ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…
ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଫରେଷ୍ଟର ହେଉଛନ୍ତି ବ୍ୟାସଦେବ ସାହୁ ।…
ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…
ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ ରିଙ୍କି ସେଠଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ପାରିବାରିକ କଳହକୁ ନେଇ ମଦନିଶାରେ…
ବଲାଙ୍ଗୀରରେ ବିଶ୍ୱକର୍ମା ପୂଜା
ବଲାଙ୍ଗୀର, ୧୭।୯: ବଲାଙ୍ଗୀର ସହରର ବିଭିନ୍ନ ସ୍ଥାନରେ ଗୁରୁବାର ବିଶ୍ୱକର୍ମା ପୂଜା ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଛି। ବଲାଙ୍ଗୀର ନୂତନ ବସ ଟର୍ମିନାଲଠାରେ ଘରୋଇ ବସ ମାଲିକ ସଂଘ ପକ୍ଷରୁ ବିଶ୍ୱକର୍ମା ପୂଜା କରାଯାଇଥିଲା। ସହରର ଆଇନ ମହାବିଦ୍ୟାଳୟ…
ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା
ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ ଗାଁ ଛତାମଖନା ଗସ୍ତ କରି ଗ୍ରାମବାସୀ, ଆତ୍ମୀୟ ସ୍ୱଜନ ଓ ବନ୍ଧୁବାନ୍ଧବଙ୍କ ସହ…
୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ
ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ମହୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଶିରାବାହାଲ ଗ୍ରାମବାସୀ। ଗତ ୧୯ ବର୍ଷ…
ଶୈଳଶ୍ରୀ ପ୍ୟାଲେସ୍ରେ ନୂଆଁଖାଇ ପାଳିଲେ ରାଜ ପରିବାର
ବଲାଙ୍ଗୀର, ୧୫/୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ଅବସରରେ ମଙ୍ଗଳବାର ବଲାଙ୍ଗୀର ଶୈଳଶ୍ରୀ ପ୍ୟାଲେସ୍ରେ ରାଜପରିବାରର ସଦସ୍ୟମାନେ ନୂଆଁଖାଇ ପାଳନ କରିଥିଲେ। ପ୍ୟାଲେସ୍ ପରିସରରେ ଥିବା ମନ୍ଦିରରେ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ରାଜପରିବାରର ସଦସ୍ୟମାନେ ଏକାଠି ବସି ନୂଆ…
ବଲାଙ୍ଗୀରରେ ନୂଆଁଖାଇ ଉତ୍ସାହ: ମା’ ପାଟଣେଶ୍ୱରୀ, ମା’ ସମଲେଶ୍ୱରୀଙ୍କଠାରେ ନବାନ୍ନ ଅର୍ପଣ
ବଲାଙ୍ଗୀର, ୧୫।୯ (ସୁନିଲ କୁମାର ମହାନ୍ତି): ଗଣପର୍ବ ନୂଆଁଖାଇ ପାଇଁ ମଙ୍ଗଳବାର ବଲାଙ୍ଗୀର ଜିଲାର ପୁରପଲ୍ଲୀ ଉତ୍ସବମୁଖର ହୋଇଉଠିଛି। ଜିଲାର ବିଭିନ୍ନ ଗାଁ ଓ ସହରରେ ଉତ୍ସାହ ଉଦ୍ଦୀପନାର ସହ ନୂଆଁଖାଇ ପାଳନ କରାଯାଇଛି। ପ୍ରଥମେ ପାଟଣା ରାଜ୍ୟର ଇଷ୍ଟଦେବୀ ମା’…
ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ
ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ ତଥା ୪୮ ପାଟର ଇଷ୍ଟଦେବୀ ମା’ ପାଟଣେଶ୍ୱରୀଙ୍କ ମନ୍ଦିରରେ ନୂଆଁଖାଇ ପାଇଁ ନୂଆ…
ସ୍କୁଲ ବସ୍ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର
ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ସ୍କୁଲ ବସ୍ ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବାବେଳେ…
ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା
ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର ଭୂମିକା ସବୁଠୁ ମହତ୍ତ୍ବପୂର୍ଣ୍ଣ । ମାଟିପାତ୍ରର ମହକରେ ମହକୁଥାଏ ନୂଆଁଖାଇ। ନୂଆଁଖାଇ ତିହାରରେ…
ଫ୍ୟାନ୍ସି ଷ୍ଟୋରରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ
ବଲାଙ୍ଗିର,୧୦।୯(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବଜାରପଡ଼ା ନିକଟରେ ଥିବା ଏକ ଫ୍ୟାନ୍ସି ଷ୍ଟୋରରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଦୋକାନ ଭିତରେ ଥିବା ବିଭିନ୍ନ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି କ୍ଷୟକ୍ଷତି ହୋଇଥିବା…
ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ୩ ବର୍ଷ ଝିଅକୁ ହତ୍ୟା ଉଦ୍ୟମ କରି ନିଜେ…
ବଲାଙ୍ଗୀର,୯ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବେଲପଡ଼ା ଅଞ୍ଚଳରେ ଦିନକୁ ଦିନ ଅପରାଧ ବଢ଼ିବାରେ ଲାଗିଛି, ବାରମ୍ବାର ଚୋରି ଡକାୟତ ପରେ ବୁଧବାର ପୁଣି ବେଲପଡ଼ା ଥାନା ଭରୁଆପାଲି ଗାଁରେ ପୁଣି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି, ସ୍ବାମୀର ଟାଙ୍ଗିଆ…

