ବଲାଙ୍ଗୀର

ପାଣିଟାଙ୍କି ନିର୍ମାଣକୁ ବର୍ଷେ ପୂରିଲା, କାର୍ଯ୍ୟକ୍ଷମ ହେଉନି: ପାନୀୟଜଳ ଯୋଗାଣ ନେଇ ବିଡିଓଙ୍କ ଦ୍ୱାରସ୍ଥ ଗ୍ରାମବାସୀ

ଲାଞ୍ଜିଗଡ଼,୨୫।୪(ରମେଶ ଚନ୍ଦ୍ର ନାୟକ):କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ତଳକାଳିମା ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ପାନୀୟଜଳ ଯୋଗାଇବାକୁ ନେଇ ଗ୍ରାମବାସୀ ଶୁକ୍ରବାର ଲାଞ୍ଜିଗଡ଼ ବିଡିଓଙ୍କ ଦ୍ବାରସ୍ଥ ହୋଇ ଏକ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି।…

ମୁଖ୍ୟମନ୍ତ୍ରୀ-ନରସିଂହ ମିଶ୍ରଙ୍କ ରୁଦ୍ଧଦାର ବୈଠକ: ଆଲୋଚନାକୁ ନେଇ ବଢ଼ୁଛି ଚର୍ଚ୍ଚା 

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ଓ ନରସିଂହ ମିଶ୍ରଙ୍କ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଆଲୋଚନା କଲେ, ଦାବିପତ୍ର ଦେଲେ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଶୁକ୍ରବାର ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର ସ୍ଥାନୀୟ ସର୍କିଟ ହାଉସଠାରେ ଭେଟି ଆଲୋଚନା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଏବଂ ନରସିଂହଙ୍କ…

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଚାଷୀନେତା-ରାଜନେତା ଅଟକ: ଆଗୁଆ ଗିରଫ ପ୍ରତିବାଦରେ ଥାନାରେ ଆଗରେ ଅନଶନରେ ବସି…

ବଲାଙ୍ଗୀର,୨୪ା୪(ସୁନିଲ କୁମାର ମହାନ୍ତି): ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତ ପୂର୍ବରୁ ଜିଲାର ଏକାଧିକ ଚାଷୀନେତା ଓ ରାଜନେତାଙ୍କୁ ଆଗୁଆ ଗିରଫ କରାଯାଇଛି। ବଲାଙ୍ଗୀର ଜିଲା ମିଳିବ କୃଷକ ମଞ୍ଚ ଆବାହକ ଆକାଶ ମିଶ୍ରଙ୍କୁ ଗୁରୁବାର ବିଳମ୍ବିତ ରାତିରେ…

ସ୍ବାମୀଙ୍କ ମୃତ୍ୟୁକୁ ସହି ପାରିଲେନି, ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ପଡିଲେ ସ୍ତ୍ରୀ

ବଲାଙ୍ଗୀର ,୨୪।୪ (ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲରେ ଏକ ଅଘଟଣ ଘଟଣା ଘଟିଯାଇଛି। ହସ୍ପିଟାଲ ୱାର୍ଡ ଛାତରୁ ଡେଇଁ ଜଣେ ମହିଳା ଜୀବନ ହାରିଛନ୍ତି। ମୃତ ମହିଳାଙ୍କ ନାଁ ପଦ୍ମିନୀ ବାଗ । ତାଙ୍କ…

ଆଜି ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗୀର ଗସ୍ତ, ବିଭିନ୍ନ ଥାନାରେ ନେତାଙ୍କୁ ଅଟକ ରଖିଲା ପୋଲିସ

ବଲାଙ୍ଗୀର,୨୪।୪(ସୁନିଲ କୁମାର ମହାନ୍ତି): ଆଜି ବଲାଙ୍ଗୀର ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗାନ୍ଧୀ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଗସ୍ତ ପୂର୍ବରୁ ଜିଲାର ବିଭିନ୍ନ ଥାନାରେ…

ସପ୍ତାହେ ହେଲା କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଅଚଳ: ପିଇବା ପାଣି ପାଇଁ ହନ୍ତସନ୍ତ

ଲୋଇସିଂହା,୨୪।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅଧୀନ କର୍ଲିପାର୍ଟ ଜଳ ଯୋଗାଣ ପ୍ରକଳ୍ପ ଗୋଟିଏ ସପ୍ତାହ ହେଲା ଅଚଳ ହୋଇପଡ଼ିଛି। ପ୍ରକଳ୍ପର କେବୁଲକୁ କେହି ଦୁର୍ବୃତ୍ତ ପୋଡ଼ି ଦେଇଥିବା ଅଭିଯୋଗ ହୋଇଛି। ଏହି କାରଣରୁ କର୍ଲିପାର୍ଟ ବସ୍ତିକୁ ଜଳଯୋଗାଣ ଠପ୍‌…

