦାବିରେ ଆକ୍ସନ କମିଟି ପକ୍ଷରୁ ଦିଆଯାଇଥିବା ଦୁଇଦିନ ଧରି…

ଦୈନିକ ୨ ଯାତ୍ରୀରେ ଚାଲିଛି ଟ୍ରେନ୍‌

ବଲାଙ୍ଗୀର ଅଫିସ, ୧୬ା୧: ଆଜିକୁ ଠିକ୍‌ ଏକବର୍ଷ ପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଲାଙ୍ଗୀର ଗସ୍ତରେ ବଲାଙ୍ଗୀର-ଖୋର୍ଦ୍ଧା ୧୬.୮ କିଲୋମିଟର ରେଳପଥକୁ ଉଦ୍‌ଘାଟନ କରି ବଲାଙ୍ଗୀର-ବିଛୁପାଲି ପାସେଞ୍ଜର ଟ୍ରେନ୍‌ ଚଳାଚଳର ଲୋକାର୍ପଣ କରିଥିଲେ। ଏହି ବହୁ ଚର୍ଚ୍ଚିତ ଟ୍ରେନ୍‌ ଚଳାଚଳକୁ…

ଆୟୁଷ ଡାକ୍‌ତର ଭରସାରେ ୫୦ ହଜାର ଲୋକ୍‌

ଲାଠୋର, ୧୬।୧ (ଡି.ଏନ୍‌.ଏ)- ରାଏଜ୍‌ ସରକାର ଲୁକ୍‌କୁ ଉଚମାନର ସ୍ବାସ୍ଥ୍ୟସେବା ଯୁଗେଇ ଦେବାର ଲାଗି ଅନେକ ଯୋଜନା କାଯ୍‌କାରୀ କରୁଛନ୍‌। ଏନ୍‌ତା କି ସ୍ବାସ୍ଥ୍ୟ ବିଭାଗକେ ଗୁରୁତ୍‌ ଦେଇ ରାଏଜ୍‌ ସରକାର ୫-ଟି ଯୋଜନାରେ ସାମିଲ କରିଛନ୍‌। ହେଲେ ଆଏଜ୍‌ ବି…

ବ୍ୟଙ୍ଗ କବିତାରେ ହସର ଫୁଆରା

ବଲାଙ୍ଗୀର ଅଫିସ,୧୬।୧: ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟର ସପ୍ତମ ସନ୍ଧ୍ୟାରେ ଅନୁଷ୍ଠିତ ବ୍ୟଙ୍ଗ-ହାସ୍ୟ କବିତା ଆସରରେ ଦର୍ଶକ ହସର ଖୋରାକ ପାଇଥିଲେ। ଏଥିରେ ହାସ୍ୟକବି ଅର୍ଜୁନ ସାହୁ, ଶରତ ମିଶ୍ର, ଅନୁପ୍ରିୟା ମିଶ୍ର, ମଧୁସୂଦନ ନାୟକ ଓ…

ଡିଏଭି କଲେଜରେ ଜିତେନ୍ଦ୍ର, ହ୍ୟୁମାନଙ୍କ କାଉନସେଲିଂ: ଛାତ୍ରୀଛାତ୍ରଙ୍କୁ ଦେଲେ ସଫଳତାର ମନ୍ତ୍ର

ଟିଟିଲାଗଡ଼, ୧୫।୧ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ଡିଏଭି ସ୍ବୟଂ ଶାସିତ କଲେଜ ଦୁଇ ପ୍ରାକ୍ତନ ଛାତ୍ର ତଥା ସେଲିବ୍ରେଟି ଜିତେନ୍ଦ୍ର ମିଶ୍ର ଏବଂ ହ୍ୟୁମାନ ସାଗରଙ୍କ ପାଇଁ ଗର୍ବିତ ହୋଇଛି। ଜାତୀୟ ତଥା ଅନ୍ତର୍ଜାତୀୟସ୍ତରରେ ଖ୍ୟାତିପ୍ରାପ୍ତ ଉଭୟ କଳାକାର କଲେଜ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri