ବଲାଙ୍ଗୀର

ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ: ଗଗନୟାନରେ ମହାକାଶ ଯିବେ ବଲାଙ୍ଗୀରର ନିଖିଲ ରଥ

ବଲାଙ୍ଗୀର ଅଫିସ, ୮।୯: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ଗଗନୟାନ ପାଇଁ ଭାରତୀୟ ବାୟୁସେନା ପକ୍ଷରୁ ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ ପ୍ରକ୍ରିୟା ଇତିମଧ୍ୟରେ ଶେଷ ହୋଇଛି ା ମିଶନ୍‌ ଗଗନୟାନର ପ୍ରଥମ ପର୍ଯ୍ୟାୟ ମହାକାଶଚାରୀ ଚୟନ…

ପ୍ରବଳ ବର୍ଷାରେ ଘରେ ପଶିଲା ପାଣି: ଡ୍ରେନ ସଫେଇ ଦାବିରେ ରାସ୍ତାରୋକୋ

ବଲାଙ୍ଗୀର ଅଫିସ, ୬ା୯: ବଲାଙ୍ଗୀର ସହରରେ ଶୁକ୍ରବାର ସକାଳ ୮ଟାରୁ ପ୍ରାୟ ୨ ଘଣ୍ଟାର ପ୍ରବଳ ବର୍ଷାରେ ଅନେକ ଅଞ୍ଚଳରେ ପୁଣି ଥରେ ବନ୍ୟା ଭ୍ରମ ସୃଷ୍ଟି ହୋଇଥିଲା । ରାସ୍ତାଘାଟ ଉପରେ ଆଣ୍ଠୁଏ ପାଣି ପ୍ରବାହିତ ହେବା ସହ ଶତାଧିକ…

ଅଙ୍ଗନଓ୍ବାଡି କର୍ମୀଙ୍କ ସିଡିପିଓ ଅଫିସ ଘେରାଉ

ଲୋଇସିଂହା,୬।୯(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସିଡିପିଓ ଜ୍ୟୋତିର୍ମୟୀ ନାଏକ ଜନୈକ କର୍ମୀଙ୍କୁ ଦୁର୍ବ୍ୟବହାର କରିବା ପ୍ରତିବାଦରେ ଶୁକ୍ରବାର ଅଙ୍ଗନଓ୍ବାଡି କର୍ମୀ ସଂଘ ପକ୍ଷରୁ ସିଡିପିଓ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସଂଘ ସଭାନେତ୍ରୀ ରୋହିନୀ ବିଶିଙ୍କ ନେତୃତ୍ୱରେ କର୍ମୀମାନେ ଏକାଠିହୋଇ ଦୃଢ…

ମୁଖ୍ୟମନ୍ତ୍ରୀ ଦେଲେ ନିରଦେଶ: ଉପ୍‌କାର ପାଏଲେ ୪ ଅସାହା ଲୋକ୍‌

ଲାଠୋର, ୬ା୯ (ଡି.ଏନ୍‌.ଏ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲାପାଲକୁଁ ଟୁଇଟର ଜରିଆରେ ୪ ଝନ୍‌ ଅସାହା ଲୁକ୍‌କୁ ଯେତେ ଜଲଦି ହେବା ସାହାଯ୍‌ ଯୁଗେଇ ଦେବାକେ ନିରଦେଶ ଦେଇଥିବାର ଜନାଯାଇଛେ। ମୁଖ୍ୟମନ୍ତ୍ରୀକଁର ନିରଦେଶ ଅନ୍‌ସାରେ ବଲାଙ୍ଗୀର ଜିଲାପାଲ ଇ ୪…

ସଫଳ ଶିକ୍ଷକ ଭିତରେ ଛାତ୍ରର ପ୍ରତ୍ୟାଶା ରହିଥାଏ

ବଲାଙ୍ଗୀର ଅଫିସ, ୬ା୯ – ବଲାଙ୍ଗୀର ରୋଟାରୀ କ୍ଳବ ଅଫ୍‌ ଇଲିଟ୍‌ ପକ୍ଷରୁ ସ୍ଥାନୀୟ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ସଭାକକ୍ଷରେ ଗୁରୁଦିବସ ପାଳନ କରାଯାଇଛି ା କ୍ଳବ ପକ୍ଷରୁ ସରକାରୀ ସ୍କୁଲର ଛାତ୍ରୀମାନଙ୍କ ପାଇଁ ଚାଲିଥିବା ଅଭିନବ ଶିକ୍ଷା…

ବିଦ୍ୟୁତ୍‌ ନେଲା ୬ ଜୀବନ

ବିଦ୍ୟୁତ୍‌ ତାରରେ ଛନ୍ଦି ହୋଇ ଦମ୍ପତି ମୃତ ଲୋଇସିଂହା,୫।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗ୍ରାମରେ ବୁଧବାର ସକାଳେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଏକ ଦମ୍ପତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରଜନୀ ନାଗ(୩୦) ଓ ତାଙ୍କ ସ୍ବାମୀ…

