ବଲାଙ୍ଗୀର

ବଜ୍ରପାତ ନେଲା ୬ ଗୋରୁଙ୍କ ଜୀବନ

ଖପ୍ରାଖୋଲ,୨୫ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଥିଲା। ପ୍ରବଳ ପବନ ବର୍ଷା ସାଙ୍ଗକୁ ବଜ୍ରପାତରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବ୍ଲକ ଅନ୍ତର୍ଗତ ଚାଉଳବାଂଜି ଗାଁରେ ବଜ୍ରପାତରେ ୬ ଗୋରୁଙ୍କର ମୃତ୍ୟୁ ଘଟିଛି।…

ଖୁଜେନପାଲି କୁଷ୍ଠରୋଗୀଙ୍କୁ ରନ୍ଧାଖାଦ୍ୟ ପରଶିଲେ ବଲାଙ୍ଗୀର ଏସ୍‌ପି

ବଲାଙ୍ଗୀର, ୨୫ା୪(ଡି.ଏନ୍‌.ଏ.): ରାଜ୍ୟରେ ଜାରି ରହିଥିବା ଲକ୍‌ଡାଉନ ସମୟରେ ବଲାଙ୍ଗୀର ପୋଲିସ ଗରିବ ଓ ଅସହାୟ ଲୋକଙ୍କୁ ମାସେ ହେଲା ରନ୍ଧାଖାଦ୍ୟ ବଣ୍ଟନ କରୁଛନ୍ତି। ଖୁଜେନପାଲିରେ ରହୁଥିବା କୁଷ୍ଠ ରୋଗୀଙ୍କୁ ବଲାଙ୍ଗୀର ଏସ୍‌ପି ସନ୍ଦୀପ ମାଡକର ନିଜେ ରନ୍ଧାଖାଦ୍ୟ ପରଶିଛନ୍ତି। ଏହି…

ଗୁଡ଼୍‌ଭେଲାରେ କାଳବୈଶାଖୀ: ଉଡ଼ିଗଲା ଛପର, ଭାଙ୍ଗିଲା ଗାଈ ଗୁହାଳ; ବିଦ୍ୟୁତ୍‌ ସରବରାହ ବ୍ୟାହତ

ଗୁଡ଼୍‌ଭେଲା,୨୫।୪(ଡି.ଏନ୍‌.ଏ.): ଗୋଟିଏ ପଟେ କରୋନା ସମସ୍ତଙ୍କ ଉପରେ ଦାଉ ସାଧୁଥିବାବେଳେ କାଳବୈଶାଖୀ ଲୋକଙ୍କ କଷ୍ଟ ଆହୁରି ବଢ଼ାଇଦେଇଛି। ଶୁକ୍ରବାର ହୋଇଥିବା କାଳବୈଶାଖୀରେ ବଲାଙ୍ଗୀର ଜିଲା ଗୁଡ଼୍‌ଭେଲା ବ୍ଲକର ବିଭିନ୍ନ ସ୍ଥାନରେ ଅନେକ ଚାଳ ଘର ଓ ଆଳବେଷ୍ଟସ ଘରଗୁଡିକର ଛପର ଉଡ଼ିଯାଇଥିବା…

ଚାନ୍ଦିଲି ପାହାଡ଼ରେ ମାଓବାଦୀ କ୍ୟାମ୍ପ ଠାବ

ବଲାଙ୍ଗୀର ଅଫିସ, ୨୪ା୪: ବଲାଙ୍ଗୀର ଜିଲା ଲାଠୋର ଥାନା ଅନ୍ତର୍ଗତ ଚାନ୍ଦିଲି ସଂରକ୍ଷିତ ଜଙ୍ଗଲରେ ଗୁରୁବାର ମାଓବାଦୀ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ ହୋଇଥିଲା । ଏହି ଗୁଳି ବିନିମୟ ପରେ ମାଓବାଦୀ ଦଳ ସେଠାରୁ ଛତ୍ରଭଙ୍ଗ ଦେଇ ପଳାଇଥିଲେ…

ଆଳୁ ଗୋଦାମ ଶ୍ରମିକଙ୍କୁ ସ୍ବଚ୍ଛତା କିଟ୍‌, ମାସ୍କ ବଣ୍ଟନ

ବଲାଙ୍ଗୀର ଅଫିସ, ୨୪ା୪- ବଲାଙ୍ଗୀର ସହରର ଆଳୁ ଗୋମାମଗୁଡିକରେ କାର୍ଯ୍ୟରତ ଶ୍ରମିକଙ୍କୁ କରୋନା ସଚେତନତା ସହ ସ୍ବଚ୍ଛତା କିଟ୍‌ ଓ ମାସ୍କ ବଣ୍ଟନ କରାଯାଇଛି । ମାହେଶ୍ୱରୀ ସଙ୍ଗଠନ ଏବଂ ଭାଗ୍ୟଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା, ସଦସ୍ୟମାନେ ସ୍ବଚ୍ଛତା କିଟ୍‌…

