ବଲାଙ୍ଗୀର

କଳାକାରଙ୍କ ସରଳତା, ନିଷ୍ଠା ଶିକ୍ଷଣୀୟ

ବଲାଙ୍ଗୀର ଅଫିସ, ୫ା୧: ବଲାଙ୍ଗୀର କୋଶଳ କଳାମଣ୍ଡଳ ପଡିଆରେ ଅନୁଷ୍ଠିତ ବିଂଶତିତମ ଲୋକଉତ୍ସବର ଦ୍ୱିତୀୟ ସନ୍ଧ୍ୟାରେ କଳାକାରମାନେ ଦର୍ଶକଙ୍କ ମନ ମୋହିଛନ୍ତି। ଅତିରିକ୍ତ ଜିଲାପାଳ ପରୀକ୍ଷିତ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସାନ୍ଧ୍ୟ ଅଧିବେଶନରେ ମୁଖ୍ୟଅତିଥି ଭାବେ ପଶ୍ଚିମ ଓଡିଶା ବିକାଶ ପରିଷଦ…

ସାମାଜିକ ବାସନ୍ଦ ବିରୋଧରେ ଦୃଢ଼ ହେଲେ ପ୍ରମିଳା

ଗୁଡ଼ଭେଲା, ୩।୧ (ଡ଼ି.ଏନ.ଏ.): ବାପାଙ୍କ ମୃତଦେହ ଘରେ ୨ ଦିନ ହେଲା ପଡ଼ିଥିଲା। ମୁଣ୍ଡପିଟି କାନ୍ଦୁଥିଲେ ପରିବାର ଲୋକେ। ଶୋକରେ କାହାର ପାଟି ଫିଟୁ ନ ଥିଲା। ମୃତଦେହ ସତ୍କାର ହୋଇ ନ ଥିବାରୁ ଭୋକ ଉପାସରେ ରହିଥିଲେ ସାରା ପରିବାର।…

ବେଧଡ଼କ ଚାଲିଛେ ବାଲି ଚୁରାଚାଲାନ

ଦେଓଗାଁ, ୪।୧(ଡି.ଏନ୍‌.ଏ.)- ଦେଓଗଁ। ତହସିଲ ଜରାସିଂହା ଆର୍‌ଆଇ ଅଧୀନ ଚନ୍ଦ୍ରପୁର ପାସର ସୋନଗଡ଼ ନଦୀରୁ ବେଆଇନ ଭାବେ ଫିଦିନ ଶହ ଶହ ଟ୍ରାକ୍ଟର ବାଲି ଚୁରାଚାଲାନ ହେଉଥିବାର ଦେଖ୍‌ବାକେ ମିଲୁଛେ। ତହସିଲ ଅଫିସ୍‌ରୁ ଅଧ୍‌ କି.ମି. ଦୂରେ ରହିଛେ ଚନ୍ଦ୍ରପୁର ରେଲଓ୍ବେ…

ପଡି ରହିଛି ଧାନ: ଟାର୍ଗେଟ ବଢାଇବାକୁ ଦାବିକଲେ ଚାଷୀ

ଖପ୍ରାଖୋଲ, ୩ା୧(ଡି.ଏନ.ଏ.) – ଚଳିତ ବର୍ଷ ଭଲ ଧାନ ଉତ୍ପାଦନ ହୋଇଛି । ହେଲେ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚିନ୍ତାରେ ଚାଷୀ । ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପ୍ରାଥମିକ କୃଷି ସମବାୟ ସମିତିର ଯୁରିଆ ଧାନ ମଣ୍ଡିରେ…

ଆଧୁନିକୀକରଣ ପରେ ଡାକବିଭାଗର ଗୁରୁତ୍ୱ ବଢ଼ିଛି

ବଲାଙ୍ଗୀର ଅଫିସ, ୩ା୧ – ବଲାଙ୍ଗୀର ଟାଉନ୍‌ ହଲଠାରେ ଗୁରୁବାର ବଲାଙ୍ଗୀର ଡାକ ମଣ୍ଡଳର ୬୧ତମ ପ୍ରତିଷ୍ଠା ଉତ୍ସବ ଏବଂ ମହା ଡାକମେଳା ଅନୁଷ୍ଠିତ ହୋଇଛି ା ମୁଖ୍ୟଅତିଥି ଭାବେ ଯୋଗଦେଇ ବଲାଙ୍ଗୀର ଏମପି ସଙ୍ଗୀତା କୁମାରୀ ସିଂଦେଓ ଡାକସେବାର ଐତିହ୍ୟ,…

ରେଳ ଧାରଣାରୁ ଯୁବତୀଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର

ବଲାଙ୍ଗୀର ଅଫିସ, ୨।୧- ବଲାଙ୍ଗୀର ନିକଟ ମାଧିଆପାଲି-ରିନବଚନ ରେଳ ଧାରଣାରେ ଗୁରୁବାର ସକାଳେ ଦୁଇଜଣ ଯୁବତୀ ଓ ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ଖବରପାଇ ରେଳବାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି। ମୃତ ଯୁବତୀଯୁବକଙ୍କ ପରିଚୟ…

