ବଲାଙ୍ଗୀର

ରକ୍ତ ଅଭାବ ଦୂର କରିବାକୁ ରକ୍ତଦାନ କାର୍ଯ୍ୟକ୍ରମ

ବଲାଙ୍ଗୀର ଅଫିସ,୧୮ା୪- ବଲାଙ୍ଗୀର ନଗର କଂଗ୍ରେସ ପକ୍ଷରୁ ଆରମ୍ଭ ହୋଇଛି ରକ୍ତଦାନ କାର୍ଯ୍ୟକ୍ରମ। ନଗର କଂଗ୍ରେସ ସଭାପତି ବୁଲୁ ଦାନିଙ୍କ ନେତୃତ୍ୱ ତଥା ଜିଲା କଂଗ୍ରେସ କଂଗ୍ରେସ ଉପସଭାପତି ମନୀଷ ମିଶ୍ରଙ୍କ ତତ୍ତ୍ୱାବଧାନରେ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ହସ୍ପିିଟାଲ ପରିସର…

ପ୍ରକଳ୍ପ ଅଧାପନ୍ତରିଆ, ଟ୍ୟାଙ୍କର ପାଣି ଯୋଗାଇ ଦେବାକୁ ଦାବି

ଲାଠୋର, ୧୮ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ସାନଗୁର୍ଜିଭଟା ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ହୋଇଛି। ଫଳରେ ୨ୱାର୍ଡ ବିଶିଷ୍ଟ ଏହି ଗ୍ରାମର ୧୨ଶହରୁ ଊର୍ଦ୍ଧ୍ୱ ଲୋକେ ପାଣି ପାଇଁ ନାହିଁ ନ ଥିବା ସମସ୍ୟାର…

ବଲାଙ୍ଗୀର କୋଭିଡ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ

ବଲାଙ୍ଗୀର ଅଫିସ, ୧୮।୪: ବଲାଙ୍ଗୀର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସ (କିସ) ପରିସରରେ କାର୍ଯ୍ୟକ୍ଷମ କୋଭିଡ ହସ୍ପିଟାଲକୁ ଶନିବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି. କେ. ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ଗତ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ରକ୍ତଦାନ ଶିବିର

ବଲାଙ୍ଗୀର ଅଫିସ, ୧୭।୪- ଆଧୁନିକ ଓଡିଶାର ନିର୍ମାତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସ ଅବସର ଶୁକ୍ରବାର ବଲାଙ୍ଗୀର ଯୁବ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଜରିଆରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି ।…

ସେଣ୍ଟ୍ରାଲ ଚର୍ଚ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧ ଲକ୍ଷ ଟଙ୍କା ସହାୟତା

ବଲାଙ୍ଗୀର ଅଫିସ, ୧୭ା୪- କରୋନା ଭାଇରସ ସଂକ୍ରମଣର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡିଛନ୍ତି । କରୋନା ଲଢ଼େଇକୁ ମଜବୁତ କରିବା ପାଇଁ ଓଡିଶା ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଭିନ୍ନ ସଂସ୍ଥା ତରଫରୁ ସହାୟତା ରାଶି ପ୍ରଦାନ କରାଯାଉଛି…

କରୋନା ମୁକାବିଲା ନେଇ ସଚେତନ କଲେ ଡାକ୍ତରୀ ଟିମ୍‌

ଲୋଇସିଂହା, ୧୭।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଆୟୁଷ ଡାକ୍ତରୀ ଟିମ ଶୁକ୍ରବାର ହୀରାପୁର ପଞ୍ଚାୟତ ଅଞ୍ଚଳ ବୁଲି ଲୋକଙ୍କୁ କରୋନା ସମ୍ପର୍କରେ ସଚେତନତା କରିଥିଲେ। ଆୟୁଷ ଡା.ସଞ୍ଜୀବ ବିଶ୍ୱାଳ, ଡା. ମହାଶ୍ୱେତା ପଣ୍ଡା ଓ ଷ୍ଟାପ ହୀରାପୁର ପଞ୍ଚାୟତର…

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ବିଜୁ ଯୁବ ବାହିନୀର ସହାୟତା

ଦେଓଗାଁ, ୧୭ା୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ବିଜୁ ଯୁବ ବାହିନୀ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୧୦ହଜାର ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି ା କରୋନା ମହାମାରୀ ଆତଙ୍କର ମୁକାବିଲା ପାଇଁ ରାଜ୍ୟ ତଥା ଦେଶରେ ଆର୍ଥିକ ସଂଙ୍କଟ ଦେଖାଦେଇଛି।…

