ବଲାଙ୍ଗୀର

ଦାଉ ସାଧ୍‌ଲା ବରଷା: ବାସହୀନ ହେଲେ ମା’ବାପ୍‌ ଛେଉଁଡ୍‌ କୁବେର

ଲାଠୋର, ୧୧ା୯ (ଡି.ଏନ୍‌.ଏ.): ଗଲା କେତେଦିନ ଧରି ହେଇଥିବାର ଲଘୁଚାପ ବରଷାରେ ବଲାଙ୍ଗୀର ଜିଲାରେ ବହୁତ୍‌ ଲୁକ୍‌କର କ୍ଷୟକ୍ଷତି ହେଇଛେ। ସେନ୍‌ତା ଜିଲାର ଖପ୍ରାଖୋଲ ବ୍ଲକ ଲାଠୋର ଗଁାର ଆରଝନେ ଗରିବ୍‌କଁର ଘର ବରଷା ପାଏନ୍‌ରେ ଭାଂଗି ଯାଇଥିବାର ଜନାଯାଇଛେ। ସୂଚନା…

୭୨ବର୍ଷ ପରେ ଭୁର୍ଷିବାଂଜି ଗାଁରେ ଜଳିଲା ବିଜୁଳି

ଖପ୍ରାଖୋଲ, ୧୦ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ଭୁର୍ଷିବାଂଜି ଗାଁରେ ବିଜୁଳି ଆଲୁଆ ମଙ୍ଗଳବାର ଜଳିଛି ା ଗ୍ରାମବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷାର ଅନ୍ତ ଘଟିଛି । ସ୍ବାଧୀନତାର ୭୨ ବର୍ଷ ପରେ ଏହି ଗାଁ ଲୋକ…

ଦାଉ ସାଧ୍‌ଲା ଲଘୁଚାପ ବରଷା: ବାସହୀନ ହେଲେ ଅନେକ ପରିବାର

  ଲାଠୋର, ୧୦ା୯ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲାରେ ଦିନାକେତେ ହେଲା ଲଘୁଚାପ ପରଭାବରେ ଭରଷା ଲାଗି ରହିଛେ। ବରଷା ପାଏନ୍‌ରେ ଅନେକ୍‌ ପରିବାରର ଘରଦୁଆର ଭାଂଗି ବେସାହାରା ହେଇଯାଇଛନ୍‌। ସେନ୍‌ତା ଅନେକ ଲୁକ୍‌କର ଘର ଭିତରେ ଅଁାଠେ ପାଏନ୍‌ ପଶି ସବୁ…

ବରଷାରେ ଘର ଭାଂଗ୍‌ଲା: ମୁଡେ ଲାଗର ବୋଝ୍‌, କୁଟୁମ୍‌ ଚିନ୍‌ତା

ଲାଠୋର, ୯ା୯ (ଡି.ଏନ୍‌.ଏ.):  ଗଲା ଦିନାକେତେ ହେଲା ଲଘୁଚାପ ପରଭାବରେ ପଶ୍ଚିମ ଓଡ଼ିଶାର ଅନେକ ଜିଲାରେ ବରଷା ଲାଗି ରହିଛେ। ବରଷା ପାଏନ୍‌ରେ ଗଲା ଶନିବାର ରାତି ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ଅଧୀନ ପିପଲବାହାଲ ବାଗପଡ଼ାର ବଲରାମ…

ବରଷାରେ ଘର ଭାଂଗଲା, ବରତିଲେ ୩ ମା’ଝି

ଲୋଇସିଂହା, ୯।୯ (ଡି.ଏନ୍‌.ଏ):  ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଂଚଲରେ ଗଲା ଗୁରୁବାରନୁ ବରଷା ଲାଗି ରହିଛେ। ଇ ବରଷାରେ ବ୍ଲକ ଅଧୀନ ନେଗିପାଲି ଗଁାର ଝନେ ନିସାହା ବିଧବା ବୁଢ଼ିକଁର ଘର ଭାଂଗି ଯାଇଛେ। ଘରେ ଖାଇପିଇ ମା’ ଆର…

ବଲାଙ୍ଗୀର ଜିଲା ଚିଠି: ମରୁଡ଼ି ପରେ ବନ୍ୟା ଚିନ୍ତା

ବଲାଙ୍ଗୀର ଏକ ମରୁଡ଼ିପ୍ରବଣ ଜିଲା ଭାବେ ପରିଚିତ। ସ୍ବଳ୍ପ ବୃଷ୍ଟିପାତ କାରଣରୁ ଜିଲାରେ କ୍ରମାଗତ ମରୁଡ଼ି ଓ ଜଳସଙ୍କଟ ଏକ ସାଧାରଣ କଥା। ଖରାଦିନରେ ଗାଁ ଓ ସହର ଉତ୍ତପ୍ତ କଡ଼େଇରେ ପରିଣତ ହୋଇଯାଏ। ଲୋକେ ଅସହ୍ୟ କଷ୍ଟ ଭୋଗନ୍ତି। ଟିଟିଲାଗଡ଼…

ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ: ଗଗନୟାନରେ ମହାକାଶ ଯିବେ ବଲାଙ୍ଗୀରର ନିଖିଲ ରଥ

ବଲାଙ୍ଗୀର ଅଫିସ, ୮।୯: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ଗଗନୟାନ ପାଇଁ ଭାରତୀୟ ବାୟୁସେନା ପକ୍ଷରୁ ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ ପ୍ରକ୍ରିୟା ଇତିମଧ୍ୟରେ ଶେଷ ହୋଇଛି ା ମିଶନ୍‌ ଗଗନୟାନର ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ…

ପ୍ରବଳ ବର୍ଷାରେ ଘରେ ପଶିଲା ପାଣି: ଡ୍ରେନ ସଫେଇ ଦାବିରେ ରାସ୍ତାରୋକୋ

ବଲାଙ୍ଗୀର ଅଫିସ, ୬ା୯: ବଲାଙ୍ଗୀର ସହରରେ ଶୁକ୍ରବାର ସକାଳ ୮ଟାରୁ ପ୍ରାୟ ୨ ଘଣ୍ଟାର ପ୍ରବଳ ବର୍ଷାରେ ଅନେକ ଅଞ୍ଚଳରେ ପୁଣି ଥରେ ବନ୍ୟା ଭ୍ରମ ସୃଷ୍ଟି ହୋଇଥିଲା । ରାସ୍ତାଘାଟ ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେବା ସହ ଶତାଧିକ…

ଅଙ୍ଗନଓ୍ବାଡି କର୍ମୀଙ୍କ ସିଡିପିଓ ଅଫିସ ଘେରାଉ

ଲୋଇସିଂହା,୬।୯(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସିଡିପିଓ ଜ୍ୟୋତିର୍ମୟୀ ନାଏକ ଜନୈକ କର୍ମୀଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ଶୁକ୍ରବାର ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ସିଡିପିଓ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଂଘ ସଭାନେତ୍ରୀ ରୋହିନୀ ବିଶିଙ୍କ ନେତୃତ୍ୱରେ କର୍ମୀମାନେ ଏକାଠିହୋଇ ଦୃଢ…

ମୁଖ୍ୟମନ୍ତ୍ରୀ ଦେଲେ ନିରଦେଶ: ଉପ୍‌କାର ପାଏଲେ ୪ ଅସାହା ଲୋକ୍‌

ଲାଠୋର, ୬ା୯ (ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲାପାଲକୁଁ ଟୁଇଟର ଜରିଆରେ ୪ ଝନ୍‌ ଅସାହା ଲୁକ୍‌କୁ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ ଦେବାକେ ନିରଦେଶ ଦେଇଥିବାର ଜନାଯାଇଛେ। ମୁଖ୍ୟମନ୍ତ୍ରୀକଁର ନିରଦେଶ ଅନ୍‌ସାରେ ବଲାଙ୍ଗୀର ଜିଲାପାଲ ଇ ୪…

ସଫଳ ଶିକ୍ଷକ ଭିତରେ ଛାତ୍ରର ପ୍ରତ୍ୟାଶା ରହିଥାଏ

ବଲାଙ୍ଗୀର ଅଫିସ, ୬ା୯ – ବଲାଙ୍ଗୀର ରୋଟାରୀ କ୍ଳବ ଅଫ୍‌ ଇଲିଟ୍‌ ପକ୍ଷରୁ ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ସଭାକକ୍ଷରେ ଗୁରୁଦିବସ ପାଳନ କରାଯାଇଛି ା କ୍ଳବ ପକ୍ଷରୁ ସରକାରୀ ସ୍କୁଲର ଛାତ୍ରୀମାନଙ୍କ ପାଇଁ ଚାଲିଥିବା ଅଭିନବ ଶିକ୍ଷା…

ବିଦ୍ୟୁତ୍‌ ନେଲା ୬ ଜୀବନ

ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇ ଦମ୍ପତି ମୃତ ଲୋଇସିଂହା,୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗ୍ରାମରେ ବୁଧବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରଜନୀ ନାଗ(୩୦) ଓ ତାଙ୍କ ସ୍ବାମୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri