ବଲାଙ୍ଗୀର

ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବ: ସ୍କୁଲ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ

ଲୋଇସିଂହା,୨୦।୩(ଡ.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମିସ୍ଥିତ ଆଶ୍ରମ ସ୍କୁଲରେ ଶିକ୍ଷକ ଅଭାବ ସହ ହଷ୍ଟେଲରେ ବିଭିନ୍ନ ସମସ୍ୟା ଲାଗି ରହିଛି। ଶିକ୍ଷକ ଅଭାବରୁ ପାଠପଢା ବ୍ୟାଘାତ ହେଉଥିବା ଅଭିଯୋଗରେ ଛାତ୍ରୀଛାତ୍ର ଓ ଅଭିଭାବକ ପକ୍ଷରୁ ଗୁରୁବାର ତାଲା ବନ୍ଦ ଆନ୍ଦୋଳନ କରାଯାଇଛି।…

କଡ଼ାକଡ଼ି ସୁରକ୍ଷା ମଧ୍ୟରେ ବଲାଙ୍ଗୀର ୧୫୪ଟି କେନ୍ଦ୍ରରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ବଲାଙ୍ଗୀର ଅଫିସ,୧୯।୨: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ବଲାଙ୍ଗୀର ଜିଲାର ୧୫୪ଟି ପରୀକ୍ଷା କେନ୍ଦ୍ରରେ ଛ୍ରାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସକାଳ ୯ଟାରେ ଛାତ୍ରୀଛାତ୍ରମାନେ ପରୀକ୍ଷା କେନ୍ଦ୍ରରେ ପ୍ରବେଶ କରିଥିଲେ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ହୋଇଛି। କଡ଼ା…

ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଛନ୍‌ ଆଈନାତି: ୫ଶହ ଭାତା, ୧୦ କେ.ଜି. ଚାଉଲ ସାହାଭରସା

ଲାଠୋର, ୧୯।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଅଁାଝର ପଁଚେତ୍‌ ଅଧୀନ ଚାଉଲଡ଼ିଆ ଗଁାର ବୁରୁଧ୍‌ ବିଧବା ପ୍ରେମ କୁମ୍ଭାର(୭୦) ଆର ନାତି ମହେଶ କୁମ୍ଭାର(୬)। ଜାଗାବାଡ଼ି, ଘରଦୁଆର ଅଭାବୁ ଦୁଇ ଆଈନାତି ବଡ଼ା ଗୁଲ୍‌ଗୁଲା ହେଇ ଜୀବନ୍‌ ବିତଉଥିବାର…

ବଦଳି ଗଲା ପାଥୋଲଜି ରିପୋର୍ଟ : ୩ ବର୍ଷର ବାଳିକାକୁ ମିଳିଲା ୫୫ବର୍ଷ ବ୍ୟକ୍ତିଙ୍କ ରିପୋର୍ଟ

ବଲାଙ୍ଗୀର ଅଫିସ, ୧୯ା୨ – ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରୁ ବିବାଦ ପିଛା ଛାଡୁ ନାହିଁ ା କିଛିବର୍ଷ ତଳେ ଶିଶୁ ବଦଳ ଘଟଣାକୁ ନେଇ ହସ୍ପିଟାଲରେ ନାହିଁ ନ ଥିବା ପରିସ୍ଥିିତ ସୃଷ୍ଟି ହୋଇଥିଲା ା ମଙ୍ଗଳବାର ପାଥୋଲଜି…

କର୍କଟ ରୋଗ୍‌ରେ ପୀଡ଼ିତ ସମୀର ଘଟ୍‌ନା: ସାହାଯ୍‌ର ହାତ୍‌ ବଢ଼ାଲା ମାରଓ୍ବାଡି ଯୁବାମଞ୍ଚ

ଗୁଡ଼ଭେଲା, ୧୯ା୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁ ପାରବାର। ଇ ବାବ୍‌ଦେ ଗଲା ୧୭ ତାରିଖ ସୋମବାର…

ଗ୍ଲୁକୋମା ରୋଗ୍‌ରେ ପୀଡ଼ିତ ସଞ୍ଜୟ: ଟଁକା ପଏସା ଅଭାବୁ ଅଟ୍‌କିଛେ ଚିକିଛା

ଲୋଇସିଂହା,୧୯।୨ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଦୁମଦୁମି ଗଁାର ସଞ୍ଜୟ ବାଗ(୩୩)। ସେ ଅନେକ୍‌ ଦିନ ହେଲା ଗ୍ଲୁକୋମା ରୋଗ୍‌ରେ ପୀଡ଼ିତ ଅଛନ୍‌। ରୋଗ୍‌ ପରଭାବରେ ଦୁଇ ଆଏଁଖ୍‌କେ ଠିକ୍‌ସେ ଦେଖା ନାଇଁଯିବାର। ଅପରେଶନ କଲେ ଠିକ୍‌ ହେଇଯିବା। ହେଲେ…

