ଅସହାୟ ପରିବାରକୁ ସାହାଯ୍ୟର ହାତ ବଢ଼ାଇଲେ ସରପଞ୍ଚ
ଲାଠୋର, ୨୨।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡା ପଞ୍ଚାୟତ ଅଧୀନ ଜଲପାଙ୍କେଲ ଗ୍ରାମର ସ୍ବର୍ଗତ ଦୁର୍ଯ୍ୟୋଧନ ମେହେରଙ୍କ ପରିବାରକୁ ସ୍ଥାନୀୟ ସରପଞ୍ଚ ପ୍ରବୀଣ ଅଗ୍ରଓ୍ବାଲ ସହଯୋଗର ହାତ ବଢାଇଛନ୍ତି। ଜ୍ୱରରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପାଟଣାଗଡ ହସ୍ପିଟାଲରେ…
ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ଼ ମାରି ଥାନା ଅଧିକାରୀ ଗଲେ
କଣ୍ଟାବାଞ୍ଜି,୨୨।୪(ଡି.ଏନ.ଏ.) କଣ୍ଟାବାଞ୍ଜି ଥାନା ଅଧିକାରୀ ବିଜୟାନନ୍ଦ କରକରା ଜଣେ ବିଦ୍ୟୁତ୍ କର୍ମଚାରୀଙ୍କୁ ମାଡ଼ ମାରି ଅନ୍ୟତ୍ର ବଦଳି ହୋଇଛନ୍ତି। ଗତ ୧୬ ତାରିଖ ବିଦ୍ୟୁତ୍ ବିଭାଗର କେତେକ କର୍ମଚାରୀ ବିଭାଗୀୟ ଗାଡିରେ ଡ୍ୟୁଟି କରୁଥିଲେ। ହେଲେ ଇନ୍ଦିରା ଛକ ନିକଟରେ ପୋଲିସ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ
ବଲାଙ୍ଗୀର ଅଫିସ, ୨୨ା୪: କରୋନା ପରିସ୍ଥିତିର ମୁକାବିଲା ପାଇଁ ସମ୍ବଲପୁର ଧର୍ମାଞ୍ଚଳ, ଉତ୍ତର ଭାରତ ମଣ୍ଡଳୀ ପକ୍ଷରୁ ୧ଲକ୍ଷ ଟଙ୍କା ଚେକ୍ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି। ଏହି ସହାୟତା ରାଶି ବଲାଙ୍ଗୀର ଅତରିକ୍ତ ଜିଲାପାଳ ଅନନ୍ତ ନାରାୟଣ ସିଂ…
ଅଟୋ, ଟ୍ୟାକ୍ସି ଚାଳକ ପାଇଲେ ଖାଦ୍ୟ ସାମଗ୍ରୀ
ବଲାଙ୍ଗୀର ଅଫିସ,୨୨ା୪: ବଲାଙ୍ଗୀର ସହର ମଧ୍ୟରେ ଚାଲୁଥିବା ଅଟୋ ଓ ଟ୍ୟାକ୍ସି ଚାଳକମାନେ ମାସେ ହେଲା ଘରେ ବସିଛନ୍ତି। ସ୍ଥାନୀୟ ବିଧାୟକ ନରସିଂହ ମିଶ୍ର ଏମାନଙ୍କ ପାଇଁ ନିଜ ବିଧାୟକ ପାଣ୍ଠିରୁ ଶୁଖିଲା ଖାଦ୍ୟ ବ୍ୟବସ୍ଥା କରିଛନ୍ତି ା ପୌର ପରିଷଦ…
୧୩ ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର, ୪୩୫ ଶଯ୍ୟା ପ୍ରସ୍ତୁତ
ଗୁଡଭେଲା,୨୨ା୪(ଡି.ଏନ୍.ଏ.) : କରୋନା ମୁକାବିଲା ପାଇଁ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ୧୩ଟି ପଞ୍ଚାୟତରେ ୧୩ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଥିବା ବେଳେ ୪୩୫ଟି ଶଯ୍ୟା ପ୍ରସ୍ତୁତ ରହିଛି। ଏହି ସମସ୍ତ କେନ୍ଦ୍ରକୁ ବ୍ଲକ ଅଧ୍ୟକ୍ଷ ତଥା…
ଗ୍ରୀନ୍ ଜୋନ୍ରେ ବଲାଙ୍ଗୀର: ଲକ୍ଡାଉନ୍ କୋହଳ ପାଇଁ ସାମାଜିକ ଦୂରତ୍ୱ ହେଲା ଖୋଲା ଉଲ୍ଲଂଘନ
ବଲାଙ୍ଗୀର ଅଫିସ, ୨୧ା୪- ବଲାଙ୍ଗୀର ଜିଲା ଗ୍ରୀନ୍ ଜୋନ୍ରେ ରହିଛି । ଏଭଳି କ୍ଷେତ୍ରରେ ଏପ୍ରିଲ ୨୦ ତାରିଖ ପରେ ଗ୍ରୀନ୍ ଜୋନ୍ ଜିଲାଗୁଡିକରେ ଲକ୍ଡାଉନ୍ କୋହଳ କରାଯିବ ବୋଲି ଆଲୋଚନା ହେଉଥିଲା। ପୂର୍ବରୁ ମେଡିକାଲ ଷ୍ଟୋର, ଗ୍ରୋସରୀ ଦୋକାନ, ଡେଲିମାର୍କେଟ,…
