ମଦ ବିରୋଧରେ ମହିଳା ଗୋଷ୍ଠୀ ଥାନାର ଦ୍ୱାରସ୍ଥ
ବଙ୍ଗୋମୁଣ୍ଡା, ୧୫ା୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ଅନ୍ତର୍ଗତ କଁସିଲ ଗଁ।ରେ ଚାଲିଛି ଅବାଧ ମଦ କାରବାର। ଏ ନେଇ ବିଭିନ୍ନ ସମୟରେ ଗ୍ରାମବାସୀ ଦାବି କରି ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଏହିକ୍ରମରେ ବୁଧବାର ଗଁ।ର ମହିଳା ଗୋଷ୍ଠୀ…
ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅରୁଣ ବୋଥ୍ରାଙ୍କୁ ଲିଗାଲ ନୋଟିସ
ବଲାଙ୍ଗୀର ଅଫିସ,୧୫-୧:ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ତତ୍କାଳୀନ ତଦନ୍ତକାରୀ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ସ୍ତ୍ରୀ ସୌଦାମିନୀ ମେହେର ଓକିଲ ଜରିଆରେ ଲିଗାଲ ନୋଟିସ୍ ପଠାଇଛନ୍ତି। ସୌଦାମିନୀଙ୍କ ଟୁଇଟର ଆକାଉଣ୍ଟରେ ଏଭଳି ତଥ୍ୟ ଶେୟାର…
ଆବାସ ଯୋଜନା ବାଟ୍ବନା: ପତରା ଜଂଗଲ ପାଲଟିଛେ ଉଜଲିକଁର ଠିକାନା
ବେଲପଡ଼ା,୧୫।୧(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ ଘାଗୁର୍ଲୀ ପଁଚେତ୍ ଅଧୀନ ଘଘରା ଗଁାର ବିଧବା ମହିଲା ଉଜଲି ମାଝି। ଗଲା ବଛର ବରଷାରେ ତାକର ପୁରନା ମାଏଟ୍ କୁରିଆଟା ଭାଂଗି ଗଲା। ଇ ବାବ୍ଦେ ସେ ବାରବାର ଥାନୀଅ ପରଶାସନକେ ଜନେଇ…
ଦଣ୍ଡନୃତ୍ୟ ଗ୍ରାମୀଣ ସାଂସ୍କୃତିକ ଲୋକ ଜୀବନର ବିଭବ
ବଲାଙ୍ଗୀର ଅଫିସ,୧୫ା୧ – ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟ ଷଷ୍ଠ ସନ୍ଧ୍ୟାରେ ଲୋକ ସାହିତ୍ୟ ଆଲୋଚନାକ୍ରମରେ ଦଣ୍ଡନୃତ୍ୟ ସମ୍ପର୍କରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ା ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଆଲୋଚନାଚକ୍ରରେ ଆଲୋଚକଭାବେ ନାଟ୍ୟଶ୍ରୀ ଗଦାଧର…
କଳାକାର ଭତାରୁ ବଁଚିତ୍ କନିଷ୍ଠ: ଅଦରକାରୀ ପାଲଟିଛେ ମାନ୍ପତର
ଲାଠୋର, ୧୪ା୧ (ଡି.ଏନ୍.ଏ.)- ସରକାର କଳାକାରମାନକୁ ମାସିକ ୧୨ଶହ ଟଁକା ଭତା ଯୁଗେଇ ଦେବାର ବେବସ୍ତା କରିଛନ୍। ହେଲେ ଅନେକ ଗଁାଗଁଡ଼ାରେ କଳାକାରମାନେ ଭତା ପାଏବାରୁ ବଁଚିତ୍ ହେଉଥିବାର ଅଭିଯୋଗ ହେଉଛେ। ସେ ହିସାବେ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ…
‘ସାହିତ୍ୟରେ ନାରୀସ୍ବର ଶାଣିତ ରହିଛି’
ବଲାଙ୍ଗୀର ଅଫିସ, ୧୪ା୧ ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ୧୫ତମ ବଲାଙ୍ଗୀର ବହିହାଟର ପଞ୍ଚମ ସନ୍ଧ୍ୟା ସୋମବାର ସାହିତ୍ୟରେ ନାରୀ ସ୍ବର ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ା ମୁଖ୍ୟଅତିଥି ଭାବେ ଲୋଇସିଂହା ବିଧାୟକ ଡ ମୁକେଶ ମହାଲିଙ୍ଗ ଯୋଗଦାନ…
ବଲାଙ୍ଗୀର ବହିହାଟ: ବହୁଭାଷୀ କବିତା ଆସର
ବଲାଙ୍ଗୀର ଅଫିସ, ୧୩।୧: ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ବଲାଙ୍ଗୀର ବହିହାଟ ଚତୁର୍ଥ ଦିନ ଅପରାହ୍ନରୁ ବହୁଭାଷୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ପରିଷଦ ସଭାପତି ମଳୟ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କବିତା ଆସରରେ ମୁଖ୍ୟଅତିଥି ଭାବେ କବି ଭାଗୀରଥି…
ପଶ୍ଚିମ ଓଡ଼ିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା: ହକ୍ ପାଇଁ ଲଢେଇ ଦରକାର
ବଲାଙ୍ଗୀର ଅଫିସ,୧୩।୧: ବଲାଙ୍ଗୀରଠାରେ ପଶ୍ଚିମ ଓଡିଶା ମତ୍ସ୍ୟଜୀବୀ ତିଅର ସମାଜର ମହାସଭା ଅନୁଷ୍ଠିତ ହୋଇଯାଇଛି। ସମାଜ ସଭାପତି ଶ୍ରୀବତ୍ସ ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ମହାସଭାରେ ମୁଖ୍ୟଅତିଥି ଭାବେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର ଯୋଗ ଦେଇଥିଲେ। ସମ୍ବିଧାନରେ ଦେଶର ମୂଳ ବାସିନ୍ଦା…
ମା’ଙ୍କୁ ମୁଖାଗ୍ନି ଦେଇ ପୁଣି ଜେଲ ଗଲେ ପୁଞ୍ଜିଲାଲ
ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେର ରବିବାର ପାଟଣାଗଡ଼ଠାରେ ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ପୁଣି ଜେଲ ଯାଇଛନ୍ତି। ମା’ଙ୍କୁ ମୁଖାଗ୍ନି ଦେଇ ସେ ବଲାଙ୍ଗୀର ଜେଲଙ୍କୁ ଯାଇଥିବା ସୂଚନା ମିଳିଛି।…
ମା’ଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ଜେଲ୍ରୁ ବାହାରିଲେ ପୁଞ୍ଜିଲାଲ୍
ବଲାଙ୍ଗୀର ଅଫିସ,୧୨।୧: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ଘଟିଥିଲା। ପୁଞ୍ଜିଲାଲ ସମ୍ପ୍ରତି ଗିରଫ ହୋଇ ବଲାଙ୍ଗୀର ଜେଲରେ ଥିଲେ।…
ମା’ଙ୍କ ଅନ୍ତିମ ସଂସ୍କାର ପାଇଁ ପୁଞ୍ଜିଲାଲଙ୍କ ଜାମିନ ଆବେଦନ
ବଲାଙ୍ଗୀର ଅଫିସ, ୧୧।୧- ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ମା’ ଇନ୍ଦୁମତୀ ମେହେର(୭୨)ଙ୍କ ଶୁକ୍ରବାର ରାତିରେ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ପରଲୋକ ଘଟିଛି। ସେ କିଛିଦିନ ହେଲା ଅସୁସ୍ଥ ଥିଲେ। ପୁଞ୍ଜିଲାଲ…
କଫ୍ ସିରପ କାରବାର ଗୁମର ଫିଟୁଛି
ବଲାଙ୍ଗୀର ଅଫିସ, ୧୧ା୧ ବଲାଙ୍ଗୀର କଫ୍ ସିରଫ କାରବାରର ପଶ୍ଚିମ ଓଡିଶାସ୍ତରୀୟ ଲିଙ୍କ୍ ମିଳିଛି ା ଏହି କାରବାରର ରାଜ୍ୟସ୍ତରୀୟ ଲିଙ୍କ୍ କ’ଣ ରହିଛି ସେନେଇ ପୋଲିସ ତନାଘନା ଚଳାଇଛି ା କିଛି ଚିହ୍ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ା ମାତ୍ର…
Archives


