ବଲାଙ୍ଗୀର

ଫେରିବାକୁ ଚାହିଁ ବସିଛନ୍ତି ୭୮ଦାଦନ ଶ୍ରମିକ

ବଲାଙ୍ଗୀର ଅଫିସ, ୨୯ା୩: କରୋନା ସଂକ୍ରମଣ ରୋକିବା ନେଇ ଦେଶବ୍ୟାପୀ ଲକ୍‌ ଡାଉନ୍‌ ସମୟରେ ସବୁଠୁ ବେଶୀ ଅସୁବିଧାରେ ପଡିଛନ୍ତି ଦାଦନ ଶ୍ରମିକ । ରାଜ୍ୟ ବାହାରେ ବିଭିନ୍ନ ସ୍ଥାନରେ ଫସି ରହିଥିବା ଶତାଧିକ ଦାଦନ ଶ୍ରମିକ ଏବେ ଉଦ୍ଧାର ପାଇଁ…

ହରିଶଙ୍କରରେ ଭୋକିଲା ମାଙ୍କଡଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଖପ୍ରାଖୋଲ, ୨୯ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ହରିଶଙ୍କର ମନ୍ଦିର ଗତ ୮ଦିନ ହେଲା ବନ୍ଦ ରହିଥିବାବେଳେ କେବଳ ପୂଜକ ନୀତି ପୂଜା କରୁଛନ୍ତି। ତେବେ ଏଠାରେ ହଜାର ହଜାର ମାଙ୍କଡ ରହୁଥିବାବେଳେ ପର୍ଯ୍ୟଟକଙ୍କଠାରୁ ମୁଆଁ, ବିସ୍କୁଟ୍‌, ବାଦାମ, ମୁଢି, ଫଳମୂଳ…

ପଞ୍ଚାୟତ ପୃଥକାବାସ ଶୌଚାଳୟ ଭାଙ୍ଗିଲେ ଦୁର୍ବୃତ୍ତ

ଲୋଇସିଂହା, ୨୯।୩(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବାଦିବାହାଲ ପଞ୍ଚାୟତ ପକ୍ଷରୁ ଭାଲୁପାଲି ଗାଁ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ କରୋନା ଭାଇରସ ମୁକାବିଲା ପାଇଁ ପୃଥକାବାସ କେନ୍ଦ୍ର କରାଯାଇଛି । ଏଠାରେ ନିର୍ମାଣ ଚାଲିଥିବା ଶୌଚାଳୟକୁ କେତେକ ଦୁର୍ବୃତ୍ତ ଭାଙ୍ଗି…

ଘରେ ପହଞ୍ଚାଇଦେବାକୁ ୧୩ ଯୁବକଙ୍କ ଅନୁରୋଧ

ଗୁଡଭେଲା,୨୮।୩(ଡି.ଏନ.ଏ.):କରୋନା ଭାଇରସ ସଂକ୍ରମଣ କାରଣରୁ ସମଗ୍ର ଦେଶରେ ୨୧ଦିନର ଲକ ଡାଉନ ଘୋଷଣା କରାଯାଇଛି। ଏଭଳି ସମୟରେ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ଦାଦନ ଶ୍ରମିକମାନେ ଅସୁବିଧାରେ ପଡିଛନ୍ତି। ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଦାଦନ ଶ୍ରମିକମାନେ ସେମାନଙ୍କୁ ଉଦ୍ଧାର…

ହାତ, ଗୋଡ଼ ନ ଧୋଇଲେ ଗାଁକୁ ପଶିବା ମନା

ଗୁଡଭେଲା,୨୮।୩(ଡି.ଏନ.ଏ.):କରୋନା ମହାମାରୀକୁ ନେଇ ବିଶ୍ୱ ଆତଙ୍ଗିତ ହୋଇ ପଡଛି। ଏହିକ୍ରମରେ ବଲାଙ୍ଗୀର ଜିଲା ଗୁଡଭେଲା ବ୍ଲକ ସମରା ପଞ୍ଚାୟତର ଲୁର୍କୀ ଗ୍ରାମବାସୀ ଶୁକ୍ରବାର ରାତିରୁ ଗାଁର ପ୍ରବେଶ ପଥକୁ ସିଲ୍‌ କରି ଦେଇଛନ୍ତି। ଫଳରେ ଗାଁକୁ ଆସୁଥିବା ବାଇକ୍‌ ଓ ଚାରିଚକିଆ…

ଭୋକିଲା ରୋଗୀ, ଗରିବଙ୍କୁ ଦେଲେ ଖାଦ୍ୟ

ବଲାଙ୍ଗୀର ଅଫିସ, ୨୮ା୩ – କରୋନା ସଂକ୍ରମଣକୁ ନେଇ ଗାଁ, ସହର ଲକ୍‌ ଡାଉନ୍‌ ଥିବାବେଳେ ସବୁଠୁ ଅସହାୟ ହୋଇପଡିଛନ୍ତି ମାନସିକ ରୋଗୀ, ବୁଲା ଭିକାରୀ ଓ ସାଧାରଣ ଗରିବ ଲୋକ| ଉପାର୍ଜନ ବନ୍ଦ ହୋଇଯିବା ଓ ଲୋକେ ଘରୁ ବାହାରୁ…

