ବଲାଙ୍ଗୀର

ଆଳୁ ଗୋଦାମ ଶ୍ରମିକଙ୍କୁ ସ୍ବଚ୍ଛତା କିଟ୍‌, ମାସ୍କ ବଣ୍ଟନ

ବଲାଙ୍ଗୀର ଅଫିସ, ୨୪ା୪- ବଲାଙ୍ଗୀର ସହରର ଆଳୁ ଗୋମାମଗୁଡିକରେ କାର୍ଯ୍ୟରତ ଶ୍ରମିକଙ୍କୁ କରୋନା ସଚେତନତା ସହ ସ୍ବଚ୍ଛତା କିଟ୍‌ ଓ ମାସ୍କ ବଣ୍ଟନ କରାଯାଇଛି । ମାହେଶ୍ୱରୀ ସଙ୍ଗଠନ ଏବଂ ଭାଗ୍ୟଲକ୍ଷ୍ମୀ ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟା, ସଦସ୍ୟମାନେ ସ୍ବଚ୍ଛତା କିଟ୍‌…

ବନ୍ଦ ହେବ ହରିଶଙ୍କର ନୃସିଂହ ଚତୁର୍ଦ୍ଦଶୀ ବୈଶାଖ ମେଳା

ଖପ୍ରାଖୋଲ, ୨୪ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ପୀଠରେ ବୈଶାଖ ମାସରେ ନୃସିଂହ ଚତୁର୍ଦ୍ଦଶୀ ମେଳା ହୋଇଥାଏ। ହେଲେ ଚଳିତ ବର୍ଷ ମହାମାରୀ କରୋନା ସାରା ବିଶ୍ୱରେ ଚିନ୍ତା ବଢାଇଥିବାବେଳେ ମାସେ ହେଲା ଲକଡାଉନ୍‌ ଲାଗିଛି ା ଏହି ସମୟରେ…

ଭଦ୍ରକରୁ ଆସିଥିବା ଅଧିକାରୀଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ବଲାଙ୍ଗୀର ପଠାଗଲା

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.) : ଲକ୍‌ଡାଉନ ସତ୍ତ୍ୱେ ଭଦ୍ରକ ଜିଲାରୁ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଶିକ୍ଷା କାର୍ଯ୍ୟାଳୟକୁ ଆସିଥିବା ଜଣେ ଅଧିକାରୀଙ୍କ ବିଷୟରେ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ ଶୁକ୍ରବାର ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ନେତୃତ୍ୱରେ ଉକ୍ତ ଅଧିକାରୀଙ୍କୁ ଏକ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୫ ହଜାର ଟଙ୍କା ପ୍ରଦାନ

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଧାନଘରା ଗ୍ରାମର ମା’ଲକ୍ଷ୍ମୀ ନାରାୟଣୀ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ୫ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଗୁଡଭେଲା ସିଡିପିଓ ସୌଦାମିନୀ ପ୍ରଧାନଙ୍କ ଜରିଆରେ ପ୍ରଦାନ କରିଛନ୍ତି। କରୋନା ମୁକାବିଲା…

ପରିବା ମାର୍କେଟ୍‌କୁ ତିନିପଟରୁ ସିଲ୍‌ କଲା ପ୍ରଶାସନ

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ସହରରେ ପ୍ରତ୍ୟେକ ଦିନ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ହାଟ ବସୁଥିବା ବେଳେ ଲୋକେ ଦୁଇ ଚକିଆରେ ପନିପରିବା କିଣିବା ପାଇଁ ଆସୁଥିଲେ। ଫଳରେ ଲୋକଙ୍କୁ ଅଟକାଇବା ପାଇଁ ପୋଲିସ ନାକେଦମ ହୋଇପଡୁଥିଲା। ଏହାକୁ ଦୃଷ୍ଟିରେ…

ବାଲେଶ୍ୱର ଲିଙ୍କ୍‌କୁ ନେଇ ଉତ୍ତେଜନା

ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍‌ ଜୋନ୍‌ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା ସହରର ହାଟପଦା ପଡାର ଏକ ଘରେ ସମ୍ପୃକ୍ତ ବ୍ୟକ୍ତି ରହିଥିବା ଖବର ପାଇ…

ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ: ମିଳୁନାହିଁ ସର୍ବନିମ୍ନ ସହାୟକ ମୂଲ୍ୟ

