ବଲାଙ୍ଗୀର

ବଲାଙ୍ଗୀରରେ ବିଶ୍ୱର ସର୍ବୋଚ୍ଚ ବାଲୁକା କଳା ସ୍ଥାପନ ଯୋଜନା

ବଲାଙ୍ଗୀର ଅଫିସ, ୧୩ା୧୧ – ବଲାଙ୍ଗୀର ଜିଲା ତୁଷରା ତହସିଲ ଅନ୍ତର୍ଗତ ପେଣ୍ଡିମୁଣ୍ଡା ନିକଟ ତେଲନଦୀ କୂଳରେ ବିଶ୍ୱର ସର୍ବୋଚ୍ଚ ବାଲୁକା କଳା ନିର୍ମାଣ କରାଯିବାର ଯୋଜନା କରାଯାଇଛି ା ବଲାଙ୍ଗୀର ଜିଲାର ବାଲୁକା ଶିଳ୍ପୀ ଓମ୍‌ପ୍ରକାଶ ସାହୁଙ୍କ ନେତୃତ୍ୱରେ ଓଡିଶାର…

ପଞ୍ଚାୟତ ସମିତି ଅଧ୍ୟକ୍ଷାଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଖପା୍ରଖୋଲ, ୧୨ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ପଞ୍ଚାୟତ ସମିତି ଅଧ୍ୟକ୍ଷା ପୂର୍ଣ୍ଣମାସୀ ବରିହାଙ୍କୁ ସୋମବାର ନିଜ କାର୍ଯ୍ୟାଳୟରେ ଥିବାବେଳେ ଦୁର୍ବ୍ୟବହାର କରାଯାଇଥିବା ଖପ୍ରାଖୋଲ ଥାନାରେ ଅଭିଯୋଗ ହୋଇଛି। ଅଧ୍ୟକ୍ଷା ବରିହା ତାଙ୍କ ଏତଲାରେ ହରିଶଙ୍କର ଗେଟ ନିର୍ମାଣ କାମକୁ ନେଇ ଦୁର୍ବ୍ୟବହାର,…

ସାହାଯ୍‌ ଆଶ୍‌ରେ ପକ୍ଷାଘାତ ରୁଗୀ ନିତ୍ୟାନନ୍ଦ

ଲାଠୋର, ୧୧।୧୧(ଡି.ଏନ୍‌.ଏ.)- ସରକାର ଅନେକ ଯୋଜନା କାଯ୍‌କାରୀ କରି ଗରିବ୍‌ ଦୁଖିକୁ ମାହାଲିଆ ଚିକିଛା ସୁବିଧା, ଉଷୋକଷା ଯୁଗେଇ ଦେଉଛନ୍‌। ହେଲେ ପରଚାର ପରସାର ଅଭାବୁ ଅନେକ ଗରିବ୍‌ ଦୁଖି ଯୋଜନା ବାବ୍‌ଦେ ଜାନି ନାଇଁପାରବାର। ଏନ୍‌ତାଥି ସେମାନେ ରୋଗ୍‌ରେ ପଡ଼ି…

ଦାଦନ ଖଟିବାକୁ ଯାଇ ପୁଅ ନିଖୋଜ, ଫେରିବା ବାଟକୁ ଚାହିଁ ବସିଛନ୍ତି ମା’ବାପା

ଖପା୍ରଖୋଲ,୧୧।୧୧(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଭାନପୁର ପଞ୍ଚାୟତ ଅନ୍ତର୍ଗତ ତୁର୍ଲା ଗାଁର ରଞ୍ଜିତ ଭୁଏଙ୍କ ପୁଅ ଯୁଗେନ୍ଦ୍ର ଭୁଏ(୨୧)। ଦେଢବର୍ଷ ତଳେ ଚେନ୍ନାଇକୁ ଦାଦନ ଖଟିବାକୁ ଯାଇ କେଉଁଆଢେ ନିଖୋଜ ହୋଇଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପରିବାର ଲୋକଙ୍କ…

ଏଟିଏମ୍‌ରୁ ଟଙ୍କା ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ସମବାୟ ବ୍ୟାଙ୍କ ଅସ୍ଥାୟୀ କର୍ମଚାରୀ, ସହଯୋଗୀ ଗିରଫ

ବଲାଙ୍ଗୀର ଅଫିସ,୧୦।୧୧: ବଲାଙ୍ଗୀର ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ଜମାକାରୀଙ୍କ ଆକାଉଣ୍ଟରୁ ଲକ୍ଷାଧିକ ଟଙ୍କା ଲୁଟ୍‌ ଘଟଣାର ରବିବାର ପର୍ଦ୍ଦାଫାଶ ହୋଇଛି। ଏହି ଘଟଣାରେ ସମବାୟ ବ୍ୟାଙ୍କର ଜଣେ ଅସ୍ଥାୟୀ କର୍ମଚାରୀ ନୀଳମଣି ତ୍ରିପାଠୀ ଓ ତାଙ୍କ ସହଯୋଗୀ ସ୍ବାଗତ କୁମାର…

ସ୍କୁଲ ପାଇଖାନା ଛାୟାସ୍ଲାବ୍‌ ଭାଙ୍ଗିଲା: ଜଣେ ଛାତ୍ର ମୃତ, ଜଣେ ଗୁରୁତର

ବଲାଙ୍ଗୀର ଅଫିସ,୯।୧୧: ସ୍ଥାନୀୟ ଟିକ୍ରାପଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଭିତରେ ଥିବା ଏକ ପାଇଖାନାର ଛାୟାସ୍ଲାବ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ସ୍ଥାନୀୟ ମାଲପଡ଼ା ଅଞ୍ଚଳର ଅତିଶ ଖରସେଲ(୧୩)। ସେହିଭଳି…

