ବିପଦ୍ ମୁଢ଼େଇ ଦଦ୍ରା ଘରେ ରହୁଛନ୍ ଅସାହା ଦମ୍ପତି
ଲାଠୋର, ୨୭ା୮ (ଡି.ଏନ୍.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍ ସଦର ଗୁଦାମପଡ଼ାରେ ବାସ କରୁଛନ୍ ଭଗବାନ ଛତ୍ରିଆ। ପରିବାର କହେଲେ ମାଏକିନା ବାସନ୍ତି ଆର ଗୁଟେ ବଲି ଝି’ ସେବତୀ। ପରିବାରଟା ନିହାତି ଗରିବ୍। ଇ…
ପଲିଥିନ୍ ନ ମିଳିବାରୁ ରାଜପଥ ଅବରୋଧ କଲେ ଲୋକେ : ଗମନାଗମନ ବାଧାପ୍ରାପ୍ତ
ଲୋଇସିଂହା,୨୬।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ପକ୍ଷରୁ ଗରିବ, ଅସହାୟମାନଙ୍କୁ ମାଗଣା ପଲିଥିନ୍ ନ ମିଳିବାରୁ ସେମାନେ ବରଗଡ଼-ବଲାଙ୍ଗୀର ୨୬ ନମ୍ବର ରାଜପଥ ସୋମବାର ଅବରୋଧ କରିଛନ୍ତି। ପଲିଥିନ୍ ବଣ୍ଟନ ପାଇଁ ତହସିଲ ପକ୍ଷରୁ ସୋମବାରକୁ ଦିନ ଧାର୍ଯ୍ୟ ହୋଇଥିଲା। ମାତ୍ର…
ବାଟବନା ହେଇଛେ ଆବାସ ଯୋଜନା: ପଲିଥିନ ତଲେ ମୁଡ଼ ଗୁଁଜିଛନ୍ ୭ ପରାନୀ କୁଟୁମ
ଲାଠୋର,୨୬।୮(ଡି.ଏନ୍.ଏ.): ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦିଆଯାଉଛେ ବଲି ଡିଂଗ୍ରା ପିଟୁଛନ୍। ହେଲେ ଦେଖ୍ବାକେ ଗଲେ ଅନେକ ଜାଗାରେ ପରଶାସନିକ ଅବହେଲାର ଲାଗି ଅନେକ ହକ୍ଦାର ହିତାଧିକାରୀ ଇ ସୁବିଧାରୁ ବଁଚିତ୍…
ଆବାସ ଯୋଜନାରୁ ବଁଚିତ୍ ଲାଲଦୀପ: ପରହର ବାରନ୍ଡାରେ ବିତୁଛେ ଜୀବନ୍
ଖପ୍ରାଖୋଲ, ୨୪।୮(ଡି.ଏନ୍.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖି, ବାସହୀନ ପରିବାରମାନକୁ ଅନେକ ଯୋଜନାରେ ପକାଘର ଯୁଗେଇ ଦେଉଛନ୍। ହେଲେ ଅନେକ ଜାଗାରେ ଭିନେ ଭିନେ କାରନ୍ରୁ ହକ୍ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ ବଁଚିତ୍ ହେଉଛନ୍। ଏନ୍ତାଥି ଅନେକ…
ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀକୁଁ ଦିବ୍ୟାଙ୍ଗକଁର ଗୁହାରି: ରୁଜ୍ଗାର ଦିଅ ନଚେତ୍ ମରବାକେ ଅନୁମତି ଦିଅ
ଲାଠୋର, ୨୩ା୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁଇବାହାଲ ପଁଚେତ୍ ଅଧୀନ ବାଞ୍ଜିପାଲି ଗଁାର ଦିବ୍ୟାଙ୍ଗ ସୁରେନ୍ଦ୍ର ତାଣ୍ଡି। ମୋତେ ରୁଜ୍ଗାର ଯୁଗେଇ ଦିଆଯାଉ, ନାଇଁ ହେଲେ ଇଛା ମୁର୍ତୁ ଲାଗି ଅନୁମତି ଦିଆଯାଉ ବଲି ଟୁଇଟର ଜରିଆରେ ପ୍ରଧାନମନ୍ତ୍ରୀ ଆର…
ଅଜନା ରୋଗ୍ରେ ପୀଡ଼ିତ ଭାଇବହେନ୍: ଚିକିଛା ସାହାଯ୍ ଲାଗି ଗୁହାରି କଲେ ମା’ବାପ୍
ଖପ୍ରାଖୋଲ, ୨୩ା୮ (ଡି.ଏନ୍.ଏ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଁଚେତ୍ ବାଗଝରନ୍ ଗଁାର ସମାରୁ ଭୋଇକଁର ଝି’ ପଦ୍ମିନୀ(୩୦) ଆର ପୁଓ ପୁସ୍ତମ(୨୫) ଅଜନା ରୋଗ୍ରେ ପୀଡ଼ିତ ଅଛନ୍। ପାଖାପାଖି ୧୫ ବଛର ହେଲା ଦୁଇ ଭାଇ ବହେନ୍ ଚାଲବୁଲ କି…
