ବଲାଙ୍ଗୀର

ଦୁରଦିନ୍‌ରେ ବିତୁଛେ ମା’ପୁଓର ଜୀବନ୍‌

ଲୋଇସିଂହା, ୪।୧୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କୁଟେନପାଲି ପଁଚେତ୍‌ ଅଧୀନ ଦୁମଦୁମି ଗଁାର ବିଧବା ମହିଲା ଉଷା ଡାଙ୍ଗ(୭୫)। ଗୁଟେବଲି ପୁଓ ଶ୍ରୀରାମ(୫୦) ଆଏଜ୍‌କେ ୩୦ ବଛର ହେଲା ମାନ୍‌ସିକ ରୋଗ୍‌ରେ ପୀଡ଼ିତ ଅଛନ୍‌। ଟଁକା ପଏସା ଅଭାବୁ ତାକର…

୬ ଦାଦନ ପ୍ରବଣ ବ୍ଳକରେ ଫୋକସ୍‌

ବଲାଙ୍ଗୀର ଅଫିସ, ୩ା୧୧ ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଶନିବାର ବଲାଙ୍ଗୀର ଟାଉନ୍‌ ହଲଠାରେ ଦାଦନ ସମସ୍ୟା ରୋକିବା ନେଇ ଏକ ଏମ୍‌ଜିଏନ୍‌ଆଇଜିଏ କାର୍ଯ୍ୟକାରିତା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାକୁ ଜିଲାପାଳ ଅରିନ୍ଦମ…

ସରକାରୀ ସୁବିଧାରୁ ବଁଚିତ୍‌ ପରିବାର

ଲୋଇସିଂହା, ୨।୧୧(ଡି.ଏନ.ଏ)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମି ଗଁାର ବୃନ୍ଦାବନ କର୍ମୀ(୬୧)। ସେ ପକ୍ଷାଘାତ ରୋଗ୍‌ରେ ଖଟେ ପଡ଼ିଛନ୍‌। ଇଆଡ଼େ ବଡ଼ଖା ପୁଓର ଅକାଲ ମୁର୍‌ତୁରେ ବହ ଦୀପାଞ୍ଜଳି ବିଧବା ହେଇଯାଇଛନ୍‌। ପୁଓ ମରବାର ଦୁଇବଛର ବିତିଯାଇଥିଲେ ବି ବହ…

ଟ୍ରକ ଧକ୍କାରେ ବିଜେଡି ଛାତ୍ର ନେତାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୧।୧୧: ଟ୍ରକ ଦୁର୍ଘଟଣାରେ ବଲାଙ୍ଗୀର ଜିଲା ଛାତ୍ର ବିଜେଡି ଉପସଭାପତିଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି । ସେ ହେଲେ ଉମାକାନ୍ତ ସେଠ। ପ୍ରକାଶ ଯେ, ଉମାକାନ୍ତ ବାଇକ୍‌ ଯୋଗେ ଆର୍‌ଟିଓ ଅଫିସ ଆଡୁ ଯାଉଥିବାବେଳେ ବଲାଙ୍ଗୀର ପେଲେସ ଲାଇନ୍‌…

ରାଷ୍ଟ୍ରୀୟ ଭାବ୍‌ ମାନବିକତାର ଅସଲ ପରିଚଏ

ଲାଠୋର, ୩୧।୧୦(ଡି.ଏନ୍‌.ଏ.)- ଜାତି ଭିନ୍‌ ଭିନ୍‌ ମୁନୁଷ୍‌ ଏକ। ଭାଷା ଭିନ୍‌ ଭିନ୍‌ ସାହିତିଅ ଗୁଟେ। ରାଷ୍ଟ୍ରୀୟ ଭାବ୍‌ ହେଉଛେ ମାନବିକତାର ଅସଲ ପରିଚଏ। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଜାମଚୁଅଁାନେ ଅନୁଷ୍‌ଠିତ ଝରିଆ ଯାଦବ ସମାଜର ଗରିଗୋବର୍ଦ୍ଧନ ପୂଜାର ଉଦ୍‌ଯାପନୀ…

ସିମେଟ୍‌ ପାଲ ତଲେ ପରିବାର

ଲୋଇସିଂହା, ୩୧।୧୦(ଡି.ଏନ୍‌.ଏ.)- ଦିନାକେତେ ତଲେ ହେଇଥିବାର ଲଘୁଚାପ ବରଷାରେ ସୁବର୍ଣ୍ଣପୁର ଜିଲା କୁମୁଣ୍ଡେ ଗାଁର ଗିରିଶଙ୍କର ଗେଜୋକଁର ଘରର କାଁଥି ଭାଂଗି ଯାଇଛେ। ଭଂଗା କାଁଥି ଜାଗାରେ ସିମେଟ୍‌ ପାଲ ଢାପି ୪ ପରାନୀ କୁଟୁମ ବଡ଼ା ଗୁଲ୍‌ଗୁଲା ହେଇ ଜୀବନ୍‌…

