ବଲାଙ୍ଗୀର

ଚିକିଛା ଲାଗି ଟଁକା ଅଭାବ୍‌: କର୍କଟ ରୋଗ୍‌ରେ ପୀଡ଼ିତ ସମୀର

ଗୁଡ଼ଭେଲା, ୧୭।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ଡାକ୍‌ତରଖାନା ପାସେ ଗୁଟେ ଘର ଭଡ଼ା ନେଇ ରହୁଛନ୍‌ ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ…

ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଘର ତିଆରି ଲାଗି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ୧୬ ହଜାର ଟଁକା ଦେଉଛନ୍‌। ହେଲେ ଅନେକ ହିତାଧିକାରୀ ଇ ଟଁକା ନାଇଁ ପାଉଥିବାର ଅଭିଯୋଗ ହେଉଛେ। ଏନ୍‌ତା…

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଦଦ୍‌ରା ମାଏଟ୍‌ କୁରିଆରେ ୬ ପରାନୀ କୁଟୁମ୍‌

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ନିସାହା, ଗରିବ୍‌ ଦୁଖିକୁ ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଅବାସ, ମୋ କୁଡ଼ିଆ, ବିଜୁ ପକାଘର ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ହକ୍‌ଦାର ହିତାଧିକାରୀ ଭିନେ ଭିନେ କାରନରୁ ଯୋଜନାରୁ ବଁଚିତ୍‌ ହେଇ ବଡ଼ା…

ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଷ୍ଟାଫ୍‌ନର୍ସଙ୍କୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ ପ୍ରତିଶ୍ରୁତି ପରେ ଧାରଣାରୁ ଉଠିଲେ

ବଲାଙ୍ଗୀର ଅଫିସ, ୧୫।୨- ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଗତ ଗୁରୁବାର ରାତିରେ ଦୁଇଜଣ ବ୍ୟକ୍ତି ଜଣେ କାର୍ଯ୍ୟରତା ଷ୍ଟାଫନର୍ସଙ୍କୁ ମାଡ଼ ମାରିଥିଲେ । ଏହି ଘଟଣାକୁ ନେଇ ଷ୍ଟାଫନର୍ସମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚେତାବନୀ ଦେଇଥିଲେ। ବଲାଙ୍ଗୀର ଟାଉନ…

ବଲାଙ୍ଗୀର ମୋତିଲାଲ ଓସ୍ବାଲ-କିସ୍‌ ଜନଜାତି ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୧୫।୨- ଭୁବନେଶ୍ୱର କିସ୍‌ ଜନଜାତି ଆବାସିକ ବିଦ୍ୟାଳୟ ବଲାଙ୍ଗୀର ଶାଖା ମୋତିଲାଲ ଓସ୍ବାଲ-କିସ୍‌ ବିଦ୍ୟାଳୟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ଉତ୍ସବରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗୀର…

ଜିଲାପାଳ, ଏସ୍‌ପିଙ୍କୁ ଫେରାଦ ବ୍ଲାଷ୍ଟିଂରେ ମୃତକଙ୍କ ପରିବାର

ବଲାଙ୍ଗୀର ଅଫିସ,୧୪ା୨- ପଥର ବ୍ଳାଷ୍ଟିଂ ବେଳେ ଯୁବକଙ୍କ ମୃତ୍ୟୁ ଘଟଣାର ଉଚିତ୍‌ ତଦନ୍ତ ଓ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି ନେଇ ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅନ୍ତର୍ଗତ ତୁରୁକଭଟା ଗ୍ରାମର ଏକ ପରିବାର ଗୁରୁବାର ଜିଲାପାଳ ଏବଂ ଏସ୍‌ପିଙ୍କୁ ଫେରାଦ…