ନିର୍ମାଣ ଶ୍ରମିକ ତାଲିକାରେ ପଞ୍ଜୀକୃତଙ୍କ ନାଁ ନାହିଁ

ବଲାଙ୍ଗୀର ଅଫିସ, ୧୬ା୪- ରାଜ୍ୟ ସରକାର ନିର୍ମାଣ ଶ୍ରମିକଙ୍କୁ ୧୫ଶହ ଟଙ୍କାର ସହାୟତା ଯୋଗାଇ ଦେବାକୁ କହିଥିଲେ। ଏଭଳି ଘୋଷଣା ପରେ ନିର୍ମାଣ ଶ୍ରମିକମାନେ ଲକ୍‌ଡାଉନ୍‌ ସମୟରେ ସରକାରୀ ସହାୟତା ପାଇ କିଛି ମାତ୍ରାରେ ଆଶ୍ୱସ୍ତ ହେବେ ବୋଲି ଆଶା କରିଥିଲେ।…

ଲକ୍‌ଡାଉନ୍‌ରେ ଚୋରା ମଦ ବେପାରର ପର୍ଦ୍ଦଫାଶ

ଲକ୍‌ଡାଉନ୍‌ରେ ଚୋରା ମଦ ବେପାରର ପର୍ଦ୍ଦଫାଶ ବଲାଙ୍ଗୀର ଅଫିସ, ୧୬ା୪- କରୋନା ଲକ୍‌ଡାଉନ୍‌ ନିୟମ ଲାଗୁ ହେବା ପରେ ମଦ ବେପାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇଛି। ବଲାଙ୍ଗୀର ସହର ଓ ଜିଲାର ବିଭିନ୍ନ ସ୍ଥାନରେ ଚୋର ଦେଶୀ ଓ ବିଦେଶୀ ମଦ…

୨ ଶିଶୁକନ୍ୟାଙ୍କୁ ଧରି ଲୁହ ଢାଳୁଛନ୍ତି ଯୁବତୀ

ଲୋଇସିଂହା, ୧୬।୪ (ଡି.ଏନ.ଏ.): ପ୍ରେମ ବିବାହ କରିବା ଜଣେ ଯୁବତୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଗର୍ଭବତୀ ସ୍ତ୍ରୀ, ୭ ବର୍ଷର ଶିଶୁକନ୍ୟାକୁ ଛାଡି ସଂପୃକ୍ତ ଯୁବକ ଗତ ଜାନୁୟାରୀରୁ ଫେରାର ହୋଇଯାଇଛନ୍ତି। ଏପରି ଘଡିସନ୍ଧି ସମୟରେ ଗତ ୬…

ଆନ୍ଧ୍ରରୁ ରେଳ ଲାଇନ୍‌ରେ ଚାଲି ଚାଲି ଗାଁକୁ ଫେରିଲେ ୪ ଦାଦନ ଶ୍ରମିକ

କଣ୍ଟାବାଞ୍ଜି, ୧୬।୪(ଡି.ଏନ.ଏ.)- କରୋନା ମହାମାରର ସଂକ୍ରମଣ ରୋକିବା ପାଇଁ ସାରା ଦେଶ ଲକ୍‌ ଡାଉନ ରହିଛି। ଏଣୁ ଟ୍ରେନ୍‌ ସହ ଯାନବାହାନ ବନ୍ଦ ରହିଛି। ହେଲେ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ୍‌ ତଥା କଣ୍ଟାବାଞ୍ଜି ଥାନା ଅଧୀନ ହିଆଁଲ ପଞ୍ଚାୟତ ଡୁମେରଚୁଆଁ…

ଫୁଲଚାଷକୁୁ କରୋନା ମାଡ଼

ଲୋଇସିଂହା, ୧୬।୪(ଡି.ଏନ.ଏ.) ବଗିଚାରେ ନାନାଦି ଫୁଲର ସମ୍ଭାର। ହେଲେ ସବୁ ଫୁଟି ମଉଳି ଯାଉଛି। ଲକ୍‌ଡାଉନ କଟକଣା ଯୋଗୁ ଫୁଲଚାଷ ଆଜି ସଙ୍କଟରେ ପଡିଛି। ଏଥିରେ ପ୍ରଭାବିତ ହୋଇଛନ୍ତି ବଲାଙ୍ଗୀର ଜିଲା ଆଗଲପୁର ଅଞ୍ଚଳର ଫୁଲଚାଷୀ ସୁଶୀଲ ବିଶ୍ୱାଳ। ସୁଶୀଲ(୩୫)ଙ୍କ ଶିକ୍ଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?