ବଲାଙ୍ଗୀର

ସମସିଆ ଘେରରେ ଲାଠୋର ଉ.ପ୍ରା.ବିଦ୍ୟାଲୟ: କୁଠି ଅଭାବୁ ପାଠ୍‌ପଢ଼ାରେ ଖେଲଢ଼େପ୍‌

  ଲାଠୋର, ୮।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଲୟ ନାନା ସମସିଆ ଘେରରେ ରହିଛେ। ସ୍କୁଲରେ ଅନେକ ଦିନ୍‌ ହେଲା ପଢ଼ା କୁଠି ଅଭାବ୍‌କେ ପିଇଲା ପାଏନ୍‌ ସମସିଆ ଲାଗି ରହିଛେ।…

ଆବାସ ଯୋଜନାରୁ ଉପେକ୍ଷିତ ଅଭିଯୋଗ: ଦଦ୍‌ରା କୁରିଆରେ ବୁରୁଧ୍‌ ଦମ୍ପତି

ଲୋଇସିଂହା, ୭।୨ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅଧୀନ ଯୋଗୀସର୍ଡ଼ା ଗଁାର ବୁରୁଧ୍‌ କୃଷ୍ଣଚନ୍ଦ୍ର ପଧାନକୁଁ ଆବାସ ଯୋଜନାରେ ସାମିଲ କରାଯଇଛେ। ହେଲେ ପଁଚେତ୍‌ କତୁରପକ୍ଷକଁର ଖାମ୍‌ଖିଆଲି ମନ୍‌ଭାବ ଲାଗି କୃଷ୍ଣଚନ୍ଦ୍ର କାର୍ଯ୍ୟାଦେଶ ନାଇଁ ପାଇପାରୁଥିବାର ଅଭିଯୋଗ କରିଛନ୍‌। ଏନ୍‌ତାଥି ବିପଦ୍‌…

ପାଟଖଣ୍ଡା ମହୋତ୍ସବ ଉଦ୍‌ଘାଟିତ

ଦେଓଗାଁ, ୭ା୨(ଡି.ଏନ.ଏ.) – ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହା ମିନି ଷ୍ଟାଡିୟମରେ ଗୁରୁବାର ୧୦ମ ପାଟଖଣ୍ଡା ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ମହୋତ୍ସବ କମିଟି ଆୟୋଜନରେ ୪ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ମହୋତ୍ସବର ଉଦ୍‌ଘାଟନ ସନ୍ଧ୍ୟାରେ କେନ୍ଦ୍ର ସମବାୟ ବ୍ୟାଙ୍କ…

ବଲାଙ୍ଗୀରରେ ଯୋଗାଣ ମନ୍ତ୍ରୀଙ୍କ ସମୀକ୍ଷା ବୈଠକକୁ ଧସେଇ ପଶିଲେ ଚାଷୀ

ବଲାଙ୍ଗୀର ଅଫିସ, ୬।୨- ବଲାଙ୍ଗୀର ଗସ୍ତରେ ଆସି ସ୍ଥାନୀୟ ଡିଆର୍‌ଡିଏ ସମ୍ମିଳନୀ କକ୍ଷରେ ରାଜ୍ୟ ଖାଦ୍ୟ ଓ ଯୋଗାଣ ବିଭାଗ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସାଇଁ ସମୀକ୍ଷା କରୁଥିବାବେଳେ ବୈଠକ ଭିତରକୁ କିଛି ଚାଷୀ ଧସେଇ ପଶିଥିଲେ। ଚାଷୀଙ୍କ ସହ ଧାନ…

ବାର୍‌ହା ଫାଶରେ ପଡ଼ି ଯୁବକ ଗୁରୁତର

ଲୋଇସିଂହା,୬।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ସିଆଲବାହାଲି ଗାଁରେ ବିଛାଯାଇଥିବା ବାର୍‌ହା ଫାଶରେ ପଡ଼ି ଜଣେ ଯୁବକ ଗୁରୁତର ହୋଇଥିବା ଅଭିଯୋଗ ହୋଇଛି। ସେ ହେଲେ ସିଆଲବାହାଲି ଗାଁର ଭିକାରି ଧରୁଆ। ତାଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରାଯାଇ ବୁର୍ଲା…

୮୦ ବଛ୍‌ରିଆ ଅଜାର ହାତେ ନାତେନ୍‌ର ଭବିଷତ୍‌: ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ମଞ୍ଜୁଲା

କଣ୍ଟାବାଞ୍ଜି, ୬।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଘୁନେଶ ପଁଚେତ୍‌ ଖୁଜେନ ଗଁାର ମଞ୍ଜୁଲା ନାଗ(୧୮)। ଅନେକ ବଛର ହେଲା ମା’ବାପ୍‌ ଆରପାରକେ ଚାଲିଯାଇଛନ୍‌। ଏନ୍‌ତାଥି ଅଜା ବୁଢ଼ା ନ ତାକର ସାହାଭରସା। ହେଲେ ବଛର କେତେ ହେଲା ମଞ୍ଜୁଲା…

ବଲାଙ୍ଗୀର ସିଲେଟକାନୀରେ ଶିଶୁବଳି ସନ୍ଦେହ

ବଲାଙ୍ଗୀର ଅଫିସ/ଦେଓଗଁ।, ୫ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଦେଓଗଁ। ଥାନା ଅନ୍ତର୍ଗତ ସିଲେଟକାନୀ ଗଁ। ନିକଟ ସୋନଗଡ ନଦୀ କୂଳରୁ ବୁଧବାର ଜଣେ ନାବାଳକଙ୍କ ମୁଣ୍ଡଗଣ୍ଡି ବିଚ୍ଛିନ୍ନ ଅସ୍ଥିକଙ୍କାଳ, ଶାର୍ଟପ୍ୟାଣ୍ଟକୁ ପୋଲିସ ଉଦ୍ଧାର କରିଛି। ଉକ୍ତ ଅସ୍ଥିକଙ୍କାଳ ଓ ଶାର୍ଟପେଣ୍ଟ ୧୪ ଦିନ…

ସିଲେଟକାନୀରେ ନାବାଳକଙ୍କୁ ବଳି ଅଭିଯୋଗ

ଦେଓଗାଁ,୫।୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ସିଲେଟକାନୀ ଗ୍ରାମରେ ଜଣେ ନାବାଳକଙ୍କୁ ବଳି ଦିଆଯାଇଥିବା ଅଭିଯୋଗ ହୋଇଛି। ଜାନୁଆରୀ ୨୨ରୁ ଇଟାଭାଟି ପାଖରୁ ନିଖୋଜ ହୋଇଯାଇଥିଲେ ନାବାଳକ ଜଣକ। ସୋନଗଡ଼ ନଦୀପଠାରୁ ବୁଧବାର ଖଣ୍ଡ ବିଖଣ୍ଡିତ ମୃତଦେହ ମିଳିଛି। ପୋଲିସ ମୃତଦେହ…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ପାଟଣାଗଡ଼ରେ ବନ୍ଦର ପ୍ରଭାବ

ପାଟଣାଗଡ଼,୫।୨(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ପାଟଣାଗଡ଼ ଉପଖଣ୍ଡରେ ମଧ୍ୟ ଦେଖିବାକୁ ମିଳିଛି। ବନ୍ଦରେ କୋଶଳ ସମନ୍ବୟ ସମିତି, ଜିଲା ଆଦିବାସୀ କଲ୍ୟାଣ ସଂଘ ସହିତ…

ପଶ୍ଚିମ ଓଡ଼ିଶା ବନ୍ଦ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୫।୨: ଆଇନଜୀବୀଙ୍କ ପକ୍ଷରୁ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବଲାଙ୍ଗୀରରେ ମଧ୍ୟ ଦେଖିବାକୁ ମିଳିଛି। ବୁଧବାର ସକାଳୁ ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ, ଡାକଘର ସମ୍ମୁଖରେ ପିକେଟିଂ କରିଛନ୍ତି । ଏହା ସହ ଜିଲାପାଳଙ୍କ…

ଆହତ ମହିଳାଙ୍କୁ ଡାକ୍ତରଖାନା ନେଲେ ମନ୍ତ୍ରୀ

ସଇଁତଲା, ୫-୨ (ଡି.ଏନ.ଏ.):ମଙ୍ଗଳବାର ବଲାଙ୍ଗୀର ଜିଲା ସଇଁତଲା ବ୍ଲକ ଷାଣ୍ଡପାଲି ଛକରେ ବାଇକରୁ ପଡ଼ି ଜଣେ ମହିଳା ଆହତ ହୋଇଥିଲେ। ତାଙ୍କୁ ଉଦ୍ଧାର କରି ଟିଟିଲାଗଡ଼ ବିଧାୟିକା ତଥା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ…

ଟ୍ରାକ୍ଟର ଓଲଟି ହେଲପର ମୃତ, ରାସ୍ତାରୋକୋ

ଗୁଡ଼ଭେଲା, ୩ା୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁଷୁରା ବିଦେଶୀ ମଦ ଦେକାନ ସମ୍ମୁଖରେ ଏକ ଓଭରଲୋଡିଙ୍ଗ ଟ୍ରାକ୍ଟର ଓଲଟି ପଡିବାରେ ଗାଡି ହେରପରଙ୍କର ମୃତ୍ୟୁ ଘଟିଥିଲା। ସୋମବାର ମୃତକଙ୍କ ପରିବାର ଓ ସ୍ଥାନୀୟ ଲୋକେ ତୁଷୁରା-ବଲାଙ୍ଗୀର ମୁଖ୍ୟରାସ୍ତାର ଜଗନ୍ନାଥ ମନ୍ଦିର ପାଖରେ ରାସ୍ତାରୋକୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?