ଚିକିଛା ଅଭାବୁ ମୁରତୁ ସଂଗେ ଯୁଝୁଛନ୍ ହରିଦାସ
କଣ୍ଟାବାଞ୍ଜି, ୨୦ା୧୦(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଫରେଷ୍ଟ ରେଞ୍ଜରେ ହରିଦାସ ଭୁଏ ପାରା ପ୍ରୋଟେକ୍ସନ ଫୋର୍ସରେ ୨୦୦୨ ସାଲୁ ଚାକରି କରୁଥିଲେ। ତାକର ଜମିବାଡି ବଲି କିଛି ନାଇଁ, ପରିବାରଟା ମୂଲୁ ସୁଖବାସୀ ଆଏ। ହରିଦାସକଁର ଦରମା ଦୁରାକ ପରିବାରର ସାହାଭରସା…
କିରାଣୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପୂର୍ବରୁ ନିଜେ ଫସିଲେ କମିଶନର: ଯାହା ଖୁସିରେ ଦେବେ ଦିଅନ୍ତୁ କହି ଲାଞ୍ଚ ନେଉଥିବା ଭିଡିଓ ଭାଇରାଲ
ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀରରେ ଦାଦନ ଚାଲାଣ ରୋକିବା ପାଇଁ ଗୋଟିଏ ପଟେ ପୋଲିସ ଅଣ୍ଟା ଭିଡିଥିବା ବେଳେ ଲାଇସେନ୍ସ କରାଇବାକୁ ନେଇ ଫାଇଦା ଉଠାଉଛନ୍ତି, ଶ୍ରମ କାର୍ଯ୍ୟାଳୟରେ ଥିବା କିରାଣୀଙ୍କଠାରୁ କମିଶନର ପର୍ଯ୍ୟନ୍ତ। ଶନିବାର ସକାଳେ କାର୍ଯ୍ୟାଳୟର କନିଷ୍ଠ କିରାଣୀ ବଲ୍ଲଭ…
ବଲାଙ୍ଗୀରରେ ‘ମୋ ସରକାର’ କାର୍ଯ୍ୟକ୍ରମକୁ ଫୁ: ଶ୍ରମ ବିଭାଗ କିରାଣି ଖୋଲାଖୋଲି ଲାଞ୍ଚ ନେବାର ଭିଡିଓ ଭାଇରାଲ
ବଲାଙ୍ଗୀର ଅଫିସ,୧୯।୧୦: ବଲାଙ୍ଗୀର ଜିଲାର ସରକାରୀ ଅଧିକାରୀଙ୍କ ୫-ଟି କିମ୍ବା ‘ମୋ ସରକାର’ କାର୍ଯ୍ୟକ୍ରମକୁ ଖାତିର ନାହିଁ। ବିଭିନ୍ନ ଯୋଜନାରେ ଦୁର୍ନୀତି ଚାଲିଛି। ଏପରିକି ଖୋଲାଖୋଲି ଲାଞ୍ଚ ନେଉଛନ୍ତି ସରକାରୀ କର୍ମଚାରୀ। ଏପରି ଏକ ଘଟଣାକ୍ରମେ ଜିଲା ଶ୍ରମ ବିଭାଗ କିରାଣି…
ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଉନ୍ମୋଚିତ
ବଲାଙ୍ଗୀର ଅଫିସ, ୧୮।୧୦: ବଲାଙ୍ଗୀର ସର୍କିଟ ହାଉସଠାରେ ସାହିତ୍ୟ ପତ୍ରିକା ‘ନବନୀତାର ଶାରଦୀୟ’ ସଂଖ୍ୟା ଶୁକ୍ରବାର ଉନ୍ମୋଚିତ ହୋଇଯାଇଛି। ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉନ୍ମୋଚନ କରିଛନ୍ତି । ପ୍ରକାଶକ ରାଜେଶ ଝାଙ୍କରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ…
ପାଠ୍ପଢ଼ାର ବାଟ୍ ଛେକିଛେ ଗରିବୀ:ସରକାରୀ ସାହାଯ୍ ଆଶ୍ରେ ଦିବ୍ୟାଙ୍ଗ ଛାତ୍ର
ଲାଠୋର, ୧୮।୧୦(ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍ ସଦର କଲୋନିପଡ଼ାର ଶଶି ପୁଟେଲକଁର ପୁଓ ଓମକାର ପୁଟେଲ(୧୦)। ସେ ଜନ୍ମୁ ଅଁଧ୍ ଆଏ। ହେଲେ ପାଠ୍ପଢ଼ାରେ ତାକର ବଡ଼ଭାରି ରୁଚି ରହିଛେ। ଇଅଡ଼େ ପରିବାରଟା ନିହାତି ଗରିବ୍ ହେଇଥିଲାବେଲେ…
ନିଶାସକ୍ତ ହୋଇ ମରଣାନ୍ତକ ଆକ୍ରମଣ ଘଟଣା: ଅଭିଯୋଗ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ
କଣ୍ଟାବାଞ୍ଜିି, ୧୭।୧୦(ଡି.ଏନ୍.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ଖଗସା ଗାଁର ଜଣେ ବ୍ୟକ୍ତି ତା’ଙ୍କ ବୃଦ୍ଧା କାକି ଓ ଭାଇକୁ ଗତ ୧୪ ତାରିଖରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏ ନେଇ ୧୫ ତାରିଖରେ ଥାନାରେ ଅଭିଯୋଗ ହୋଇଥିଲା। ଅଭିଯୋଗ ପାଇ…
