ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି l ବିଭିନ୍ନ ଜିଲାର ମଣ୍ଡି ଓ ଧାନ ଖଳାରେ ଚାଷୀମାନଙ୍କ ଧାନ ପଡିରହିଥିଲେ...
ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ବସିଥିଲା। ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ...
ଶୁଳିଆଯାତ୍ରାରେ ଶ୍ରଦ୍ଧାଳୁଙ୍କ ଭିଡ଼: ପହଞ୍ଚିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର, ପଶୁବଳିରେ…
ବଲାଙ୍ଗୀର,୨୩ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା, କୁମୁରିଆ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ଶାନ୍ତିଶୃଙ୍ଖଳା ସହ ପାଳିତ ହୋଇଛି ଶୁଳିଆ ଯାତ୍ରା। ଏହି ଯାତ୍ରାରେ ବିଭୁକୃପା ଲାଭ କରିବା ପାଇଁ ଶ୍ରଦ୍ଧାଳୁଙ୍କର ପ୍ରବଳ...
ରକ୍ତରଞ୍ଜିତ ହେଲା ଶୁଲିଆ ପୀଠ, ପଡିଲା ପଶୁବଳି
ବଲାଙ୍ଗିର,୨୩/୧୨ (ସୁନିଲ କୁମାର ମହାନ୍ତି): ଆଜି ପ୍ରସିଦ୍ଧ ପ୍ରସିଦ୍ଧ ଶୁଲିଆ ଯାତ୍ରା । ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ଖଇରଗୁରାସ୍ଥିତ ବଡ଼ଖଳା ଓ ସାନଖଳାରେ ପାରମ୍ପରିକ ରୀତିନୀତି ଅନୁସାରେ ମଙ୍ଗଳବାର ପାଳିତ ହୋଇଛି ଶୁଲିଆ ଯାତ୍ରା । ସୋମବାର ବିଳମ୍ବିତ...
ମହିଳା କର୍ମଚାରୀଙ୍କୁ ଅଶ୍ଳିଳ ବ୍ୟବହାର: କଲେଜ ସଂପାଦକ ଗିରଫ
ବଲାଙ୍ଗିର,୨୨।୧୨(ସୁନିଲ କୁମାର ମହାନ୍ତି): ମହିଳା କର୍ମଚାରୀଙ୍କୁ ଅଶ୍ଳୀଳ ବ୍ୟବହାର ଓ ଧମକଚମକ ଦେବା ଅଭିଯୋଗରେ ଜଣେ ଘରୋଇ କଲେଜର ସମ୍ପାଦକଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତ ଜଣକ ହେଉଛନ୍ତି ବଲାଙ୍ଗିର ସଦର ବ୍ଲକ ଅଞ୍ଚଳରେ ଥିବା ଏକ ଘରୋଇ...
ସଫେଇ କରିବାକୁ କହି ମହିଳାଙ୍କଠାରୁ ସୁନା ଚେନ୍ ଲୁଟିନେଲେ ଯୁବକ, ଆଉ ତା’ପରେ…
ବଲାଙ୍ଗୀର, ୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡାଠାରେ ସଫେଇ ନାଁରେ ଦୁଇ ଜଣ ଯୁବକ ଜଣେ ମହିଳାଙ୍କଠାରୁ ସୁନା ଚେନ୍ ଲୁଟି ଫେରାର୍ ହୋଇଯାଇଛନ୍ତି। ମହିଳାଙ୍କ ଘରକୁ ପଶି ଦୁଇ ଯୁବକ ସୁନା ଚେନ୍ ସଫେଇ କରିବାକୁ ମହିଳାଙ୍କୁ...
ହୋଟେଲ ଭମର୍ସ ସିଲ୍ କଲା ପୌର ପ୍ରଶାସନ
ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଓ ମାଜିଷ୍ଟ୍ରେଟ ଅଶୋକ ମିଶ୍ରଙ୍କ ଉପସ୍ଥିତିରେ ଏହି ହୋଟେଲକୁ ସିଲ୍ କରାଯାଇଛି।...
ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍
ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ ବ୍ୟାଙ୍କରେ ପଶି ଲୁଟ କରିବା ପରେ ଭିତର ପଟୁ ଲକ୍ କରି ଫେରାର୍...
ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…
ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ ଗାଡି ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁଇଗାଡ଼ିର ସାମ୍ନାପଟ ଭାଙ୍ଗିରୁଜି ଚୁରମାର...
ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…
ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଥିଲା। ମୃତ ଯୁବକ ଜଣକ ହେଲେ ଉକ୍ତ ଗ୍ରାମର ଅକ୍ଷୟ...
‘ଗୁଣାତ୍ମକ ଶିକ୍ଷା ବିନା ଦେଶର ପ୍ରଗତି ଅସମ୍ଭବ’
ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖର୍ଲିକାନିସ୍ଥିତ ଶେମର୍ଫୋଡ ଫ୍ୟୁଚ୍ରିଷ୍ଟିକ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ୧୩ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ସମ୍ପାଦକ ସଞ୍ଜୀବ କୁମାର ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଡକ୍ଟର ପ୍ରତାପ...
ମଣ୍ଡି ଖୋଲିବା ଦାବିରେ ଜିଲାପାଳଙ୍କ ଅଫିସ ସମ୍ମୁଖରେ ଧାରଣା ଦେଲେ ଚାଷୀ
ବଲାଙ୍ଗୀର,୨୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାର ଅଧିକାଂଶ ମଣ୍ଡି ଏ ଯାଏ ଖୋଲିପାରିନାହିଁ। ଯାହା ଫଳରେ ଚାଷୀମାନେ ଧାନ ବିକ୍ରି କରି ନ ପାରି ହଇରାଣ ହରକତ ହେଉଛନ୍ତି। ତେଣୁ ଶନିବାର ଜିଲା କୃଷକ ସଂଘ ତରଫରୁ ବଲାଙ୍ଗୀର ଜିଲାପାଳଙ୍କ...
Archives


