ଶିଶୁକନ୍ୟାକୁ କରୋନା ନେଇ ଭିଡ଼ିଓ ଭାଇରାଲ
ଲାଠୋର, ୨୮ା୪(ଡି.ଏନ.ଏ.) ସାରା ଦେଶରେ କରୋନା ଭୁତାଣୁ କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସୋସିଆଲ ମିଡ଼ିଆରେ ଭିଡ଼ିଓ ଭାଇରାଲ କରାଯିବାକୁ ନେଇ ଲୋକେ ଆତଙ୍କିତ ହୋଇଛନ୍ତି ା ସୋମବାର ସକାଳେ ଏକ ନିର୍ଦ୍ଧିଷ୍ଟ ଓଡ଼ିଆ ବୈଦ୍ୟୁତିକ ଗଣମାଧ୍ୟମର ବ୍ରେକିଂ…
ବଲାଙ୍ଗୀର ଜିଲା: ମେ ୧୦ରୁ ରବିଧାନ କିଣା
ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ଜିଲାରେ ରବି ଧାନକ୍ରୟ ପ୍ରକ୍ରିୟା ଆସନ୍ତା ୧୦ତାରିଖଠାରୁ ଆରମ୍ଭ ହେବ। ଜିଲାସ୍ତରୀୟ ଧାନକ୍ରୟ କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ…
ରାଧାରାଣୀପଡା ଶୀତଳଷଷ୍ଠୀ ଥାଳଉଠା ଉଠିଲା
ବଲାଙ୍ଗୀର ଅଫିସ, ୨୭ା୪: ବଲାଙ୍ଗୀର ରାଧାରାଣୀପଡା ଶୀତଳଷଷ୍ଠୀ ପୂଜା କମିଟି ପକ୍ଷରୁ ଚଳିତବର୍ଷ ଶୀତଳଷଷ୍ଠୀ ମହୋତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଶୀତଳଷଷ୍ଠୀ ଥାଳଉଠା କାର୍ଯ୍ୟକ୍ରମ ରବିବାର ସମ୍ପନ୍ନ ହୋଇଛି। କମିଟି ସଭାପତି…
କରୋନା ସାଙ୍ଗକୁ କାଳବୈଶାଖୀ: ବ୍ୟାପକ ଫସଲ ନଷ୍ଟ
ଖପ୍ରାଖୋଲ, ୨୭ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଗତଦୁଇ ଦିନ ତଳେ ହୋଇଥିବା କାଳବୈଶାଖୀ ସହ କୁଆପଥର ମାଡ ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହୋଇଛି। ଲକ୍ଡାଉନ୍ ଯୋଗୁ ପନିପରିବା ବିକ୍ରି ହୋଇ ପାରୁ ନ ଥିବାବେଳେ ଏବେ କାଳବୈଶାଖୀ…
ଛଦ୍ମବେଶରେ ଚୋରା ମଦ ବେପାରୀଙ୍କୁ ଧରିଲା ପୋଲିସ
ଟିଟିଲାଗଡ଼, ୨୭।୪ (ଡି.ଏନ.ଏ.): ଲକ୍ଡାଉନ କଟକଣା ଯୋଗୁ ଦେଶୀ ବିଦେଶୀ ମଦ ଦୋକାନରେ ତାଲା ଝୁଲୁଛି। ଏହାର ସୁଯୋଗ ନେଇ ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରନ୍ଧା ମଦବେପାରୀ ସକ୍ରିୟ ହୋଇ ଉଠିଛନ୍ତି। ବଲାଙ୍ଗୀର ଏସ୍ପିଙ୍କ ନିର୍ଦ୍ଦେଶକ୍ରମେ ଟିଟିଲାଗଡ ଥାନା ପୋଲିସ…
ଘର ଘର ବୁଲି ପନିପରିବା ବିକିଲେ ଏସ୍ଏଚ୍ଜି ସଦସ୍ୟା
ବଲାଙ୍ଗୀର, ୨୭ା୪-ବଲାଙ୍ଗୀର ସହରର ପୌରାଞ୍ଚଳରେ ଏସ୍ଏଚ୍ଜି ଗୁ୍ରପର ମହିଳାମାନେ ଓର୍ମାସ ସହଯୋଗରେ ଗାଡିରେ ଘରଘର ବୁଲି ପନିପରିବା ବିକ୍ରି କରୁଥିବା ଭଗବତୀନଗରରେ ଦେଖିବାକୁ ମିଳିଛି ା ସାନିଟାଇଜରରେ ହାତ ଧୋଇବା ସହ ସାମାଜିକ ଦୂରତା ମଧ୍ୟ ବଜାୟ ରଖି ଏମାନେ ପନିପରିବା…
କରୋନା ସହାୟତା: ତୁରେକେଲା ବ୍ଲକର ଚୁକ୍ତି ଭିତ୍ତିକ ଶିକ୍ଷକ ସଂଘ ପକ୍ଷରୁ ଦିନକର ଦରମା ଦାନ
କଣ୍ଟାବାଞ୍ଜି,୨୭।୪(ଡି.ଏନ୍.ଏ.): କରୋନା ମୁକାବିଲା ନେଇ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ଚୁକ୍ତି ଭିତ୍ତିକ କନିଷ୍ଠ ଶିକ୍ଷକ ସଂଘ ଓ ଗଣ ଶିକ୍ଷକ ସଂଘର ୧୪୫ଜଣ ଶିକ୍ଷକ ଗୋଟିଏ ଦିନର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ କରିଛନ୍ତି। ଏହି ରିଲିଫ ଟଙ୍କା…
୨୪୭୬ ନିର୍ମାଣ ଶ୍ରମିକଙ୍କୁ ମିଳିଲା ସହାୟତା
ଲୋଇସିଂହା,୨୫।୪(ଡି.ଏନ.ଏ.): ମହାମାରୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶରେ ମାର୍ଚ୍ଚ ୨୦ରୁ ଲକ୍ଡାଉନ ଜାରୀ ରହିଛି । ଫଳରେ କାମଧନ୍ଦା ବନ୍ଦ ରହିଥିବାରୁ ସମାଜର ବିଭିନ୍ନ ବର୍ଗର ଲୋକଙ୍କ ଦୁର୍ଦ୍ଦଶା ବଢିଯାଇଛି । ଏହାକୁ ହୃଦୟଙ୍ଗମ କରି ସରକାର…
ମେଗା ରକ୍ତଦାନ ଶିବିର: ୬୪ୟୁନିଟ ରକ୍ତ ସଂଗ୍ରହ
ଟିଟିଲାଗଡ଼, ୨୬।୪ (ଡି.ଏନ.ଏ.): କୁବେର ସମାଜ ଟିଟିଲାଗଡ ପକ୍ଷରୁ ସ୍ଥାନୀୟ ରାମମନ୍ଦିର ନିକଟରେ ଏକ ମେଗା ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି। ଶିବିରରେ ମୋଟ ୧୫ ମହିଳାଙ୍କ ସମେତ ୬୪ ଜଣ ସ୍ବେଚ୍ଛାସେବୀ ରକ୍ତଦାନ କରିଛନ୍ତି। ଛତିଶଗଡ ପଶ୍ଚିମ ଓଡିଶା କୁବେର…
ଲକ୍ଡାଉନ୍ ଭିତରେ ଅକ୍ଷିମୁଠି ଅନୁକୂଳ
ବଲାଙ୍ଗୀର ଅଫିସ, ୨୬ା୪: ବଲାଙ୍ଗୀର ସଦର ବ୍ଳକ ବୈଦିପାଲି ପଞ୍ଚାୟତ ଅନ୍ତର୍ଗତ ଫୁଲଝରଣ ଗଁ। ରେ ଜିଲା କୃଷକ ମହାସଂଘ ପକ୍ଷରୁ ରବିବାର ପବିତ୍ର ଅକ୍ଷୟ ତୃତୀୟା ପାଳନ କରାଯାଇ ଅକ୍ଷିମୁଠି ଅନୁକୂଳ କରାଯାଇଛି । ଗଁ। କ୍ଳବ ସମ୍ମୁଖରୁ ଗିନି,…
ହୋମ କ୍ୱାରାଣ୍ଟାଇନରେ ଛତିଶଗଡ ଫେରନ୍ତା
ଟିକ୍ରାପଡା, ୨୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ କରମତଲା ପଞ୍ଚାୟତ ସଦର ଗ୍ରାମକୁ ଛତିଶଗଡରୁ ଫେରିଥିବା ୬ଜଣ ବ୍ୟକ୍ତିଙ୍କୁ ହୋମ କ୍ୱାରାଣ୍ଟାଇନରେ ରଖାଯାଇଛି। ମାସକ ତଳେ କରମତଲା ଗ୍ରାମର ତିନି ମହିଳାଙ୍କ ସମେତ ମୋଟ ୬ ଜଣ ଚିକିତ୍ସା ଉଦ୍ଦେଶ୍ୟରେ ଛତିଶଗଡ…
ବଲାଙ୍ଗୀର ଜିଲା: ଫେରିବେ ୯୦ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ
ବଲାଙ୍ଗୀର ଅଫିସ, ୨୬ା୪- ମେ’ ୩ରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ୍ ଅବଧି ସରିବ। ଏହାପରେ ଜିଲା ତଥା ରାଜ୍ୟ ବାହାରେ ଥିବା ପ୍ରବାସୀ ଶ୍ରମିକମାନେ ଘରକୁ ଫେରିବେ। ଏହିକ୍ରମରେ ୯୦ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଜିଲାକୁ ଫେରିବେ ବୋଲି ସୂଚନା…

