ଡେଲିମାର୍କେଟ ଭିଡ ବଢାଉଛି ସଂକ୍ରମଣ ଭୟ
ବଲାଙ୍ଗୀର ଅଫିସ, ୬ା୪: ପଶ୍ଚିମ ଓଡିଶାର କଳାହାଣ୍ଡି ଜିଲାରେ କରୋନା ସଂକ୍ରମିତ ଯୁବକଙ୍କୁ ଚିହ୍ନଟ କରାଯାଇଛି। ଏହା ଜଣାପଡିବା ପରେ ପଶ୍ଚିମ ଓଡିଶାର ବିଭିନ୍ନ ଜିଲାରେ କରୋନା ସଂକ୍ରମଣ ଆତଙ୍କ ଦେଖାଦେଇଛି। ଅଧିକାଂଶ ଲୋକେ ଭୟଭୀତ ହୋଇପଡିଛନ୍ତି। ଅପରପକ୍ଷରେ ପୋଲିସ ଟିମ୍…
ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ
ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ମାରୱାଡି ଯୁବାମଞ୍ଚ ସଭାପତି ଶିତଲ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ଗ୍ରାମର ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ ପ୍ରଦାନ କରାଯାଇଛି। ଲକଡାଉନ ଯୋଗୁଁ ଗରିବ ଲୋକେ ରୋଜଗାର ହରାଇ ସମସ୍ୟାରେ ରହିଛନ୍ତି। ଏହାକୁ…
ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ମାସର ଦରମା ଦେଲେ ସରପଞ୍ଚ
ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରପଞ୍ଚ ପ୍ରବୀଣ ଅଗ୍ରୱାଲ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ ମାସର ଦରମା ଚେକ ଆକାରରେ ଖପ୍ରାଖୋଲ ତହସିଲଦାର ନିରଞ୍ଜନ ନାଏକଙ୍କ ଜରିଆରେ ପ୍ରଦାନ କରିଛନ୍ତି। ସେହିପରି ତୁରେକେଲା ବ୍ଳକ ହଲନଭଟା ପଞ୍ଚାୟତ…
ଗୁଡଭେଲା, ତୁଷୁରାରେ ପୋଲିସ ଫ୍ଲାଗ୍ ମାର୍ଚ୍ଚ
ଗୁଡଭେଲା,୬।୪(ଡିଏନଏ): କଳାହାଣ୍ଡି ଜିଲାରେ କରୋନା ପଜିଟିଭ ବାହରିବା ପରେ ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଓ ତୁଷୁରା ସହରରେ ସୋମବାର ପୋଲିସ ପକ୍ଷରୁ ଫ୍ଲାଗ୍ ମାର୍ଚ୍ଚ ସହ ଲୋକଙ୍କୁ ସଚେତନ କରାଯାଇଛି। ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ନେତୃତ୍ୱରେ ତୁଷୁରା ସହରର…
ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କଲା ଜିଲା ଆଦିବାସୀ ସଂଘ
ଲୋଇସିଂହା,୬ା୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଆଦିବାସୀ ସଂଘ ଓ ଗୋଣ୍ଡଓନା ଛାତ୍ର ସଂଘ ମିଳିତ ଆନୁକୂଲ୍ୟରେ ଲୋଇସିଂହା ଓ ହୀରାପୁର ପଞ୍ଚାୟତର ୩୦ ଗରିବ ତଥା ଅସହାୟ ପରିବାର ଲକ୍ଡାଉନ୍ ଯୋଗୁ ରୋଜଗାର ହରାଇଛନ୍ତି। ସେହି ପରିବାରକୁ ଚିହ୍ନଟ କରି ପନିପରିବା ଓ…
ଓକିଲ-ପୋଲିସ ହାତାହାତି
ଲୋଇସିଂହା,୪।୪(ଡ଼ି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ଫାଣ୍ଡିରେ ଶନିବାର ପୂର୍ବାହ୍ନ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଜଣେ ଓକିଲ ଫାଣ୍ଡିକୁ ଯାଇ ସେ ପୂର୍ବରୁ କରିଥିବା ଏକ ଅଭିଯୋଗ ଉପରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ କହି ଫାଣ୍ଡି…
