ବଲାଙ୍ଗୀର

ବନ୍ୟା ପାଣିରେ ନିଆଁ

ବଲାଙ୍ଗୀର ସହର ନିକଟରେ କୌଣସି ନଦୀ ପ୍ରବାହିତ ହୋଇନାହିଁ। ସହର ମଧ୍ୟଦେଇ ଅଙ୍କାବଙ୍କା ହୋଇ ଲକ୍ଷ୍ମୀଯୋର ପ୍ରବାହିତ ହେଉଛି। ସାଧାରଣତଃ ସହରରେ ବନ୍ୟା ପ୍ରଭାବ ଦେଖାଯାଏ ନାହିଁ। ମାତ୍ର ୨୦୧୯ ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ମୂଷଳ ଧାରାରେ ବର୍ଷା ଫଳରେ ବଲାଙ୍ଗୀର…

ଚିକିଛା ସାହାଯ୍‌ ଆଶ୍‌ରେ କୈଳାସ

ଲାଠୋର,୯।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର କୈଳାସ ମହାନନ୍ଦ (୫୦)। ଅନେକ ଦିନ୍‌ ହେଲା ପରିଶ୍ରା ଜନିତ ସମସିଆରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ସେ ଉଚ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ସେ…

ମହିଳା ଦିବସରେ ସଦ୍ୟ ଶିଶୁକନ୍ୟାକୁ ଡ୍ରେନ୍‌ରେ ଫିଙ୍ଗିଦେଲେ

ବଲାଙ୍ଗୀର ଅଫିସ,୮ା୩: ଅନ୍ତର୍ଜାତୀୟ ମହିଳା ଦିବସରେ ବଲାଙ୍ଗୀରରେ ଏକ ଅଭାବନୀୟ ଘଟଣା ଘଟିଛି । ସଦ୍ୟଜାତ ଏକ ଶିଶୁକନ୍ୟାକୁ କେହି ତୁଳସୀନଗରର ଏକ ଡ୍ରେନ୍‌ରେ ଫିଙ୍ଗିଦେଇଥିବା ଦେଖିବାକୁ ମିଳିଛି । ଅଞ୍ଚଳର ଆଲୋକ ଖର୍ସେଲ ନାମକ ଜଣେ ଯୁବକ ସମ୍ପୃକ୍ତା ଶିଶୁକନ୍ୟାକୁ…

ବଣିକ ସଂଘ-ହେମାଲ ସଂଘ ମୁହାଁମୁହିଁ: ଥାନାଧିକାରୀଙ୍କ ବଦଳି ଦାବିରେ ଧାରଣା

ବଲାଙ୍ଗୀର ଅଫିସ,୮।୩ : ଏକ ମାଲ୍‌ ବୋଝେଇ ଗାଡ଼ିରୁ ଜିନିଷପତ୍ର ଅନଲୋଡିଂ ବେଳେ ଜିଲା ବଣିକ ସଂଘ ଓ ହେମାଲ ସଂଘ ରବିବାର ମୁହାଁମୁହିଁ ହୋଇଥିଲେ । ଏନେଇ ବଣିକ ସଂଘ ଟାଉନ ଥାନା ଅଧିକାରୀଙ୍କୁ ଜଣାଇଥିଲେ। ତେବେ ପୋଲିସ ପିସିଆର…

ଦୃଷ୍ଟିହୀନ ମହିଳାଙ୍କୁ ନୂଆଘର କରି ଚାବି : ହସ୍ତାନ୍ତର କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୮ା୩ ମହିଳା ଦିବସ ଅବ୍ୟବହତି ପୂର୍ବରୁ ବଲାଙ୍ଗୀର ଜିଲା ପ୍ରଶାସନ ଜଣେ ଗରିବ ଦୃଷ୍ଟିହୀନ ମହିଳାଙ୍କୁ ନୂଆ ଘର ତିଆରି କରି ହସ୍ତାନ୍ତର କରିଛି ା ଦୃଷ୍ଟିହୀନ ମହିଳା ଶୈଳନ୍ଦ୍ରୀ ସୁନାଙ୍କୁ ଶନିବାର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର…

ବାଉଁଶବୁଦା ପଡ଼ି ମହିଳାଙ୍କ ମୃତ୍ୟୁ ଘଟଣା: ପ୍ରଶାସନର ସହାୟତା

ଲୋଇସିଂହା,୭ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହୋଇଥିଲା। ବର୍ଷାରୁ ରକ୍ଷା ପାଇବା ପାଇଁ ବୁର୍ଡା ଗ୍ରାମରେ କେତେକ ବ୍ୟକ୍ତି ଏକ ବାଉଁଶବୁଦା ତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ବାଉଁଶବୁଦା ଉପୁଡ଼ି ପଡ଼ିଥିଲା।…

