ବଲାଙ୍ଗୀର

ବିଭିନ୍ନ ଦାବିରେ ଦୁଇଦିନିଆ ବଲାଙ୍ଗୀର ବନ୍ଦ

ବଲାଙ୍ଗୀର ଅଫିସ, ୨୦।୧୧: ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପୁନଃ ପ୍ରତିଷ୍ଠା, ଲୋୟର ସୁକତେଲ ବୃହତ୍‌ ଜଳସେଚନ ପ୍ରକଳ୍ପ ଓ ବଲାଙ୍ଗୀର ସହରରେ ବାଇପାସ ରାସ୍ତା ନିର୍ମାଣ ଦାବିରେ ବଲାଙ୍ଗୀର ଆକ୍ସନ କମିଟି ନେତୃତ୍ୱରେ ବୁଧବାରଠାରୁ ଦୁଇଦିନିଆ ବନ୍ଦ ପାଳନ ଆରମ୍ଭ…

ଟଁକା ଅଭାବୁ ଉଚଶିକ୍ଷାରୁ ବଁଚିତ ସବିତା

ଲାଠୋର, ୨୦।୧୧ (ଡି.ଏନ.ଏ.)- ସରକାର ଶିକ୍ଷାର ବିକାଶ ଲାଗି କୋଟି କୋଟି ଟଁକା ଖରଚ୍‌ କରୁଛନ୍‌। ହେଲେ ଅନେକ୍‌ ଗରିବ୍‌ ଛାତ୍ରୀଛାତ୍ର କଷ୍‌ଟେମଷ୍‌ଟେ ମାଟ୍ରିକ ପାସ୍‌ କଲା ଉତାରୁ ଆଗ୍‌କେ ପଢ଼ବାର ଇଛା ଥିଲେ ବି ଅଭାବ ଅନାଟନ ଲାଗି ପଢ଼ି…

ବନ୍ୟାର ୩ମାସ ପରେ ବି ସୁଧୁରିନି ସ୍ଥିତି

ବଲାଙ୍ଗୀର ଅଫିସ/ପୁଇଁତଲା, ୨୦ା୧୧ (ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲାରେ ଗତ ଅଗଷ୍ଟ ମାସରେ ପ୍ରଳୟଙ୍କରୀ ବନ୍ୟା ବିତ୍ପାତ ଦେଖାଦେଇଥିଲା। ରାସ୍ତାଘାଟ ଧୋଇ ହୋଇଯିବା ସହ ଘରଦ୍ୱାର ଭାଙ୍ଗି ପ୍ରଭୁତ କ୍ଷୟକ୍ଷତି ହୋଇଥିଲା। ପୁଇଁତଲା ବ୍ଳକ ଭାଲେର ପଞ୍ଚାୟତ ଅନ୍ତର୍ଗତ ଫଟକରା (କ) ଗାଁରେ ବନ୍ୟା…

ବାହାଜାଂଗଲ ମାଜି କମେଇ ଖାଏବାର ମଜା ଅଲଗ

ଗୁଡଭେଲା,୧୯।୧୧(ଡି.ଏନ୍‌.ଏ.)- ‘ଆମ୍‌କୁ ଛତିଗଡ଼ ଆର ଓଡ଼ିଶା ସରକାର ଯାହା ବି ଦେଇଛନ୍‌ ସେଥ୍‌ରେ ଆମେ ଖୁସ୍‌ ଅଛୁଁ। ଛତିଶଗଡ଼ରେ ଚାଷ୍‌ବାସ କରୁଛୁଁ, ବାକି ଫୁରସତ୍‌ ସମିଆରେ ଓଡ଼ିଶା ଆସି ବାଢ଼ୁନ୍‌ ବିକି କୁଟୁମ୍‌ ପୁଷୁଛୁଁ।’ ଇଟା କେହେନ୍‌ସି ଫିଲିମ୍‌ର ଡାଇଲଗ୍‌ ନୁହେ।…

କବିତା ମଣିଷର ସମ୍ବେଦନଶୀଳତା ବଢ଼ାଏ

ବଲାଙ୍ଗୀର ଅଫିସ, ୧୯ା୧୧ ବଲାଙ୍ଗୀରର ତହଁକ୍‌ ସାହିତ୍ୟ କୁଟୁମ୍‌ ପକ୍ଷରୁ ସ୍ଥାନୀୟ ଗାନ୍ଧୀ ଭବନଠାରେ ଶୀତ୍‌ କେ ସ୍ବାଗତ୍‌ କବିତା ଆସର ଅନୁଷ୍ଠିତ ହୋଇଥିଲା ା ଅଭିନେତା ଓ ନାଟ୍ୟକାର ଅରବିନ୍ଦ ବାଗଙ୍କ ସଭାପତିତ୍ୱ ତଥା କବି ଆନନ୍ଦଚନ୍ଦ୍ର ସାହୁଙ୍କ ସଂଯୋଜନାକ୍ରମେ…

ଶହେରୁ ଊର୍ଦ୍ଧ୍ୱ ଦେଶରେ ରହିଛି ଗାନ୍ଧୀଙ୍କ ପ୍ରତିମୂର୍ତ୍ତି

ବଲାଙ୍ଗୀର ଅଫିସ,୧୮।୧୧: ବିଶ୍ୱର ୧୦୨ଟି ଦେଶରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଏକ କିମ୍ବା ତଦୂର୍ଦ୍ଧ୍ୱ ପ୍ରତିମୂର୍ତ୍ତି ରହିଥିବା ସୂଚନା ଅଧିକାର ଆଇନ ଜରିଆରେ ମିଳିଥିବା ତଥ୍ୟରୁ ଜଣାପଡିଛି। ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରହିଥିବା ସମୁଦାୟ ୧୦୨ଦେଶ ମଧ୍ୟରୁ ୮୨ଟି ଦେଶରେ ପୂର୍ଣ୍ଣାବୟବ…