ଭାଇଚାରା ବଜାୟ ରଖିବା ଉପରେ ଗୁରତ୍ୱ

ଲୋଇସିଂହା,୪।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ହୀରାପୁର ପଞ୍ଚାୟତ ଅନ୍ତର୍ଗତ ସେମେଲମୁଣ୍ଡା ଗ୍ରାମର ନେତାଜୀ ଯୁବକସଂଘ ଆନୁକୂଲ୍ୟରେ ନୂଆଁଖାଇ ଭେଟ୍‌ଘାଟ ବୁଧବାର ଅନୁଷ୍ଠିତ ହୋଇଯାଇଛି । ଗୋବର୍ଦ୍ଧନ ଭୋଇ ସଭାରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ଶିକ୍ଷକ ଜ୍ୟୋତିରଞ୍ଜନ ସା, ସତ୍ୟନାରାୟଣ ଭୋଇ,…

ଅଙ୍ଗଦାନ ମହାଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଟିଟିଲାଗଡ଼, ୩୧।୮(ଡି.ଏନ.ଏ.): ରାଜ୍ୟ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଅଙ୍ଗଦାନ ମହାଦାନ ସଚେତନତା କାର୍ଯ୍ୟକ୍ରମକୁ ଶନିବାର ପତକା ଦେଖାଇ ଶୁଭାରମ୍ଭ କରିଛନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ ମାରୱାଡି ମହିଳା ସମିତି ଆନୁକୂଲ୍ୟରେ ଅନୁଷ୍ଠିତ…

ଟ୍ରେନ୍‌ରୁ ୫ଶହ ପାରା ଜବତ, ୨ ଗିରଫ

ବଲାଙ୍ଗୀର ଅଫିସ, ୩୧ା୮: ସମଲେଶ୍ୱରୀ ଏକ୍ସପ୍ରେସ୍‌ ଟ୍ରେନ୍‌ରେ ୭ଟି ପେଟିରେ ଆସୁଥିବା ୫ଶହ ପାରାକୁ ବଲାଙ୍ଗୀର ଆରପିଏଫ୍‌(ରେଳ ସୁରକ୍ଷା ବଳ) ସ୍ଥାନୀୟ ରେଳଷ୍ଟେଶନ୍‌ରୁ ଶୁକ୍ରବାର ଜବତ କରିଛି। ପାରା ଚାଲାଣ କରୁଥିବା ବାପପୁଅଙ୍କୁ ଗିରଫ କରିଛି ା ଗିରଫ ୨ ଅଭିଯୁକ୍ତ…

ଅଁଟାରୁ ତଲକେ ଅଚଲ, ଖଟେ ପଡ଼ିଛନ୍‌ ବିପିନ: ଚିକିଛା ସାହାଯ୍‌ ଲାଗି ପରିବାରର ଆକୁଲ ନିବେଦନ

  ଲାଠୋର, ୩୧ା୮ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର ମନ୍ଦିର ପଡ଼ାର ବିପିନ ସେଠ୍‌(୫୩) ରୋଗ୍‌ ପରଭାବରେ ଖଟେ ପଡ଼ି ରହିଛନ୍‌। ଇଆଡ଼େ ଟଁକା ପଏସା ଅଭାବୁ ସେ ଚିକିଛା କରେଇ ନାଇଁପାରବାର। ଏନ୍‌ତାଥି ପରିବାର…

ନାନା ରୋଗ୍‌ ସଂଗେ ଯୁଝୁଛନ୍‌ ପୁଷ୍ପାଞ୍ଜଳି: ଚିକିଛା ସାହାଯ୍‌ ଲାଗି ମା’ବାପ୍‌ର ଆକୁଲ ନିବେଦନ

ଲାଠୋର, ୩୦ା୮ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ପଁଚେତ୍‌ ସଦର ମେହେର ପଡ଼ାର ବିଭିଷଣ ମେହେରକଁର ଝି’ ପୁଷ୍ପାଞ୍ଜଳି(୨୦)। ସେ ଜନମ୍‌ ହେବାର ୬ ଦିନ୍‌ ଉତାରୁ ନାନା ରୋଗ୍‌ ସଂଗେ ଯୁଝୁଛନ୍‌। ଇଆଡ଼େ ପରିବାରଟା ଗରିବ୍‌ ହେଇଥିଲାବେଲେ…

ଗଣମାଧ୍ୟମ ଜରିଆରେ ସାହାଯ୍‌ ଲାଗି ଗୁହାରି କଲେ: ଦିବ୍ୟାଙ୍ଗ ଝି’ପୁଓର ଚିନ୍‌ତାରେ ଗରିବ୍‌ ମା’ବାପ୍‌

ଖପ୍ରାଖୋଲ,୨୮।୮ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମହରାପଦର ପଁଚେତ୍‌ ବାଗଝରନ ଗଁାର ଜୟନ୍ତ ବରିହା। ପରିବାର କହେଲେ ମାଏକିନା ବିମଳା, ପୁଓ ନରେନ୍ଦ୍ର(୪) ଆର ଝି’ ଅମ୍ବିକା(୨)। ପୁଓ ଜନମ୍‌ ହେଲା ଉତାରୁ ପରିବାରରେ ଖୁସିର ମାହୋଲ ଥିଲା। ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?