ଏଡିଜେଙ୍କ କୋର୍ଟରେ ହାଜର ହେଲେ ପୁଞ୍ଜିଲାଲ

ବଲାଙ୍ଗୀର ଅଫିସ/ ପାଟଣାଗଡ଼, ୭ା୩ (ଡି.ଏନ.ଏ.): ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ପୁଞ୍ଜିଲାଲ ମେହେରଙ୍କୁ ଶୁକ୍ରବାର ପାଟଣାଗଡ଼ ଏଡିଜେଙ୍କ କୋର୍ଟରେ ଚାର୍ଜଫ୍ରେମ ପାଇଁ ହାଜର କରାଯାଇଥିଲା। ତେବେ ପୁଞ୍ଜିଲାଲଙ୍କ ଆଡଭୋକେଟ୍‌ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ…

ଲୋଇସିଂହାରେ ଘୂର୍ଣ୍ଣିଝଡ଼: ବାଉଁଶ ବୁଦା ଉପୁଡ଼ି ଜଣେ ମୃତ, ୩ ଗୁରୁତର

ଲୋଇସିଂହା,୬।୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ବୁର୍ଡା ଗ୍ରାମରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହୋଇଛି। ତେବେ ବର୍ଷାରୁ ରକ୍ଷା ପାଇବା ଲାଗି କିଛି ଲୋକ ବାଉଁଶ ବୁଦାତଳେ ଆଶ୍ରୟ ନେଇଥିଲେ। ଏହି ସମୟରେ ଅତ୍ୟଧିକ ପବନରେ ବାଉଁଶ…

ବୁରୁଧ୍‌ ମା’ବାପ୍‌ ଉପରେ ଦିବ୍ୟାଙ୍ଗ ପୁଓର ବୋଝ୍‌

ଲାଠୋର, ୬।୩ (ଡି.ଏନ୍‌.ଏ.)- ବଲାଙ୍ଗିର ଜିଲା ତୁରେକେଲା ବ୍ଳକ ଅଧୀନ ଲର୍କି ଗାଁର ଲୋଚନ ନାଗ। ସେ ଝନେ ଗରିବ୍‌ ଲୋକ୍‌। ଦୁଖ୍‌ସୁଖ କରି କୁଟୁମ୍‌ ପୁଷୁଛନ୍‌। ବଛ୍‌ରେ ତଲେ ବରଷାରେ ତାକର ଘରଟା ଭାଂଗି ଯାଇଛେ। ଆବାସ ଯୋଜନାରେ ଘରଖଁଡ଼େ…

ଫାଣ୍ଡି ହେଲା ଥାନା, ସ୍ଥିତି ଯେମିତିକି ସେମିତି

ମୁରିବାହାଲ, ୪।୩ (ଡି.ଏନ୍‌.ଏ.) – ରାଜ୍ୟ ସରକାର ଗ୍ରାମାଞ୍ଚଳରୁ ସହର ପର୍ଯ୍ୟନ୍ତ ଆଇନଶୃଙ୍ଖଳା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ପୋଲିସ ସେବାକୁ କ୍ରିୟାଶୀଳ କରୁଛନ୍ତି। ନୂତନ ଥାନା ଓ ଫାଣ୍ଡି ଖୋଲା ଯାଉଛି। ଏହିକ୍ରମରେ ବଲାଙ୍ଗୀର ଜିଲା ମୁରିବାହାଲ ଫାଣ୍ଡିକୁ ୩ବର୍ଷ…

ବିନା ହେଲମେଟ୍‌ରେ ବାଇକ୍‌ ଚାଳନା, ପୋଲିସ ଏସ୍‌ଆଇଙ୍କୁ ହଜାରେ ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୪ା୩ – ମଙ୍ଗଳବାର ବିନା ହେଲମେଟ୍‌ରେ ବାଇକ୍‌ ଚଳାଉଥିବା ଜଣେ ପୋଲିସ ସବ୍‌ଇନ୍ସପେକ୍ଟର ୧ହଜାର ଟଙ୍କା ଜରିମାନା ଗଣିଛନ୍ତି ା ଏହି ଜରିମାନା ପୋଲିସ କି ଆରଟିଓ ବିଭାଗ କାଟି ନାହିଁ ା ସମ୍ପୃକ୍ତ ପୋଲିସ ସବ୍‌ଇନ୍ସପେକ୍ଟର ବିନା…

ଅସାହାକୁଁ ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଲାଠୋର, ୪।୩ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍‌ ଅଧୀନ ଖର୍ଲି ଗଁାର ବୁରୁଧ୍‌ ଦମ୍ପତି ବସୁ ସାଗର ଆର ତାକର ମାଏକିନା ବଡ଼ ସାଗର। ସେନ୍‌ତା ଇ ବ୍ଲକ ଅଧୀନ କୁଇବାହାଲ ପଁଚେତ୍‌ ବାଞ୍ଜିପାଲି ଗଁାର ଦିବ୍ୟାଙ୍ଗ ଯଶୋଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?