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଦୁଇଦିନିଆ ସରକାରୀ ଅଫିସ ବନ୍ଦ
ବଲାଙ୍ଗୀର ଅଫିସ, ୧୬।୧୦: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା ଦାବିରେ ଜିଲା ଓକିଲ ସଂଘ ପକ୍ଷରୁ ବୁଧବାରଠାରୁ ଦୁଇଦିନିଆ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧୀନରେ ଥିବା ସମସ୍ତ ଅଫିସ ବନ୍ଦ କରାଯାଇ ଜିଲାପାଳ କାର୍ଯ୍ୟାଳୟ ଓ ସିଭିଲ…
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଂଘବଦ୍ଧ ଆକ୍ରମଣ, ଜଣେ ମୃତ
ଖପ୍ରାଖୋଲ, ୧୬।୧୦(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ଧପ୍ତାମୁଣ୍ଡା ପଞ୍ଚାୟତ କଟାପାଲି ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୁଧବାର ସକାଳେ ଜଣଙ୍କୁ ଅତି ନିର୍ମମଭାବେ ହତ୍ୟା କରାଯାଇଛି। ସେ ହେଲେ ସୁରେଶନ ପୁଟେଲଙ୍କ ପୁଅ ନିତ୍ୟାନନ୍ଦ(୩୬)। ପ୍ରକାଶ ଯେ, ନିତ୍ୟାନନ୍ଦ ସବୁଦିନ…
ଆରଏସଏସ କର୍ମୀଙ୍କୁ ହତ୍ୟା ଘଟଣା: ମମତାଙ୍କ କୁଶପୁତ୍ତଳିକା ଦାହ, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ
ବଲାଙ୍ଗୀର ଅଫିସ, ୧୫।୧୦: ପଶ୍ଚିମବଙ୍ଗରେ ବାରମ୍ବାର ହିନ୍ଦୁମାନଙ୍କ ଉପରେ ଆକ୍ରମଣ ଓ ହତ୍ୟା ଅଭିଯୋଗ ଆଣି ବଲାଙ୍ଗୀର ବଜରଙ୍ଗ ଦଳ ତରଫରୁ ମଙ୍ଗଳବାର ସ୍ଥାନୀୟ କଚେରି ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ କରାଯାଇଛି।…
ଦୁର୍ଘଟଣାରେ ଭଉଣୀଭାଇଙ୍କ ଜୀବନ ଗଲା
ବଲାଙ୍ଗୀର ଅଫିସ୍,୧୫।୧୦ : ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ମହିପୁର ଛକରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ମଣ୍ଟୁ ବେନିଆ(୨୧)ଓ ତାଙ୍କ ଭଉଣୀ ସଞ୍ଜୁ ବେନିଆ(୧୫)।…
ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟକୁ ନେଇ ଅନିଶ୍ଚିତତା
ବଲାଙ୍ଗୀର ଅଫିସ, ୧୫ା୧୦ କେବିକେ ଅଞ୍ଚଳରେ ପ୍ରସ୍ତାବିତ ରାଜ୍ୟର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପ୍ରସଙ୍ଗ ସମ୍ପ୍ରତି ଶୀତଳ ଭଣ୍ଡାରରେ ରହିଛି ା ଏ ନେଇ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମଗାଯିବା ପରେ ସରକାର ଦ୍ୱିତୀୟ କୃଷି ବିଶ୍ୱବିଦ୍ୟାଳୟ…
ପ୍ରତିଶ୍ରୁତିରେ ସୀମିତ ସରକାରୀ ଯୋଜନା: ରାଶନ କାର୍ଡରୁ ବଞ୍ଚତ୍ତ ଦିନମଜୁରିଆ କୃଷ୍ଣ
ବେଲପାହାଡ଼,୧୫।୧୦(ଡି.ଏନ୍.ଏ.)- ଝାରସୁଗୁଡ଼ା ଜିଲା ବେଲପାହାଡ଼ ପାୈର ପରିଷଦରେ ବହୁ ବ୍ୟବସାୟୀ ଓ ସ୍ବଚ୍ଛଳବର୍ଗ ପରିବାର ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ତାଲିକାଭୁକ୍ତ ହୋଇ ରିହାତି ମୂଲ୍ୟରେ ଚାଉଳ ପାଉଥିବା ବାରମ୍ବାର ଅଭିଯୋଗ ହେଉଛି। ଅଭିଯୋଗ ଉପରେ କିଛିଟା କାର୍ଯ୍ୟାନୁଷ୍ଠାନ ହୋଇଛି। ହେଲେ…
Archives