ମାଓବାଦୀ ପ୍ରବଣ ଲାଞ୍ଜିଗଡ଼ରେ ମଦ ବିରୋଧୀ ସ୍ବର

ଲାଞ୍ଜିଗଡ, ୧ା୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକର ଦୁର୍ଗମ ଓ ମାଓବାଦୀ ପ୍ରବଣ ଅଞ୍ଚଳରେ ଅବାଧରେ ଚାଲିଛି ମଦ କାରବାର। ଏଥିଯୋଗୁଁ ଅନେକ ଧନଜୀବନ ନଷ୍ଟ ହେବାରେ ଲାଗିଛି। ମଦ ରାନ୍ଧିବା ଓ ମଦ ବିକ୍ର ବନ୍ଦ କରିବା ପାଇଁ ବିଭିନ୍ନ…

ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି: ଭିତ୍ତିଭୂମି ବିକାଶ ଲାଗି ୫୦ କୋଟି ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ରାଜେନ୍ଦ୍ର କଲେଜ ପ୍ଲାଟିନମ ଜୁବିଲି ଉଦ୍‌ଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କଲେଜର ଭିତ୍ତିଭୂମି ବିକାଶ ଓ ବିଜ୍ଞାନ ଶିକ୍ଷାର ଉନ୍ନତି ଲାଗି ୫୦ କୋଟି ଟଙ୍କାର ସହାୟତା…

ପ୍ରସିଦ୍ଧ ଶୁଲିଆ ଯାତ୍ରା ଆରମ୍ଭ: ପଶୁବଳିରେ ରକ୍ତରଞ୍ଜିତ ହେଲା ପୀଠ

ବଲାଙ୍ଗୀର ଅଫିସ, ୩୧।୧୨: ବଲାଙ୍ଗୀର ଜିଲାର ଦେଓଗାଁ ବ୍ଲକ ଖଇରଗୁରା ଓ କୁମୁରିଆରେ ମଙ୍ଗଳବାର କନ୍ଧ ସମେତ ବିଭିନ୍ନ ଆଦିବାସୀ ସମ୍ପ୍ରଦାୟର ପ୍ରସିଦ୍ଧ ଶୁଲିଆ ଯାତ୍ରା ଅନୁଷ୍ଠିତ ହୋଇଛି। ଚଳିତବର୍ଷ ଶୁଲିଆ ଯାତ୍ରା ୩ ଦିନ ଧରି ଅନୁଷ୍ଠିତ ହେବ। ଯାତ୍ରାର…

ଘରେ ପଶି ଯୁବକଙ୍କୁ ଗୁଳିମାଡ଼

ପାଟଣାଗଡ଼, ୩୦ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନା ଅନ୍ତର୍ଗତ ଗଙ୍ଗାସାଗର ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ପଶି ମୁଖାପିନ୍ଧା ଦୁର୍ବୃତ୍ତ ରବିବାର ବିଳମ୍ବିତ ରାତିରେ ଆତଙ୍କ ଖେଳାଇଥିଲେ। ତାଙ୍କ ଗୁଳିମାଡ଼ରେ ଗୃହକର୍ତ୍ତା ନବୀନ ମେହେର(୪୦) ଗୁରୁତର ହୋଇଛନ୍ତି। ତାଙ୍କୁ ପାଟଣାଗଡ଼ ଡାକ୍ତରଖାନାରେ…

ମାଓବାଦୀଙ୍କ ନାଁ ନେଇ ଗୁଳିକାଣ୍ଡ

ପାଟଣାଗଡ, ୩୦।୧୨(ଡି.ଏନ.ଏ.):ପାଟଣାଗଡ ଉପଖଣ୍ଡସ୍ଥ ଗଙ୍ଗାସାଗର ଗ୍ରାମ ଶେଷ ମୁଣ୍ଡରେ ଥିବା ନବୀନ ମେହେରଙ୍କ ବାସଭବନରେ ରବିବାର ବିଳମ୍ବିତ ରାତି ୨ଟା ସମୟରେ ଜଣେ ଅଜଣା ବ୍ୟକ୍ତି ମାଓବାଦୀଙ୍କ ନାଁ ନେଇ ନବୀନଙ୍କୁ ଗୁଳି କରିଥିବା ଜଣାପଡିଛିି। ସୂଚନା ଅନୁସାରେ ନବୀନ ମେହେର…

ଭତା, ପୋରଛାହନ୍‌ରୁ ବଁଚିତ୍‌ ଗଣ୍ଡାବଜା କଳାକାର: ବିପଦ୍‌ରେ ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି

  ଲାଠୋର, ୨୮ା୧୨ (ଡି.ଏନ୍‌.ଏ.)- ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି ବହୁତ୍‌ ପ୍ରାଚୀନ। ସେନ୍‌ତା ଇଠାନର ଜାନିଯାତ୍‌ରା, ପରବ୍‌, ଉଛବ୍‌, ବିହାବରୁ ସଂଗେ ଯୁଡ଼ି ହେଇରହିଛେ ଢୋଲ, ଲିସାନ, ତାସା, ମୁହୁରୀ ଲେଖେଁ ପ୍ରାଚୀନ ବାଦ୍ୟଯନ୍ତ୍ର। ଇ ବଜାମାନ ଆଗରୁ ପୁରଖାପାତିନୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?