ବଲାଙ୍ଗୀର

ସଡକ ଦୁର୍ଘଟଣାରେ ୨ବାଇକ ଆରୋହୀ ମୃତ

ମୁରିବାହାଲ, ୧୮ା୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଜୁଆଡିପାଲି ନିକଟରେ ବୁଧବାର ସନ୍ଧ୍ୟାରେ ଏକ ଅଜଣା ଗାଡି ଧକ୍କାରେ ଏକ ବାଇକରେ ଥିବା ୨ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣଙ୍କର ଓ ଅନ୍ୟ ଜଣଙ୍କର ମୁରିବାହାଲ ଡାକ୍ତରଖାନାରେ ମୃତ୍ୟୁ…

ବିଭିନ୍ନ ଦାବି ନେଇ ଦୁଇଦିନିଆ ବଲାଙ୍ଗୀର ବନ୍ଦ ପାଳନ ଆରମ୍ଭ

ବଲାଙ୍ଗୀର ଅଫିସ, ୧୮।୧୨: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃପ୍ରତିଷ୍ଠା, ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ ଦାବିରେ ବଲାଙ୍ଗୀର ଆକ୍ସନ କମିଟି ନେତୃତ୍ୱରେ ବୁଧବାରଠାରୁ ଦୁଇଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି। ଆକ୍ସନ…

ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ କରି ପ୍ରାପ୍ୟ ମିଳିନି

ଲୋଇସିଂହା, ୧୬।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡା ଗ୍ରାମର କେତେକ ଜବକାର୍ଡଧାରୀ ଶ୍ରମିକ ଏମ୍‌ଜିଏନ୍‌ଆରଇଜିଏସ୍‌ରେ କାମ କରି ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ଉକ୍ତ ଶ୍ରମିକ ପରିବାର ପ୍ରାପ୍ୟ ନ ପାଇ ପରିବାର ଚଳଣିରେ ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ କରିଛନ୍ତି।…

ବାଇକ ଆରୋହୀଙ୍କଠାରୁ ୫.୭ଲକ୍ଷ ଲୁଟିନେଲେ

କଣ୍ଟାବାଞ୍ଜି, ୧୫ା୧୨(ଡି.ଏନ.ଏ.):ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିି ଥାନା ୨୬ନଂ ରାଜ୍ୟ ରାଜପଥର କାନୁଟ-ତଅଁଲା ଇଲେକ୍ଟ୍ରି ଗ୍ରୀଡ ନର୍ସରୀ ନିକଟରେ ରବିବାର ସନ୍ଧ୍ୟାରେ ମୁଖାପିନ୍ଧା ଲୁଟେରା ଜଣେ ବାଇକ ଆରୋହୀଙ୍କଠାରୁ ୫ଲକ୍ଷ ୭୦ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଲୁଟ୍‌ର ଶିକାର ଏସ.ରେଡ୍ଡି…

ନିଆଁ ଲାଗି ଧାନଖରି ଭସ୍ମୀଭୂତ

ଟିକ୍ରାପଡା,୧୨ା୧୨ (ଡି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ ଯୁରାବନ୍ଧ ପଞ୍ଚାୟତ ଅଧିନ ପଟନିପିଟା ଗ୍ରାମରେ ବୈଶାଖୁ କାଲସାଏଙ୍କ ଖଳାରେ ବୁଧବାର ରାତିରେ ନିଆଁଲାଗି ଧାନ ଖରି ଜଳି ଯାଇଛି ା ମୁରିବାହାଲରୁ ଦମକଳ ଆସି ନିଆଁକୁ ଆୟତ୍ତ କରିଥିଲା ା ପ୍ରାୟ…

ଅଜନା ରୋଗ୍‌ରେ ପୀଡ଼ିତ ଶୁକଦେବ

ଦେଓଗାଁ,୧୨ା୧୨(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଜରାସିଂହା ପଁଚେତ ଅଧୀନ ଚନ୍ଦ୍ରପୁରର ଶୁକଦେବ ନାଗ(୪୦)। ସେ କେହେନ୍‌ସି ଗୁଟେ ଅଜନା ରୋଗ୍‌ରେ ଆକ୍‌ରଁାତ ହେଇ ଭଗବାନ ଭରସାରେ ଜୀବନ୍‌ ବିତଉଥିବାର ନଜରକେ ଆସିଛେ। ହେଲେ ତାହାକୁ ଡାକ୍‌ତର ବିନା ଚିକିଛାରେ ଘରକେ…

ଅବହେଲିତ ଗାଁ ବାହାବଲ: ସରକାରୀ ଯୋଜନା ବାଟବନା

କଣ୍ଟାବାଞ୍ଜି, ୧୧ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍‌ ଅଧୀନ ମାଓବାଦୀ ପରଭାବିତ ଗଁା ବାହାବଲ। ଇ ଗଁାରେ ବାସ କରୁଛନ୍‌ ୨୮୫ ଆଦିବାସୀ ଆର ହରିଜନ ପରିବାର। ୨ ଓ୍ବାର୍ଡ ଥିବାର ଇ ଗଁାରେ ସରକାରକଁର ଅନେକ ବିକାଶ ମୂଲକ…

ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି: ଖବରଦାତା ସଂଘର ଧାରଣା

ଲୋଇସିଂହା,୧୦।୧୨(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ଥାୟୀ ଡାକ୍ତର ନିଯୁକ୍ତି ଦାବି ଓ ବିଭିନ୍ନ ସମସ୍ୟା ନେଇ ମଙ୍ଗଳବାର ଲୋଇସିଂହାଖବରଦାତା ସଂଘ ପକ୍ଷରୁ ଅନିର୍ଦ୍ଦିଷ୍ଟ କାଳ ଧାରଣା ଦିଆଯାଇଛି। ଏହି ଧାରଣାକୁ ଅଞ୍ଚଳର ବିଭିନ୍ନ ମହଲରୁ ସମର୍ଥନ ମିଳିଥିବା ଜଣାପଡ଼ିଛି।

ଅବେବସ୍‌ତା ଘେରରେ ଦୁମଦୁମି ସେବାଶ୍ରମ ସ୍କୁଲ: ୧୦ଟା ଶ୍ରେଣୀକେ ୨୬୮ ଛାତ୍ରୀଛାତ୍ର, ୪ ଶିକ୍ଷକ

ଲୋଇସିଂହା, ୯।୧୨(ଡି.ଏନ.ଏ.)- ଆଦିବାସୀ ଛାତ୍ରୀଛାତ୍ରକଁର ଶିକ୍ଷାର ବିକାଶ ଲାଗି ସରକାର ଖାସ୍‌ ପଦକ୍ଷେପ ନେଉଥିବାର କହୁଛନ୍‌। ହେଲେ ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଦୁମଦୁମିରେ ଥିବାର ଆଦିବାସୀ ସେବାଶ୍ରମ ସ୍କୁଲର ଶିକ୍ଷକ ଥିତିକେ ଦେଖ୍‌ଲେ ସରକାରକଁର ଦରଦ୍‌ ଫଟିକ୍‌ ବୁଝାପଡ଼ୁଛେ। ସ୍କୁଲରେ…

ଦୁରଦିନରେ ବୁରୁଧ୍‌ ଦମ୍ପତି: ରାଧାଗୋବିନ୍ଦକଁର ଚିକିଛା ଲାଗି ଟଁକା ଅଭାବ୍‌

  ଲୋଇସିଂହା, ୮।୧୨(ଡି.ଏନ.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର କୁମ୍ଭାରପଡ଼ାର ରାଧାଗୋବିନ୍ଦ ପୁଟେଲ(୭୦)। ମାଏକିନା ଭଗବତୀ ଆର ପଁାଚ୍‌ ପୁଓକୁଁ ନେଇ ତାକର ପରିବାର ହସଖୁସିରେ ଚାଲିଥିଲା। ରାଧାଗୋବିନ୍ଦ ଆର ଭଗବତୀ ଦୁଖ୍‌ସୁଖ କରି କୁଟୁମ ପୁଷୁଥିଲେ। ହେଲେ ଏହେଦେ…

ଚାକିରି କରାଇଦେବା ନାଁରେ ୭୦ ଲକ୍ଷ ଠକେଇ କରି ମହିଳା ଫେରାର, ଟାଉନ୍‌ ଥାନାରେ ମାମଲା ରୁଜୁ

ବଲାଙ୍ଗୀର ଅଫିସ,୭।୧୨: ବଲାଙ୍ଗୀର ସହରରେ ଘର ଭଡ଼ା ନେଇ ରହୁଥିବା ଯାଜପୁର ଜିଲାର ଜଣେ ମହିଳା ଚାକିରି କରାଇଦେବା ନାଁରେ ପ୍ରାୟ ୭୦ ଲକ୍ଷ ଟଙ୍କା ଠକେଇ କରି ଫେରାର ହୋଇଯାଇଥିବା ଶନିବାର ଟାଉନ ଥାନାରେ ଅଭିଯୋଗ ହୋଇଛି। ବଲାଙ୍ଗୀର ସହରର…

୪୦ ଟଙ୍କାରେ ପିଆଜ ବିକି ଦରଦାମ୍‌ ବୃଦ୍ଧିର ପ୍ରତିବାଦ କଲା ଜିଲା ନଗର କଂଗ୍ରେସ

ବଲାଙ୍ଗୀର ଅଫିସ୍‌,୬।୧୨: ବଲାଙ୍ଗୀର ଜିଲା ନଗର କଂଗ୍ରେସ କମିଟି ପକ୍ଷରୁ ରାଜ୍ୟ ଓ କେନ୍ଦ୍ର ସରକାର ଅହେତୁକ ପିଆଜର ଦରଦାମ୍‌ ବୃଦ୍ଧି ଓ ଅଭାବ ନେଇ ଶୁକ୍ରବାର ଅଭିନବ ଉପାୟରେ ପ୍ରତିବାଦ କରାଯାଇଛି। ଏ ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?