ବଲାଙ୍ଗୀର

ମନ୍‌ବଲ ଥିଲେ ସବୁ ସମ୍‌ଭବ: ପର୍‌ମାନ କରି ଦେଖେଇଛନ୍‌ ଦିବ୍ୟାଙ୍ଗ ଦମ୍ପତି

କଣ୍ଟାବାଞ୍ଜି, ୧୦ା୧(ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଚଟୁଅନକା ପଚେଁତ୍‌ ସଦର ଗଁାର ପବିତ୍ର ପୁଟେଲ(୨୫)ଜନ୍‌ମୁ ଦିବ୍ୟାଙ୍ଗ ଆନ୍‌। ଜନମ୍‌ ବେଲେ ସେ ପୋଲିଓ ରୋଗ୍‌ରେ ଆକ୍‌ରଁାତ ହେଲାରୁ ତାକର ଦୁଇଗୋଡ଼ ଅଚଲ ହେଇଯାଇଛେ। ହେଲେ ସେ ଜୀବନ୍‌ରେ ହାର ନାଇଁ ମାନି।…

‘ସ୍କୁଲ ପିଲାଙ୍କୁ ଯୋଡିଲେ ବହିହାଟ ସଫଳ ହେବ’

ବଲାଙ୍ଗୀର ଅଫିସ, ୧୦ା୧ – ୧୫ତମ ବଲାଙ୍ଗୀର ବହିହାଟ ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ା ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥିଭାବେ ଯୋଗଦେଇ ଏହି ବହିହାଟର ଶୁଭ ଉଦ୍‌ଘାଟନ କରିଛନ୍ତି ା ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ ଏହି…

ଦୁଇ ସହଯୋଗୀଙ୍କ ସହ କଫ୍‌ସିରପ୍‌ ମାଷ୍ଟରମାଇଣ୍ଡ ସାନ ନେଗୀ ଗିରଫ

ବଲାଙ୍ଗୀର ଅଫିସ, ୯।୧- କଫ୍‌ସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଓ ବାଦଶାହ ମାନଙ୍କୁ ଗୁରୁବାର ଭୁବନେଶ୍ୱରରୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ ବଲାଙ୍ଗୀର ଅଣାଯାଇ ଏକ ଗୁପ୍ତ ସ୍ଥାନରେ ପଚରାଉଚୁରା କରାଯାଉଥିବା…

ଲୋକ ଉତ୍ସବ

ବଲାଙ୍ଗୀର ଲୋକଉତ୍ସବକୁ ଇତିମଧ୍ୟରେ ୨୦ ବର୍ଷ ପୂରିଛି। ଜାନୁୟାରୀ ୩ରୁ ୬ ତାରିଖ ପର୍ଯ୍ୟନ୍ତ ବିଂଶତିତମ ଜିଲାସ୍ତରୀୟ ବଲାଙ୍ଗୀର ଲୋକ ଉତ୍ସବ ଶେଷ ହୋଇଛି। ଏହି ଉତ୍ସବରେ ଜିଲାର ବିଭିନ୍ନ ବ୍ଳକ୍‌ ଏବଂ ରାଜ୍ୟ ତଥା ଦେଶର ବହୁ ସ୍ଥାନରୁ ଆସିଥିତ୍ବା…

ବଲାଙ୍ଗୀରରେ ବନ୍ଦ ପାଳନ: ଯାନବାହନ ଚଳାଚଳ ବନ୍ଦ

ବଲାଙ୍ଗୀର ଅଫିସ, ୮।୧: ବଲାଙ୍ଗୀର ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବନ୍ଦ ପାଳନ ସଫଳ ହୋଇଛି। ବୁଧବାର ସକାଳ ୬ଟାରୁ ବିଭିନ୍ନ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ପାଳନ ଆରମ୍ଭ ହୋଇଥିଲା। ଶ୍ରମିକ ସଂଗଠନ ସଦସ୍ୟମାନେ ବିଭିନ୍ନ ସରକାରୀ ଅଫିସ…

ତନ୍ତ୍ର ସାଧନା ପଛର ରହସ୍ୟ ଖୋଲିଲା ପୋଲିସ:ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ ଭାଇ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ ବଙ୍ଗୋମୁଣ୍ଡା, ୮।୧(ଡି.ଏନ୍‌.ଏ.):ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ତନ୍ତ୍ରସାଧକ ଶୋଭାବନ ରଣା ଜେଲରୁ ଜାମିନରେ ଆସି ସମାନ ଢଙ୍ଗରେ ନିଜ ସାନ ଭଉଣୀଙ୍କୁ ଅପହରଣ କରି ତଣ୍ଟି କାଟି…

୧୭ରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ଶଲାବୁଢ଼ାର ବଦ୍‌ଲା

ବଲାଙ୍ଗୀର ଅଫିସ, ୮ା୧- ଆସନ୍ତା ୧୭ ତାରିଖ ବଲାଙ୍ଗୀରରେ ମୁକ୍ତିଲାଭ କରିବ ବହୁପ୍ରତୀକ୍ଷିତ କୋଶଲୀ-ସମ୍ବଲପୁରୀ ଚଳଚ୍ଚିତ୍ର ଶଲବୁଢ଼ାର ବଦ୍‌ଲା ା ଏହି ଓଡିଶାର ପ୍ରଥମ ଓ ସାରା ଭାରତର ଦ୍ୱିତୀୟ ଟ୍ରାଇଲଜି ବୋଲି ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ମଙ୍ଗଳବାର ସ୍ଥାନୀୟ…

ତନ୍ତ୍ରସାଧକ ଭାଇର ନାରକୀୟ କାଣ୍ଡ ଘଟଣାର ପର୍ଦ୍ଦାଫାଶ : ଭଉଣୀର ତଣ୍ଟି କାଟି ବଳି ଦେଇଥିଲେ

ବଲାଙ୍ଗୀର ଅଫିସ/କଣ୍ଟାବାଞ୍ଜି/ବଙ୍ଗୋମୁଣ୍ଡା, ୭ା୧ (ଡି.ଏନ୍‌.ଏ.): ନିଜ ମାମୁପୁଅ ଭାଇକୁ ଅପହରଣ କରି ତଣ୍ଟି କାଟି ବଳି ଦେବାର ୧୪ ମାସ ପରେ ଅଭିଯୁକ୍ତ ତନ୍ତ୍ରସାଧକ ଜେଲରୁ ଜାମିନରେ ବାହାରି ସମାନ ଢଙ୍ଗରେ ନିଜ ସାନ ଭଉଣୀକୁ ଅପହରଣ କରି ତଣ୍ଟି କାଟି…

ଦାଦନ ଶ୍ରମିକ ଚାଲାନ ବେଲେ ଚଢ଼ଉ: ଦୁଇ ଶ୍ରମିକ ଉଧାର, ୧୩ ବ୍ୟାଗ୍‌ ଜବତ

  ଲାଠୋର, ୭ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ହରିଶଙ୍କର ରୋଡ଼ ରେଲ ଷ୍ଟେଶନରୁ ସୋମବାର ସଖାଲେ ଜୁନାଗଡ଼-ରାୟପୁର ପାସେଞ୍ଜର ଟ୍ରେନ୍‌ରେ ଦାଦନ ଶ୍ରମିକ ଚାଲନ ହେଉଥିବାର ଖବର ପାଇ ଖପ୍ରାଖୋଲ ଶ୍ରମ ନିରୀକ୍ଷକ ଚଢ଼ଉ କରିଥିଲେ। ହେଲେ ବିଭାଗୀୟ କରମ୍‌ଚାରୀ ଅଭାବ ଲାଗି…

ବେଧଡ଼କ ଚାଲିଛେ ଦାଦନ ଶ୍ରମିକ ଚାଲାନ: ଲଗାମ୍‌ କସ୍‌ବାରେ ପରଶାସନ ବିଫଲ

ଲାଠୋର, ୬ା୧(ଡି.ଏନ୍‌.ଏ.)- ରାଏଜ୍‌ ସରକାର ଦାଦନ ସମସିଆ ସଂଗେ ଯୁଝବାର ଲାଗି ଅନେକ୍‌ ଯୋଜନା କାଯ୍‌କାରୀ କରୁଛନ୍‌। ହେଲେ ଅନେକ ଜାଗାରେ ହକ୍‌ଦାର ହିତାଧିକାରୀ ସରକାରୀ ଯୋଜନାର ଲାଭ୍‌ ନାଇଁ ପାଏବାର। ଯେନ୍‌ଥିରଲାଗି ଗରିବ୍‌ ଦୁଖି ଉପେ ଶୂଇନ୍‌ ହେଇ କୁଟୁମବସିଆ…

ଜିପିଏଫ୍‌, ଫ୍ୟାମିଲି ପେନ୍‌ସନରୁ ବଁଚିତ୍‌ ପରିବାର: ସୁବର୍ଣ୍ଣକଁର ଉପରେ ୧୧ ଝନିଆଁ କୁଟ୍‌ମର ବୋଝ୍‌

ଲୋଇସିଂହା,୬ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଝାଙ୍କରପାଲି ଗଁାର ସ୍ବର୍ଗତ ଗୋପାଳ ବେହେରା। ସେ ଥାନୀଅ ରୋତ ପିଏସ୍‌ କଲେଜରେ ଚାକିରି କରି ଅବସର ନେଇଥିଲେ। ଅବସର ନେବାର ବଛ୍‌ରେ ଉତାରୁ ତାକର ମୁର୍‌ତୁ ହେଇଥିଲା। ଆଏଜ୍‌କେ…

୨୫ ଫୁଟ ଚେକ୍‌ଡ୍ୟାମ୍‌ ତଳକୁ ଖସିଲା କମାଣ୍ଡର

ଟିଟିଲାଗଡ଼,୫।୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ଼ ନିକଟସ୍ଥ ୨୫ ଫୁଟର ଚେକ୍‌ଡ୍ୟାମ୍‌ ତଳକୁ ଏକ କମାଣ୍ଡର ଗାଡ଼ି ରବିବାର ଖସି ଯାଇଛି। ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିବା ଜଣାପଡ଼ିଛି। ଡ୍ରାଇଭରଙ୍କ ବ୍ୟତୀତ ଗାଡିରେ କେହି ନ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?