ମିଛ ପ୍ରତିଶ୍ରୁତିକୁ ନେଇ ଗର୍ଜିଲା ବିଜେଡି: ପ୍ରଧାନମନ୍ତ୍ରୀ, ସ୍ବାସ୍ଥ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ

ଲୋଇସିଂହା,୨୩।୪।୨୬( ସୁଶାନ୍ତ ବାରିକ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଲାଙ୍ଗୀର ଗସ୍ତ ରହିଛି। ଏହାପୂର୍ବରୁ ଆଜି ବିଭିନ୍ନ ଦାବି ନେଇ ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନମଣ୍ଡଳୀ ବିଜୁ ଜନତା ଦଳ ତତଫରୁ ଲୋଇସିଂହା ବ୍ଲକ କାର୍ଯ୍ୟାଳୟ ଆଗରେ ଲୋଇସିଂହା ବ୍ଲକ…

ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାର ସୁରକ୍ଷା ଦାବିରେ ବିକ୍ଷୋଭ

ବଲାଙ୍ଗୀର,୨୩ା୪(ସୁନିଲ କୁମାର ମହାନ୍ତି): ଭାରତ ମୁକ୍ତି ମୋର୍ଚ୍ଚା, ଏସ୍‌ସି , ଏସ୍‌ଟି ଓ ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଗୁରୁବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା ଓ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପଛୁଆବର୍ଗଙ୍କୁ ସମ୍ବିଧାନ ଅଧିକାର ସୁରକ୍ଷା ଦାବିରେ ପ୍ରତିବାଦ…

‘ବଲାଙ୍ଗୀରରେ ପ୍ରତିଷ୍ଠା ହେବ ଅତ୍ୟାଧୁନିକ ସୂତା ଉତ୍ପାଦନ ୟୁନିଟ୍‌’

ଭୁବନେଶ୍ୱର,୨୩।୪(ରବିନାରାୟଣ ଜେନା): ପଶ୍ଚିମ ଓଡ଼ିଶାର ଶିଳ୍ପ ପରିବେଶକୁ ସୁଦୃଢ଼ କରିବା ପାଇଁ ବୁଧବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଗଣମାଧ୍ୟମକୁ କହିଛନ୍ତି,…

ପଛୁଆବର୍ଗଙ୍କୁ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ଅଭିଯୋଗରେ ଭାରତ ବନ୍ଦ, ସକାଳୁ ସକାଳୁ…

ବଲାଙ୍ଗୀର,୨୩ା୪(ସୁନିଲ କୁମାର ମହାନ୍ତି): ଭାରତ ମୁକ୍ତି ମୋର୍ଚ୍ଚା, ଏସ୍‌ସି, ଏସ୍‌ଟି ଓ ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଗୁରୁବାର ବନ୍ଦ ପାଳନ କରାଯାଇଛି। ସକାଳ ୬ଟାରୁ ବଲାଙ୍ଗୀରରେ ଭାରତ ବନ୍ଦ ପାଳନର ପ୍ରଭାବ ଅନୁଭୂତ ହୋଇଛି। ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ ସମ୍ମୁଖରେ…

୩ ଗାଁରେ ପାଣି ସଙ୍କଟ: ଟ୍ରାଏଲ ସରିଛି, କାର୍ଯ୍ୟକ୍ଷମ ହେଉନି ପାନୀୟ ପ୍ରକଳ୍ପ

ଲୋଇସିଂହା,୨୩।୪(ସୁଶାନ୍ତ ବାରିକ):ପାନୀୟ ଜଳ ଯୋଗାଣ ପାଇଁ ସମସ୍ତ ପ୍ରସ୍ତୁତି ସରି ଯାଇଛି। ଏପରି କି ପ୍ରକଳ୍ପରୁ ପାନୀୟ ଜଳ ଯୋଗାଣ ଟ୍ରାଏଲ ମଧ୍ୟ କରାଯାଇଛି। ଏହାସତ୍ତ୍ୱେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ଅନ୍ତର୍ଗତ ଅଗଲାପାଲି ,ଭାଲିଆମୁଣ୍ଡା ଓ ଭାଲୁପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?