ବନ୍ଦ ହେବ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା

ଖପ୍ରାଖୋଲ, ୨୪ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ପୀଠରେ ବୈଶାଖ ମାସରେ ନୃସିଂହ ଚତୁର୍ଦ୍ଦଶୀ ମେଳା ହୋଇଥାଏ। ହେଲେ ଚଳିତ ବର୍ଷ ମହାମାରୀ କରୋନା ସାରା ବିଶ୍ୱରେ ଚିନ୍ତା ବଢାଇଥିବାବେଳେ ମାସେ ହେଲା ଲକଡାଉନ୍‌ ଲାଗିଛି ା ଏହି ସମୟରେ…

ଭଦ୍ରକରୁ ଆସିଥିବା ଅଧିକାରୀଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ବଲାଙ୍ଗୀର ପଠାଗଲା

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.) : ଲକ୍‌ଡାଉନ ସତ୍ତ୍ୱେ ଭଦ୍ରକ ଜିଲାରୁ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଶିକ୍ଷା କାର୍ଯ୍ୟାଳୟକୁ ଆସିଥିବା ଜଣେ ଅଧିକାରୀଙ୍କ ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ନେତୃତ୍ୱରେ ଉକ୍ତ ଅଧିକାରୀଙ୍କୁ ଏକ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫ ହଜାର ଟଙ୍କା ପ୍ରଦାନ

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଧାନଘରା ଗ୍ରାମର ମା’ଲକ୍ଷ୍ମୀ ନାରାୟଣୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୁଡଭେଲା ସିଡିପିଓ ସୌଦାମିନୀ ପ୍ରଧାନଙ୍କ ଜରିଆରେ ପ୍ରଦାନ କରିଛନ୍ତି। କରୋନା ମୁକାବିଲା…

ପରିବା ମାର୍କେଟ୍‌କୁ ତିନିପଟରୁ ସିଲ୍‌ କଲା ପ୍ରଶାସନ

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ସହରରେ ପ୍ରତ୍ୟେକ ଦିନ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ହାଟ ବସୁଥିବା ବେଳେ ଲୋକେ ଦୁଇ ଚକିଆରେ ପନିପରିବା କିଣିବା ପାଇଁ ଆସୁଥିଲେ। ଫଳରେ ଲୋକଙ୍କୁ ଅଟକାଇବା ପାଇଁ ପୋଲିସ ନାକେଦମ ହୋଇପଡୁଥିଲା। ଏହାକୁ ଦୃଷ୍ଟିରେ…

ବାଲେଶ୍ୱର ଲିଙ୍କ୍‌କୁ ନେଇ ଉତ୍ତେଜନା

ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍‌ ଜୋନ୍‌ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା ସହରର ହାଟପଦା ପଡାର ଏକ ଘରେ ସମ୍ପୃକ୍ତ ବ୍ୟକ୍ତି ରହିଥିବା ଖବର ପାଇ…

ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ: ମିଳୁନାହିଁ ସର୍ବନିମ୍ନ ସହାୟକ ମୂଲ୍ୟ

ବଲାଙ୍ଗୀର ଅଫିସ, ୨୪ା୪ – ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଜଙ୍ଗଲ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ପାରମ୍ପରିକ ବନବାସୀଙ୍କ ଏକ ମୁଖ୍ୟ ଉପଜୀବ୍ୟ ଭାବେ ରହିଆସିଛି ା ଏହା ସେମାନଙ୍କ ସାମାଜିକ ସୁରକ୍ଷାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଦୁର୍ଦ୍ଦିନରେ ରଙ୍ଗତୁଳୀ କାରିଗର, ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ

ବେଲପଡା, ୨୩ା୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ଯୋଗୁଁ ବଲାଙ୍ଗୀର ଜିଲା ବେଲପଡା ବ୍ଲକ ଅଞ୍ଚଳର ରଙ୍ଗତୁଳୀ କାରୀଗର ଓ ଏଥିରେ ନିୟୋଜିତ ଶ୍ରମିକ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ବେଲପଡା ମା ବିଣାପାଣି ଆର୍ଟ ଆସୋସିଏଶନ ସଭାପତି ଚନ୍ଦ୍ରମଣି ଦଣ୍ଡସେନା, ସମ୍ପାଦକ ନନ୍ଦୁ କିଶୋର ତାଣ୍ଡିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?