ବରଷାରେ ଘର ଭାଂଗ୍ଲା: ବାସ୍ହରା ହେଲେ ନିସାହା ପରିବାର
ଲୋଇସିଂହା,୨୩।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗଁାର ବିଧବା ମହିଲା ଜାହ୍ନବି ପଟେଲକଁର ଘରର କଁାଥି ମଙ୍ଗଲବାର ରାତିରେ ଭାଂଗି ଯାଇଛେ। ମା’ଝି ରାତିରେ ଖାଇପିଇ ଶୁଇଥିଲାବେଲେ ହଠାତ୍ ଅଧ୍ ରାତିରେ ଘରର କଁାଥି ମାଡ଼ି ବସିଥିଲା। ହେଲେ ଅଲପ୍କେ…
୬୩୦ ଲିଟର ଦେଶୀ ମଦ, ୯୭୦ ଲିଟର ମହୁଲ ପୋଚ ଜବତ : ୫ ଗିରଫ
ପାଟଣାଗଡ଼,୨୨।୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ବିପୁଳ ମଦ ଜବତ ସହ ୫ ଜଣଙ୍କୁ ଗିରଫ କରାଯାଇଛି। ଗୁରୁବାର ସକାଳେ ମାଜିଷ୍ଟ୍ରେଟ ଭାବେ ପାଟଣାଗଡ଼ ଅତିରିକ୍ତ ତହସିଲଦାର ଧୀରଜ କୁମାର ପାତ୍ରଙ୍କ ଉପସ୍ଥିତିରେ ପାଟଣାଗଡ଼ ଅବକାରୀ…
ଖରାପ ପାଗ ଯୋଗୁ ଓହ୍ଲାଇ ପାରିଲାନି ବିମାନ: ଆକାଶ ମାର୍ଗରୁ ଫେରିଲେ ମୁଖ୍ୟଶାସନ ସଚିବ
ବଲାଙ୍ଗୀର ଅଫିସ,୨୨ା୮: ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ବୁଧବାର ବଲାଙ୍ଗୀର ଜିଲା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ଥିଲା । ସକାଳ ପ୍ରାୟ ସାଢ଼େ ୭ଟାରୁ ଭୁବନେଶ୍ୱର ବିମାନବନ୍ଦରରୁ ସେ ଏକ ବିମାନରେ ବଲାଙ୍ଗୀର ଜିଲା ତୁଷରା ଅଭିମୁଖେ ଆସିଥିଲେ।…
୧୩ ବଛର୍ରେ ୧୦ ଥର ଆବେଦନ: ପ୍ରଧାନମନ୍ତ୍ରୀ ଆବାସ ଆଶ୍ରେ ଜୟରାମ
ଲାଠୋର, ୨୨ା୮ (ଡି.ଏନ୍.ଏ.): କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖି, ବାସହୀନ ପରିବାରମାନକୁ ଭିନେ ଭିନେ ଯୋଜନାରେ ପକାଘର ଯୁଗେଇ ଦେଉଛନ୍। ହେଲେ ଅନେକ୍ ଜାଗାରେ ହକ୍ଦାର ହିତାଧିକାରୀ ଯୋଜନାର ସୁଫଲ ପାଏବାରୁ ବଁଚିତ୍ ହେଉଛନ୍। ଏନ୍ତା ଗୁଟେ ଉଦାହରନ୍…
ରୂପେଲିର ଚିକିଛା ଲାଗି ଟଁକା ଅଭାବ୍ ଘଟ୍ନା: ଗାଁରେ ପୁହୁଁଚିଲେ ଡାକ୍ତରୀ ଦଲ
ଗୁଡ଼ଭେଲା,୨୧ା୮(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଗୁଡ଼ଭେଲା ବ୍ଲକ ଡୁଙ୍ଗିବାହାଲ ଗଁାର ମେଘନାଦ ରଣାକଁର ଝି’ ହେଉଛନ୍ ରୂପେଲି(୩)। ସେ ଜନମ୍ ହେବାର ଦୁଇ ମାସ ଉତାରୁ ରୂପେଲିର ଦିହିପା ଖରାପ ହେଲା। ମା’ବାପ୍ ଝି’କେ ପହେଲା ଗୁଡ଼ଭେଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର, ପଛେ…
ଅନ୍ତର୍ଜାତୀୟ ପର୍ଯ୍ୟାୟ ସାରଣୀ ବର୍ଷ ପାଳନ
ବଲାଙ୍ଗୀର ଅଫିସ, ୨୦।୮: ବଲାଙ୍ଗୀର ନବଜୀବନ ବିଦ୍ୟାପୀଠ ପରିସରରେ ବଲାଙ୍ଗୀର ବିଜ୍ଞାନ ସାହିତ୍ୟ ପରିଷଦ ପକ୍ଷରୁ ନବଜୀବନ ବିଦ୍ୟାପୀଠ ଓ ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସହଯୋଗିତାରେ ଅନ୍ତର୍ଜାତୀୟ ପର୍ଯ୍ୟାୟ ସାରଣୀ ବର୍ଷ ପାଳନ କରାଯାଇଛି। ଏହି ଉପଲକ୍ଷେ ମୌଳିକ ପଦାର୍ଥ…
Archives