ସାହାଯ୍‌ର ହାତ୍‌ ବଢ଼ାଲା ପରଶାସନ

ଖପ୍ରାଖୋଲ,୧୭ା୨(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘୁନସର ପଁଚେତ୍‌ ଅଧୀନ ପିଙ୍ଗଲମୁଣ୍ଡା ଗଁାରେ ନିଜର ଆଈବୁଢ଼ୀର ସଂଗେ ରହୁଥିବାର ୩ ଅସାହା ଛୁଆକୁ ପରଶାସନ ରଇବାର ଉଧାର କରିଛେ। ସୂଚନା ଅନ୍‌ସାରେ ଗଁାର ବୁରୁଧ୍‌ ଚମ୍ପା ମାଝିକଁର ସଂଗେ ତାକର ୩…

ଖାଏଦ୍‌ ସୁରକ୍ଷା ଯୋଜନା ବାଟ୍‌ବନା: ୫ ପରାନୀ କୁଟୁମକେ ୧୦ କେ.ଜି ଚାଉଲ

ଲାଠୋର, ୧୭।୨ (ଡି.ଏନ୍‌.ଏ.)- କେନ୍ଦ୍ର ଆର ରାଏଜ୍‌ ଉଭଏ ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର, ଖାଏଦ୍‌ ସୁରକ୍ଷା ଯୋଜନାରେ ଚାଉଲ ଯୁଗେଇ ଦେଉଛନ୍‌। ହେଲେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମ୍‌ଖିଆଲି କାଯ୍‌ ଲାଗି ଅନେକ୍‌ ଜାଗାରେ ହକ୍‌ଦାର ହିତାଧିକାରୀ…

ଚିକିଛା ଲାଗି ଟଁକା ଅଭାବ୍‌: କର୍କଟ ରୋଗ୍‌ରେ ପୀଡ଼ିତ ସମୀର

ଗୁଡ଼ଭେଲା, ୧୭।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ଡାକ୍‌ତରଖାନା ପାସେ ଗୁଟେ ଘର ଭଡ଼ା ନେଇ ରହୁଛନ୍‌ ସମୀର ଖାନ୍‌(୪୫)। ପାଖାପାଖି ବଛ୍‌ରେ ହେଲା ସେ କର୍କଟ ରୋଗ୍‌ରେ ପୀଡ଼ିତ ଅଛନ୍‌। ହେଲେ ଟଁକା ପଏସା ଅଭାବୁ ଚିକିଛା କରେଇ…

ଆବାସ ଯୋଜନା ବାଟ୍‌ବନା: ବିଲ୍‌ ଟଁକା ଲାଗି ହିତାଧିକାରୀ ହଟ୍‌ହଟା

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ଗରିବ୍‌ ଦୁଖି, ବାସହୀନ ପରିବାରମାନକୁ ପକାଘର ଯୁଗେଇ ଦେଉଛନ୍‌। ଘର ତିଆରି ଲାଗି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ୧୬ ହଜାର ଟଁକା ଦେଉଛନ୍‌। ହେଲେ ଅନେକ ହିତାଧିକାରୀ ଇ ଟଁକା ନାଇଁ ପାଉଥିବାର ଅଭିଯୋଗ ହେଉଛେ। ଏନ୍‌ତା…

ଘରଖଁଡ଼େ ଲାଗି ଗୁହାରି କରି ନିରାଶ: ଦଦ୍‌ରା ମାଏଟ୍‌ କୁରିଆରେ ୬ ପରାନୀ କୁଟୁମ୍‌

ଲାଠୋର, ୧୬।୨ (ଡି.ଏନ୍‌.ଏ.)- ସରକାର ନିସାହା, ଗରିବ୍‌ ଦୁଖିକୁ ଇନ୍ଦିରା ଆବାସ, ପ୍ରଧାନମନ୍ତ୍ରୀ ଅବାସ, ମୋ କୁଡ଼ିଆ, ବିଜୁ ପକାଘର ଯୋଜନାରେ ଘର ଯୁଗେଇ ଦେଉଛନ୍‌। ହେଲେ ଅନେକ୍‌ ହକ୍‌ଦାର ହିତାଧିକାରୀ ଭିନେ ଭିନେ କାରନରୁ ଯୋଜନାରୁ ବଁଚିତ୍‌ ହେଇ ବଡ଼ା…

ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଷ୍ଟାଫ୍‌ନର୍ସଙ୍କୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ ପ୍ରତିଶ୍ରୁତି ପରେ ଧାରଣାରୁ ଉଠିଲେ

ବଲାଙ୍ଗୀର ଅଫିସ, ୧୫।୨- ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲରେ ଗତ ଗୁରୁବାର ରାତିରେ ଦୁଇଜଣ ବ୍ୟକ୍ତି ଜଣେ କାର୍ଯ୍ୟରତା ଷ୍ଟାଫନର୍ସଙ୍କୁ ମାଡ଼ ମାରିଥିଲେ । ଏହି ଘଟଣାକୁ ନେଇ ଷ୍ଟାଫନର୍ସମାନେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚେତାବନୀ ଦେଇଥିଲେ। ବଲାଙ୍ଗୀର ଟାଉନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?