ମା’ର ପରେ ବାପ୍‌ ଆରପାରେ: ଛେଉଁଡ ନାତିନାତେନ୍‌ ଚିନ୍‌ତାରେ ଅଜାଆଈ

ଲୋଇସିଂହା, ୩୦।୧୦(ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସେମେଲମୁଣ୍ଡା ଗଁାରେ ଗୁଟେ ଦୁଖର ଘଟନା ଦେଖ୍‌ବାକେ ମିଲିଛେ। ଆଏଜ୍‌କେ ୫ ବଛର ତଲେ ଗଁାର ଝନେ ମହିଲାକଁର ମୁର୍‌ତୁ ହେଇଥିଲା। ସେନ୍‌ତା ଗଲା ଦିଆଲି ଦିନ ତାକର ଆପ୍‌ନେକଁର ସଡ଼କ ଦୁରଘଟନାରେ ମୁର୍‌ତୁ…

ସରକାରୀ ସାହାଯ୍‌ ଆଶ୍‌ରେ ବୁନାକାର ପରିବାର

ଲାଠୋର, ୨୯ା୧୦ (ଡି.ଏନ୍‌.ଏ.)- ସରକାର ବୁନାକାର ପରିବାରମାନକୁ ଅନେକ ସୁବିଧା ସୁଯୋଗ ଯୁଗେଇ ଦେଉଛନ୍‌। ସେନ୍‌ତା ଭିନେ ଭିନେ ଗଁାଗଁଲିରେ ଥିବାର ବୁନାକାରମାନକୁ ପ୍ରଶିକ୍ଷକମାନକର ଜରିଆରେ ବୁନବାର ନୂତନ କଳାକଉଶଲ, ତରିକା ଶିଖାଯାଉଛେ। ସରକାର ବୁନାକାରମାନକୁ ଅଲପ୍‌ ସୁଧରେ ରୁଣ ଯୁଗେଇ…

ହୃଦ୍‌ରୋଗରେ ଆକ୍ରାନ୍ତ କୈକେୟୀ, ଚିକିତ୍ସା ପାଇଁ ଅର୍ଥ ବାଧକ

ଖପା୍ରଖୋଲ, ୨୭ା୧୦(ଡି.ଏନ.ଏ) – ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମଟିଆଭଟା ପଞ୍ଚାୟତ ଅନ୍ତର୍ଗତ ପୁତୁଲାମହୁଲ ଗାଁର ଦେବରାଜ ବରିହାଙ୍କ ଝିଅ କୈକେୟୀ (୧୫)। ନବମ ଶ୍ରେଣୀର ପଢୁଛନ୍ତି। କିଛି ଦିନ ହେଲା ହୃଦ୍‌ରୋଗରେ ପୀଡିତ। ଗରୀବ ପରିବାର ହୋଇଥିବାରୁ ଚିକତ୍ସା ପାଇଁ…

ମୋ ସରକାର ଯୋଜନା ରୂପାୟନ ପରଖିଲେ ଏସ୍‌ପି

ବଲାଙ୍ଗୀର ଅଫିସ, ୨୭ା୧୦ – ରାଜ୍ୟ ସରକାର ମୋ ସରକାର ଯୋଜନା ଲାଗୁ କଲାପରେ ବଲାଙ୍ଗୀର ଜିଲାରେ ଏହି ଯୋଜନା କିଭଳି ରୂପାୟନ ହେଉଛି ଅଭିଯୋଗକାରୀଙ୍କ ନିକଟକୁ ଯାଇ ପରଖିଛନ୍ତି ଏସ୍‌ପି ମଡକର ସନ୍ଦୀପ ସମ୍ପଦ। ଶନିବାର ଅପରାହ୍ନରେ ଟାଉନ ଥାନା…

୫ଟି କାର୍ଯ୍ୟକାରିତା, ଅଗ୍ରଗତିର ସମୀକ୍ଷା

ବଲାଙ୍ଗୀର ଅଫିସ, ୨୭।୧୦ – ବଲାଙ୍ଗୀର ଡିଆରଡିଏ ସମ୍ମିଳନୀ କକ୍ଷରେ ୫ଟିର କାର୍ଯ୍ୟକାରିତା ଓ ଅଗ୍ରଗତି ସମ୍ପର୍କିତ ଏକ ଜିଲାସ୍ତରୀୟ ବିଚାର ମନ୍ଥନ ସମୀକ୍ଷା ବୈଠକ ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ ଜିଲାପାଳ ପରକ୍ଷୀତ…

ଭତାରୁ ବଁଚିତ୍‌ ତୁଳସୀ: ଦାଉ ସାଧୁଛେ କିଡ଼୍‌ନୀ ରୋଗ୍‌

ଲୋଇସିଂହା,୨୪।୧୦ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ କର୍ଲିପାଟ ଗାଁର ବିଧବା ତୁଳସୀ ନାଗ(୫୦)। ଆପନେ ଚାଲିଯିବାର ଆଏଜ୍‌କେ ବଛ୍‌ରେ ବିତିଯାଇଥିଲେ ବି ସେ ବିଧବା ଭତାରୁ ବଁଚିତ୍‌ ହେଇ ରହିଥିବାର ଅଭିଯୋଗ କରିଛନ୍‌। ସୂଚନା ଅନ୍‌ସାରେ କର୍ଲିପାଟ ଗାଁର ବିଧବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri