ବଲାଙ୍ଗୀର

କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଗିରିଧାରୀ ଘଟନା: ସାହାଯ୍‌ର ହାତ୍‌ ବଢ଼ାଲା ଯୁବାମଞ୍ଚ, ଜାଗୃତି ଶାଖା

  ଗୁଡ଼ଭେଲା, ୨୫।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ଇ ବାବ୍‌ଦେ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ…

ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ : ୪ ଦଫାରେ କେନ୍ଦ୍ରିତ ହେଲା ଦାବି

ବଲାଙ୍ଗୀର ଅଫିସ,୨୫ା୨ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ସକାଶେ ସୋମବାର ଜିଲା ପ୍ରଶାସନ ସହ ପ୍ରକଳ୍ପ ପ୍ରଭାବିତ ବୁଡିଅଞ୍ଚଳବାସୀଙ୍କ ଏକ ଆଲୋଚନା ସ୍ଥାନୀୟ ଲୋୟର ସୁକ୍‌ତେଲ ଜଳସେଚନ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା ା…

ବଣାଇମୁଣ୍ଡା ହାଇସ୍କୁଲରୁ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ

ପାଟଣାଗଡ଼, ୨୪।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ବଣାଇମୁଣ୍ଡା ହାଇସ୍କୁଲରୁ ସୋମବାର ମାଟ୍ରିକ ହିନ୍ଦୀ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ସୋମବାର ହିନ୍ଦୀ/ସଂସ୍କୁତ ପରୀକ୍ଷା ଚାଲିଥିଲା। ବଣାଇମୁଣ୍ଡା ହାଇସ୍କୁଲ ସେଣ୍ଟର ଉକ୍ତ ବ୍ଲକ ମରୁଆ ହାଇସ୍କୁଲରେ ପଡ଼ିଛି। ବଣାଇମୁଣ୍ଡା ସ୍କୁଲର ପିଅନ କାର୍ତ୍ତିକ…

କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଗିରିଧାରୀ: ଚିକିଛା ସାହାଯ୍‌ ଆଶ୍‌ରେ ବାରଦୁଆର ବଡ଼ଭାଇ

ଗୁଡ଼ଭେଲା, ୨୪।୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍‌ନୀ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ସେ ଭଗବାନ ଭରସାରେ…

ଆବାସ ଯୋଜନା ବାଟ୍‌ବନା: ଦଦ୍‌ରା କୁରିଆରେ ୪ ପରାନୀ କୁଟୁମ୍‌

ଲାଠୋର, ୨୪।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ହଲନଭଟା ପଁଚେତ୍‌ ଅଧୀନ ଖର୍ଲି ଗଁାର ଟୁନକୁ ଭଇଁଷାଲ। କୁଟୁମ ବସିଆ ସେ ଗୁଟେ ଭଂଗା ଦଦ୍‌ରା ମାଏଟ୍‌ ଖପର ଘରେ ରହୁଛନ୍‌। ସରକାରୀ ଯୋଜନାରେ ଘର ଖଁଡ଼େ ପାଏବାର ଲାଗି…

ଗଞ୍ଜେଇ ଭର୍ତ୍ତି ବୋଲେରୋ ଜବତ: ଡ୍ରାଇଭର ସମେତ ୨ ଫେରାର

ବଲାଙ୍ଗୀର ଅଫିସ,୨୩।୨: ବଲାଙ୍ଗୀର ସହର ଆଟଗାଁ ରାସ୍ତାର ମଦନଗୁଡିଆ ବଗିଚା ନିକଟରେ ରବିବାର ଏକ ଗଞ୍ଜେଇ ଭର୍ତ୍ତି ବୋଲେରୋ ପୋଲିସ ଜବତ କରିଛି। ଭୋରୁ ପୋଲିସ ପାଟ୍ରୋଲିଂ ଟିମ୍‌କୁ ଦେଖି ଡ୍ରାଇଭର ଓ ଅନ୍ୟ ଜଣେ ସହଯୋଗୀ ଗାଡ଼ି ଛାଡି ଫେରାର…