ହାତ ଧୋଇଲା ପରେ ଗାଁକୁ ପ୍ରବେଶ ଅନୁମତି

ବଲାଙ୍ଗୀର ଅଫିସ/ଟିକ୍ରାପଡା, ୨୭ା୩ (ଡି.ଏନ୍‌.ଏ.): କରୋନା ମହାମାରୀକୁ ନେଇ ଗାଁ ଗାଁରେ ଏବେ ଆତଙ୍କ ସ୍ଥିତି । କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ କୌଣସି ଔଷଧ ନାହିଁ । ଏଭଳି ସ୍ଥିତିରେ ସାଧାରଣ ସ୍ବାସ୍ଥ୍ୟସେବାରୁ ବହୁ ଦୂରରେ ଥିବା ଗ୍ରାମବାସୀମାନେ…

ରାଜକୋଟ, ତିରୁପତିରେ ଫଶିଛନ୍ତି ୪୩ ଦାଦନ ଶ୍ରମିକ

ବଲାଙ୍ଗୀର ଅଫିସ/ଟିକ୍ରାପଡା/ଟିଟିଲାଗଡ, ୨୭ା୩ (ଡି.ଏନ୍‌.ଏ.):କରୋନା ଭାଇରସ୍‌ ସଂକ୍ରମଣ କାରଣରୁ ସମଗ୍ର ଦେଶରେ ୨୧ଦିନର ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି ା ଏଭଳି ସମୟରେ ରାଜ୍ୟ ବାହାରକୁ କାମ କରିବାକୁ ଯାଇଥିବା ଦାଦନ ଶ୍ରମିକମାନେ ଅସୁବିଧାରେ ପଡିଛନ୍ତି ା ବିଭିନ୍ନ ରାଜ୍ୟରେ ଅଟକି…

ବ୍ୟବସାୟୀ ବଢ଼ାଉଛନ୍ତି ଖାଉଟି ସାମଗ୍ରୀ ଦର: ସାଧାରଣରେ ଅସନ୍ତୋଷ

ଗୁଡଭେଲା,୨୭।୩(ଡି.ଏନ୍‌.ଏ.): କରୋନା ପାଇଁ ବଲାଙ୍ଗୀର ଜିଲା ତୁଷୁରା ସହରରେ ମାନ୍ଦା ଅବସ୍ଥା ଦେଖିବାକୁ ମିଳୁଛି। ଖାଉଟି ସାମଗ୍ରୀ, ଔଷଧ, ପନିପରିବା ଦୋକାନକୁ ଛାଡ଼ି ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ କରାଯାଇଛି। ଏହାର ସୁଯୋଗ ନେଇ କିଛି ବ୍ୟବସାୟୀ ବୁଧବାରଠାରୁ ଖାଉଟି…

ଆଳୁ ପିଆଜ ଗୋଦାମରେ ଚଢ଼ାଉ: ବିଲ୍‌, ଭାଉଚର ଦେଖାଇ ପାରିଲେନି ବ୍ୟବସାୟୀ

ବଲାଙ୍ଗୀର ଅଫିସ, ୨୭।୩: ବଲାଙ୍ଗୀର ସହରର କେତେଜଣ ଅସାଧୁ ବେପାରୀ ସେମାନଙ୍କ କଳାବେପାର ଆରମ୍ଭ କରିଦେଇଛନ୍ତି। ଆଳୁ, ପିଆଜ, ଚାଉଳ, ତେଲ, ଡାଲି, ପନିପରିବା ମୂଲ୍ୟକୁ ଅହେତୁକ ବୃଦ୍ଧି ଓ ଗଚ୍ଛିତ କରି ରଖିଥିବା ଅଭିଯୋଗ ପରେ ଜିଲା ପ୍ରଶାସନ ଓ…

୨୦୪୩ ଦାଦନ ଶ୍ରମିକ ହୋମ୍‌ କ୍ୱାରାଣ୍ଟାଇନ୍‌ରେ

ବଲାଙ୍ଗୀର ଅଫିସ,୨୬ା୩: ବଲାଙ୍ଗୀର ଭଳି ଦାଦନ ପ୍ରବଣ ଜିଲାର ବିଭିନ୍ନ ଗଁ।ରୁ ପ୍ରତିବର୍ଷ ହଜାର ହଜାର ଦାଦନ ଶ୍ରମିକ ରାଜ୍ୟ ବାହାରକୁ ଜୀବିକା ଅନ୍ବେଷଣରେ ଯାଇଥାନ୍ତି। ଜିଲା ଶ୍ରମ ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ ଜିଲାରୁ ଚଳିତବର୍ଷ ପ୍ରାୟ ୨୩…

କରୋନା ଆତଙ୍କ ସମୟରେ କଳାବଜାରୀ, ଚଢାଉ କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୨୬ା୩- କରୋନା ଆତଙ୍କକୁ ନେଇ ବିଶ୍ୱସ୍ତରରୁ ଗାଁ ଯାଏ ଜନସାଧାରଣ ଆତଙ୍କିତ ଅବସ୍ଥାରେ ଥିବାବେଳେ କେତେକ ଅସାଧୁ ବେପାରୀ ବିଭିନ୍ନ ପ୍ରକାର ଖାଦ୍ୟଦ୍ରବ୍ୟ, ହ୍ୟାଣ୍ଡୱାସ, ସାନିଟାଇଜର ଚଢ଼ାଦରରେ ବିକ୍ରି କରୁଛନ୍ତି। ଆଳୁ, ପିଆଜ, ଚାଉଳ, କିରାନା ସାମଗ୍ରୀର ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?