ବଲାଙ୍ଗୀର ଅଫିସ, ୨୪ା୪ – ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଜଙ୍ଗଲ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ପାରମ୍ପରିକ ବନବାସୀଙ୍କ ଏକ ମୁଖ୍ୟ ଉପଜୀବ୍ୟ ଭାବେ ରହିଆସିଛି ା ଏହା ସେମାନଙ୍କ ସାମାଜିକ ସୁରକ୍ଷାରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା…

ଦୁର୍ଦ୍ଦିନରେ ରଙ୍ଗତୁଳୀ କାରିଗର, ସହାୟତା ପାଇଁ ପ୍ରଶାସନର ଦ୍ୱାରସ୍ଥ

ବେଲପଡା, ୨୩ା୪(ଡି.ଏନ.ଏ.)-କରୋନା ଲକ୍‌ଡାଉନ ଯୋଗୁଁ ବଲାଙ୍ଗୀର ଜିଲା ବେଲପଡା ବ୍ଲକ ଅଞ୍ଚଳର ରଙ୍ଗତୁଳୀ କାରୀଗର ଓ ଏଥିରେ ନିୟୋଜିତ ଶ୍ରମିକ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି। ବେଲପଡା ମା ବିଣାପାଣି ଆର୍ଟ ଆସୋସିଏଶନ ସଭାପତି ଚନ୍ଦ୍ରମଣି ଦଣ୍ଡସେନା, ସମ୍ପାଦକ ନନ୍ଦୁ କିଶୋର ତାଣ୍ଡିଙ୍କ…

କଂଗ୍ରେସ ଅଧ୍ୟକ୍ଷାଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ, ମାମଲା ଦାୟର କଲେ ନରସିଂହ

ବଲାଙ୍ଗୀର ଅଫିସ, ୨୩ା୪-ମହାରାଷ୍ଟ୍ରର ପାଲଘର ମବ୍‌ ଲିଚିଂ ଘଟଣାର ପ୍ରସାରଣରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ଦଳ ବିରୋଧରେ ଅପମାନଜନକ ମନ୍ତବ୍ୟ ରଖିଥିଲେ ଜାତୀୟସ୍ତରର ଏକ ବୈଦ୍ୟୁତିକ ଗଣମାଧ୍ୟମର ମୁଖ୍ୟ ସମ୍ପାଦକ। ତାଙ୍କ ବିରୋଧରେ ବିଧାୟକ ନରସିଂହ ମିଶ୍ର…

ଲକ୍‌ଡାଉନ ବେଳେ ଚାଲିଛି ମଦ କାରବାର, ୬ ଗିରଫ

ଟିଟିଲାଗଡ଼, ୨୩।୪ (ଡି.ଏନ.ଏ.): ଲକ୍‌ଡାଉନ କଟକଣା ବେଳେ ଚାଲିଛି ମଦର ଅବାଧ କାରବାର। ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ବ୍ୟାପକ ରନ୍ଧା ମଦ କାରବାର ନେଇ ପୋଲିସ ଏବଂ ଅବକାର ବିଭାଗ ପକ୍ଷରୁ ପୃଥକଭାବେ ଚଢାଉ କରାଯାଇ ବ୍ୟାପକ ପରିମାଣରେ ମଦ…

ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଷ୍ଟର ମାଧ୍ୟମରେ ସଚେତନତା

ପାଟଣାଗଡ, ୨୩ା୪(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ଏବଂ ତୁରେକେଲା ବ୍ଲକର ମାଓବାଦୀ ପ୍ରଭାବିତ ଅଞ୍ଚଳର ବିଭିନ୍ନ ଗ୍ରାମରେ କରୋନା ଭୁତାଣୁକୁ ନେଇ ପୋଷ୍ଟର ମାଧ୍ୟମରେ ସଚେତନତା କରାଯାଇଛି। ତ୍ରିଲିଙ୍ଗେଶ୍ୱର, ଜୁନାନୀବାହାଲ, ରେଙ୍ଗାଲି, ବର୍ତିଆ, ସୁନାମୁଦି, ବୁଢାଛାପର, ମହଖଣ୍ଡ, ସାଲେପାଲି, ପଖନମୁଣ୍ଡା…

ଗଣ୍ଡାବାଜା କଳାକାରଙ୍କୁ କରୋନା ମାଡ଼

ଲାଠୋର,୨୩।୪ (ଡି.ଏନ.ଏ.): କରୋନା ମୁକାବିଳା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଲକ୍‌ ଡାଉନ୍‌ ଘୋଷଣା କରଛନ୍ତି। ଏହାଦ୍ୱାରା ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଣୁ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଅଞ୍ଚଳର ଗଣ୍ଡାବାଜା କଳାକାର ମଧ୍ୟ ଦୁର୍ଦିନରେ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?