ବଲାଙ୍ଗୀରରେ ବନ୍ଦ ପାଳନ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ବିଭିନ୍ନ ସ୍ଥାନରେ ବିକ୍ଷୋଭ

ବଲାଙ୍ଗୀର ଅଫିସ, ୨୩।୨- ଏସ୍‌ସି, ଏସ୍‌ଟି, ଓବିସିମାନଙ୍କୁ ପଦୋନ୍ନତି ଆରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଦିଆଯାଇଥିବା ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ବଲାଙ୍ଗୀରରେ ବନ୍ଦ ପାଳନ ପ୍ରଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରର ସମସ୍ତ ଦୋକାନ ବଜାର, ଗାଡ଼ି…

ବରଗଡ଼ରେ ଭାରତ ବନ୍ଦର ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍‌

ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ ଅନୁଭୂତ ହୋଇଛି। ସ୍ଥାନୀୟ ପରିବା ବଜାର ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ ଥିବାବେଳେ…

ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ୨ବର୍ଷ:‘ଜୀବନରେ ଲୁହ ଛଡ଼ା କିଛି ନାହିଁ’

ବଲାଙ୍ଗୀର ଅଫିସ/ପାଟଣାଗଡ଼ (ଡି.ଏନ.ଏ.), ୨୩ା୨: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ରବିବାର ୨ ବର୍ଷ ପୂରିବ। ଏହି ୨ ବର୍ଷ ଭିତରେ ନ୍ୟାୟ ତ ମିଳି ପାରିନାହିଁ କେବଳ ଲୁହ, କୋହ ଓ ଲାଞ୍ଛନା ମିଳିଛି ବୋଲି ପାର୍ସଲ…

ବନ୍‌ ବିଭାଗ, ରାଜସ୍ବ ବିଭାଗ୍‌ ଚୁପ୍‌: ବେଆଇନ ଇଟାଭାଟି ଲାଗି ସଫା ହେଉଛେ ଜଂଗଲ

  ସଇଁତଲା,୨୩।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଅଂଚଲରେ ବେଆଇନ ଇଟା ଭାଟି କାମ୍‌ ଚାଲୁଛେ। ଇଥିରଲାଗି ଲୋକ୍‌ ବେଧଡ଼କ ଜଂଗଲରୁ ଗଛ୍‌ କାଟି ଆନୁଛନ୍‌। ଏନ୍‌ତାଥି ପରିବେଶ ଖରାପ ହେବାର ସଂଗେ ରାଏଜ୍‌ ସରକାର ଲାଖ୍‌ ଲାଖ୍‌ ଟଁକା…

ପିଇଲା ପାଏନ୍‌ ଲାଗି ଦହଗଁଜ୍‌ ଲାଠୋରବାସୀ

ଲାଠୋର, ୨୩ା୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପ୍ରାଣୀ ଚିକିତ୍ସା କେନ୍ଦ୍ର ପାସେ ଥିବାର ଜଲଯୋଗାଣ ପ୍ରକଳ୍ପ ଉପରେ ଲାଠୋର ଗଁ।ର ୬ଟା ଓ୍ବାର୍ଡର ପାଖାପାଖି ୪ ହଜାର ଲୋକ୍‌ ନିରଭର କରୁଛନ୍‌। ହେଲେ ଅନେକ ଦିନ୍‌ ହେଲା…

ପରୀକ୍ଷା କେନ୍ଦ୍ରରେ କପି: ଖବର ସଂଗ୍ରହ ବେଳେ ଖବରଦାତାଙ୍କୁ ଆକ୍ରମଣ

ପାଟଣାଗଡ଼,୨୨।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅନ୍ତର୍ଗତ ମନାଇପାଦ ହାଇସ୍କୁଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରୀକ୍ଷା କେନ୍ଦ୍ରରେ କପି ଚାଲିଥିବା ବେଳେ ଲଳିତ ମଲ୍ଲିକ ନାମକ ଜଣେ ଗଣମାଧ୍ୟମ ପ୍ରତିନିଧି ଖବର ସଂଗ୍ରହ କରିବାକୁ ଯାଇଥିଲେ। ହେଲେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?