ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”
ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ । ଟିଟିଲାଗଡ଼ ବଏଜ୍ ହାଇସ୍କୁଲ୍ ପଡ଼ିଆରେ ଓଡିଶା କଳାକାର ଏକତା ମଞ୍ଚ ପକ୍ଷରୁ ଆୟୋଜିତ ଏହି…
ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ ପକ୍ଷରୁ ଏକ ଶ୍ରଦ୍ଧାଞ୍ଜଳି ସଭା ରଖାଯାଇଛି। ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁ ହ୍ୟୁମାନଙ୍କ ସ୍ତ୍ରୀ…
ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…
ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ ମା’ଙ୍କୁ ଭେଟି ସମବେଦନା ଜଣାଇଛନ୍ତି ଅନୁଭବ। ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍ ହାଇସ୍କୁଲ ପଡିଆ…
ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍ପି, କହିଲେ ବିନା ପିସିରେ..
ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ ପୂର୍ବତନ ଲୋକ ସଭା ଏମ୍ପି ବାଳଗୋପାଳ ମିଶ୍ର ବଲାଙ୍ଗୀର ଗ୍ରାମ୍ୟ ଭନ୍ନୟନ (ଆର୍ଡି) ବିଭାଗ…
ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…
ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର ସେପଟି ଟାଙ୍କି ଗାଡି ମାଡ଼ି ଯାଇଥିଲା। ଡ୍ରାଇଭର ଜଣଙ୍କ ମୋବାଇଲ ଫୋନରେ କଥା ହୋଇ…
ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ
ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି I ବଲାଙ୍ଗୀର ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜି ମୁଖ୍ୟଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ…
୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ
ଲୋଇସିଂହା,୫।୧୨(ସୁଶାନ୍ତ ବାରିକ) ବଲାଙ୍ଗୀର ଡିଏଲ ପିସି ବୈଠକରେ ହୋଇଥିବା ଧାର୍ଯ୍ୟ ତାରିଖ ଅନୁଯାୟୀ ଡିସେମ୍ବର ୫ ତାରିଖରୁ ଜିଲାର ଲୋଇସିଂହା ପାକ୍ସରୁ ଜିଲ୍ଲାସ୍ତରୀୟ ୨୦୨୫-୨୬ ଆର୍ଥିକ ବର୍ଷର ଖରିବ ଧାନ କ୍ରୟ ଶୁଭାରମ୍ଭ ହୋଇଯାଇଛି। ପୂଜାର୍ଚ୍ଚନା କରି ଜିଲାପାଳ ଗୌରବ ଶିବାଜୀ…
ହଠାତ୍ ଚଳନ୍ତା ଟ୍ରେନରୁ ଖସିପଡ଼ିଲେ ଯୁବକ: ଆଉ ତା’ପରେ ଘଟିଲା…
ସଇଁତଳା,୫।୧୨(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗିର ଶୁକ୍ରବାର ସକାଳ ସମୟରେ କୌଣସି ଏକ ଟ୍ରେନରୁ ଜଣେ ଯୁବକ ପଡି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଶୁକ୍ରବାର ସକାଳେ ସଇଁତଳା ଦେଇ ଯାଇଥିବା ସମ୍ବଲପୁର ଟିଟିଲାଗଡ଼ ରେଳ ଲାଇନର ଖୁଣ୍ଟି ନଂ.୭୧୯/୧୬ ସିଲେଟପଡ଼ା ବ୍ରିଜ…
ସମ୍ପର୍କୀୟ ଘରକୁ ଆସିଥିଲେ, ବାଇକରେ ଯାଉଥିବା ବେଳେ ପଛପଟୁ ଧକ୍କା ଦେଲା ଆମ୍ବୁଲାନ୍ସ, ତା’ପରେ…
ବଲାଙ୍ଗୀର, ୫।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ପାଟଣାଗଡ଼ ୫୭ନମ୍ବର ରାଜ୍ୟ ରାଜପଥ ରାସ୍ତା ାଙ୍କରପାଲି ଆର୍.ଆର୍.କଲୋନୀ ନିକଟରେ ଗୁରୁବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ଲୋଇସିଂହା ଥାନା ସାନଟିକା…
ବଲାଙ୍ଗୀରରୁ ରାମେଶ୍ୱରମ – ମଦୁରାଇ ଅଭିମୁଖେ ଯାତ୍ରା, ବାହାରିଲେ ଏତେ ତୀର୍ଥଯାତ୍ରୀ
ବଲାଙ୍ଗୀର, ୪।୧୨(ସୁନିଲ କୁମାର ମହାନ୍ତି): ରାଜ୍ୟ ସରକାରଙ୍କ ଆଧ୍ୟାତ୍ମିକ ଯାତ୍ରାର ଦିବ୍ୟ ଅନୁଭବ କାର୍ଯ୍ୟକ୍ରମରେ ଜିଲା ପର୍ଯ୍ୟଟନ କାର୍ଯ୍ୟାଳୟ ପରିସରରୁ ବଲାଙ୍ଗୀର ଜିଲାର ବିଭିନ୍ନ ବ୍ଲକ ଓ ପୌରାଞ୍ଚଳରୁ ୧୪୦ ଜଣ ତୀର୍ଥଯାତ୍ରୀ ରାମେଶ୍ୱରମ-ମଦୁରାଇ ଅଭିମୁଖେ ଯାତ୍ରା କରିଛନ୍ତି । ଜିଲା…
ଦାଦନ ଚାଲାଣକୁ ନେଇ ବିଧାୟକ ଲକ୍ଷ୍ମଣ ବାଗ୍ – କାଉନସିଲର୍ ମୁହାଁମୁହିଁ: ଥାନାରେ ପରସ୍ପର ବିରୋଧରେ ଦେଲେ ଏତଲା
ବଲାଙ୍ଗୀର,୪।୧୨(ସୁନିଲ କୁମାର ମହାନ୍ତି): ରେଲୱେ ଷ୍ଟେଶନ ଠାରେ ବୁଧବାର ରାତିରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଓ କଣ୍ଟାବାଞ୍ଜି ଏନଏସି ଓ୍ବାର୍ଡ ନମ୍ବର ୧ର କାଉନସିଲର ତଥା ବିଜେଡ଼ିର ମହମ୍ମଦ ଇମରାନ ଖାନ ମୁହାଁମୁହିଁ ହେବା ସହ ପରସ୍ପର ବିରୁଦ୍ଧରେ ଜିଆରପି…
ଗାଁ ମାଟି କଳା ଉଜ୍ଜୀବିତ: ଲୋକ ନାଟକ ପ୍ରଦର୍ଶିତ
ଲୋଇସିଂହା,୪।୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକବୁର୍ଡା ଗ୍ରାମର ରାଧାକୃଷ୍ଣ ମନ୍ଦିର କଲ୍ୟାଣ ମଣ୍ଡପରେ ବୈଶାଖି ନାଟ୍ୟ ମହୋତ୍ସବ-୨୦୨୫ ଉଦଘାଟିତ ହୋଯାଇଛି। ବୁର୍ଡା ନିର୍ମାଣ ଶ୍ରମିକ ସଂଘ ଆନୁକୂଲ୍ୟରେ ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହାୟତା ରେ…
Archives