କିରାସିନ ବଁଟାରେ ଖେଲଢ଼େପ ଅଭିଯୋଗ

ଲାଠୋର, ୧୪।୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁଇବାହାଲ ପଁଚେତ୍‌ ଅଧୀନ ବାଞ୍ଜିପାଲି ଗଁାର ହିତାଧିକାରୀମାନେ ପିଡିଏସ୍‌ କିରାସିନ ବଁଟାରେ ଖେଲଢ଼େପ ହେଉଥିବାର ଅଭିଯୋଗ କରିଛନ୍‌। ଏନ୍‌ତା କି ଡିଲର ମାସ୍‌ମଏନା କିରାସିନ ନାଇଁ ଦେଉଥିବାର ହିତାଧିକାରୀମାନେ କହିଛନ୍‌। ସୂଚନା ଅନ୍‌ସାରେ…

ମଣିଷର ଆବେଗ ସାହିତ୍ୟ ସୃଷ୍ଟି କରେ

ବଲାଙ୍ଗୀର ଅଫିସ,୧୪ା୨- ବଲାଙ୍ଗୀର ସାମ୍ବାଦିକ ଭବନଠାରେ ସାପ୍ତାହିକ ପ୍ରେରଣା ପକ୍ଷରୁ ଗୁରୁବାର ବହୁଭାଷୀ କବିତା ପାଠୋତ୍ସବ ଓ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା ା ମନୋରଞ୍ଜନ ସାହୁଙ୍କ ସଭାପତିତ୍ୱରେ ସାହିତ୍ୟ ଓ କବିତା ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ମୁଖ୍ୟଅତିଥି ନାଟ୍ୟଭୂଷଣ ଜଗଦାନନ୍ଦ…

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଭଂଗା କୁରିଆରେ ଜୀବନ୍‌ ବିତଉଛନ୍‌ ରତି

ଖପ୍ରାଖୋଲ, ୧୩।୨(ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗାଁଗଁଲିନୁ ସହର ତକ୍‌ ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପ୍ରଧାନମନ୍ତ୍ରୀ ଆବାସ, ଇନ୍ଦିରା ଅବାସ, ବିଜୁ ପକାଘର ଲେଖେଁ ଯୋଜନାରେ ପକାଘର ଯୁଗେଇ ଦେଉଛନ୍‌। ହେଲେ ଆଏଜ୍‌ ବି ଗାଁଗଁଲିମାନକେ ପରଭାବଶାଲି…

ଛାତ୍ରୀଛାତ୍ରଙ୍କ ସହ ମଧ୍ୟାହ୍ନଭୋଜନ କଲେ ଗଣଶିକ୍ଷା ମନ୍ତ୍ରୀ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଗସ୍ତରେ ଆସିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସ୍ଥାନୀୟ ଡିଇଓ ଅଫିସରେ ଅନୁଷ୍ଠିତ ପ୍ରଧାନଶିକ୍ଷକ ସମ୍ମିଳନୀରେ ଯୋଗଦେବା ପରେ ହଠାତ୍‌ ନିକଟସ୍ଥ ସରକାରୀ ପ୍ରାକ୍ଟିସିଂ ପ୍ରାଥମିକ ବିଦ୍ୟାଳୟ…

ବିକାଶନୁ ବହୁତ୍‌ ଦୂରେ ଡେବ୍ରିଆମୁଣ୍ଡାବାସୀ

ଲାଠୋର, ୧୨।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗଁଗଁଲିର ବିକାଶ କଥା କହୁଛନ୍‌। ଇଥିରଲଗି ଅନେକ ଯୋଜନା ବି କାଯ୍‌କାରୀ କରି ଫିବଛର କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଆଏଜ୍‌ ବି ଅନେକ ଗଁାଗଁାଡ଼ାର ଲୋକ୍‌…

ବ୍ୟବସ୍ଥା ଉପରୁ ବିଶ୍ୱାସ ତୁଟାଅ ନାହିଁ

ବଲାଙ୍ଗୀର ଅଫିସ, ୧୨ା୨ – ବଲାଙ୍ଗୀର ଜିଲା ଶିକ୍ଷା ଅଧିକାରୀ ଅଫିସ ସମ୍ମିଳନୀ କକ୍ଷରେ ମଙ୍ଗଳବାର ମାଧ୍ୟମିକ ବିଦ୍ୟାଳୟ ପ୍ରଧାନଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା ା ଏହି ସମ୍ମିଳନୀରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଯୋଗଦାନ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?