ଧରିତ୍ରୀ ପ୍ରଭାବ: ଗରିବ ପାଇଲେ ଖାଦ୍ୟ ସାମଗ୍ରୀ
ବଲାଙ୍ଗୀର ଅଫିସ, ୪ା୪- କରୋନା ଲକ୍ଡାଉନ୍କୁ ନେଇ ଗରିବ ଲୋକେ ବଡ ଅସୁବିଧାରେ ପଡିଛନ୍ତି । ଦିନମଜୁରିଆ ଭାବେ କାମ କରି ପରିବାର ପୋଷୁଥିବା ଲୋକେ ରୋଜଗାର ବନ୍ଦ ହୋଇଯିବା ପରେ ଖାଦ୍ୟ ଚିନ୍ତାରେ ପଡିଛନ୍ତି । ବିଶେଷକରି ମହିଳା ଶ୍ରମିକଙ୍କ…
ବଲାଙ୍ଗୀରରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ପାଇଁ ସ୍ୱାକ୍ଷରିତ ହେଲା ତ୍ରିପାକ୍ଷିକ ବୁଝାମଣାପତ୍ର
ବଲାଙ୍ଗୀର ଅଫିସ,୪ା୪- ବଲାଙ୍ଗୀରରେ ହେବ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ । ଏନେଇ ଶୁକ୍ରବାର ବଲାଙ୍ଗୀର (କଳିଙ୍ଗ ଇଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍) କିସ୍ କ୍ୟାମ୍ପସ ପରିସରରେ ତ୍ରିପାକ୍ଷିକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । କଳିଙ୍ଗ ଇଷ୍ଟିଚ୍ୟୁଟ ଅଫ୍…
ବ୍ଲକ ପ୍ରଶାସନ ପକ୍ଷରୁ ରନ୍ଧା ଖାଦ୍ୟ ବଣ୍ଟନ
ଗୁଡଭେଲା,୩।୪(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଗୁଡଭେଲା ପ୍ରଶାସନ ପକ୍ଷରୁ ବ୍ଲକର ୧୩ଟି ପଞ୍ଚାୟତରେ ରନ୍ଧାଖାଦ୍ୟ ବଣ୍ଟନ କରାଯାଉଛି। ବ୍ଲକ୍ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା ଏହି ସବୁ ଖାଦ୍ୟ ରନ୍ଧା କେନ୍ଦ୍ରକୁ ଯାଇ ତଦାରଖ କରୁଛନ୍ତି। ଶୁକ୍ରବାର ୧୩ଟି ପଞ୍ଚାୟତର ପ୍ରାୟ ୯୭୪ ଜଣଙ୍କୁ…
ସପ୍ତାହିକ ହାଟରେ ପୋଲିସ, ତହସିଲଦାର ନାକେଦମ
ଗୁଡଭେଲା,୩।୪(ଡି.ଏନ.ଏ.)-କରୋନା ପାଇଁ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରଦକ୍ଷେପ ଗ୍ରହଣ କରଯାଇଛି। ବଲାଙ୍ଗୀର ଜିଲା ତୁଷୁରା ସହରର ସାପ୍ତାହିକ ବଜାର ଶୁକ୍ରବାର ଏନ୍ଏସି ପକ୍ଷରୁ ସାମାଜିକ ଦୂରତା ରକ୍ଷା କରିବା ପାଇଁ ପନି ପରିବା, ମାଛ, ମାଂସ ଦୋକାନ ବସିବାକୁ ଚୂନ ପକାଇ…
ତୁଷୁରା ଏନ୍ଏସି ସବୁ ଡ୍ରେନ୍ରେ ବିଶୋଧକ ସିଞ୍ଚନ କରୁନି
ଗୁଡଭେଲା,୩।୪(ଡି.ଏନ.ଏ.)-ବର୍ତ୍ତମାନର ଭୟଙ୍କର କରୋନା ପରିସ୍ଥିତିର ମୁକାବିଲା କରିବା ପାଇଁ ବଲାଙ୍ଗୀର ଜିଲା ତୁଷୁରା ଏନ୍ଏସି ପକ୍ଷରୁ ସହରକୁ ସ୍ବଚ୍ଛ ଓ ସଂକ୍ରମଣ ମୁକ୍ତ ରଖିବାକୁ ସ୍ବଚ୍ଛତା ମିଶନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ତୁଷୁରା ସହରର ସମସ୍ତ ଡ୍ରେନ୍ରେ ବିଶୋଧକ ସିଞ୍ଚନ କରିବାକୁ…
କେନ୍ଦୁ ଖାଇବାକୁ ଯାଇ ଗଛରୁ ପଡ଼ି ନାବାଳକଙ୍କ ଜୀବନ ଗଲା: ସରକାରୀ ସହାୟତା ଦାବି
ଲୋଇସିଂହା, ୩।୪(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଝରଣୀପାଲି ଗ୍ରାମର ଜନୈକ ନାବାଳକ କେନ୍ଦୁ ଖାଇବାକୁ ଯାଇ ଗଛରୁ ପଡ଼ି ଗୁରୁବାର ମୃତ୍ୟୁ ଘଟିଛି। ସେ ହେଲେ ହରିଜନ ବସ୍ତିର ରାଜା ନାଗ। ପ୍ରକାଶ ଯେ, ଗୁରୁବାର ସକାଳେ ରାଜା…

