ବଲାଙ୍ଗୀର

ଗାଁରେ ହେଉଥିବା ଅନିୟମିତତାକୁ ନେଇ ଉପଜିଲାପାଳଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଲୋଇସିଂହା, ୧୪।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମୁରସୁଣ୍ଢି ଗାଁରେ ଉପଜିଲାପାଳ ସଞ୍ଜୟ ମିଶ୍ରଙ୍କୁ ଗୁରୁବାର ଗ୍ରାମବାସୀ ଅଟକ ରଖିଛନ୍ତି। ଗାଁରେ ହେଉଥିବା ବିଭିନ୍ନ ଅନିୟମିତତା ତଥା ଦୁର୍ନୀତିକୁ ନେଇ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିବା ଜଣାପଡ଼ିଛି। ଉପଜିଲାପାଳ ଦୁର୍ନୀତି ଅଭିଯୋଗର…

ବିଜ୍ଞାନ ମେଳା ପାଇଁ ବେଆଇନ ଅର୍ଥ ସଂଗ୍ରହ

ବଲାଙ୍ଗୀର ଅଫିସ, ୧୪ା୧୧ – ଶିକ୍ଷା ବିଭାଗର କୌଣସି ସର୍କୁଲାର ନଥିବା ସତ୍ତ୍ୱେ ସରକାରୀ ସ୍କୁଲଗୁଡିକରେ ବିଜ୍ଞାନ ମେଳା ଆୟୋଜନ କରାଯିବା ନେଇ ବଲାଙ୍ଗୀର ଜିଲା ଦେଓଗଁା ବ୍ଳକର ବିଭିନ୍ନ ସ୍କୁଲରୁ ବେଆଇନ ଭାବେ ଅର୍ଥ ସଂଗ୍ରହ କରାଯାଇଛି ା ଖୋଦ୍‌…

ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର: କାର୍ଯ୍ୟକ୍ଷମ ହେଉନି ବର୍ଯ୍ୟବସ୍ତୁ ଭଷ୍ମକ ଯନ୍ତ୍ର

ଲାଠୋର,୧୩ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଥିବା ଅଭିଯୋଗ ହୋଇଛି। କେନ୍ଦ୍ର ଉପରେ ଅଞ୍ଚଳର ୩୫ରୁ ଊଦ୍ଧ୍ୱର୍ର୍ ଗ୍ରାମର ଲୋକେ ନିର୍ଭର କରୁଥିବା ବେଳେ ଅବ୍ୟବସ୍ଥା ତାଙ୍କୁ ହତାଶ କରିଛି।…

ପେଟ୍‌ରୋଗ୍‌ରେ ଆକ୍‌ରାଁତ ବସନ୍ତ: ଚିକିଛା ଲାଗି ଟଁକା ଅଭାବ

ଲୋଇସିଂହା, ୧୩।୧୧(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ୀପଦର ପଁଚେତ୍‌ ସଦର ଗଁାର ବସନ୍ତ ବାରିକ(୩୭)। ସେ ପେଟ୍‌ ବେମାରିର ଚିକିଛାରେ ଲକ୍ଷାଧିକ୍‌ ଟଁକା ଖରଚ୍‌ କରି ସରବ୍‌ସୁଅଁାତ ହେଇଛନ୍‌। ହେଲେ ଦିହିପା ଠିକ୍‌ ନାଇଁ ରହିବାର ଲାଗି କୁଲିମଜୁରି ବି କରିଯାଇ…

ବଲାଙ୍ଗୀରରେ ବିଶ୍ୱର ସର୍ବୋଚ୍ଚ ବାଲୁକା କଳା ସ୍ଥାପନ ଯୋଜନା

ବଲାଙ୍ଗୀର ଅଫିସ, ୧୩ା୧୧ – ବଲାଙ୍ଗୀର ଜିଲା ତୁଷରା ତହସିଲ ଅନ୍ତର୍ଗତ ପେଣ୍ଡିମୁଣ୍ଡା ନିକଟ ତେଲନଦୀ କୂଳରେ ବିଶ୍ୱର ସର୍ବୋଚ୍ଚ ବାଲୁକା କଳା ନିର୍ମାଣ କରାଯିବାର ଯୋଜନା କରାଯାଇଛି ା ବଲାଙ୍ଗୀର ଜିଲାର ବାଲୁକା ଶିଳ୍ପୀ ଓମ୍‌ପ୍ରକାଶ ସାହୁଙ୍କ ନେତୃତ୍ୱରେ ଓଡିଶାର…

ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଖପା୍ରଖୋଲ, ୧୨ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣମାସୀ ବରିହାଙ୍କୁ ସୋମବାର ନିଜ କାର୍ଯ୍ୟାଳୟରେ ଥିବାବେଳେ ଦୁର୍ବ୍ୟବହାର କରାଯାଇଥିବା ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି। ଅଧ୍ୟକ୍ଷା ବରିହା ତାଙ୍କ ଏତଲାରେ ହରିଶଙ୍କର ଗେଟ ନିର୍ମାଣ କାମକୁ ନେଇ ଦୁର୍ବ୍ୟବହାର,…

ସାହାଯ୍‌ ଆଶ୍‌ରେ ପକ୍ଷାଘାତ ରୁଗୀ ନିତ୍ୟାନନ୍ଦ

ଲାଠୋର, ୧୧।୧୧(ଡି.ଏନ୍‌.ଏ.)- ସରକାର ଅନେକ ଯୋଜନା କାଯ୍‌କାରୀ କରି ଗରିବ୍‌ ଦୁଖିକୁ ମାହାଲିଆ ଚିକିଛା ସୁବିଧା, ଉଷୋକଷା ଯୁଗେଇ ଦେଉଛନ୍‌। ହେଲେ ପରଚାର ପରସାର ଅଭାବୁ ଅନେକ ଗରିବ୍‌ ଦୁଖି ଯୋଜନା ବାବ୍‌ଦେ ଜାନି ନାଇଁପାରବାର। ଏନ୍‌ତାଥି ସେମାନେ ରୋଗ୍‌ରେ ପଡ଼ି…

ଦାଦନ ଖଟିବାକୁ ଯାଇ ପୁଅ ନିଖୋଜ, ଫେରିବା ବାଟକୁ ଚାହିଁ ବସିଛନ୍ତି ମା’ବାପା

ଖପା୍ରଖୋଲ,୧୧।୧୧(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ରଞ୍ଜିତ ଭୁଏଙ୍କ ପୁଅ ଯୁଗେନ୍ଦ୍ର ଭୁଏ(୨୧)। ଦେଢବର୍ଷ ତଳେ ଚେନ୍ନାଇକୁ ଦାଦନ ଖଟିବାକୁ ଯାଇ କେଉଁଆଢେ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପରିବାର ଲୋକଙ୍କ…

ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ସମବାୟ ବ୍ୟାଙ୍କ ଅସ୍ଥାୟୀ କର୍ମଚାରୀ, ସହଯୋଗୀ ଗିରଫ

ବଲାଙ୍ଗୀର ଅଫିସ,୧୦।୧୧: ବଲାଙ୍ଗୀର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ଜମାକାରୀଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ଘଟଣାର ରବିବାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ସମବାୟ ବ୍ୟାଙ୍କର ଜଣେ ଅସ୍ଥାୟୀ କର୍ମଚାରୀ ନୀଳମଣି ତ୍ରିପାଠୀ ଓ ତାଙ୍କ ସହଯୋଗୀ ସ୍ବାଗତ କୁମାର…

ସ୍କୁଲ ପାଇଖାନା ଛାୟାସ୍ଲାବ୍‌ ଭାଙ୍ଗିଲା: ଜଣେ ଛାତ୍ର ମୃତ, ଜଣେ ଗୁରୁତର

ବଲାଙ୍ଗୀର ଅଫିସ,୯।୧୧: ସ୍ଥାନୀୟ ଟିକ୍ରାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭିତରେ ଥିବା ଏକ ପାଇଖାନାର ଛାୟାସ୍ଲାବ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ସ୍ଥାନୀୟ ମାଲପଡ଼ା ଅଞ୍ଚଳର ଅତିଶ ଖରସେଲ(୧୩)। ସେହିଭଳି…

ଭତା ଲାଗି ଆବେଦନ କରି ବୁରୁଧ୍‌ ନିରାଶ

ଅତାବିରା, ୮।୧୧ (ଡି.ଏନ୍‌.ଏ.)-ବରଗଡ ଜିଲା ଭେଡେନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଛକ ପାସର ବିଧବା ବୁରୁଧ୍‌ ହେମ ଦନ୍ତା(୮୦)। ପରିବାର କହେଲେ ପୁଓ ଲୋକନାଥ, ଝି’ ବୈଦେହୀ, ଗୋଦାବରୀ, ବହ ସୁଜାତା ଆର ନାତେନକେ ନେଇ ତାକର ସଁସାର। ହେମକଁର…

ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ: ୧୫ରୁ ଧାନକିଣା

ବଲାଙ୍ଗୀର ଅଫିସ, ୮ା୧୧-ବଲାଙ୍ଗୀର ଜିଲାରେ ଖରିଫ୍‌ ୨୦୧୯-୨୦ ବର୍ଷ ପାଇଁ ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଡିଆରଡିଏ ସମ୍ମଳନୀ କକ୍ଷରେ ଗୁରୁବାର ବସିଥିଲା ା ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?