ଅଧିକାର ପାଇଁ ଲଢେଇ କରିବାକୁ ଆହ୍ବାନ

ଖପ୍ରାଖୋଲ, ୧୮ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ହରିଶଙ୍କର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବିର୍ସା ମୁଣ୍ଡାଙ୍କ ୧୪୪ତମ ଜୟନ୍ତୀ ସମାରୋହ ଏସ୍‌ଟି, ଏସ୍‌ସି କର୍ମଚାରୀ ସଂଘ ଆନୁକୂଲ୍ୟରେ ରବିବାର ପାଳିତ ହୋଇଯାଇଛି ା ଏସ୍‌ଟି, ଏସସି କର୍ମଚାରୀ ସଂଘ ସଭାପତି ରାହାସ…

ହାତୀ ଆକ୍ରମଣରେ ଚାଷୀ ମୃତ: କ୍ଷତିପୂରଣ ଦାବି

ଲୋଇସିଂହା,୧୬।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ବନଖଣ୍ଡ ଲୋଇସିଂହା ରେଞ୍ଜ ଅନ୍ତର୍ଗତ ଧଉଁରାଦାଦର ଗାଁରେ ହାତୀ ଆକ୍ରମଣରେ ଶନିବାର ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶ୍ରୀରାମ ବିଶାଳ (୪୫)। ସୂଚନାଯୋଗ୍ୟ, ଶ୍ରୀରାମ ଗ୍ରାମ ନିକଟ ଚାଷଜମିକୁ ଶୁକ୍ରବାର ରାତିରେ ଜଗିବାକୁ ଯାଇ ଶନିବାର…

ଗାଁରେ ହେଉଥିବା ଅନିୟମିତତାକୁ ନେଇ ଉପଜିଲାପାଳଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଲୋଇସିଂହା, ୧୪।୧୧(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ମୁରସୁଣ୍ଢି ଗାଁରେ ଉପଜିଲାପାଳ ସଞ୍ଜୟ ମିଶ୍ରଙ୍କୁ ଗୁରୁବାର ଗ୍ରାମବାସୀ ଅଟକ ରଖିଛନ୍ତି। ଗାଁରେ ହେଉଥିବା ବିଭିନ୍ନ ଅନିୟମିତତା ତଥା ଦୁର୍ନୀତିକୁ ନେଇ ଗ୍ରାମବାସୀ ତାଙ୍କୁ ଅଟକ ରଖିଥିବା ଜଣାପଡ଼ିଛି। ଉପଜିଲାପାଳ ଦୁର୍ନୀତି ଅଭିଯୋଗର…

ବିଜ୍ଞାନ ମେଳା ପାଇଁ ବେଆଇନ ଅର୍ଥ ସଂଗ୍ରହ

ବଲାଙ୍ଗୀର ଅଫିସ, ୧୪ା୧୧ – ଶିକ୍ଷା ବିଭାଗର କୌଣସି ସର୍କୁଲାର ନଥିବା ସତ୍ତ୍ୱେ ସରକାରୀ ସ୍କୁଲଗୁଡିକରେ ବିଜ୍ଞାନ ମେଳା ଆୟୋଜନ କରାଯିବା ନେଇ ବଲାଙ୍ଗୀର ଜିଲା ଦେଓଗଁା ବ୍ଳକର ବିଭିନ୍ନ ସ୍କୁଲରୁ ବେଆଇନ ଭାବେ ଅର୍ଥ ସଂଗ୍ରହ କରାଯାଇଛି ା ଖୋଦ୍‌…

ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର: କାର୍ଯ୍ୟକ୍ଷମ ହେଉନି ବର୍ଯ୍ୟବସ୍ତୁ ଭଷ୍ମକ ଯନ୍ତ୍ର

ଲାଠୋର,୧୩ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ପ୍ରାଣୀଧନ ଚିକିତ୍ସା କେନ୍ଦ୍ର ବିଭିନ୍ନ ଅବ୍ୟବସ୍ଥା ମଧ୍ୟଦେଇ ଗତି କରୁଥିବା ଅଭିଯୋଗ ହୋଇଛି। କେନ୍ଦ୍ର ଉପରେ ଅଞ୍ଚଳର ୩୫ରୁ ଊଦ୍ଧ୍ୱର୍ର୍ ଗ୍ରାମର ଲୋକେ ନିର୍ଭର କରୁଥିବା ବେଳେ ଅବ୍ୟବସ୍ଥା ତାଙ୍କୁ ହତାଶ କରିଛି।…

ପେଟ୍‌ରୋଗ୍‌ରେ ଆକ୍‌ରାଁତ ବସନ୍ତ: ଚିକିଛା ଲାଗି ଟଁକା ଅଭାବ

ଲୋଇସିଂହା, ୧୩।୧୧(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ବୁଢ଼ୀପଦର ପଁଚେତ୍‌ ସଦର ଗଁାର ବସନ୍ତ ବାରିକ(୩୭)। ସେ ପେଟ୍‌ ବେମାରିର ଚିକିଛାରେ ଲକ୍ଷାଧିକ୍‌ ଟଁକା ଖରଚ୍‌ କରି ସରବ୍‌ସୁଅଁାତ ହେଇଛନ୍‌। ହେଲେ ଦିହିପା ଠିକ୍‌ ନାଇଁ ରହିବାର ଲାଗି କୁଲିମଜୁରି ବି କରିଯାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?