ଭତା ଲାଗି ଆବେଦନ କରି ବୁରୁଧ୍‌ ନିରାଶ

ଅତାବିରା, ୮।୧୧ (ଡି.ଏନ୍‌.ଏ.)-ବରଗଡ ଜିଲା ଭେଡେନ ବ୍ଲକ ଦେଶଭଟିଲି ପଁଚେତ୍‌ ଉଦେପୁର ଛକ ପାସର ବିଧବା ବୁରୁଧ୍‌ ହେମ ଦନ୍ତା(୮୦)। ପରିବାର କହେଲେ ପୁଓ ଲୋକନାଥ, ଝି’ ବୈଦେହୀ, ଗୋଦାବରୀ, ବହ ସୁଜାତା ଆର ନାତେନକେ ନେଇ ତାକର ସଁସାର। ହେମକଁର…

ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ: ୧୫ରୁ ଧାନକିଣା

ବଲାଙ୍ଗୀର ଅଫିସ, ୮ା୧୧-ବଲାଙ୍ଗୀର ଜିଲାରେ ଖରିଫ୍‌ ୨୦୧୯-୨୦ ବର୍ଷ ପାଇଁ ଜିଲାସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଡିଆରଡିଏ ସମ୍ମଳନୀ କକ୍ଷରେ ଗୁରୁବାର ବସିଥିଲା ା ଜିଲାପାଳ ଅରିନ୍ଦମ ଡାକୁଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବଲାଙ୍ଗୀର ବିଧାୟକ ନରସିଂହ ମିଶ୍ର,…

୩୧ଦାଦନ ଶ୍ରମିକ ଉଦ୍ଧାର, ୩ସର୍ଦ୍ଦାର ଗିରଫ

ଲାଠୋର/ମୁରିବାହାଲ, ୭ା୧୧(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲାଠୋର ଥାନା ଓ ମୁରିବାହାଲ ଥାନା ଅଞ୍ଚଳରୁ ବେଆଇନଭାବେ ଚାଲାଣ କରାଯାଉଥିବା ବେଳେ ୧୧ ଶିଶୁଙ୍କ ସହ ୩୧ଦାଦନ ଶ୍ରମିକଙ୍କୁ ପୋଲିସ ଉଦ୍ଧାର କରାଯାଇଛି। ଉଭୟ ଘଟଣାରେ ୩ଜଣ ଦାଦନ ସର୍ଦ୍ଦାରଙ୍କୁ ଗିରଫ କରାଯାଇଛି। ଉଦ୍ଧାର…

ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍‌ପିଟାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ

ବଲାଙ୍ଗୀର ଅଫିସ, ୭।୧୧- ଓଡ଼ିଶା ମୁଖ୍ୟ ଶାସନ ସଚିବ ଅଜିତ କୁମାର ତ୍ରିପାଠୀ, ୫-ଟି ସଚିବ ଭି କେ ପାଣ୍ଡିଆନ, ଏନଆର୍‌ଏଚ୍‌ଏମ୍‌ ଏମ୍‌ଡି ଶାଳିନୀ ପଣ୍ଡିତ ଗୁରୁବାର ଅଚାନକ ବଲାଙ୍ଗୀର ଜିଲା ଗସ୍ତରେ ଆସି ଭୀମଭୋଇ ମେଡିକାଲ କଲେଜ ହସପିଟାଲ ପରିଦର୍ଶନ…

ଗିରିଶଙ୍କରକୁଁ ମିଲବା ବିଜୁ ପକାଘର

ଲୋଇସିଂହା, ୭।୧୧(ଡି.ଏନ.ଏ)- ଗଲା ଦିଆଲି ଆଗରୁ ହେଇଥିବାର ଲଘୁଚାପ ବରଷାରେ ସୁବର୍ଣ୍ଣପୁର ଜିଲା କୁମୁଣ୍ଡେ ଗଁାର ଗିରିଶଙ୍କର ଗେଜୋକଁର ମାଏଟ୍‌ ଘରର କଁାଥି ଭାଂଗି ଯାଇଥିଲା। ଏନ୍‌ତାଥି ୪ ପରାନୀ କୁଟୁମ ସିମେଟ ପାଲ ତଲେ ବଡ଼ା ଗୁଲ୍‌ଗୁଲା ହେଇ ଜୀବନ…

ପୁଓକେ ଫିରି ପାଏଲେ ପରିବାର ଲୋକ୍‌

ଅତାବିରା, ୬।୧୧ (ଡି.ଏନ୍‌.ଏ.)- ଅନୁଗୋଳ ଜିଲା ଦେନାଗାଡ଼ିଆ ଗଁାର ଧ୍ରୁବ ନାଏକକଁର ପୁଓ ମୁନା ନାଏକ(୨୨) ଝନେ ମାନ୍‌ସିକ ରୁଗୀ। ଆଏଜ୍‌କେ ୧୫ ଦିନ୍‌ ତଲେ ସେ ଘରୁ ବାହାରି ରାସ୍‌ତା ବାମି ଯାଇଥିଲେ। ଏନ୍‌ତାଥି ସେ ହୁରମୁଖିଆ ରାଜପଥରେ ଚାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?