ଜୀବନ ବିନ୍ଦୁ କାର୍ଯ୍ୟକ୍ରମ: ୩୦ୟୁନିଟ ରକ୍ତ ସଂଗ୍ରହ
ଟିଟିଲାଗଡ଼, ୨୧।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅଭାବ ଦେଖାଦେଇଛି। ରକ୍ତ ଅଭାବ ଦୂର ଲାଗି ରାଜ୍ୟ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁଙ୍କ ଆହ୍ବାନ କ୍ରମେ ବିଜୁ…
କାଠ ବୋଝେଇ ଟ୍ରାକ୍ଟର ଜବତ୍, ଜଣେ ଗିରଫ
ଖପ୍ରାଖୋଲ, ୨୧ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ହରିଶଙ୍କର ରେଞ୍ଜ ସାନ ବାଂଜିପାଲି ଗାଁ ନିକଟରେ ଜଙ୍ଗଲ ବିଭାଗ ଚଢାଉ କରି ସୋମବାର ବିଳମ୍ବିତ ରାତିରେ ଖଇର କାଠ ବୋଝେଇ ଏକ ଟ୍ରାକ୍ଟର ଜବତ କରିବା ସହ ଡ୍ରାଇଭରକୁ ଗିରଫ କରିଛି ା ଗିରଫ…
ମ୍ୟୁନିସିପାଲିଟି କରୋନା ଯୋଦ୍ଧାଙ୍କୁ ଔଷଧ ବ୍ୟବସାୟୀ ସଂଘର ସହାୟତା
ବଲାଙ୍ଗୀର ଅଫିସ, ୨୧ା୪: କରୋନା ସଂକ୍ରମଣକୁ ଖାତିର ନ କରି ଲକ୍ଡାଉନ୍ ସମୟରେ ଜନସାଧାରଣଙ୍କୁ ସେବା ଯୋଗାଇ ଆସୁଥିବା ମ୍ୟୁନିସିପାଲିଟି କର୍ମଚାରୀଙ୍କୁ ବଲାଙ୍ଗୀର ଔଷଧ ବ୍ୟବସାୟୀ ସଂଘ ପକ୍ଷରୁ ମାସ୍କ, ହାତଧୁଆ ସାବୁନ୍, ପାଣି ବୋତଲ ଏବଂ ବିସ୍କୁଟ ବଣ୍ଟନ କରାଯାଇଛି।…
ମାସ୍କ ପିନ୍ଧିବା ବାଧ୍ୟତାମୂଳକ ନିୟମକୁ କଡାକଡି କଲେ ତହସିଲଦାର
ଗୁଡଭେଲା ୨୧।୪, (ଡି.ଏନ.ଏ.)- ରାଜ୍ୟରେ ସାଧାରଣ ଲୋକ ମଧ୍ୟ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି । ତେବେ ଲକ ଡାଉନ ନିୟମକୁ ନେଇ ଆଦୌ ସଚେତନ ହେଉନାହାନ୍ତି କିଛି ଲୋକ। ଏଥିପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନଏସି ଓ ପୋଲିସ ଦ୍ୱାରା…
ଲକ୍ଡାଉନ ପ୍ରଭାବ: ଅମଳ ଆଖୁ ବିକିପାରୁନି ଚାଷୀ
ଖପ୍ରାଖୋଲ, ୨୦ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହାର ପ୍ରଭାବ ଲୋକଙ୍କ ଜୀବନଜୀବିକା ଉପରେ ପଡିଛି। ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳର ଆଖୁଚାଷୀ ଲକ୍ଡାଉନ ଯୋଗୁ ସଙ୍କଟରେ ପଡି ଯାଇଛନ୍ତି। ଯେଉଁମାନେ କ୍ଷେତରୁ କାଟି ଆଣିଥିଲେ…
ବଲାଙ୍ଗୀର ପୌରପାଳିକା ବୁଲା ଗୋରୁଙ୍କୁ ଖାଇବାକୁ ଦେଉନି
ବଲାଙ୍ଗୀର, ୨୦ା୪-ଲକ୍ଡାଉନ ଅବଧିକୁ ପ୍ରାୟ ମାସେ ପୂରିବାକୁ ବସିଲାଣି। ବଲାଙ୍ଗୀର ସହରରେ ବୁଲା ଗାଈଗୋରୁ ଭୋକିଲା ଅବସ୍ଥାରେ ବୁଲୁଛନ୍ତି। ରାଜ୍ୟ ସରକାର ବୁଲା ଗାଈଗୋରୁ, କୁକୁରଙ୍କୁ ଖାଦ୍ୟ ଯୋଗାଇବାକୁ ନିର୍ଦ୍ଦେଶ ଦେଇଥିଲେ। ମାତ୍ର ବଲାଙ୍ଗୀର ମ୍ୟୁନିସିପାଲଟିରେ ଏହାକୁ ପାଳନ କରାଯାଉନାହିଁ। ନାମକୁ…

